୫୦ ଲକ୍ଷ କ୍ଷତିପୂରଣ ଦେବେ ରାଜ୍ୟ ସରକାର
କଟକ ଅଫିସ,୨୪ା୨:ଜଗତସିଂହପୁର ଜିଲା ଚକ୍ରଧରପୁର ଫାଣ୍ଡିରେ ୨୦୦୫ରେ ଘଟିଥିବା ଗୁଳିକାଣ୍ଡରେ ମୃତ ଯୁବକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ହାଇକୋର୍ଟ ରାୟ ପ୍ରଦାନ କରିଛନ୍ତି। ବିଚାରପତି ବିଶ୍ୱନାଥ ରଥଙ୍କ ଖଣ୍ଡପୀଠ ଏହି ମାମଲାର ରାୟ ପ୍ରଦାନ କରି ୭…
ଜାତୀୟ ଖୋ ଖୋ ଖେଳାଳିଙ୍କ ଆତ୍ମହତ୍ୟା
ଝୁମ୍ପୁରା,୨୪ା୨ (ଡି.ଏନ୍.ଏ.):କେନ୍ଦୁଝର ଜିଲା ବାରିଆ ଥାନା ନୟାଧନୁର୍ଜୟପୁର ଗ୍ରାମର ଜାତୀୟ ଖୋ ଖୋ ଖେଳାଳି ମନିକା ନାଏକ(୧୭) ଗୁରୁବାର ଆତ୍ମହତ୍ୟା କରିଛନ୍ତି। ମନିକା ନିଜ ଘରେ ଫ୍ୟାନରେ ବେକ୍ରେ ରଶି ଲଗାଇ ଝୁଲି ପଡ଼ିଥିଲେ। ପରିବାର ଲୋକେ ଜାଣିବା ପରେ ତାଙ୍କୁ…
ଶ୍ରୀଭୂମି କମ୍ପାନୀର ସମ୍ପତ୍ତି ବାଜ୍ୟାପ୍ତି ନିର୍ଦ୍ଦେଶ
କଟକ ଅଫିସ,୨୪ା୨: ଜିଲା ସ୍ବତନ୍ତ୍ର ଚିଟ୍ଫଣ୍ଡ୍ ଅଦାଲତ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରି ଶ୍ରୀଭୂମି ଗ୍ରୁପ ଅଫ୍ କମ୍ପାନୀର ସ୍ଥାବର ଅସ୍ଥାବର ସମ୍ପତ୍ତି ବାଜ୍ୟାପ୍ତି ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ଖୋର୍ଦ୍ଧା ଜିଲାର ବିଭିନ୍ନ ତହସିଲରେ ଥିବା କମ୍ପାନୀର ପ୍ରାୟ…
୧୧ ଦିନ ପାଇଁ ୫୭ ଟ୍ରେନ୍ ବାତିଲ
ଭଦ୍ରକ ଅଫିସ,୨୪ା୨:ଦକ୍ଷିଣ-ପୂର୍ବ ରେଳପଥ ଖଡଗପୁର ଡିଭିଜନ ଅଧୀନ ଭଦ୍ରକ ରାଣୀତାଲ ରେଳଷ୍ଟେଶନ ନିକଟରେ ଭଦ୍ରକ-ନାରାୟଣଗଡ଼ ତୃତୀୟ ଲାଇନ ରେଳପଥ ନିର୍ମାଣ ଲାଗି ଆସନ୍ତା ୨୫ ତାରିଖଠାରୁ ମାର୍ଚ୍ଚ ୭ ପର୍ଯ୍ୟନ୍ତ ୧୧ ଦିନ ପାଇଁ ୫୭ଟି ଟ୍ରେନ୍ ବାତିଲ କରାଯାଇଛି। ଏଥିସହ…
ଛଉନୃତ୍ୟ ଗୁରୁ ତ୍ରିଲୋଚନଙ୍କୁ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର
ବାରିପଦା ଅଫିସ,୨୪ା୨:ଦେଶ ବିଦେଶରେ ମୟୂରଭଞ୍ଜ ଜିଲାର ପ୍ରସିଦ୍ଧ ଛଉନୃତ୍ୟକୁ ପ୍ରଚାରପ୍ରସାର କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିବା ବିଶିଷ୍ଟ ଛଉନୃତ୍ୟ ଗୁରୁ ତ୍ରିଲୋଚନ ମହାନ୍ତଙ୍କୁ ମିଳିଛି ସମ୍ମାନଜନକ କେନ୍ଦ୍ର ସଙ୍ଗୀତ ନାଟକ ଏକାଡେମୀ ପୁରସ୍କାର। ଗୁରୁବାର ନୂଆଦିଲ୍ଲୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର…
ଚିଠିକୁ ନେଇ ଚାଷୀ ଅସନ୍ତୋଷ
ବରଗଡ଼ ଅଫିସ୍,୨୪ା୨:ଚାଷୀଙ୍କୁ ବକେୟା ବିଦ୍ୟୁତ୍ ଦେୟ ଛାଡ଼ ଦାବି ନେଇ ବରଗଡ଼ ଜିଲାର ବିଭିନ୍ନ ସ୍ଥାନରେ ଚାଷୀମାନେ ଦାବି କରିଆସୁଛନ୍ତି। ଏ ନେଇ ବିଭିନ୍ନ ଚାଷୀ ସଙ୍ଗଠନ ବିକ୍ଷୋଭ ପ୍ରଦର୍ଶନ, ସ୍ମାରକପତ୍ର ପ୍ରଦାନ ମାଧ୍ୟମରେ ଜିଲା ପ୍ରଶାସନ ତଥା ରାଜ୍ୟ ସରକାରଙ୍କ…
ବାମରା ପାଲଟିଲା ରଣକ୍ଷେତ୍ର
କୁଚିଣ୍ଡା,୨୪ା୨(ଡି.ଏନ.ଏ.):ସମ୍ବଲପୁର ଜିଲା ବାମରା ରେଳ ଷ୍ଟେଶନରେ ଏକ୍ସପ୍ରେସ ଟ୍ରେନ ରହଣି ଦାବିରେ ବୁଧବାର ୧୧ଘଣ୍ଟା ଧରି ରେଳରୋକୋ ହୋଇଥିଲା। ଚକ୍ରଧରପୁର ରେଳବାଇ କର୍ତ୍ତୃପକ୍ଷ ଓ ବାମରା ରେଳ କ୍ରିୟାନୁଷ୍ଠାନ କମିଟିର ବୁଝାମଣା ପରେ ଟ୍ରେନ୍ ଚଳାଚଳ ସ୍ବାଭାବିକ ହୋଇଥିଲା। ମାତ୍ର ପୂର୍ବରୁ…
ପ୍ରେମିକାର ଅଶ୍ଳୀଳ ଭିଡିଓ ଭାଇରାଲ କରି ପ୍ରେମିକ ଗିରଫ
ପାରଳାଖେମୁଣ୍ଡି,୨୩ା୨(ଡି.ଏନ୍.ଏ): ପ୍ରେମିକାର ଅଶ୍ଳୀଳ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ କରି ପ୍ରେମିକ ଜଣକ ଗିରଫ ହୋଇଛନ୍ତି। ଅଭିଯୁକ୍ତ ହେଲେ ଗଜପତି ଜିଲା କେ.ଝାଲରସିଂ ଅଞ୍ଚଳର। ମିଳିଥିବା ସୂଚନା ମୁତାବକ, ନୂଆଗଡ଼ ଅଞ୍ଚଳର ଜନୈକ ଯୁବତୀଙ୍କ ସହିତ କେ.ଝାଲରସିଂ ଅଞ୍ଚଳର ଯୁବକଙ୍କ ସହ…
ଖେଳ ପଡ଼ିଆରୁ ଉଦ୍ଧାର ହୋଇଥିବା ଶିଶୁର ଚାଲିଗଲା ଜୀବନ
ବ୍ରହ୍ମପୁର ଅଫିସ,୨୩ା୨: ଗଞ୍ଜାମ ଛତ୍ରପୁର ପିଲି ବନ୍ଧ କଡ଼ରେ ଥିବା ଖେଳ ପଡିଆ ନିକଟରୁ ଏକ ନବଜାତ ଶିଶୁ ବୁଧବାର ଅପରାହ୍ନରେ ଉଦ୍ଧାର ହୋଇଥିଲା। ପ୍ରଥମେ ଛତ୍ରପୁର ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଏମ୍କେସିଜି ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ତେବେ…
ମାଓବାଦୀ ମୁକ୍ତ ପାଇଁ ଗୋଇନ୍ଦା ନିର୍ଦ୍ଦେଶକଙ୍କ ଆହ୍ବାନ
ବାଲିଗୁଡା,୨୩ା୨(ଡି.ଏନ.ଏ): କନ୍ଧମାଳ ଜିଲା ବାଲିଗୁଡା ଥାନା ଅଞ୍ଚଳକୁ ରାଜ୍ୟ ଗୋଇନ୍ଦା ନିର୍ଦ୍ଦେଶକ ସଞ୍ଜୀବ ପଣ୍ଡା ଦିନିକିଆ ଗସ୍ତରେ ଆସି ବିଭିନ୍ନ ଥାନା ଓ ସିଆର୍ପିଏଫ କ୍ୟାମ୍ପ ପରିଦର୍ଶନ କରିଛନ୍ତି। ତାଙ୍କ ସହ ଆଇଜି ଅପରେଶନ ଅମିତାଭ ଠାକୁର, ଆଇଜି ସିଆର୍ପିଏଫ ଏସ.କେ…
ସିଆର୍ପିଏଫ୍ ଯବାନ କହି ଠକି ନେଲେ ୮୩ ହଜାର
ବାଲିଗୁଡା,୨୩।୨: ନିଜକୁ ସିଆର୍ପିଏଫ୍ ଯବାନର ପରିଚୟ ଦେଇ ଜଣେ ମାଛ ବ୍ୟବସାୟୀଙ୍କଠାରୁ ଟଙ୍କା ଠକେଇ ଘଟଣା ବାଲିଗୁଡ଼ା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲିଟିଛି। ଠକେଇର ଶିକାର ହୋଇଛନ୍ତି କନ୍ଧମାଳ ଜିଲା ବାଲିଗୁଡା ଏନ୍ଏସି ନୂଆସାହିର ମାଛ ବ୍ୟବସାୟୀ ଶଙ୍କର ବେହେରା। ଶଙ୍କରଙ୍କ…
ମଣ୍ଡିରେ ଚାଲିଗଲା ଚାଷୀଙ୍କ ଜୀବନ
ବାଉଁଶୁଣୀ,୨୩ା୨(ଡି.ଏନ୍.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ମଣ୍ଡି ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ମଣ୍ଡିକୁ ଧାନ ବିକ୍ରି କରିବାକୁ ଆସିଥିବା ବେଳେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ମୃତ ଚାଷୀ ହେଲେ ଧରଣୀ ମେହେର(୫୦)। ଧାନ ବିକି ନ…
Archives


