ଆମ ଜିଲା ଖବର

ଜିଲାରେ କମିଛି ଡେଙ୍ଗୁ ପ୍ରକୋପ

ଢେଙ୍କାନାଳ ଅଫିସ, ୧୬।୫: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ସଭାଗୃହରେ ମଙ୍ଗଳବାର ଜିଲାସ୍ତରୀୟ ଜାତୀୟ ଡେଙ୍ଗୁ ଦିବସ ପାଳିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ (ସିଡିଏମ୍‌ଓ) ଡା. ଅଶୋକ କୁମାର ଦାଶ ଏଥିରେ ଅଧ୍ୟକ୍ଷତା କରି କହିଲେ, ଜିଲାରେ ଡେଙ୍ଗୁ ପ୍ରକୋପ…

ଦୁଇ ଦିନିଆ କଳାହାଣ୍ଡି ଗସ୍ତରେ ଆସିବେ ୫ଟି ସଚିବ

କେସିଙ୍ଗା,୧୭।୫(ଡିଏନଏ) ଆସନ୍ତା ୧୯ ଓ ୨୦ ତାରିଖ ଶୁକ୍ରବାର ଏବଂ ଶନିବାର ୫ଟି ସଚିବ ଭି.କେ ପାଣ୍ଡିଆନ କଳାହାଣ୍ଡି ଗସ୍ତରେ ଆସୁଛନ୍ତି। ଏନେଇ କେସିଙ୍ଗା ବିଡ଼ିଓ ପ୍ରଫୁଲ କୁମାର ଅଦୁ ସୂଚନା ଦେଇଛନ୍ତି। ପ୍ରଥମେ ୧୯ ତାରିଖରେ କେସିଙ୍ଗା ବ୍ଲକର ବେଲଖଣ୍ଡି…

ରାଜନୀତିରୁ ବଢୁଛି ରକ୍ତପାତ

ଢେଙ୍କାନାଳ ଅଫିସ, ୧୭।୫: ରାଜନୈତିକ ଗୋଷ୍ଠୀ କନ୍ଦଳରୁ ବଢୁଛି ରକ୍ତପାତ। ଗଡୁଛି ମୁଣ୍ଡ। ହତ୍ୟାକାଣ୍ଡର ଅଭିଯୁକ୍ତମାନେ ଧରାପଡୁଛନ୍ତି ସତ, ହେଲେ ପରଦା ପଛର ଖଳନାୟକଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ ପୋଲିସ। ଆକ୍ଷେପ-ପ୍ରତିଆକ୍ଷେପ ରାଜନୀତି, ଠିକାଦାରି କାରବାର, ଦଳୀୟ ବିବାଦ ଏଭଳି ହତ୍ୟାକାଣ୍ଡର…

କାଶିନିପଦର: ହିତାଧିକାରୀଙ୍କ ଚାଉଳ ଲୁଟ୍‌ ଅଭିଯୋଗ

ଫୁଲବାଣୀ ଅଫିସ, ୧୭।୫: କନ୍ଧମାଳ ଜିଲାରେ ହିତାଧିକାରୀଙ୍କ ଚାଉଳ ହେରଫେର ହେଉଥିବା ଅଭିଯୋଗ ହୋଇଛି। ବିଗତ ଦିନରେ କୁଟିଆ କନ୍ଧଙ୍କ ଚାଉଳ ହରିଲୁଟକୁ ନେଇ ଜିଲାରେ ଚର୍ଚ୍ଚା ଜୋର ଧରିଥିଲା। ଘଟଣାକୁ ଚପାଇ ଦେବାକୁ ସେତେବେଳେ ବେଶ ଉଦ୍ୟମ କରାଯାଇଥିଲା। ଆଜି…

ଟେଣ୍ଟ ଉଡ଼ିଗଲା, ତୋରଣ ଭାଙ୍ଗିଲା

ଭଞ୍ଜନଗର/ଚିକିଟି/ଆସିକା,୧୬।୫(ଡି.ଏନ.ଏ): ମଙ୍ଗଳବାର ଅପରାହ୍ନ ପ୍ରାୟ ୩ଟା ସମୟରେ ଭଞ୍ଜନଗର ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ଝଡ଼ ତୋଫାନ ସହ ବର୍ଷା ହୋଇଛି। ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ହୋଇଥିବା ଏକାଧିକ ବଡ଼ ବଡ଼ ତୋରଣ ଭାଙ୍ଗି ଚୁରମାର ହୋଇଯାଇଛି। କବିସମ୍ରାଟ ରଙ୍ଗମଞ୍ଚର…

କ୍ଷୁଦ୍ର ଜଳସେଚନ ବିଭାଗରେ ସରକାରୀ ଅର୍ଥ ବ୍ୟୟ

ପାରଳାଖେମୁଣ୍ଡି,୧୭।୫(ଡି.ଏନ୍‌.ଏ.): ଗଜପତି ଜିଲା କ୍ଷୁଦ୍ର ଜଳସେଚନ ବିଭାଗୀୟ କର୍ମକର୍ତ୍ତାଙ୍କ ଆନ୍ତରିକତାର ଅଭାବ ଯୋଗୁ ପାରଳା ମହାରାଜାଙ୍କ ଅମଳର ସମସ୍ତ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ଶିଥିଳ ଭାବେ ପଡ଼ି ରହିଛି। ପ୍ରତ୍ୟେକ ବର୍ଷ ଲକ୍ଷ ଲକ୍ଷ ଟଙ୍କାର ସରକାରୀ ଅନୁଦାନ ବ୍ୟୟ ହେଉଛି,…

ମୁରବିବିହୀନ ଜିଆର୍‌ପି ଥାନାରେ କର୍ମଚାରୀ ମରୁଡ଼ି

ବ୍ରହ୍ମପୁର ଅଫିସ,୧୭।୫: ବ୍ରହ୍ମପୁରରେ ଥିବା ସରକାରୀ ରେଳବାଇ ପୋଲିସ (ଜିଆର୍‌ପି) ଥାନାରେ ଏବେ ଇନ୍ସପେକ୍ଟର ପଦବୀ ଖାଲି ପଡ଼ିଛି। ଗତ ୨୭ ତାରିଖରୁ ଇନ୍ସପେକ୍ଟର ଜ୍ୟୋତି ପ୍ରକାଶ ନାୟକଙ୍କ କଟକ ଜିଆର୍‌ପି ଥାନାକୁ ବଦଳି ହୋଇଛି। ବ୍ରହ୍ମପୁର ଜିଆର୍‌ପିରେ ଗତ ୨୦…

ଆରମ୍ଭ ହେଲା ରବିଧାନ ସଂଗ୍ରହ

ବାରିପଦା ଅଫିସ,୧୭।୫: ମୟୂରଭଞ୍ଜ ଜିଲାରେ ଚଳିତ ବର୍ଷ ଚାଷୀମାନଙ୍କଠାରୁ ରବି ଧାନ କିଣା ଆରମ୍ଭ ହୋଇଛି। ଜିଲାସ୍ତରୀୟ ରବି ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ନିଷ୍ପତ୍ତି ଅନୁଯାୟୀ ମଙ୍ଗଳବାର ଜିଲାପାଳ ବିନୀତ ଭରଦ୍ୱାଜ ସାରସକଣା ବ୍ଲକର ଶୀର୍ଷା ଲ୍ୟାମ୍ପ୍‌ସ…

ଗରା, ବାଲ୍‌ଟି ଧରି ରାସ୍ତାରେ ମହିଳା

ନୀଳଗିରି, ୧୬।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ଛତ୍ରପୁର ପଞ୍ଚାୟତର ୪ଟି ଗାଁରେ ପାନୀୟ ଜଳ ଯୋଗାଣରେ ଅବ୍ୟବସ୍ଥା ଦେଖାଦେଇଛି। ଏହାର ପ୍ରତିବାଦ କରି ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ଗୋଟାଏ ପର୍ଯ୍ୟନ୍ତ ଶତାଧିକ ଗ୍ରାମବାସୀ ସେରଗଡ଼ରୁ ଉଦଳା ସଂଯୋଗ…

ଅସରାଏ ବର୍ଷାରେ ରାସ୍ତା ମରଣଯନ୍ତା

ରାଇବଣିଆ, ୧୭।୫: ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ଚମାର ଗାଁ ପଞ୍ଚାୟତର ଚାଫ୍ଲାଆ ଛକଠାରୁ ଜଳେଶ୍ୱରକୁ ଯିବା ପାଇଁ ଥିବା ପ୍ରଧାନମନ୍ତ୍ରୀ ସଡ଼କ ଅବସ୍ଥା ଶୋଚନୀୟ ହୋଇପଡିଛନ୍ତି। ଅସରାଏ ବର୍ଷାରେ ରାସ୍ତା ମରଣଯନ୍ତା ପାଲଟିଛି। ହଜାର ହଜାର ଲୋକେ ଏହି ରାସ୍ତା…

ଅଟେଇ ସଂରକ୍ଷିତ ଜଙ୍ଗଲରୁ ୨ ଟ୍ରାପ୍‌ କ୍ୟାମେରା ଚୋରି

କେନ୍ଦୁଝର,୧୭।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ଘଟଗଁା ରେଞ୍ଜ ଅନ୍ତର୍ଗତ ଅଟେଇ ସଂରକ୍ଷିତ ଜଙ୍ଗଲରୁ ପୁଣି ୨ଟି ଟ୍ରାପ୍‌ କ୍ୟାମେରା ଚୋରି ହୋଇଥିବା ନେଇ ଘଟଗଁା ଫରେଷ୍ଟର ଜତିନ୍ଦ୍ର ସାହୁ ଥାନାରେ ଏତଲା ଦେଇଛନ୍ତି। ଜଙ୍ଗଲର କାଦବାହାଳି ଉତ୍ତର ବିଟ୍‌ ଅଞ୍ଚଳରୁ ଏହି ଚୋରି…

୨୦ବର୍ଷ ତଳେ ନିଜସ୍ବ ଅର୍ଥରେ ଗଢ଼ିଥିଲେ ମନ୍ଦିର

ଖୁଣ୍ଟୁଣୀ,୧୭।୫( ଡି.ଏନ୍‌.ଏ.): ନିଜ ଜନ୍ମ ଭୂମିରେ ଏକ ମନ୍ଦିର କରିବା ପାଇଁ ସ୍ବପ୍ନ ଦେଖି ତାହାକୁ ସତରେ ପରିଣତ କରିବା ବହୁତ କମ୍‌ ଲୋକ ଥାଆନ୍ତି। ଏଭଳି କାଠିକର ସ୍ବପ୍ନକୁ ପୂରଣ କରି ଦେଖାଇଛନ୍ତି ଜଣେ ତ୍ୟାଗୀ, ଦରଦୀ ମଣିଷ। ଯିଏ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?