ଆମ ଜିଲା ଖବର

ପଲୁରୁ ଅଞ୍ଚଳରେ ୨ ମାସ ମଧ୍ୟରେ ହେବ ପୁଷ୍ପା-୨ ଶୁୁଟିଂ

ମାଲକାନଗିରି,୬ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା କାଲିମେଳା ବ୍ଲକ ଅନ୍ତର୍ଗତ ଆନ୍ଧ୍ର-ଓଡ଼ିଶା ସୀମାନ୍ତ ପଲୁରୁ ଅଞ୍ଚଳରେ ଖୁବ୍‌ ଶୀଘ୍ର ଆରମ୍ଭ ହେବ ପୁଷ୍ପା-୨ ଚଳଚ୍ଚିତ୍ର ଶୁଟିଂ। ଶୁକ୍ରବାର ପୁଷ୍ପା-୨ ଚଳଚ୍ଚିତ୍ରର ନିର୍ଦ୍ଦେଶକ ସୁକୁମାରଙ୍କ ସହ ଜର୍ମାନୀରୁ କ୍ୟାମେରା ମୁଖ୍ୟ କୁବା ମାଲକାନଗିରି ଜିଲାରେ ଆସି…

ଅଶ୍ୱିନୀ, ଅବନୀଙ୍କ କାର୍ଟୁନ୍‌ ପୁରସ୍କୃତ

ବଲାଙ୍ଗୀର ଅଫିସ,୬ା୫: ଛତିଶଗଡ ସରକାରଙ୍କ ସଂସ୍କୃତି ବିଭାଗ, ଛତିଶଗଡ ପର୍ଯ୍ୟଟନ ବୋର୍ଡ ଏବଂ ରାୟପୁର (ଛତିଶଗଡ)ରୁ ପ୍ରକାଶିତ ପ୍ରତିଷ୍ଠିତ ମାସିକ କାର୍ଟୁନ୍‌ ପତ୍ରିକା ‘କାର୍ଟୁନ୍‌ ଓା୍ବଚ୍‌’ର ମିଳିତ ଆବାହକତ୍ୱରେ ଆୟୋଜିତ ଏକ ସର୍ବଭାରତୀୟ କାର୍ଟୁନ୍‌ ପ୍ରତିଯୋଗିତାରେ ଓଡିଶାର ଲବ୍ଧପ୍ରତିଷ୍ଠ କାର୍ଟୁନିଷ୍ଟ ଭ୍ରାତୃଦ୍ୱୟ…

ପଞ୍ଚାୟତବାସୀଙ୍କ ଭୋଟ ବର୍ଜନ ନିଷ୍ପତ୍ତି

ସମ୍ବଲପୁର/କୋଲାବିରା,୬ା୫(ବ୍ୟୁରୋ/ଡି.ଏନ.ଏ.): ଉଠାଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଉ ନ ଥିବା ପ୍ରତିବାଦରେ ଶୁକ୍ରବାର ଝାରସୁଗୁଡା ଜିଲା କୋଲାବିରା ବ୍ଲକ ସମାସିଂହା ପଞ୍ଚାୟତବାସୀ ବୈଠକ କରି ଉପନିର୍ବାଚନରେ ଭୋଟ ବର୍ଜନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ଜାଣିବା ପରେ ଅଞ୍ଚଳରେ ପ୍ରଚାର କରୁଥିବା ଦୁଇ…

ମସିଣା ବନ୍ଧ କାମ ଆରମ୍ଭ

ଲାଠୋର, ୬।୫ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଝର ପଞ୍ଚାୟତ ଅଧୀନ ମସିଣା ଗ୍ରାମରେ ଅବହେଳିତ ଅବସ୍ଥାରେ ପଡି ରହିଥିବା ଡ୍ୟାମ (ବନ୍ଧ) ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇବା ପରେ କାମ ଆରମ୍ଭ ହୋଇଥିବା ଦେଖାଯାଇଛି। ୧୯୮୦ ମସିହାରେ…

ନର୍ଲା ଡାକ୍ତରଖାନାରେ ନାହାନ୍ତି ବିଶେଷଜ୍ଞ ଡାକ୍ତର

ପଲମ,୬।୫ (ଡି.ଏନ୍‌.ଏ.) କଳାହାଣ୍ଡି ଜିଲା ନର୍ଲା ସରକାରୀ ଡାକ୍ତରଖାନାରେ ନାହଁ।ନ୍ତି ବିଶେଷଜ୍ଞ ଡାକ୍ତର। ରାଜ୍ୟ ସରକାର ସବୁବେଳେ ମହିଳା ଓ ସେବା ପ୍ରତି ସବୁ ସମୟରେ ପ୍ରାଥମିକତା ଦେଇ ଆସୁଥିବାବେଳେ ସ୍ଥାନୀୟ ନେତୃତ୍ୱ ଓ ପ୍ରଶାସନିକ ଅଧିକାରୀଙ୍କ ଯୋଗଁ ଏହାର ଗୁରୁତ୍ୱ…

ମରାମତି ଅଭାବରୁ ନଷ୍ଟ ହେଲାଣି ୪ ସରକାରୀ ବସ୍‌

ରାୟଗଡ଼ା, ୬।୫ (ସ୍ବ.ପ୍ର.) ଓଡ଼ିଶା ରାଜ୍ୟ ପରିବହନ ନିଗମ (ଓଏସ୍‌ଆର୍‌ଟିସି)ର ରାୟଗଡ଼ା ଜୋନ୍‌ ବିଭାଗୀୟ କର୍ତ୍ତୃପକ୍ଷଙ୍କ ଦୂରଦୃଷ୍ଟି ଅଭାବ ଯୋଗୁ ପୁଣି ବନ୍ଦ ସ୍ଥିତିକୁ ଆସିଗଲାଣି। ଏହି ଜୋନ୍‌ରେ ଥିବା ୧୧ଟି ବସ୍‌ରୁ ବର୍ତ୍ତମାନ ମାତ୍ର ୭ଟି ଚାଲୁ ରହିଛି। ଅନ୍ୟ…

କାଗଜପତ୍ରରେ ରୋଗୀ ସେବା

ସୁନାବେଡ଼ା, ୬।୫ (ସ୍ବ.ପ୍ର.): କୋରାପୁଟ ଜିଲା ସୁନାବେଡ଼ା ପୌର ପରିଷଦ ଅଞ୍ଚଳରେ କାଗଜପତ୍ରରେ ଚାଲିଛି ସ୍ବାସ୍ଥ୍ୟକେନ୍ଦ୍ର। ୨୦୧୫-୧୬ରେ ୧୭ଲକ୍ଷ ୬୪ହଜାର ଟଙ୍କା ଖର୍ଚ୍ଚ କରି ଏଇଏଫ୍‌ ମାର୍କେଟ-ହାଉସିଂ ରାସ୍ତା ପାର୍ଶ୍ୱରେ ପୌର ପରିଷଦ ଏକ ମିନି କଲ୍ୟାଣ ମଣ୍ଡପ ନିର୍ମାଣ କରିଥିଲା।…

ବୃଦ୍ଧଙ୍କୁ କଚାଡ଼ି ମାରିଲା ଦନ୍ତା

ରାସୋଳ, ୬ା୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜରେ ଶୁକ୍ରବାର ପୁଣି ମୁଣ୍ଡ ନେଇଛି ଗୋଠଛଡ଼ା ଦନ୍ତା। ମୃତକ ହେଲେ ରାସୋଳ ସେକ୍ସନ ଜରଡ଼ା ପଞ୍ଚାୟତ ଅନ୍ତର୍ଗତ ବାଲିକିଆରୀ ଗ୍ରାମର ଲକ୍ଷ୍ମୀଧର ପାତ୍ର (୭୦)। ଶୁକ୍ରବାର ଭୋର୍‌ ସମୟରେ ଲକ୍ଷ୍ମୀଧର ଶୌଚ ହେବା…

୮ରେ ରତ୍ନଭଣ୍ଡାର ମାମଲାର ଶୁଣାଣି

ପୁରୀ ଅଫିସ,୬। ୫: ଆସନ୍ତା ୮ତାରିଖରେ ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ମାମଲାର ଶୁଣାଣି ହେବ। ସେହିଦିନ ଶୁଣାଣିବେଳେ କୋର୍ଟରେ ରତ୍ନଭଣ୍ଡାରର ରତ୍ନଅଳଙ୍କାର ଗଣତି ସମ୍ପର୍କରେ ରାଜ୍ୟ ସରକାର ତଥ୍ୟ ରଖନ୍ତୁ ବୋଲି ଶ୍ରୀଜଗନ୍ନାଥ ସେନା ଦାବି କରିଛି। ଏ ନେଇ ଶ୍ରୀଜଗନ୍ନାଥ…

ତିନିରଥର ସିଙ୍ଗଡ଼ା ବାଡ଼ିଆ ଅନୁକୂଳ

ପୁରୀ ଅଫିସ, ୬ ।୫: ଶ୍ରୀନଅରସ୍ଥିତ ଅସ୍ଥାୟୀ ରଥ ଖଳାରେ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଶୁକ୍ରବାର ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନିର୍ଦ୍ଦେଶ କ୍ରମେ ଯନ୍ତାଗାଡ଼ରେ ସିଙ୍ଗଡ଼ା ବାଡ଼ିଆ କାମ ଅନୁକୂଳ କରାଯାଇଛି। ମହାପ୍ରସାଦ ସମର୍ପଣ ଓ ତ୍ରିଫଳ…

ପରିତ୍ୟକ୍ତ ଅବସ୍ଥାରେ ସୀତାସାଗର

ପାରଳାଖେମୁଣ୍ଡି, ୬।୫ (ଡି.ଏନ୍‌.ଏ): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ସୀତାସାଗର ପରିତ୍ୟକ୍ତ ଅବସ୍ଥାରେ ଥିବାବେଳେ ଏହାର ପାର୍ଶ୍ୱତଟ ବର୍ତ୍ତମାନ ମଦ୍ୟପମାନଙ୍କ ଏକ ପ୍ରମୁଖ ଆଡ୍ଡାସ୍ଥଳୀ ହୋଇଥିବା ଦେଖିବାକୁ ମିଳୁଛି। ଯେଉଁ ସୀତାସାଗର ଦିନେ ପାରଳାଖେମୁଣ୍ଡି ସହରର ଐତିହ୍ୟ ତଥା ସହର…

ସୌନ୍ଦର୍ଯ୍ୟ ହରାଉଛି ଜଗୁସାଗର

ଧାମନଗର, ୬।୫ (ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବଜାରର ମଧ୍ୟଭାଗରେ ରହିଛି ବହୁ ପୁରାତନ ତଥା ଐତିହାସିକ ଜଗୁସାଗର ପୋଖରୀ। ଏହି ପୋଖରୀର ପୁନରୁଦ୍ଧାର ପାଇଁ ବିଭିନ୍ନ ମହଲରେ ଦାବି ହୋଇଆସୁଥିଲେ ମଧ୍ୟ ପ୍ରଶାସନ ଦୃଷ୍ଟି ଆଢ଼ୁଆଳରେ ରହି ଆସିଛି। ସରକାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?