ଖରାଦିନ ଆରମ୍ଭରୁ ଜଳକଷ୍ଟ
ଜଳେଶ୍ୱର,୨୦ା୨(ଡି.ଏନ.ଏ.): ଦୀର୍ଘଦିନ ହେଲା ବର୍ଷା ହୋଇ ନ ଥିବାରୁ ଭୂତଳ ଜଳସ୍ତର ତଳକୁ ତଳକୁ ଖସି ଖସିଯାଉଛି। ପୁଣି ରବି ଋତୁରେ ବ୍ୟାପକ ଧାନଚାଷ ହୋଇଥିବାରୁ ଭୂତଳ ଜଳର ମାତ୍ରାଧିକ ବ୍ୟବହାର ହେଉଛି। ଆସନ୍ତା ଦିନରେ ବର୍ଷା ନ ହେଲେ ପରିସ୍ଥିତି…
ପଦ୍ମପୁରରେ ଘୋଷଣା, କେନ୍ଦୁଝରରେ ତାତି
କେନ୍ଦୁଝର,୨୦ା୨ (ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ପଦ୍ମପୁର ଗସ୍ତରେ ଯାଇ ବର୍ଷକ ମଧ୍ୟରେ ପଦ୍ମପୁରକୁ ଜିଲା ମାନ୍ୟତା ମିଳିବ ବୋଲି ଘୋଷଣା କରିବା ପରେ କେନ୍ଦୁଝର ଜିଲାରେ ପ୍ରତିକ୍ରିୟା ପ୍ରକାଶ ପାଇଛି। କେନ୍ଦୁଝର ଜିଲା ରାଜ୍ୟର ଏକ…
ରାଜପଥ ଦୁରବସ୍ଥା ବଢ଼ାଉଛି ଟ୍ରାଫିକ୍ ସମସ୍ୟା
କଟକ ଅଫିସ,୨୦ା୨: କାଠଯୋଡ଼ି ପୋଲଠାରୁ ପଳାଶୁଣୀ ଯାଏ ୧୬ ନମ୍ବର ଜାତୀୟ ରାଜପଥର ଦୁରବସ୍ଥା କହିଲେ ନସରେ। ଗମନାଗମନ ଦୃଷ୍ଟିରୁ ଏହି ରାସ୍ତା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହୋଇଥିବାବେଳେ ରାଜପଥରେ ରହିଥିବା ବିଭିନ୍ନ ସମସ୍ୟା କମିଶନ୍ରେଟ୍ ପୋଲିସ ପାଇଁ ଟ୍ରାଫିକ ସମସ୍ୟା ସୃଷ୍ଟିର…
ଗୋଚର ଜମି ଜବରଦଖଲ: ସଙ୍କଟରେ ପ୍ରାଣୀ ସମ୍ପଦ
କଣାସ,୨୦।୨(ସ୍ବ.ପ୍ର.): ପୁରୀ ଜିଲା ଚିଲିକା ଉପକୂଳରେ ଅବସ୍ଥିତ କଣାସ ବ୍ଲକରେ ଗୋଚରଜମି ଜବରଦଖଲ ହୋଇଥିବାବେଳେ ପଶୁଙ୍କ ପାଇଁ ଥିବା ପ୍ରାଣୀ ଚିକିତ୍ସା କେନ୍ଦ୍ରରେ ଆବଶ୍ୟକ କର୍ମଚାରୀ ନାହାନ୍ତି। ଫଳରେ ବ୍ଲକରେ ଦିନକୁ ଦିନ ପ୍ରାଣୀଙ୍କ ମୃତ୍ୟୁ ଘଟୁଛି ଏବଂ ପ୍ରାଣୀ ସମ୍ପଦ…
ବିକାଶରେ ବାଧକ ଶୋଚନୀୟ ରାସ୍ତା
ଯାଜପୁର ଅଫିସ,୨୦।୨: ଯାଜପୁର ଜିଲା ଗଠନ ହେବାର ୩୦ ବର୍ଷ ପରେ ବି ଲୋକଙ୍କ ଜୀବନଧାରଣ ମାନରେ ଆଶାନୁରୂପ ଉନ୍ନତି ହୋଇ ପାରିନାହିଁ। ସବୁଦିନିଆ ରାସ୍ତା ସୁଦୃଢ଼ ନ ଥିଲେ ସେହି ଅଞ୍ଚଳର ସାମାଜିକ ଓ ଅର୍ଥନୈତିକ, ସ୍ବାସ୍ଥ୍ୟ, ଶିକ୍ଷା, କୃଷି,…
ହଷ୍ଟେଲରୁ ମିଳିଲା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ
ପାରଳାଖେମୁଣ୍ଡି,୨୦ା୨(ଡି.ଏନ୍.ଏ.): ଜବାହର ନବୋଦୟ ବିଦ୍ୟାଳୟରେ ଜଣେ ଆଦିବାସୀ ଛାତ୍ରୀଙ୍କ ମୃତ୍ୟୁ ଘଟିଛି। ନବମ ଶ୍ରେଣୀରେ ପଢୁଥିବା ଏହି ଛାତ୍ରୀ ଜଣଙ୍କ ଆତ୍ମହତ୍ୟା କରିଥିବା ସୂଚନା ମିଳିଛି। ଛାତ୍ରୀ ଜଣକ କାଶୀନଗର ବ୍ଲକ ଅଲଡ଼ା ଗ୍ରାମର ସୌଦାମିନୀ ରଇତ। ବେକରେ ଚଦର ଲଗାଇ…
ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା
ଟେନ୍ସା,୨୦ା୨(ଡି.ଏନ୍.ଏ.): ନିକଟସ୍ଥ ରେଙ୍ଗମାଗ୍ରାମରେ ରକ୍ତମୁଖା ଦନ୍ତାହାତୀ ଆତଙ୍କ ଖେଳାଇଛି। ବାଡ଼ିକୁ ଫସଲ ଖାଇବାକୁ ଆସି ଖାଇ ନଷ୍ଟ କରିବା ସହ ଜଣଙ୍କୁ କଚାଡ଼ି ମାରି ଦେଇଛି ଦନ୍ତାହାତୀ। ଏହିପରି ଏକ କରୁଣ ଦୃଶ୍ୟ ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା ବରସୁଆଁ ଫରେଷ୍ଟ…
‘ଚକ ମଡ଼ାଣ ଉଦ୍ୟମ ହେଲେ ପରିସ୍ଥିତି ଜଟିଳ ହେବ’
ଜଗତସିଂହପୁର ଅଫିସ, ୨୦ା୨: ଜଗତ୍ସିଂହପୁର ଜିଲାରେ ଚକ ପ୍ରସ୍ତୁତିରେ ବ୍ୟାପକ ତ୍ରୁଟି ହୋଇଛି । କେତେଜଣ ମୁଷ୍ଟିମେୟ ଜମି ମାଲିକ, ରାଜନେତା ଚଞ୍ଚକତା କରି ମୂଲ୍ୟବାନ ଜମି ହାତେଇ ନେଇଥିବା ବେଳେ ଅନେକ କ୍ଷତିଗ୍ରସ୍ତ ହୋଇଛନ୍ତି । ଚକ ପ୍ରସ୍ତୁତ ପରେ…
ସମୁଦ୍ର ପାଣିରେ ୩୨ ପ୍ରକାର ଲୁଣ ଅଛି
ପାରାଦୀପ,୨୦ା୨ (ସ୍ବ.ପ୍ର.): ରାଜ୍ୟର ଏକମାତ୍ର କ୍ଷାରଜଳ ପ୍ରଶିକ୍ଷଣ କେନ୍ଦ୍ର ପାରାଦୀପରେ ଚଳିତବର୍ଷ ଚତୁର୍ଥ ପର୍ଯ୍ୟାୟ ତାଲିମ ୧୩ରୁ ୨୭ ଫେବୃୟାରୀ ପର୍ଯ୍ୟନ୍ତ ଚାଲିଛି। ଏହି ବ୍ୟାଚ୍ରେ ଉପକୂଳ ଓଡ଼ିଶାର ୭ ଜିଲାର ୩୩ ଜଣ ପାରମ୍ପରିକ ମତ୍ସ୍ୟଜୀବୀ ଆବାସିକ ତାଲିମ ନେଉଛନ୍ତି।…
ବନ ବିଭାଗ ଶୋଇଛି, ଜଙ୍ଗଲ ଜଳୁଛି
ନୂଆଗାଁ,୨୦।୨ (ଡି.ଏନ.ଏ.):ନୟାଗଡ଼ ବନଖଣ୍ଡ ମହିପୁର ବନାଞ୍ଚଳ ଅଧୀନ ବିଭିନ୍ନ ଜଙ୍ଗଲରୁ ମୂଲ୍ୟବାନ ଗଛ ସବୁ ଚୋରି ହେଉଥିବା ବେଳେ ଏଥିପ୍ରତି ବନ ବିଭାଗ କର୍ମଚାରୀଙ୍କ ଭ୍ରୁକ୍ଷେପ ନାହିଁ। ସେହିପରି ସାମାନ୍ୟ ଖରା ଆରମ୍ଭ ହୋଇଥିବା ବେଳେ ଜଙ୍ଗଲ ଜଳୁଥିଲେ ମଧ୍ୟ ବନ…
ଗାଁ ଗାଁରେ କାମ: ଶ୍ରମିକ ଭିଟାମାଟି ଛାଡ଼ୁଛନ୍ତି
ନୟାଗଡ଼ ଅଫିସ,୨୦।୨: ନୟାଗଡ଼ ଜିଲାରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା (ଏମ୍ଜିଏନ୍ଆର୍ଇଜିଏସ୍) କାର୍ଯ୍ୟ ପାଇଁ ଶ୍ରମିକ ମିଳୁନାହାନ୍ତି। ସେପଟେ ପେଟ ଚାଖଣ୍ଡକ ପାଇଁ ଶ୍ରମିକ ଭିଟାମାଟି ଛାଡୁଥିବା ଅଭିଯୋଗ ହେଉଛି। କେଉଁଠି ତ୍ରୁଟି ରହିବା କାରଣରୁ…
୧୫ ମାସ ବିତିଲା, ମିଳୁନି ଭେଣ୍ଡିଂଜୋନ୍
କବିସୂର୍ଯ୍ୟନଗର,୨୦ା୨(ଡି.ଏନ.ଏ.): ମାତ୍ର ୧୫ଦିନରେ ଭେଣ୍ଡିଂ ଜୋନ୍ ଯୋଗାଇ ଦେବାକୁ କହି ବ୍ଲକ ପାର୍ଶ୍ୱ ଦୋକାନୀମାନଙ୍କୁ ଉଠାଇ ଦିଆଗଲା। କିନ୍ତୁ ୧୫ ମାସ ବିତି ଯାଇଥିଲେ ମଧ୍ୟ ସେମାନଙ୍କୁ ଭେଣ୍ଡିଂ ଜୋନ୍ ଯୋଗାଇ ଦିଆଯାଇପାରି ନାହିଁ। ଫଳରେ ବ୍ୟବସାୟୀମାନେ ଏବେ ହତାସ ହୋଇ…
Archives


