ଆମ ଜିଲା ଖବର

୧୯ରୁ ପ୍ରଦର୍ଶନ ହେବ ଚଳଚ୍ଚିତ୍ର ‘ଫାଲଗୁନ – ଚୈତ୍ର’

ପୁରୀ ଅଫିସ, ୧୭।୫: ପୁରୀ ପୌରସଦନ ପରିସରରେ ଆସନ୍ତା ୧୯ ତାରିଖଠାରୁ ୩ଦିନ ଧରି ଓଡ଼ିଆ ଚଳଚ୍ଚିତ୍ର ‘ଫାଲଗୁନ-ଚୈତ୍ର’ ପ୍ରଦର୍ଶନ ହେବାକୁ ଯାଉଛି। ଏନେଇ ମଙ୍ଗଳବାର ଆୟୋଜକମାନଙ୍କ ପକ୍ଷରୁ ଏକ ଖବରଦାତା ସମ୍ମିଳନୀ ସ୍ଥାନୀୟ ଭକ୍ତ ସାଲବେଗ ପୀଠ ପରିସରରେ ଅନୁଷ୍ଠିତ…

କାମରେ ଆସୁନି ପାନୀୟଜଳ ପ୍ରକଳ୍ପ: ଲୋକେ ହନ୍ତସନ୍ତ

କାକଟପୁର,୧୭।୫(ଡି.ଏନ୍‌.ଏ.): ଲୋକଙ୍କୁ ଶୁଦ୍ଧ ପାନୀୟଜଳ ଯୋଗାଇଦେବା ପାଇଁ ଗ୍ରାମାଞ୍ଚଳରେ ନିର୍ମାଣ ହେଉଛି ପାନୀୟ ଜଳ ପ୍ରକଳ୍ପ। ଏଥିପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନାମାନ କରି କୋଟି କୋଟି ଟଙ୍କାର ଅନୁଦାନରାଶି ଯୋଗାଇ ଦେଉଛନ୍ତି। (ବୋରୱେଲ) ନିର୍ମାଣଠାରୁ ଆରମ୍ଭ…

ପୋଲିସ, ସାଇଣ୍ଟିଫିକ୍‌ ଟିମ୍‌ର ଛାନ୍‌ଭିନ୍‌

ଖୋର୍ଦ୍ଧା ଅଫିସ,୧୭।୫: ଖୋର୍ଦ୍ଧାରେ ଆଇନଶୃଙ୍ଖଳା ସ୍ଥିତି ବିଗିଡ଼ିବାରେ ଲାଗିଛି। ସହରରେ ନିଶା କାରବାର ସହିତ ଅସାମାଜିକ କାର୍ଯ୍ୟକଳାପ ବଢ଼ିଚାଲିଛି। କଥା କଥାକେ ଫୁଟୁଛି ଗୁଳି। ଏପରିକି ଜୀବନ ନେବାକୁ ପଛାଉ ନାହାନ୍ତି। ଟାଉନ ଥାନା ଅନ୍ତର୍ଗତ ପାନବରଜ ଅଙ୍ଗନଓ୍ବାଡି କେନ୍ଦ୍ର ନିକଟରେ…

୧୪ ବର୍ଷ ହେଲା ପାଇପ୍‌ ପାଣିରୁ ବଞ୍ଚିତ ୩ ଗାଁ

ବୋଲଗଡ଼,୧୭।୫(ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ଲୋକେ କିପରି ବିଶୁଦ୍ଧ ପାନୀୟଜଳ ପାଇପାରିବେ, ସେନେଇ ସରକାର ବିଭିନ୍ନ ଯୋଜନା କରିବା ସହ ପଦକ୍ଷେପ ନେଉଛନ୍ତି। ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ ବିଭାଗ ପ୍ରତ୍ୟେକ ବ୍ଲକରେ କାର୍ଯ୍ୟ କରି ନଳକୂପ ଖନନ ଏବଂ ବିଶୁଦ୍ଧ ପାନୀୟ ଜଳଯୋଗାଣ…

ଆଜି ଶ୍ରୀଜୀଉଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୧୭।୫: ପୁରୀ ଶ୍ରୀମନ୍ଦିରରେ ଶ୍ରୀଜୀଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ସେନେଇ ବୁଧବାର ୪ ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ମିଳିଛି। ଏହା ଏକ ଗୁପ୍ତ ନୀତି ସେବା ହୋଇଥିବାରୁ…

ପୁରୀ ବେଳାଭୂମିରେ ମରିପଡ଼ିଛନ୍ତି ଜେଲିଫିସ୍‌

ପୁରୀ ଅଫିସ, ୧୬ା୫: ପୁରୀ ବେଳାଭୂମିରେ ବହୁ ସଂଖ୍ୟକ ମୃତ ଜେଲିଫିସ୍‌ ପଡ଼ିରହିଥିବା ମଙ୍ଗଳବାର ଦେଖିବାକୁ ମିଳିଛି। ଏହି ସଂଖ୍ୟା ପ୍ରାୟ ସହସ୍ରାଧିକ ହେବ ବୋଲି ଅନୁମାନ କରାଯାଉଛି। ଏ ନେଇ ପରିବେଶବିତ୍‌ମାନେ ଚିନ୍ତା ପ୍ରକଟ କରିଥିବାବେଳେ ଜେଲିଫିସ୍‌ଗୁଡ଼ିକୁ ଦେଖିବା ଲାଗି…

ବାର୍ଦ୍ଧକ୍ୟ ଭତ୍ତା : ୧୧ କି.ମି. ଚାଲିଲେ ଦୃଷ୍ଟିହୀନ ବୃଦ୍ଧ

ପଟ୍ଟାମୁଣ୍ଡାଇ,୧୭।୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଘଟଣା। ଜଣେ ଦୃଷ୍ଟିହୀନ ବୃଦ୍ଧ ମଙ୍ଗଳବାର ବାର୍ଦ୍ଧକ୍ୟ ଭତ୍ତା ଟଙ୍କା ମିଳୁ ନ ଥିବା ଅଭିଯୋଗ ନେଇ ୧୧ କିମି ଚାଲି ବ୍ଲକ ଅଫିସ୍‌ରେ ପହଞ୍ଚିଥିଲେ। କିନ୍ତୁ ସେଠାରେ…

ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶକଙ୍କୁ ଶୁଣାଣି ପାଇଁ ନିର୍ଦ୍ଦେଶ

କଟକ ଅଫିସ,୧୭।୫: ବିନା ଡାକ୍ତରୀ ପ୍ରେସ୍‌କ୍ରିପ୍‌ସନ୍‌ରେ ଗର୍ଭ ନିରୋଧକ ବଟିକା ବିକ୍ରି ଉପରେ କଟକଣା ଲଗାଇବାକୁ ହାଇକୋର୍ଟରେ ଆଗତ ଜନସ୍ବାର୍ଥ ମାମଲା ଶୁଣାଣି ମଙ୍ଗଳବାର ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଏସ୍‌. ମୁରଲୀଧର ଓ ବିଚାରପତି ଗୌରୀଶଙ୍କର ଶତପଥୀଙ୍କ ଖଣ୍ଡପୀଠ ମାମଲାର…

୩ ଲୁଟେରାଙ୍କ ଫଟୋ ଜାରି କଲା ପୋଲିସ

ଯାଜପୁର ଅଫିସ,୧୭।୫ : ଯାଜପୁର ଜିଲା ଯାଜପୁର ରୋଡ ଥାନା ଅନ୍ତର୍ଗତ ଦଳା ଛକ ନିକଟରେ ଥିବା ସେନ୍‌କୋ ଜୁଏଲେରି ଶୋ’ରୁମରୁ ସୋମବାର ହୋଇଥିବା ଡକାୟତି ଘଟଣାରେ ପୋଲିସକୁ ଏକ ବଡ଼ ସୁରାକ ମିଳିଛି। ଶୋ’ରୁମର ଗୁପ୍ତ ସ୍ଥାନରେ ଲାଗିଥିବା ସିସିଟିଭି…

ବିନା କମିଟି ରିପୋର୍ଟରେ ପ୍ରସ୍ତୁତ ହୋଇଥିଲା ଆଜାଦୀ କା ଅମୃତ ମହୋତ୍ସବ ପୋଷ୍ଟର

ବଲାଙ୍ଗୀର ଅଫିସ, ୧୭।୫: ଆଜାଦୀ କା ଅମୃତ ମହୋତ୍ସବ ପାଳନ ସକାଶେ ପ୍ରସ୍ତୁତ କରାଯାଇଥିବା ପୋଷ୍ଟରର ଡିଜାଇନ ପାଇଁ କୌଣସି କମିଟି ଗଠନ କରାଯାଇ ନ ଥିଲା। ଏଭଳିକି କୌଣସି କମିଟିର ରିପୋର୍ଟ ପ୍ରସ୍ତୁତ କରାଯାଇ ନ ଥିଲା ବୋଲି ଭାରତ…

ପର୍ଯ୍ୟଟନ ସ୍ଥଳ ହେବ ନଗଡ଼ା: ମନ୍ତ୍ରୀ ଘଡ଼ାଇ

କାଳିଆପାଣି,୧୭ା୫(ଡି.ଏନ.ଏ.): ଯାଜପୁର ଜିଲାର ନଗଡ଼ା ଏକଦା ଅପପୁଷ୍ଟିର ନିନ୍ଦା ମୁଣ୍ଡାଇଥିବାବେଳେ ଆଜି ପର୍ଯ୍ୟଟନସ୍ଥଳରେ ପରିଣତ ହେବାକୁ ଯାଉଛି। ଆଗାମୀ ଦିନରେ ପର୍ଯ୍ୟଟକମାନେ ପାହାଡ଼ ପାଦଦେଶରେ ଥିବା ସୁକିନ୍ଦାର ଆରାଧ୍ୟ ଦେବୀ ମା’ ଖଣ୍ଡୁରାଇଙ୍କ ଦର୍ଶନ କରିବେ। ଏହାପରେ ୬ କି.ମି. ପିଚୁ…

ଦୁର୍ବଳ ନଦୀବନ୍ଧ ମରାମତି ପାଇଁ ନିର୍ଦ୍ଦେଶ

ଯାଜପୁର ଟାଉନ,୧୭ା୫(ଡି.ଏନ.ଏ.): ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ଏକ ଜିଲାସ୍ତରୀୟ ପ୍ରସ୍ତୁତି ବୈଠକ ମଙ୍ଗଳବାର ବରୀ ବିଧାୟିକା ସୁନନ୍ଦା ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଜିଲା ପରିଷଦ ସମ୍ମିଳନୀଗୃହରେ ଅନୁଷ୍ଠିତ ବୈଠକରେ ଅତିରିକ୍ତ ଜିଲାପାଳ ଦୁଃଖବନ୍ଧୁ ନାୟକ, ଅତିରିକ୍ତ ଜିଲାପାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?