ଆମ ଜିଲା ଖବର

ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ସଚେତନତା, ବଟେଶ୍ୱର ପୀଠ ହେବ ପ୍ଲାଷ୍ଟିକ ମୁକ୍ତ

ଗଞ୍ଜାମ,୨୪।୧୨(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ଶୈବ ପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ବିରଳ ସାମୁଦ୍ରିକ କଇଁଛ ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କକିତ ଆଲୋଚନା ସଭା ଅନୁଷ୍ଠିତ ହୋଇଯାଇଛି । ବଟେଶ୍ୱର ମନ୍ଦିର ପରିଚାଳନା କମିଟିକୁ ନେଇ ଜଙ୍ଗଲ…

ଅଙ୍ଗନଓ୍ବାଡିି ପଛରେ ଗୋମାଂସ କଟାନେଇ ଅସନ୍ତୋଷ

ଉଦଳା, ୨୪ା୧୨(ସନ୍ତୋଷ କୁମାର ବାଚ୍ଛିନୀ): କପ୍ତିପଦା ଥାନା ଭୁଳାଘାଟି ଗ୍ରାମର ଏକ ଅଙ୍ଗନଓ୍ବାଡି କେନ୍ଦ୍ର ପଛରେ ଗୋମାଂସ କଟାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ମଙ୍ଗଳବାର ସ୍ଥାନୀୟ ଯୁବକମାନେ ଘଟଣାସ୍ଥଳରେ ପହଞ୍ଚତ୍ବାପରେ ଗୋରୁ କାଟୁଥିବା ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଖବରପାଇ…

ବରଗଡ଼ ଧନୁଯାତ୍ରା: ସାଂସ୍କୃତିକ ଶୋଭାଯାତ୍ରାରେ ଦୁଲୁକିଲା ବରଗଡ଼

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସନ୍ଧ୍ୟା ୭ଟାରେ ଏହି ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୩ଟାରେ ଆରମ୍ଭ ହୋଇଛି ସାଂସ୍କୃତିକ ଶୋଭାଯାତ୍ରା…

ଯାଜପୁର ରୋଡ଼ ନୂତନ ଏସ୍‌ଡିପି ଶରତ ଚନ୍ଦ୍ର ପାତ୍ର

ଧର୍ମଶାଳା,୨୪।୧୨: ଯାଜପୁର ରୋଡ଼ ନୂତନ ଏସ୍‌ଡିପିଓ ଭାବେ ଶରତ ଚନ୍ଦ୍ର ପାତ୍ର ଯୋଗଦେବେ। ଏ ନେଇ ମଙ୍ଗଳବାର ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଯାଜପୁର ରୋଡ ଥିବା ଏସ୍‌ଡିପିଓ ଲକ୍ଷ୍ମୀଧର ସ୍ବାଇଁ ଧାମନଗର ବଦଳି ହୋଇଛି। ଏସ୍‌ଡିପିଓ ପାତ୍ର ଭାରତୀୟ ନୌସେନାର…

ସ୍ତ୍ରୀଙ୍କୁ କରିଥିଲେ ହତ୍ୟା: ସ୍ବାମୀଙ୍କୁ ମିଳିଲା ଏଭଳି ଦଣ୍ଡ

ରାୟଗଡା,୨୪।୧୨(ଆଶିଷ ରଞ୍ଜନ ପଣ୍ଡା)- ସ୍ତ୍ରୀ ହତ୍ୟାକାରୀ ସ୍ବାମୀକୁ ଆଜୀବନ କାରାଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ଦଣ୍ଡାଦେଶ ଶୁଣାଇଛନ୍ତି ରାୟଗଡ଼ା ଅତିରିକ୍ତ ଜିଲା ଦୌରାଜଜ୍‌ ଅଳ୍ପନା ସ୍ବାଇଁ। ଏହି ମାମଲାରେ ୨୦ ଜଣ ସାକ୍ଷୀଙ୍କ ବୟାନ ଓ ପ୍ରମାଣକୁ ଭିତ୍ତିକରି…

ଚାନ୍ଦବାଲି ଲଜ୍ଜା: ଆକ୍ସନ ମୋଡ୍‌ରେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୪।୧୨: ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ଏହାକୁ ନେଇ ଅଞ୍ଚଳରେ ଉତ୍ତେଜନା ଦେଖାଯାଇଛି। ଏହି ଘଟଣାରେ କଡ଼ା ଆକ୍ସନ…

ଧାନକିଣାରେ ଅବ୍ୟବସ୍ଥା: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମିଳିତ କୃଷକ ମଞ୍ଚର ଧାରଣା

ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ଧାନକିଣା ଅବ୍ୟବସ୍ଥା ପ୍ରତିବାଦରେ ମିଳିତ କୃଷକ ମଞ୍ଚ ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାର ଚାଷୀ ସଙ୍ଗଠନ ମିଳିତ ଭାବେ ଧାରଣାରେ ବସିଛନ୍ତି l ବିଭିନ୍ନ ଜିଲାର ମଣ୍ଡି ଓ ଧାନ ଖଳାରେ ଚାଷୀମାନଙ୍କ ଧାନ ପଡିରହିଥିଲେ ମଧ୍ୟ…

ଦୁର୍ନୀତି ନିବାରଣ ଅଧିକାରୀ କହି ରାଜ ପରିବାରରୁ ଲୁଟିନେଲେ ଦୁର୍ବୃତ୍ତ: ଡିଜିଟାଲ ଭିଡ଼ିଓ ରେକର୍ଡରକୁ ବି…

ଦାରିଙ୍ଗବାଡି, ୨୪।୧୨ (ଅରୁଣ ସାହୁ): ଆମେ ଦୁର୍ନୀତି ବିଭାଗରୁ ଆସିଛୁ ଆପଣଙ୍କ ପୁଅ ବହୁତ ଦୁର୍ନୀତି କରିଛନ୍ତି। ତୁମ ଘରେ ରହିଥିବା ସୁନା ଅଳଙ୍କାର ଓ ନଗଦ ଟଙ୍କାର ଯାଞ୍ଚ କରାଯିବ। ଏଭଳି ଧମକ ଦେଇ ଘରେ ପଶିବା ପରେ ଘର…

ଆଜିଠୁ ବରଗଡ଼ ଧନୁଯାତ୍ରା: ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ଆଜିଠାରୁ ଆରମ୍ଭ ହେବ। ସା ୭ଟାରେ ମହୋତ୍ସବର ଉଦଘାଟନୀ ସମାରୋହ ରହିଛି। ଏହା ପୂର୍ବରୁ ଧନୁଯାତ୍ରାକୁ ସ୍ବାଗତ କରିବା ପାଇଁ ଅପରାହ୍ନ ୨ଟାରେ ସାଂସ୍କୃତିକ ଶୋଭାଯାତ୍ରା ସହର ପରିକ୍ରମା କରିବ।…

କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଆଗରେ ଧାରଣା

ମୋରଡ଼ା,୨୪ା୧୨(ସ୍ମାରକ ମାଜୀ)- ମୟୂରଭଞ୍ଜ ଜିଲା ମୋରଡା ବ୍ଲକର ମୁଖ୍ୟ ବାରମାଇଲସ୍ଥିତ କିଶାନତାଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନ ୧୦ଟାରୁ ୧ଟା ପର୍ଯ୍ୟନ୍ତ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା(ଜେଏମ୍‌ଏମ୍‌) ତରଫରୁ ଧାରଣା ଦିଆଯାଇଛି। ଜେଏମ୍‌ଏମର ଜିଲା ସଭାପତି ତଥା ମୋରଡା ନିର୍ବାମଣ୍ଡଳୀର ପୂର୍ବତନ…

ତାଳଚେରରେ ଚାଞ୍ଚଲ୍ୟ: ପାଇପଲାଇନ ନିକଟରୁ ମିଳିଲା ୨ ମୃତଦେହ, ହତ୍ୟା ସନ୍ଦେହ

ତାଳଚେର,୨୪।୧୨(ମନୋଜ ନନ୍ଦ): ଅନୁଗୋଳ ଜିଲା ତାଳଚେର ଥାନାର ୧୪୯ନଂ ଜାତୀୟ ରାଜପଥର ଲିଙ୍ଗରାକଟା ଗ୍ରାମ ନିକଟସ୍ଥ ନାଲକୋର ପାଇପଲାଇନ ନିକଟରେ ବୁଧବାର ସକାଳ ସମୟରେ ରାସ୍ତାର ଉଭୟ ପାର୍ଶ୍ୱରେ ଦୁଇ ମୃତଦେହ ପଡିଥିବା ସ୍ଥାନୀୟ ଲୋକ ଦେଖିବକୁ ପାଇଥିଲେ। ପରର ପୋଲିସକୁ…

ଜେଲ୍‌ରେ କଏଦୀଙ୍କ ଆନ୍ଦୋଳନ

ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍‌ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ ଖାଦ୍ୟ ସମସ୍ୟା, ପରିବାରଙ୍କୁ ଭେଟିବାକୁ ନ ଦେବାକୁ ନେଇ କଏଦୀମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri