ଚକା ଫାଟି ପୋଲ ତଳକୁ ଖସିଲା ଟ୍ରାକ୍ଟର
ଆନନ୍ଦପୁର,୧୫।୫(ସ୍ବ.ପ୍ର.): ଘସିପୁରା ଥାନା ଦରଡ଼ିପାଳ ଗ୍ରାମର ଦିପୁନ ନାଏକ ନାମକ ଜଣେ ଯୁବକ ଟ୍ରାକ୍ଟର ଧରି ଯାଉଥିବା ବେଳେ ରେମାଳ ପୋଲ ଉପରେ ଚକା ଫାଟିଯାଇଥିଲା। ଫଳରେ ଟ୍ରାକ୍ଟର ଭାରସାମ୍ୟ ହରାଇ ପୋଲ ତଳକୁ ଖସିପଡ଼ିଥିଲା। ଟ୍ରାକ୍ଟର ତଳେ ଚାଳକ ଦିପୁନ…
କୋବ୍ରା ବାଟାଲିୟନର ଚିତ୍ରକଳା ପ୍ରଦର୍ଶନୀ
କୋରାପୁଟ,୧୫।୫(ସ୍ବ.ପ୍ର.): କୋରାପୁଟସ୍ଥିତ ଆଞ୍ଚଳିକ ଆର୍ଟ ଗ୍ୟାଲେରିରେ ୨୦୨ କୋବ୍ରା ବାଟାଲିୟନ ପକ୍ଷରୁ ‘ଭାଇବ୍ରାଣ୍ଟ ଟ୍ରାଇବ’ ଉପରେ ଆଧାରିତ ଏକ ଚିତ୍ରକଳା ପ୍ରଦର୍ଶନୀ ଉଦ୍ଯାପିତ ହୋଇଯାଇଛି। ୨୦୨ କୋବ୍ରା ବାଟାଲିୟନର କମାଣ୍ଡାଣ୍ଟ ବୃନୋ ଏ.ଙ୍କ ତତ୍ତ୍ୱାବଧାନରେ କାର୍ଯ୍ୟକ୍ରମ ହୋଇଥିଲା। ଏହି ଅବସରରେ ୨୪୧…
ଦମ୍ପତିଙ୍କୁ ଗୁଳିମାରି ଫେରାର ହେଲେ ଦୁର୍ବୃତ୍ତ
ସୁନ୍ଦରଗଡ଼,୧୫।୫(ଡି.ଏନ୍.ଏ.): ସୁନ୍ଦରଗଡ କିଞ୍ଜିରକେଲା ଥାନା ହୁରମେଇ ଗ୍ରାମରେ ସୋମବାର ଗୁଳିମାଡ଼ ହୋଇଛି। ଗୁଳିମାଡରେ ଉଭୟ ସ୍ବାମୀ ଓ ସ୍ତ୍ରୀ ଗୁରୁତର ହୋଇଛନ୍ତି । ଗୁରୁତର ସ୍ବାମୀ ହେଲେ ବସନ୍ତ ବାରା। ଚିକିତ୍ସାପାଇଁ ତାଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ…
ଡାଲି ବ୍ୟବସାୟୀ ଫାରୁକ୍ ହତ୍ୟା ମାମଲା : ଡି-ବ୍ରଦର୍ସ ନିର୍ଦ୍ଦୋଷରେ ଖଲାସ
କଟକ ଅଫିସ,୧୫।୫: କଟକ ମାଲଗୋଦାମ ଡାଲି ବ୍ୟବସାୟୀ ସେକ୍ ଫାରୁକ ହତ୍ୟା ମାମଲାରେ ଡି-ବ୍ରଦର୍ସ ସୋମବାର ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି। ଉଭୟ ସୁଶାନ୍ତ ଧଳସାମନ୍ତ ଓ ସୁଶୀଲ ଧଳସାମନ୍ତଙ୍କ ସହ ତାଙ୍କ ସହଯୋଗୀ ଆରିଫ ଖାଁ ମଧ୍ୟ ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି।…
ଗହଣା ଶୋ’ରୁମରେ ବଡ଼ ଧରଣର ଡକାୟତି
ଭୁବନେଶ୍ୱର,୧୫।୫(ବ୍ୟୁରୋ): ଯାଜପୁର ଜିଲା ବ୍ୟାସନଗର ବଜାରରେ ଥିବା ଏକ ‘ସେନ୍କୋ’ ଗହଣା ଶୋ’ ରୁମରେ ବଡ଼ ଧରଣର ଲୁଟ୍ ହୋଇଛି। ସୋମବାର କର୍ମଚାରୀଙ୍କୁ ମାଡ ମାରି ୭ ଡକାୟତ ବିପୁଳ ପରିମାଣର ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ସୂଚନା…
ପ୍ଲାଟଫର୍ମରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତେଦହ
ଖଲ୍ଲିକୋଟ,୧୫।୫(ଡି.ଏନ୍.ଏ.): ପ୍ଲାଟଫର୍ମରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତେଦହ । ଏଯାବତ୍ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ଛତ୍ରପୁର ବଡ଼ ରେଳଷ୍ଟେଶନ ପ୍ଲାଟଫର୍ମ ନମ୍ବର ୪ରେ । ଖବର ଅନୁଯାୟୀ, ଛତ୍ରପୁର ବଡ଼ ରେଳଷ୍ଟଶନ ପ୍ଲାଟଫର୍ମର…
ବାଇକ୍କୁ ଧକ୍କା ଦେଲା ବସ୍: ବାଇକ୍ ଆରୋହୀଙ୍କ ମୃତ
ଅନୁଗୋଳ ଅଫିସ,୧୫।୫: ଅନୁଗୋଳ ଜିଲା ପାଲଲହଡ଼ା ଥାନା ୪୯ ନମ୍ବର ଜାତୀୟ ରାଜପଥ ସାମିୟାପାଲି ଛକ ନିକଟରେ ସୋମବାର ଦୁର୍ଘଟଣା ଘଟିଛି। ବସ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ ଘଟିଛି। ମୃତ ବ୍ୟକ୍ତି ହେଲେ ପାଲଲହଡା ସିଗଡ଼ ଗାଁର ଶରତ ପ୍ରଧାନ।…
ରୋଗଗ୍ରସ୍ତ ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଆଖିବୁଜିଦେଲେ ସ୍ବାମୀ
କଣ୍ଟାବାଞ୍ଜି,୧୫।୫(ଡି.ଏନ୍.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଦାବିରି ଗାଁର ଉଭୟେ ସ୍ତ୍ରୀସ୍ବାମୀଙ୍କ ଗୋଟିଏ ଦିନରେ ଆତ୍ମହତ୍ୟା ଘଟଣା ପୂରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି। ସୂଚନାନୁସାରେ, ଉକ୍ତ ଗାଁର ଗୋଧନ ମଲ୍ଲିକ (୪୫) ଓ ତାଙ୍କ ସ୍ତ୍ରୀ ଚନ୍ଦ୍ରକଳା ମଲ୍ଲିକ (୪୦) ଉଭୟେ…
ପାଇପ ଫାଟିଛି, ମରାମତି ହେଉନି
ଡୁଙ୍ଗୁରିପାଲି,୧୫ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକ ଦିଗଶିରା ହରିଜନ ପଡାବାସୀ ଏବେ ପାଇପ ପାଣି ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପାଇପ ଫାଟି ଯାଇଥିବାରୁ ଏହି ସମସ୍ୟା ଦେଖାଦେଇଛି। ଦୀର୍ଘଦିନ ହେବ ଏହାର ମରାମତି ନ ହେବାରୁ ଏବେ ପରିସ୍ଥିତି ସଙ୍ଗୀନ…
୪ ବର୍ଷ ହେଲା ଶଯ୍ୟାଶାୟୀ ଭାରତୀ
ବାଉଁଶୁଣୀ,୧୫ା୫(ଡି.ଏନ୍.ଏ.): ବୌଦ୍ଧ ବ୍ଲକ ବାଉଁଶୁଣି ପଞ୍ଚାୟତ ବଉଦିଆପଡ଼ା ଗ୍ରାମର ଭାରତୀ ମେହେର (୩୦) ୪ ବର୍ଷ ହେଲା ଶଯ୍ୟାଶାୟୀ ହୋଇ ପଡ଼ିରହିଛନ୍ତି। ସେ ବରଗଡ଼ ଜିଲା ବରପାଲି ଗ୍ରାମରେ ବିବାହ କରିଥିଲେ। ବିବାହର ୨ ବର୍ଷ ପରେ କୌଣସି କାରଣରୁ ସ୍ବାମୀ…
ମାଓବାଦୀଙ୍କ ବନ୍ଦ ଡାକରା: ଡେଟୋନେଟର ଲଗାଇ ରାସ୍ତାରେ ଗଛ ପକାଇ ଅବରୋଧ
ଭବାନୀପାଟଣା,୧୫।୫(ସ୍ବ.ପ୍ର.): ୧୨ ଦଫା ଦାବି ନେଇ କଳାହାଣ୍ଡି ଜିଲା ସମେତ ୬ ଜିଲାକୁ ସୋମବାର ଲାଲବାହିନୀ ବନ୍ଦ ଡ଼ାକରା ଦେଇଛନ୍ତି । ଏ ନେଇ ଗତ କିଛି ଦିନ ତଳେ ସିପିଆଇ ମାଓବାଦୀ ପ୍ରବକ୍ତା ଚକରା ବିଶୋଇଙ୍କ ଏକ ଅଡିଓ ବାର୍ତ୍ତା…
ଲାଞ୍ଜିଗଡ଼ରେ ପୁଣି ବିଏସ୍ଏନ୍ଏଲ୍ ନେଟୱର୍କ ଫେଲ୍
ଲାଞ୍ଜିଗଡ,୧୫।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡଠାରେ ପୁଣି ଥରେ ୫ ଦିନ ହେଲା ବିଏସ୍ଏନ୍ଏଲ୍ ନେଟୱର୍କ ଫେଲ। ଗତ ଏପ୍ରିଲରେ ୯ ଦିନ ନେଟୱର୍କ ନ ଥିଲା। ଏହି ମାସରେ ପୁଣି ଆଜକୁ ୫ ଦିନ ହେଲାଣି ଲାଞ୍ଜିଗଡ ଏବଂ ଏହାର ଆଖପାଖ…

