ଆମ ଜିଲା ଖବର

୭ ଦିନ ହେଲା ଜଳ ଯୋଗାଣ ବନ୍ଦ

ଲାଞ୍ଜିଗଡ଼,୯।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜିଗଡ଼ ସହରରେ ଆଜକୁ ୭ ଦିନ ହେଲା ପୁଣି ଜଳ ସଙ୍କଟ ଦେଖା ଦେଇଛି। ପାଇପରେ ଆସୁଥିବା ପାଣି ସମ୍ପୂର୍ଣ୍ଣ ବନ୍ଦ ହେବା ଫଳରେ ସହରର ବିଭିନ୍ନ ପଡାର ହଜାର ହଜାର ଲୋକ ପାଣି…

ସମନ୍ବିତ ଶିଶୁ ବିକାଶ ଯୋଜନା ବାଟବଣା

ଭବାନୀପାଟଣା,୧୦ା୫(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସମନ୍ବିତ ଶିଶୁ ବିକାଶ ଯୋଜନା କାର୍ଯ୍ୟକାରୀ ହେବାର ଦୀର୍ଘ ବର୍ଷ ବିତିଯାଇଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଶିଶୁଙ୍କ ସୁରକ୍ଷା ଦିଗରେ ବିଶେଷ ଧ୍ୟାନ ଦିଆଯାଉନାହଁି। ଜିଲାରେ ୨୩୬୨ଟି ଅଙ୍ଗନୱାଡି କେନ୍ଦ୍ର ମଧ୍ୟରୁ ପ୍ରାୟ ୨୦% ଊର୍ଦ୍ଧ୍ୱ କେନ୍ଦ୍ରର…

ହାତୀମୃତ୍ୟୁ ଘଟଣାରେ ହାଇକୋର୍ଟଙ୍କ ଉଦ୍‌ବେଗ

କଟକ ଅଫିସ,୧୦ା୫: ରାଜ୍ୟରେ କ୍ରମାଗତ ହାତୀମୃତ୍ୟୁକୁ ନେଇ ହାଇକୋର୍ଟ ମଙ୍ଗଳବାର ଶୁଣାଣିରେ ଗଭୀର ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ଦାଖଲ ସତ୍ୟପାଠରେ ହାତୀ ଆକ୍ରମଣରେ ମୃତକଙ୍କ ନିମନ୍ତେ ଅନୁକମ୍ପାମୂଳକ କ୍ଷତିପୂରଣ ରାଶି ବୃଦ୍ଧି କରାଯାଇଥିବା ନେଇ ଉଲ୍ଲେଖ କରାଯାଇଥିଲା।…

କାମରେ ଲାଗୁନି ବିଜୁସେତୁ

ଖଡ଼ିଆଳ,୧୦ା୫(ଡି.ଏନ୍‌.ଏ.): ନୂଆପଡ଼ା ଜିଲା ଖଡ଼ିଆଳ ବ୍ଲକ ଅର୍ନ୍ତଗତ ବିରିଘାଟ ଗ୍ରାମରେ ଥିବା ସୁନ୍ଦରୀ ନଦୀ ଉପରେ ବିଜୁ ସେତୁ ନିର୍ମାଣ ହୋଇଛି। ହେଲେ ସେତୁର ଉଭୟ ପାର୍ଶ୍ୱର ଆପ୍ରୋଚ ରାସ୍ତା ନିର୍ମାଣ ହୋଇପାରୁନି। ଫଳରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି ଅଞ୍ଚଳବାସୀ। ୨୦୧୮ରୁ…

ବୃଦ୍ଧାବୃଦ୍ଧଙ୍କୁ ଡିଜିଟାଲ ଯନ୍ତ୍ରଣା

ଯାଜପୁର ଅଫିସ,୧୦ା୫: ଯାଜପୁର ଜିଲା ଜେନାପୁର ଅଞ୍ଚଳର ହିତାଧିକାରୀ କ୍ଷେତ୍ରବାସୀ ରାଉତ କୁହନ୍ତି, ସେ ଦୈନିକ ବ୍ୟାଙ୍କ ଦୌଡ଼ି ଦୌଡ଼ି ନିରାଶ ହୋଇ ଖାଲି ହାତରେ ଫେରୁଛନ୍ତି। ବ୍ୟାଙ୍କ ବାଲା କହୁଛନ୍ତି ଟଙ୍କା ଆସିନାହିଁ। ଏହାସହ ବ୍ଲକ ଅଫିସ୍‌କୁ ଯାଇ ନିରାଶ…

୫ଶହ ଟଙ୍କା ଭତ୍ତା ପାଇଁ ଦେଢ଼ଶହ ଟଙ୍କା ରିକ୍ସାଭଡ଼ା

ଲୋଇସିଂହା,୧୦ା୫(ଡି.ଏନ.ଏ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ସଦର ପଞ୍ଚାୟତ ନୂଆପଡାର ଜଣେ ବୃଦ୍ଧା ୫ ଶହ ଟଙ୍କ ଭତ୍ତା ପାଇଁ ୧୫୦ ଟଙ୍କା ରିକ୍ସା ଭଡା କରିବା ଏଠାରେ ଆଲୋଚନାର ବିଷୟ ହୋଇଛି। ଲୋଇସିଂହା ପଞ୍ଚାୟତ ସଦର ଗ୍ରାମ ନୂଆପଡାର ବିଧବା ମଥୁରା…

ସମସ୍ୟାରେ ଚାଲିଛି ଅଙ୍ଗନଓ୍ବାଡି

ରାଉରକେଲା ଅଫିସ,୧୦ା୫: ରାଉରକେଲା ସହରାଞ୍ଚଳ ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପ ଅଧୀନ ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକରେ କୋମଳମତି ଶିଶୁମାନଙ୍କୁ ଶିକ୍ଷା ପ୍ରଦାନ କରାଯାଉଛି। ତେବେ ଏହି ଅଙ୍ଗନଓ୍ବାଡି କେନ୍ଦ୍ରଗୁଡିକ ମଧ୍ୟରୁ କେଉଁ କେନ୍ଦ୍ରରେ ଶୌଚାଳୟ ନାହିଁ ତ ଆଉ କେଉଁଠି ପାନୀୟ ଜଳ…

ଜମ୍ବୁ-ମାର୍ଶାଘାଇ ମୁଖ୍ୟ କେନାଲ ଅଲୋଡ଼ା

କେନ୍ଦ୍ରାପଡ଼ା ଅଫିସ୍‌/ ମହାକାଳପଡ଼ା,୧୦ା୫(ଡି.ଏନ.ଏ.): ଦିନ ଥିଲା କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଜମ୍ବୁ-ମାର୍ଶାଘାଇ କେନାଲ ଲୋକଙ୍କ ଜୀବନ ରେଖା ପାଲଟିଥିଲା। ନଅଙ୍କ ଦୁର୍ଭିକ୍ଷ ସମୟରେ ବ୍ରିଟିଶ ଶାସକ ଏହି ବାଟ ଦେଇ ବିଦେଶରୁ ଖାଦ୍ୟ ଦ୍ରବ୍ୟ ନେଇ କଟକ ଯୋବ୍ରାରେ ପହଞ୍ଚାଇ…

ରାସ୍ତାରୁ ନର୍ଦ୍ଦମାପାଣି ସଫାକଲେ କଲେଜ ଛାତ୍ରୀ

ପଟ୍ଟାମୁଣ୍ଡାଇ,୧୦ା୫(ସ୍ବ.ପ୍ର.): କେନ୍ଦ୍ର ଓ ରାଜ୍ୟ ସରକାର ପ୍ରତି ଗ୍ରାମକୁ ପକ୍କା ରାସ୍ତା ଏବଂ ଗ୍ରାମ ଭିତରେ ସିମେଣ୍ଟ କଙ୍କ୍ରିଟ୍‌ ରାସ୍ତା ନିର୍ମାଣ ପାଇଁ ଅର୍ଥ ବ୍ୟୟ କରୁଛନ୍ତି। ପାଣି ନିଷ୍କାସନ ପାଇଁ ଡ୍ରେନେଜ ବ୍ୟବସ୍ଥା ମଧ୍ୟ କରିଛନ୍ତି। ମାତ୍ର ପ୍ରଶାସନର ଖାମଖିଆଲି…

ଝାରସୁଗୁଡାରେ ମତଦାନ ଆରମ୍ଭ

ଝାରସୁଗୁଡା ଅଫିସ,୧୦।୫: ଝାରସୁଗୁଡା ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହା ସକାଳ ୭ରୁ ସନ୍ଧ୍ୟା ୬ଟା ଯାଏ ଚାଲିବ। ୨୫୩ ବୁଥ୍‌ରେ ମତଦାନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଉପନିର୍ବାଚନରେ ୨ ଲକ୍ଷ ୨୧ ହଜାର ୭୧୯…

କଲେଜ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ

ଖୋର୍ଦ୍ଧା ଅଫିସ,୧୦ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଏନ୍‌ଇଇଟିରେ କେତେଜଣ ଛାତ୍ରୀଛାତ୍ର ଡାକ୍ତରୀ ପାଠ ପଢୁଛନ୍ତି। ୨୦୨୦-୨୧ ବ୍ୟାଚରେ ବିନା ଏନ୍‌ଇଇଟିରେ ଦୁଇଜଣ ପାଠ ପଢୁଥିବା ବେଳେ ୨୦୧୬ରେ ଜଣେ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇ ଡିଗ୍ରୀ ହାସଲ କରିଛନ୍ତି। ସେହିପରି…

ଜବତ ଶାଢ଼ିକୁ ନେଇ ଚର୍ଚ୍ଚା

ସମ୍ବଲପୁର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେବ। ତେବେ ପ୍ରଚାର ଲାଗି କଟକଣା ରହିଥିବା ବେଳେ ମଙ୍ଗଳବାର ସ୍ଥାନୀୟ ନେତାମାନେ ଭିତିରିଆ ପ୍ରଚାର କରୁଥିବା ଅଭିଯୋଗ ହୋଇଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। କୋଲାବିରା ବ୍ଲକ ଜମିଦାରପଡାର ଜଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?