ପାଣିକଟା ହୋଇଛି, ପୁନରୁଦ୍ଧାର ହେଉନି
ଲୋଇସିଂହା,୧୪ା୫(ଡି.ଏନ.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକରେ ଥିବା ସୁଜିଆ ଡ୍ୟାମ ଏବେ ଶୁଖିଲା ପଡିଛି। ମାଟି ଉନ୍ନତୀକରଣ ପାଇଁ ଡ୍ୟାମରୁ ପାଣି କାଟି ଦିଆଯାଇଥିଲା। ମେ ଅଧା ମାସ ବିତି ଯାଇଥିଲେ ବି ଡ୍ୟାମର ମାଟି ପୁନରୁଦ୍ଧାର କାମ ଆରମ୍ଭ ହୋଇନାହିଁ।…
ବ୍ରାହ୍ମଣୀରେ ମିଶୁଛି ନର୍ଦ୍ଦମା ପାଣି
ରାଉରକେଲା ଅଫିସ,୧୪ା୫: ରାଉରକେଲାର ଜୀବନରେଖା କୁହାଯାଉଥିବା ବ୍ରାହ୍ମଣୀ ନଦୀ ଦିନକୁ ଦିନ ପ୍ରଦୂଷିତ ହେବାରେ ଲାଗିଛି। ସହରର ଅଧିକାଂଶ ପ୍ରତିଷ୍ଠାନ ଖୋଲାଖୋଲି ଭାବେ ନଦୀକୁ ନର୍ଦ୍ଦମା ପାଣି ଛାଡୁଛନ୍ତି। ଏ ନେଇ ସରକାରୀ ସ୍ତରରେ କୌଣସି କଟକଣା ଜାରି କରାଯାଉ ନ…
୫ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲି ପୋଚ ଓ ଦେଶୀ ମଦ ଜବତ: ୭ ଗିରଫ
କୁତ୍ରା,୧୪ା୫(ଡି.ଏନ.ଏ.): ପୋଲିସ ଓ ଅବକାରୀ ବିଭାଗ ପକ୍ଷରୁ ସୁନ୍ଦରଗଡ ଜିଲା କୁତ୍ରା ଅଞ୍ଚଳର ବିଭିନ୍ନ ସ୍ଥାନରେ ଶନିବାର ଚଢ଼ାଉ କରଯାଇଛି। ଚଢାଉ ବେଳେ ୫ କୁଇଣ୍ଟାଲରୁ ଊର୍ଦ୍ଧ୍ୱ ମହୁଲି ପୋଚ ଓ ଦେଶୀ ମଦ ଜବତ କରାଯାଇଥିଲା। ଏହି ଘଟଣାରେ ୭…
ମାଲିକଙ୍କୁ ନ ଜଣାଇ ଖୋଳିଦେଉଛନ୍ତି ଚାଷଜମି
ଜମନକିରା,୧୪ା୫(ଡି.ଏନ.ଏ.): ମାଲିକଙ୍କୁ ନ ଜଣାଇ ରାତାରାତି ଖୋଳିଦିଆଯାଉଛି ଚାଷଜମି। ଜମନକିରା ବ୍ଲକ ଅଞ୍ଚଳରେ ଓସିସି (ଓଡ଼ିଶା କନଷ୍ଟ୍ରକଶନ କମ୍ପାନୀ)ର ଏଭଳି ମନମୁଖୀ କାର୍ଯ୍ୟକୁ ଚାଷୀମାନେ ବିରୋଧ କରିବା ସହ ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି। ସୂଚନା ଅନୁସାରେ, ଜମନକିରା ବ୍ଲକ ଫାଶୀମାଲ…
ବନ୍ଦ ଘରୁ ମା’ ଓ ଝିଅପୁଅଙ୍କ ମୃତଦେହ ଠାବ
ସମ୍ବଲପୁର,୧୪ା୫(ବ୍ୟୁରୋ): ସମ୍ବଲପୁର ଜିଲା ଧନୁପାଲି ଥାନା ସୁନାପାଲି ଗଅନ୍ତିଆପଡ଼ାରେ ଶନିବାର ଏକ ଅଭାବନୀୟ ଚିତ୍ର ଦେଖିବାକୁ ମିଳିଛି। ବନ୍ଦ ଘରୁ ପୋଲିସ ମା’ ସହ ପୁଅ ଓ ଝିଅଙ୍କ ମୃତଦେହ ଠାବ କରିଛି। ମୃତକମାନେ ହେଲେ ମାଆ ସାଜିଆ ପରବିନ (୩୫),…
ଘର ଭିତରେ ପଶିଗଲା କାର୍, ଚାଲିଗଲା ମହିଳାଙ୍କ ଜୀବନ
ବୌଦ୍ଧ,୧୪ା୫(ସ୍ବ.ପ୍ର.): ବୌଦ୍ଧ ଜିଲା ଦେଇ ଯାଇଥିବା ୫୭ ନଂ ଜାତୀୟ ରାଜପଥର ରାଧାନଗର ପଞ୍ଚାୟତ ଅନ୍ତର୍ଗତ ଲୁହୁରାଗଡ଼ିଆ ଛକ ନିକଟରେ ରବିବାର ଏକ ଘର ଭିତରକୁ କାର୍ ପଶି ଯିବାରୁ ଜଣେ ମହିଳାଙ୍କ ଜୀବନ ଯାଇଛି। ମୃତ ମହିଳା ଜଣଙ୍କ ହେଲେ…
ରାଜ୍ୟର ପ୍ରଥମ ମହିଳା ଭେଷଜ ବିଶେଷଜ୍ଞଙ୍କ ପରଲୋକ
କଟକ ଅଫିସ,୧୪।୫: ରାଜ୍ୟର ପ୍ରଥମ ମହିଳା ଭେଷଜ ବିଶେଷଜ୍ଞ ପ୍ରଫେସର ଡା. ଅନ୍ନପୂର୍ଣ୍ଣା ଦେବୀ(୭୭)ଙ୍କର କଟକ କେଶରପୁରସ୍ଥିତ ବାସଭବନରେ ଶନିବାର ହୃଦ୍ଘାତରେ ପରଲୋକ ହୋଇଯାଇଛି। ଖାନ୍ନଗରସ୍ଥିତ ସ୍ବର୍ଗଧାମରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହୋଇଛି। ପୁତ୍ର ଚିନ୍ମୟ ମୁଖାଗ୍ନି ଦେଇଥିଲେ। ଡା. ଅନ୍ନପୂର୍ଣ୍ଣା…
ଇଣ୍ଡିଆନ୍ ବ୍ୟାଙ୍କ କଟକ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ପରିସର ଉଦ୍ଘାଟିତ
କଟକ,୧୪।୫: ଇଣ୍ଡିଆନ୍ ବ୍ୟାଙ୍କ କଟକ ଆଞ୍ଚଳିକ କାର୍ଯ୍ୟାଳୟର ନୂତନ ପରିସର କଟକର ସିଡିଏଠାରେ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ଇଣ୍ଡିଆନ ବ୍ୟାଙ୍କର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଅଶ୍ୱିନୀ କୁମାର ସମ୍ମାନିତ ଅତିଥି ଭାବେ ଯୋଗଦେଇ ଏହାର ଉଦ୍ଘାଟନ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବ୍ୟାଙ୍କର…
ବାଘଛାଲ ଜବତ, ୨ ଗିରଫ
ଫୁଲବାଣୀ ଅଫିସ, ୧୩ା୫: କନ୍ଧମାଳ ଜିଲା ଚକାପାଦ ବ୍ଲକ ପସରା ପଞ୍ଚାୟତ ପଖାଳଖିଆ ଗ୍ରାମ ନିକଟରେ ଫୁଲବାଣୀ ବନ ବିଭାଗ ଚଢ଼ାଉ କରି ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ଏକ କଲରାପତରିଆ ବାଘ ଛାଲକୁ ଜବତ କରିଛି । ଏହି ଘଟଣାରେ…
‘ଓଡ଼ିଶାର ଆଞ୍ଚଳିକ ଜୁଡିସିଆଲ ଏକାଡେମୀ ଦେଶ ପାଇଁ ଉଦାହରଣ’
କଟକ ଅଫିସ,୧୪।୫: ରାଜ୍ୟର ଅନୁଗୋଳ, ବାଲେଶ୍ୱର, କୋରାପୁଟ, ଗଞ୍ଜାମ, ସମ୍ବଲପୁର ଜିଲାରେ ଆଞ୍ଚଳିକ ଜୁଡିସିଆଲ ଏକାଡେମୀ କାର୍ଯ୍ୟକ୍ଷମ ହୋଇଛି। ବିଚାର ବିଭାଗୀୟ ଅଧିକାରୀ, କୋର୍ଟ କର୍ମଚାରୀ, ଆଇନଜୀବୀଙ୍କ ଦକ୍ଷତା ବିକାଶ ପାଇଁ ଏହି ଏକାଡେମୀ ଗୁରୁତ୍ୱପୂର୍ଣ୍ଣ ଭୂମିକା ନିର୍ବାହ କରିବ। ଅନୁଗୋଳଠାରେ…
ମାଓବାଦୀଙ୍କୁ ନଜର ରଖିବ ଡ୍ରୋନ୍
ଫୁଲବାଣୀ ଅଫିସ/ ସୁନାବେଡ଼ା (ସ୍ବ.ପ୍ର.) ୧୪।୫: ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ସୁନୀଲ ବଂଶଲ ଶନିବାର କୋରାପୁଟ ଓ କନ୍ଧମାଳ ଜିଲା ଗସ୍ତରେ ଆସି ବିଭିନ୍ନ ସ୍ଥାନ ବୁଲିବା ସହ ମାଓବାଦୀଙ୍କ ଗତିବିଧି ଉପରେ ସମୀକ୍ଷା କରିଛନ୍ତି। ପ୍ରଥମେ କୋରାପୁଟ ଜିଲା…
ପୁଣି ସ୍ଥିତି ଜାହିର କଲେ ମାଓବାଦୀ, ରାଜପଥରେ ମାରିଲେ ଲାଲ୍ ବ୍ୟାନର
ଦାରିଙ୍ଗବାଡ଼ି,୧୪ା୫(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ୫୯ନଂ ଜାତୀୟ ରାଜପଥର ସିମନବାଡ଼ି ପଞ୍ଚାୟତ ଅଞ୍ଚଳରେ ମାଓବାଦୀ ପକ୍ଷରୁ ଲାଲ ବ୍ୟାନର ସହ ଏକାଧିକ ପୋଷ୍ଟର ଛଡ଼ାଯାଇଛି। ଫଳରେ ଅଞ୍ଚଳରେ ପୁଣି ମାଓବାଦୀଙ୍କ ଉପସ୍ଥିତ ଜାହିରକୁ ନେଇ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି…

