ବ୍ଲକ୍ସ୍ତରୀୟ ମତ୍ସ୍ୟ, ପ୍ରାଣିସମ୍ପଦ ମେଳା
ନୂଆପଡ଼ା,୨୩ା୧୨ (ମକାରୁ ବେମାଲ): ନୂଆପଡ଼ା ପୋଲିସ ପଡ଼ିଆଠାରେ ମଙ୍ଗଳବାର ବ୍ଲକ୍ସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳା ଅନୁଷ୍ଠିତ ହୋଇଯାଇଛି। ଜିଲା ଉପନିର୍ଦ୍ଦେଶକ ଡା. କୋଟନି ପାର୍ଥସାରଥି ଦୋରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ନୂଆପଡ଼ା ବିଧାୟକ ଜୟ ଢୋଲକିଆ ମୁଖ୍ୟ ଅତିଥି, ଜିଲା…
ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ
ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ହୋଇଛି। କିଛି ଦିନ ହେଲା ବିଭିନ୍ନ ମଣ୍ଡଳୀ ସମେତ ପ୍ରମୁଖ ଚର୍ଚ୍ଚଗୁଡ଼ିକରେ ପ୍ରାକ…
ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ
ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି। ସନ୍ଧ୍ୟା ୮ଟା ପର୍ଯ୍ୟନ୍ତ ହାଟରେ ବ୍ୟବସାୟ ଚାଲୁଛି। ତେବେ ଜନଜାତି ହାଟ ପଦା ସମେତ…
ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ ପ୍ରସ୍ତୁତି ବୈଠକ ବସିଥିଲା। ଜିଲା ସଂସ୍କୃତି ଅଧିକାରୀ ରଶ୍ମିରଞ୍ଜନ ମିଶ୍ରଙ୍କ ପରିଚାଳନାରେ ଅନୁଷ୍ଠିତ ବୈଠକରେ…
ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…
ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ତାଙ୍କର ସମ୍ବଲପୁର ଚାରଭାଟିରେ ଥିବା ଘର, ଅଫିସ, ବରଗଡ଼ରେ ନିଜର ଏକ ଦୁଇ…
ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…
ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ ଯୁବକ ଜଣକ ହେଲେ ରୁଗୁଡ଼ିପାଲି ଗ୍ରାମର ଶଶାଙ୍କ ମିଶ୍ର(୪୫) ବୋଲି ଜଣାପଡିଛି। ସେ ପରିସ୍ରା…
ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା
ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ କେଉଁ ଦିନ ଆସିବେ ତାହା ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ୨ ଜଣ…
ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ
ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା ଓ ଉତ୍ସାହ ଦେଖା ଦେଇଥିବାବେଳେ ଚର୍ଚ୍ଚଗୁଡ଼ିକରେ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଆଲୋକମାଳା ସହ…
ଆଜିଠୁ ବରଗଡ଼ ଧନୁଯାତ୍ରା: ବରଗଡ଼ ହେବ ମଥୁରା ନଗରୀ, ଅମ୍ବାପାଲି ପାଲଟିବ ଗୋପପୁର
ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ବୁଧବାରରୁ ଆରମ୍ଭ ହେବ। ପରମ୍ପରା ଅନୁଯାୟୀ, ବରଗଡ଼ ଏମ୍ପି ପ୍ରଦୀପ କୁମାର ପୁରୋହିତ ଏବଂ ବିଧାୟକ ଅଶ୍ୱିନୀ କୁମାର ଷଡ଼ଙ୍ଗୀ ସନ୍ଧ୍ୟା ୭ଟାରେ ସ୍ଥାନୀୟ ହାଟପଦାସ୍ଥିତ ରାଜ ଦରବାରରେ ଉକ୍ତ…
ବଡ଼ଦିନରୁ ଥରିବ ଓଡ଼ିଶା
ଭୁବନେଶ୍ୱର,୨୪।୧୨: ରାଜ୍ୟକୁ ଫେରିବ ହାଡ଼ଭଙ୍ଗା ଶୀତ। ବଡ଼ଦିନରୁ ଥରିବ ଓଡ଼ିଶା। ଶୀତ ପ୍ରକୋପରେ କଲବଲ ହେବେ ରାଜ୍ୟବାସୀ। କାଲିଠୁ ହାଡ଼ଭଙ୍ଗା ଶୀତ ସହିତ ଆଗାମୀ ୫ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲାକୁ ଘନକୁହୁଡ଼ି ନେଇ ପାଣିପାଗ ବିଭାଗ ୱାର୍ନିଂ ଜାରି କରିଛି। ଆଗାମୀ…
ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ
ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି। ଆବଶ୍ୟକ ଶିକ୍ଷକ, ଶ୍ରେଣୀ କୋଠରି, ରୋଷେଇ ଗୃହ ଓ ପାଚେରି ନ ଥିବାରୁ ଛାତ୍ରୀଛାତ୍ରଙ୍କୁ…
ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…
ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା କରି ଲଟା ବୁଦାକୁ ଫିଙ୍ଗି ଦେଇଛନ୍ତି l ମଙ୍ଗଳବାର ୭ଟାରେ କିଛି ଲୋକ ମୃତଦେହକୁ…
Archives


