ସୋରଡା ଡାକ୍ତରଖାନାରେ ବିରଳ ଅସ୍ତ୍ରୋପଚାର
ସୋରଡା,୧୦।୫: ଗଞ୍ଜାମ ଜିଲା ସୋରଡା ସରକାରୀ ଡାକ୍ତରଖାନାରେ ଏକ ବିରଳ ଅସ୍ତ୍ରୋପଚାର ଦୀର୍ଘ ୩ ଘଣ୍ଟାରେ ସଫଳ ହୋଇଛି । ଧରାକୋଟ ବ୍ଲକ ଶିଙ୍ଗିପୁର ଗ୍ରାମର ବାଉରୀ ଗଉଡଙ୍କ ସ୍ତ୍ରୀ ଗୋଲାପ ଗଉଡ (୫୨)ଙ୍କ ପିଠିରେ ୧୦ ବର୍ଷ ହେଲା ମାଂସ…
କୋଟିଏ ଟଙ୍କାରୁ ଊର୍ଦ୍ଧ୍ୱ ଠକେଇ ଅଭିଯୋଗ: ୪ ଗିରଫ
ପୋଲସରା,୧୦ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ପୋଲସରା ଥାନା ପକ୍ଷରୁ ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ପୋଲସରା ଥାନାଧିକାରୀ ଜିତେନ୍ଦ୍ର କୁମାର ମଲ୍ଲିକ ମୁଖ୍ୟ ଅଭିଯୁକ୍ତ ଥିବା ଜଣେ ମହିଳାଙ୍କ ସମେତ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ…
ଦୁଇଦିନରେ ଭାଙ୍ଗିଲାଣି ୧୨ ଘର
ପାଟଣା,୧୦ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜକୁ ସୋମବାର ବିଳମ୍ବିତ ରାତିରେ ଘଟଗାଁ ରେଞ୍ଜରୁ ଗୋଠଛଡା ଦନ୍ତା ହାତୀ ପ୍ରବେଶ କରି ଉତ୍ପାତ ଆରମ୍ଭ କରିବା ସହ ୪ଜଣଙ୍କ ଘର ଭାଙ୍ଗିଦେଇଥିବା ବେଳେ ମଙ୍ଗଳବାର ପୁଣି ୮ଜଣଙ୍କ ଘର ଭାଙ୍ଗିଦେଇଛି। ହାତୀଟି ଜନବସତି…
ପୋଖରୀରେ ବୁଡି ଦୁଇ ଶିଶୁଙ୍କ ଜୀବନ ଗଲା
ମାଲକାନଗିରି୧୦।୫(ଡି.ଏନ୍.ଏ): ମାଲକାନଗିରି ସଦର ଥାନା ତଣ୍ଡାପାଲ୍ଲୀ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛିା ତଣ୍ଡାପାଲ୍ଲୀ ଗ୍ରାମରେ ଥିବା ପୋଖରୀରେ ଦୁଇ ନାବାଳିକା ଶିଶୁ ଗାଧୋଇବାକୁ ଯାଇ ପୋଖରୀରେ ବୁଡି ମୃତ୍ୟୁ ହୋଇଛି। ସୂଚନା ମୁତାବକ, ତଣ୍ଡାପାଲ୍ଲୀ ଗ୍ରାମର ଜଗା ପଡିଆମିଙ୍କର ଝିଅ…
ଛେଳିଗଡ ଜଳସେଚନ ପ୍ରକଳ୍ପ ପରିଦର୍ଶନ କଲେ ୫ଟି ସଚିବ
ଗଜପତି,୧୦।୫: ୫ଟି ସଚିବ ଭି କେ ପାଣ୍ଡିଆନ ବୁଧବାର ସକାଳେ ଜିରାଙ୍ଗ ସ୍ଥିତ ଏସିଆର ଦ୍ୱିତୀୟ ବୃହତମ ବୁଦ୍ଧ ମନ୍ଦିର ବୁଲି ଦେଖିବା ସହ ବୁଦ୍ଧ ଧର୍ମାବଲମ୍ବୀଙ୍କ ସହ ଆଲୋଚନା କରିଥିଲେ। ପରେ ଆର.ଉଦୟଗିରି ବ୍ଲକ ଅନ୍ତର୍ଗତ ମହେନ୍ଦ୍ରଗଡ଼ ପଞ୍ଚାୟତରେ ହେଉଥିବା…
ସେମିଷ୍ଟାର ପ୍ରୋଜେକ୍ଟ ଫି ଅଧିକ ଆଦାୟକୁ ବିରୋଧ କରି ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଛାତ୍ରୀଛାତ୍ର
ଭଦ୍ରକ ଅଫିସ, ୧୦।୫: ଭଦ୍ରକ ଉତ୍ତର ବାହିନୀ ସ୍ଥିତ ସାଳନ୍ଦୀ ଡିଗ୍ରୀ କଲେଜରେ ସେମିଷ୍ଟାର ପ୍ରୋଜେକ୍ଟ ଫି ଅଧିକ ନେଉଥିବା ପ୍ରତିବାଦରେ ବୁଧବାର ଛାତ୍ରୀଛାତ୍ରମାନେ ଜିଲାପାଳଙ୍କ ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି। ଅଭିଯୋଗରୁ ଜଣାପଡିଛି କି, ଫକୀର ମୋହନ ୟୁନିଭରସିଟି ନିର୍ଦ୍ଦେଶ…
ପୂର୍ବାହ୍ନ ୧୧ଟା ସୁଦ୍ଧା ୨୦.୩୮ ପ୍ରତିଶତ ମତଦାନ
ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ଟାରୁ ଶାନ୍ତିଶୃଙ୍ଖଳାର ସହ ମତଦାନ ଚାଲିଛି। ତେବେ ପୂର୍ବାହ୍ନ ୧୧ଟା ସୁଦ୍ଧା ଝରସୁଗୁଡାରେ ୨୦.୩୮ ପ୍ରତିଶତ ମତଦାନ ହୋଇଥିବା ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସେହିପରି ସକାଳ ୯ଟା ସୁଦ୍ଧା ୯.୭୫…
ଭୋଟ ଦେଲେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ
ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ଉପନିର୍ବାଚନ ଲାଗି ସକାଳ ୭ଟାରୁ ମତଦାନ ଚାଲିଛି। ଏହି କ୍ରମରେ ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନିଜର ମତସାବ୍ୟସ୍ତ କରିଛନ୍ତି। ଏହା ପୂର୍ବରୁ ଭାଜପା ପ୍ରାର୍ଥୀ ଟଙ୍କଧର ତ୍ରିପାଠୀ ମତଦାନ କରିଥିବା ଜଣାପଡିଛି। ସୂଚନାଯୋଗ୍ୟ, ସକାଳ ୭ଟାରୁ…
ବସୁଧା ଯୋଜନାରେ ଅନିୟମିତତା
ଖଇରା,୧୦ା୫ (ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ କଣ୍ଟାପଡା ଓ ବଟେଶ୍ୱରଠାରେ ବସୁଧା ଯୋଜନାରେ ୨ଟି ପାନୀୟ ଜଳ ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଚାଲିଥିବା ବେଳେ ଏହା ଅତ୍ୟନ୍ତ ନିମ୍ନମାନର ହେଉଛି। ଏହି ପ୍ରକଳ୍ପର ସ୍ଥାୟିତ୍ୱ ଉପରେ ଗ୍ରାମବାସୀ ପ୍ରଶ୍ନ…
ଝାରସୁଗୁଡାରେ ୯ଟା ସୁଦ୍ଧା ୯.୭୫% ମତଦାନ
ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଚାଲିଛି। ତେବେ ସକାଳ ୯ଟା ସୁଦ୍ଧା ୯.୭୫ ମତଦାନ ହୋଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, ସକାଳ ୭ଟାରୁ ଆରମ୍ଭ ହୋଇ ସନ୍ଧ୍ୟା ୬ଟା ଯାଏ ମତଦାନ ଚାଲିବ। ୨୫୩ ବୁଥ୍ରେ ମତଦାନ…
ରାଶନ କାର୍ଡ ପାଇଁ ବ୍ଲକକୁ ଦୌଡ଼ି ନୟାନ୍ତ ହେଲେଣି ଟିକିଲତା
ନୂଆଗାଁ,୧୦ା୫ (ଡି.ଏନ.ଏ.): ନୟାଗଡ଼ ଜିଲା ନୂଆଗାଁ ବ୍ଲକ ମାଳିସାହି ପଞ୍ଚାୟତ ମାଳିସାହି ଗ୍ରାମର ବିଧବା ମହିଳା ଟିକିଲତା ରାଶନ କାର୍ଡ ପାଇଁ ବ୍ଲକକୁ ଦୌଡ଼ି ନୟାନ୍ତ ହେଲେଣି । ମଙ୍ଗଳବାର ପୁନର୍ବାର ନୂଆଗାଁ ବ୍ଲକକୁ ଆସି ଏ ବିଷୟ ଲିଖିତ ଭାବେ…
ଅବ୍ୟବସ୍ଥା ଘେରରେ କପିଳାସ ପୀଠ
ଢେଙ୍କାନାଳ ଅଫିସ,୧୦ା୫: ଢେଙ୍କାନାଳ ଜିଲା ତଥା ରାଜ୍ୟର ପ୍ରସିଦ୍ଧ ଶୈବପୀଠ କପିଳାସରେ ବ୍ୟାପକ ଅବ୍ୟବସ୍ଥାକୁ ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦେବୋତ୍ତର ବିଭାଗ ପକ୍ଷରୁ ପୀଠକୁ ଯିବା ପାଇଁ ପାହାଚ ରାସ୍ତା ନିକଟରେ ଶ୍ରଦ୍ଧାଳୁମାନଙ୍କ ନିମନ୍ତେ ନିର୍ମିିତ ଶୌଚାଳୟ…

