ଗେଙ୍ଗୁଟିରେ ବୁଡ଼ି ୨ ଯୁବକଙ୍କ ମୃତ୍ୟୁ
ଚଣ୍ଡିଖୋଲ,୧୬।୫(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ଥାନା ଅଧୀନ ରାଧାଦେଇପୁର ଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଗେଙ୍ଗୁଟି ନଦୀକୁ ଗାଧୋଇବାକୁ ଯାଇ ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଶାସନ ପୁରୁଷୋତ୍ତମପୁର ଅଞ୍ଚଳ ଅମିତ ଖଣ୍ଡାଇ, ମଳୟ ନାୟକ ।…
ରାଷ୍ଟ୍ରପତି ପୁରସ୍କାରପ୍ରାପ୍ତ ଶିକ୍ଷକଙ୍କ ମେଲ, ୟୁଟ୍ୟୁବ୍ ହ୍ୟାକ୍
ଛତ୍ରପୁର,୧୬।୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ କଣମଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ରାଷ୍ଟ୍ରପତି ପୁରସ୍କାର ପ୍ରାପ୍ତ ଶିକ୍ଷକ ଅଜିତ କୁମାର ସେଠୀଙ୍କ ଜିମେଲ ଆକାଉଣ୍ଟ ସମେତ ‘ଅନ୍ବେଷା ମ୍ୟୁଜିକ’ ନାମରେ ୟୁଟ୍ୟୁବ ଚ୍ୟାନେଲକୁ କେହି ଦୁର୍ବୃତ୍ତ ହ୍ୟାକ କରି…
ଜିଲାପାଳଙ୍କ ଅଫିସ ଆଗରେ ଗଣଧାରଣା
ଭଦ୍ରକ ଅଫିସ,୧୬।୫: ଜିଲାପାଳଙ୍କ ଅଫିସ ଆଗରେ ଚାଷୀ ମୁଲିଆ ସଙ୍ଘ ଭଦ୍ରକ ଜିଲା କମିଟି ପକ୍ଷରୁ ମଙ୍ଗଳବାର ଗଣଧାରଣା ଦିଆଯାଇଛି। ଭୂମିହୀନଙ୍କୁ ଘର ପଟ୍ଟା ଓ ସହରାଞ୍ଚଳ ବସ୍ତି ବାସିନ୍ଦାଙ୍କୁ ସରକାରୀ ବସ୍ତିର ମାନ୍ୟତା, ଜାଗା ମିଶନରେ ପ୍ରମାଣ ପତ୍ର ଯୋଗାଇବା…
ବାପା ଟାଙ୍ଗିଆ ଚୋଟରେ ପୁଅ ଜୀବନଗଲା
କୋରାପୁଟ,୧୬।୫(ସ୍ବ.ପ୍ର.): କୋରାପୁଟ ବ୍ଲକର ଦାମନଯୋଡି ଥାନା ଅନ୍ତର୍ଗତ ଆମ୍ବଗାଁରେ ସୋମବାର ଏକ ହତ୍ୟାକାଣ୍ଡ ଘଟିଛି। ନିଶାସକ୍ତ ଅବସ୍ଥାରେ ବାପା ପୁଅକୁ ଟାଙ୍ଗିଆରେ ହତ୍ୟା କରିଥିବା ଜଣାପଡ଼ିଛି। ଏହି ଘଟଣାନେଇ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ମଙ୍ଗଳବାର ସକାଳେ ଦାମନଯୋଡି ପୋଲିସ ଏହି…
ଅଚଳ ପଡ଼ିଛି ୨ ପାନୀୟ ଜଳ ପ୍ରକଳ୍ପ
ନବରଙ୍ଗପୁର,୧୬।୫(ବି.ପ୍ର.): ଜଳ ହିଁ ଜୀବନ। ପ୍ରତି ଗାଁକୁ ଲୋକଙ୍କ ପାଇଁ ପାଇପ୍ ଯୋଗେ ପାନୀୟ ଜଳ ଯୋଗାଇବାକୁ ରାଜ୍ୟ ଓ କେନ୍ଦ୍ର ସରକାର ବ୍ୟାପକ ଅନୁଦାନ ଯୋଗାଉଛନ୍ତି । ଏନେଇ ଅନେକ ଯୋଜନା ମଧ୍ୟ ରହିଛି। ତେବେ ବୈଷୟିକ ତ୍ରୁଟି ଓ…
୩ ୱାର୍ଡ ସଭ୍ୟଙ୍କ ସାମୂହିକ ଇସ୍ତଫା
କୋକସରା,୧୫।୫(ଡି.ଏନ.ଏ.): ପଞ୍ଚାୟତର ଜନସାଧାରଣଙ୍କ ସମସ୍ୟାର ସମାଧାନ କରିବାକୁ ୱାର୍ଡ ସଭ୍ୟ ଭାବେ ନିର୍ବାଚିତ ହୋଇଥିଲେ। ହେଲେ ପ୍ରଶାସନର ଅଣଦେଖା ପ୍ରତିବାଦ କରି ସୋମବାର କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ଗ୍ରାମପଞ୍ଚାୟତର ୩ଜଣ ୱାର୍ଡ଼ ସଭ୍ୟ ସଭ୍ୟା ସାମୂହିକ ଭାବେ ପଞ୍ଚାୟତ…
ଭତ୍ତା ପାଇଁ ବୃଦ୍ଧ ଦମ୍ପତି ଚାଲିଲେ ୭ କି.ମି.
କେସିଙ୍ଗା,୧୬।୫(ଡି.ଏନ.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଶିରୋଲ ଗ୍ରାମପଞ୍ଚାୟତ ପୋଢ଼ଖମ୍ବ ଗ୍ରାମର ନବ ଛତ୍ରିଆ (୭୦), ଫୁଲମତି ଛତ୍ରିଆ (୬୮) ବୃଦ୍ଧ ଦମ୍ପତି ସୋମବାର ଜିଲାପାଳଙ୍କ ଅଭିଯୋଗ ଶିବିରକୁ ଅଭିଯୋଗ କରିବା ପାଇଁ ବ୍ଲକ କାର୍ଯ୍ୟାଳୟ ଆସିଥିଲେ। ବାର୍ଦ୍ଧକ୍ୟ ଭତ୍ତା ପାଇ…
ରାସ୍ତାରେ ଖାଲ,ବିପଦକୁ ଆମନ୍ତ୍ରଣ
ଖଡ଼ିଆଳ,୧୬ା୫(ଡି.ଏନ୍.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ଲାଲସାହେବ ପଡ଼ା ୱାର୍ଡ ନଂ ୭ ରାସ୍ତା ଖାଲଖମାରେ ଭର୍ତ୍ତି। ଏହି ରାସ୍ତା ନିର୍ମାଣ ପାଇଁ ବିଗତ ଏକ ବର୍ଷ ପୂର୍ବରୁ ଖଡ଼ିଆଳ ଏନ୍ଏସି ପକ୍ଷରୁ ଗ୍ରାମ୍ୟ ଉନ୍ନୟନ ବିଭାଗ ଖଡ଼ିଆଳକୁ ହସ୍ତାନ୍ତର କରାଯାଇଛି। ହେଲେ…
୧୮ରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ
କଟକ ଅଫିସ,୧୬।୫: ଆସନ୍ତା ମେ୧୮ ତାରିଖରେ ମାଟ୍ରିକ୍ ରେଜଲ୍ଟ ପ୍ରକାଶ ପାଇବ। ଏ ନେଇ ବୋର୍ଡ (ମାଧ୍ୟମିକ ଶିକ୍ଷା ପରିଷଦ) ପକ୍ଷରୁ ମଙ୍ଗଳବାର ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ୧୮ ତାରିଖ ଦିନ ୧୦ଟା ସମୟରେ ଫଳାଫଳ ଘୋଷଣା କରାଯିବ। ଦିନ…
ନିର୍ମାଣର ଏକ ମାସ ନ ପୂରୁଣୁ ପିଚୁ ଉଠିଲା
ପାଟଣା,୧୬ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ୍ ଗ୍ରାମ୍ୟ ଉନ୍ନୟନ ବିଭାଗର ନିର୍ମାଣାଧୀନ ଧାନବେଣୀ-ବନବୀର ୨୦ କି.ମି ରାସ୍ତା ନିର୍ମାଣରେ ଅନିୟମିତତା ଦେଖାଯାଇଛି। ରାସ୍ତାର ଭାଳିଆ ଡାଳରୁ କଟାବେଡ଼ା ୨ କି.ମି. ରାସ୍ତା ନିର୍ମାଣକୁ ମାସେ ନ ପୁରୁଣୁ ପିଚୁ ଉଠିଗଲାଣି। ରାସ୍ତାରେ…
ଅଭିଯୁକ୍ତ ଦୁଇ ପୁତୁରାଙ୍କୁ ଆଜୀବନ କାରାଦଣ୍ଡାଦେଶ
ବୌଦ୍ଧ,୧୬ା୫(ସ୍ବ.ପ୍ର.): ବୌଦ୍ଧ ଜିଲା ଦୌରାଜଜ୍ ବିକ୍ରମ କୁମାର ପ୍ରଧାନ ସୋମବାର ଏକ ହତ୍ୟା ମାମଲାର ବିଚାର କରି ଅଭିଯୁକ୍ତ ଦୁଇ ପୁତୁରାଙ୍କୁ ଆଜୀବନ କାରାଦଣ୍ଡ ସହ ୧୦ ହଜାର ଟଙ୍କା ଜରିମାନା ଆଦେଶ ପ୍ରଦାନ କରିଥିବା ବେଳେ ଭାଇ ଓ ଭଣଜାଙ୍କୁ…
ଦୈନିକ ଆସୁଛି ୩୬୦ଟନ୍ ଆମ୍ବ
ବ୍ରହ୍ମପୁର ଅଫିସ,୧୬ା୫ଗଞ୍ଜାମ ଜିଲା ସମେତ ରାଜ୍ୟ ବାହାରୁ ଆମ୍ବ ରପ୍ତାନି କ୍ଷେତ୍ରରେ ବ୍ରହ୍ମପୁର ନୀଳକଣ୍ଠେଶ୍ୱର ଆମ୍ବ ବଜାରର ବିଶେଷ ଚାହିଦା ରହିଛି। ଏହି ବଜାରକୁ ପ୍ରତିଦିନ ୩୬୦ ଟନ୍ ଆମ୍ବ ଆସୁଛି। ଏଠାରୁ ଗଞ୍ଜାମ ସମେତ କଟକ, ଭୁବନେଶ୍ୱରକୁ ମଧ୍ୟ ପଠାଯାଉଛି।…

