ମରିଗଲା ଭାବି କୂଅରେ ଫିଙ୍ଗିଦେଇଥିଲେ ଦୁର୍ବୃତ୍ତ, ୪ ଦିନ ପରେ ଜୀବନ୍ତ ଅବସ୍ଥାରେ ଯୁବକ ଉଦ୍ଧାର
ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ବ୍ଲକ ଅନ୍ତର୍ଗତ ସମଲେଇପଦର ନର୍ସରୀ ପରିସରରେ ରହିଥିବା ଏକ ପରିତ୍ୟକ୍ତ କୂଅରୁ ଗୁରୁବାର ଜଣେ ଯୁବକଙ୍କୁ ଉଦ୍ଧାର କରାଯାଇଛି । ଯୁବକ ଜଣକ ପଦ୍ମପୁର ଉପଖଣ୍ଡ ପୁରେନା ଗ୍ରାମର ତୁଳସୀରାମ ଭୁଏ ବୋଲି ଜଣାପଡିଛି…
ଆଳୁ ଖୋଳୁଖୋଳୁ ମହାଦେବ…ବାଇକ୍-ମୋବାଇଲ୍ ବନ୍ଧକ ରଖି କରୁଥିଲେ ସୁଧ କାରବାର, ଘରୁ ଯାହା ବାହାରିଲା ପୋଲିସ ଦେଖି…
ମୋହନା,୧୧।୬(ମନ୍ମଥ ମିଶ୍ର): ବାଇକ, ଘର ପଟା ଓ ମୋବାଇଲ୍ ବନ୍ଧକ୍ ରଖି ବେଆଇନ୍ ରୁଣ କାରବାର ଅଭିଯୋଗରେ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ଅଡବା ପୋଲିସ । ଅଭିଯୁକ୍ତଠୁ ଲକ୍ଷାଧିକ ନଗଦ ଟଙ୍କା ସହ ୧୩୭ଟି ବାଇକ୍ ଓ ୧୨୭ ଗୋଟି…
ଗେଦେ ବଂଶର ତୃତୀୟତମ ସମ୍ମିଳନୀ, ନିଜ ବଂଶଧର ଲୋକଙ୍କୁ ଚିହ୍ନିବା ପାଇଁ….
ଦାରିଙ୍ଗବାଡି,୧୧।୬(ଅରୁଣ ସାହୁ): ନିଜ ବଂଶଧର ଲୋକଙ୍କ ସହ ଯୋଡି ହେବା ସେମାନଙ୍କୁ ଚିହ୍ନିବା ଓ ଜାଣିବା ପାଇଁ ଏକ ପ୍ରୟାସ କରୁଛି କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ବସବାସ କରୁଥିବା ଗେଦେ ବଂଶ । ଏଥିପାଇଁ ଚଳିତ ବର୍ଷ ତୃତୀୟତମ…
କଣ୍ଟାବାଞ୍ଜିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଅଜଣା ଗାଡି ଧକ୍କାରେ ଚାଲିଗଲା ଜଣଙ୍କ ଜୀବନ
ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ସହର ମାଛ ବଜାର ବଙ୍ଗୋମୁଣ୍ଡା ଫାଟକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ବାଇକ୍କୁ ଏକ ୪ଚକିଆ ଗାଡ଼ି ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ହୋଇଯାଇଥିବା ଜଣାପଡିଛି ।…
ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କଲା ଆମ ଆଦମୀ ପାର୍ଟି, ବଲାଙ୍ଗୀର ଜିଲାପାଳଙ୍କ ଅଫିସ ଆଗରେ ବିକ୍ଷୋଭ ପ୍ରଦର୍ଶନ
ବଲାଙ୍ଗୀର,୧୧।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଆମ ଆଦମୀ ପାର୍ଟି ଜିଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେଙ୍କ ନେତୃତ୍ୱରେ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି କରାଯାଇଛି । ଗୁରୁବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟଳୟ ସମ୍ମୁଖରେ…
ଭଞ୍ଜନଗରରେ ରଜ ମହୋତ୍ସବ ପାଳିତ, ଋତୁସ୍ରାବକୁ ନେଇ ସଚେତନ କରାଇଲେ ସିଡିପିଓ
ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବନ ବିହାର ପରିସରରେ ଗୁରୁବାର ରଜ ମହୋତ୍ସବ ପାଳିତ ହୋଇଯାଇଛି । ଆଇନା ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଋତୁସ୍ରାବ ଜନିତ ସଚେତନତା କାର୍ଯ୍ୟକ୍ରମ ମଧ୍ଯ ଅନୁଷ୍ଠିତ ହୋଇଥିଲା। ଏଥିରେ ଭଞ୍ଜନଗର ସି ଡି…
ସ୍ଲିପର ବସ୍ ମାଲିକଙ୍କୁ ବଡ଼ ଝଟ୍କା! ବେଆଇନ ଡ୍ରାଇଭର ପାର୍ଟିସନ ଡୋର୍ ଉପରେ ଚାଲିଲା ‘ସ୍ପେଶାଲ ଡ୍ରାଇଭ୍’, ୭ ଦିନରେ ୩୮୯ଟି ଗାଡ଼ିକୁ ଚାଲାଣ
କଟକ,୧୧।୬(କାର୍ତ୍ତିକ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ ଏବଂ ଯାତ୍ରୀଙ୍କ ସୁରକ୍ଷା ବୃଦ୍ଧି ଲକ୍ଷ୍ୟରେ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ସାରା ରାଜ୍ୟରେ ସଡ଼କ ସୁରକ୍ଷା ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ ସ୍ଵତନ୍ତ୍ର ଯାଞ୍ଚ ହୋଇଥିଲା। ସ୍ଲିପର୍ ବସ୍ଗୁଡ଼ିକରେ…
ନାବାଳିକା ଗର୍ଭଧାରଣ ଘଟଣାରେ ପୋଲିସର ବଡ଼ ଆକ୍ସନ! ଯୁବକ ଗିରଫ
ବଞ୍ଚୋ,୧୧।୬(ପ୍ରଦୋଷ ବିଶ୍ୱାଳ ): କେନ୍ଦୁଝର ଜିଲାର ସୋସୋ ଥାନା ଅଞ୍ଚଳର ଜଣେ ୧୭ ବର୍ଷୀୟା ନାବାଳିକା ଗର୍ଭବତୀ ହେବା ଘଟଣାରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି । ଏନେଇ ସୋସୋ ଥାନାରେ କେସ୍ ନଂ-୧୨୦, ତାରିଖ ୦୯.୦୬.୨୦୨୬ରେ ଭାରତୀୟ ନ୍ୟାୟ…
କୁଆଡେ ଗଲା ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ରହସ୍ୟମୟ ରିପୋର୍ଟ? ବଡ଼ ବୟାନ ଦେଲେ ତଦନ୍ତ କମିଶନ ଅଧ୍ୟକ୍ଷ
କଟକ,୧୧।୬(ପ୍ରଭୁକଲ୍ୟାଣ ପାଲ): ବହୁ ଚର୍ଚ୍ଚିତ କନ୍ଧମାଳ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ ହତ୍ୟା ଘଟଣାର ତଦନ୍ତ କମିଶନ ରିପୋର୍ଟ ଗାଏବ ହେବା ଅତ୍ୟନ୍ତ ଦୁର୍ଭାଗ୍ୟଜନକ ବୋଲି କହିଛନ୍ତି ତଦନ୍ତ କମିଶନ ଅଧ୍ୟକ୍ଷ ଜଷ୍ଟିସ ଏ ଏସ ନାଇଡୁ । ଏହା କେଉଁଠି ରହିଯାଇଥାଇ…
ଡ୍ରାଇଭରମାନଙ୍କ ସମସ୍ୟାର ସ୍ଥାୟୀ ସମାଧାନ କରିବାକୁ ସରକାରଙ୍କୁ ୯୦ ଦିନର ସମୟ
ବଲାଙ୍ଗୀର,୧୧ା୬(ସୁନିଲ କୁମାର ମହାନ୍ତି): ଅଟୋ ଓ ପ୍ରାଇଭେଟ ଗାଡ଼ିର ବୃତ୍ତିଗତ ଡ୍ରାଇଭରମାନଙ୍କୁ ଡ୍ରାଇଭର କଲ୍ୟାଣ ବୋର୍ଡରେ ସାମିଲ କରିବା ଏବଂ ଡ୍ରାଇଭରମାନଙ୍କୁ ନିର୍ବାଚନରେ ତାଙ୍କର ମତଦାନ ଦେବାର ସାମ୍ବିଧାନିକ ଅଧିକାରରୁ ବଞ୍ଚିତ ରହୁଥିବା ଏହା ସହିତ ଡ୍ରାଇଭରମାନଙ୍କର ରହିଯାଇଥିବା ଅନ୍ୟାନ୍ୟ ସମସ୍ୟାକୁ…
ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ, ଶେଷକୃତ୍ୟରେ ସାମିଲ ହେଲେ ହଜାର ହଜାର…
ଛତ୍ରପୁର,୧୧।୬(ଦିଲୀପ ସାମଲ): ଛତ୍ରପୁର ପୌରପରିଷଦରେ ସମସ୍ତଙ୍କ ଆଖିକୁ ଲୁହରେ ଓଦା କରି ପଞ୍ଚଭୂତରେ ଲୀନ ହେଲେ ଛତ୍ରପୁର ପୌରପରିଷଦ ଅଧ୍ୟକ୍ଷା ସ୍ଵର୍ଗତା ଶର୍ମିଷ୍ଠା ପ୍ରଧାନ। ମୃତ୍ୟୁ ବେଳେ ତାଙ୍କୁ ୩୮ ବର୍ଷ ବୟସ ହୋଇଥିଲା। ଚର୍ଚ୍ଚ ରୋଡ ସ୍ଥିତ ବାସଭବନରେ ଭୁବନେଶ୍ବର…
ସାଙ୍ଗଙ୍କ ସହ ଗାଧୋଇବାକୁ ଯାଇଥିବା ବେଳେ ବୁଡ଼ିଗଲେ ନାବାଳକ, ହଠାତ୍….
ଧର୍ମଶାଳା/ବାରବାଟି,୧୧।୬(ଶିବପ୍ରସାଦ ମହାନ୍ତି/ପ୍ରଭୁଦତ୍ତ ମହାନ୍ତି): ଯାଜପୁର ଜିଲା କୁଆଖିଆ ଥାନା ଅନ୍ତର୍ଗତ ଚକଗୋପାଳପୁର ନିକଟ ବ୍ରାହ୍ମଣୀ ନଦୀ ଘାଟରେ ଏକ ଦୁଃଖଦ ଘଟଣା ଘଟିଛି । ନଦୀରେ ଗାଧୋଇବାକୁ ଯାଇଥିବା ବେଳେ ଜଣେ ନାବାଳକ ନିଖୋଜ ହୋଇଯାଇଛନ୍ତି । ସୂଚନା ଅନୁସାରେ, ନିଖୋଜ…

