ଆମ ଜିଲା ଖବର

ଥାନା ପରିସରରେ ଗଣଧାରଣା: ସୁରକ୍ଷା ଦାବି କଲେ ୨ ପଞ୍ଚାୟତର ଅଧିବାସୀ

ତିହିଡ଼ି,୧୧ା୬(ସଞ୍ଜିତ ବଳ): ଭଦ୍ରକ ଜିଲା ତିହିଡ଼ି ବ୍ଲକ ପୀରହାଟ ଥାନା ଅଧୀନ ବାରସର ଓ ଗୋବିନ୍ଦପୁର ପଞ୍ଚାୟତର ଶତାଧିକ ଅଧିବାସୀ ଗୁରୁବାର ପୀରହାଟ ଥାନା ସାମ୍ନାରେ ଗଣଧାରଣା ଦେଇଛନ୍ତି। ସେମାନଙ୍କ ଜୀବନର ସୁରକ୍ଷା ଦାବି କରି ପଞ୍ଚାୟତବାସୀ ଏହି ପଦକ୍ଷେପ ନେଇଥିବା…

ହିଲୁଙ୍ଗ ମଣ୍ଡିରୁ ଉଠୁନି ଧାନ, ରାସ୍ତାରୋକୋ କରି ପ୍ରତିବାଦ କଲେ ଚାଷୀ

ଅମରପାଲି,୧୧।୬(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ହିଲୁଙ୍ଗ ମଣ୍ଡିରୁ ଧାନ ଉଠୁ ନଥିବାରୁ ପ୍ରତିବାଦ କରି ରାସ୍ତାରୋକ ଯାଇଛନ୍ତି ଚାଷୀ। ଚାଷୀମାନେ ଧାନ ବିକ୍ରି କରିବା ପାଇଁ ମଣ୍ଡିରେ ଧାନ ରଖିଛନ୍ତି। ମାତ୍ର ମଣ୍ଡିକୁ କୌଣସି ମିଲର ଆସୁ…

କୁଲାଡ ରଥଯାତ୍ରା ପ୍ରସ୍ତୁତି ଚାଲିଛି: ଦେବସ୍ନାନ ପୂର୍ଣ୍ଣିମା ପାଇଁ ସେବାୟତଙ୍କ ସହ ଆଲୋଚନା

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ନିକଟସ୍ଥ କୁଲାଡ ରଥାଯାତ୍ରା ପାଇଁ ପ୍ରସ୍ତୁତି ଦ୍ରୁତ ଗତିରେ ଚାଲିଛି। ଗୁରୁବାର ଭଞ୍ଜନଗର ଅତିରିକ୍ତ ତହସିଲଦାର ଅବିନାଶ କୁମାର ମାହାର ଜଗନ୍ନାଥ ମନ୍ଦିର ପରିଦର୍ଶନ କରି ସେବାୟତମାନଙ୍କ ସହ ଆଗାମୀ ଦେବସ୍ନାନ ପୂର୍ଣ୍ଣିମା ଓ…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି ପ୍ରାୟ ୮ଟାରେ କଜଳନ୍ଧ ଗାଁର କୈଳାସ ମଲିକ(୨୭)ଙ୍କୁ ହତ୍ୟା କରାଯାଇଛି। ସାଙ୍ଗମାନେ କୈଳାସଙ୍କୁ…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ଦେଖାଦେଇଛି।ବର୍ତ୍ତମାନ ଏହି ୨ ମଣ୍ଡିରେ ୧୦ ହଜାରରୁ ଅଧିକ…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ କର୍ମଚାରୀ। ଏହିପରି ସମସ୍ୟା ଦେଖିବାକୁ ମିଳିଛି ପଡ଼ୋଶୀ ଆନ୍ଧ୍ର ରାଜ୍ୟ ସୀମାକୁ ଲାଗି…

ମାସେ ତଳେ ଫୁଲ ତୋଳିବାକୁ ଯାଉ ଆଉ ଫେରି ନ ଥିଲେ ସୁନ୍ଦରୀ: କେନାଲରୁ ମିଳିଲା…

ଭଞ୍ଜନଗର,୧୧।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଡୁମାକୁମ୍ପା ପଞ୍ଚାୟତ ଗୁଡିପଦର ଗ୍ରାମ ନିକଟ ଏକ କେନାଲ ପାଖରୁ ଏକ ନରକଙ୍କାଳ ଉଦ୍ଧାର ହୋଇଛି। ଖବର ପାଇ ଭଞ୍ଜନଗର ଏସ୍‌ଡିପିଓ ଡ.ଦୀପକ କୁମାର ମିଶ୍ର, ଥାନା ଅଧିକାରୀ ଜୀବନାନନ୍ଦ ଜେନା…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବ୍ଲକ ମୁଖ୍ୟ ଉନ୍ନୟନ ଅଧିକାରୀ

ଲାଞ୍ଜିଗଡ଼,୧୧ା୬(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ପରିଦର୍ଶନ କରି ପ୍ରଧାନମନ୍ତ୍ରୀ-ଜନମନ ଗୃହ ପ୍ରକଳ୍ପର ଅଗ୍ରଗତି ଓ ଅନ୍ୟାନ୍ୟ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଥିଲେ ମୁଖ୍ୟ ଉନ୍ନୟନ ଅଧିକାରୀ ସୌମ୍ୟ ରଞ୍ଜନ ପ୍ରଧାନ। ଲାଞ୍ଜିଗଡ଼ ବ୍ଲକର ଭଟାଙ୍ଗପଦର ପଞ୍ଚାୟତର ଟୁଟୁଗୁମା,…

ବର୍ଜ୍ୟବସ୍ତୁ ପରିଚାଳନା ଠପ୍‌, ସହର ପାଲଟିବ ଡମ୍ପିଂୟାର୍ଡ: ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀଙ୍କ କଥାରେ ନାହିଁ ତାଳମେଳ

ବରଗଡ଼,୧୧।୬(ପ୍ରେମାନନ୍ଦ ଖମାରୀ):ସଫେଇ ଗାଡ଼ି ଅଛି, ସଫେଇ କର୍ମଚାରୀ ମଧ୍ୟ ଅଛନ୍ତି। କିନ୍ତୁ ସହରରୁ ନିଷ୍କାସିତ ମଇଲା, ଆବର୍ଜନା ପକାଇବା ପାଇଁ ସ୍ଥାୟୀ ଡମ୍ପିଂୟାର୍ଡ଼ କିମ୍ବା ଜାଗା ନାହିଁ। ବରଗଡ଼ ପୌର ପରିଷଦରେ ଏହା ବର୍ତ୍ତମାନ ଏକ ବଡ଼ ସମସ୍ୟା ପାଲଟିଛି। ଏଭଳି…

ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମସ୍ଥଳ ନୋ ଫ୍ଲାଇଂ ଜୋନ୍‌ ଘୋଷଣା

ବାରିପଦା,୧୧ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ):ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଆସନ୍ତା ୧୯ ଓ ୨୦ରେ ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ଥିବାରୁ ସୁରକ୍ଷା ଦୃଷ୍ଟିରୁ ସମସ୍ତ କାର୍ଯ୍ୟକ୍ରମ ସ୍ଥଳ ଓ ଫଙ୍କ୍‌ସନ ସାଇଟ୍‌କୁ ନୋ ଫ୍ଲାଇଂ ଜୋନ୍‌ ଘୋଷଣା…

ଯାଉଥିଲେ ବିଧାୟକ, ହଠାତ୍‌ ଗାଡ଼ି ଉପରେ ପଡ଼ିଲା ଗଛ: ଆଉ ତା’ପରେ…

କୋରୁକୋଣ୍ଡା/ଚିତ୍ରକୋଣ୍ଡା,୧୧।୬ ( ଅଶୋକ ପରିଡ଼ା /ଶିବଦତ୍ତ ସାହୁ ): ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବିଧାୟକ ମଙ୍ଗୁ ଖିଲ। ଚିତ୍ରକୋଣ୍ଡା-ବାଲିମେଳା ମୁଖ୍ୟ ରାସ୍ତାର ଭାଲ୍‌ବ ହାଉସ ଛକ ନିକଟରେ ବୁଧବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ଏକ…

ଭୟଙ୍କର ସଡ଼କ ଦୁର୍ଘଟଣା: ବାପା-ଝିଅଙ୍କ ଚାଲିଗଲା ଜୀବନ

ସମ୍ବଲପୁର,୧୧ା୬(ପ୍ରମୋଦ ବହିଦାର): ଧନୁପାଲି ଥାନା ଅନ୍ତର୍ଗତ ଭତରା ଶଙ୍କର ମଠ ଝଙ୍କାର ବନ୍ଧ ନିକଟରେ ବୁଧବାର ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସିରିଜ ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ସିମେଣ୍ଟ ମିକ୍ସର ଟ୍ରକ(ଓଡି-୧୪-ଏଏଲ-୫୭୧୦) ପ୍ରଥମେ ଏକ ଇଭି ଅଟୋ(ଓଡି-୧୫-ଏବି-୨୨୩୨)କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?