ଆମ ଜିଲା ଖବର

ସରକାରୀ ସହାୟତା ଯୋଗାଇବା ନାଁରେ ଦଲାଲ ଠକି ନେଇଥିଲେ ଟଙ୍କା , ଥାନାରେ ଫେରାଇ…

ରିଷିଡ଼ା,୧୦ା୬(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଜନୈକ ମହିଳାଙ୍କଠାରୁ ଓ ବିଭିନ୍ନ ଅଞ୍ଚଳର ଲୋକମାନଙ୍କଠୁ ସରକାରୀ ସହାୟତା ଯୋଗାଇ ଦେବା ନାମରେ ପୌରକେଲା ଗ୍ରାମର ହଜାରୁ ଦଣ୍ତସେନା ନାମକ ଜଣେ ବ୍ୟକ୍ତି ଟଙ୍କା ଠକି ନେଇଥିଲେ। ଏବିଷୟରେ କେସିଙ୍ଗା ସିଡିପିଓ…

ବ୍ରାଉନସୁଗାର ସହ ନଗଦ ଟଙ୍କା ଜବତ, ଜଣଙ୍କୁ ଗିରଫ କରି…

ଧାମନଗର,୧୦ା୬(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଥାନା ଆନନ୍ଦପୁର ପଞ୍ଚାୟତସ୍ଥିତ ବୈତରଣୀ ନଦୀପୋଲ ନିକଟରୁ ଧାମନଗର ପୋଲିସ ଜଣେ ବ୍ରାଉନସୁଗାର ବିକ୍ରେତା ଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ସ୍ଥାନୀୟ ଉତ୍ତେଇପୁର ଗ୍ରାମର ଦୁର୍ଯ୍ୟୋଧନ ପତିଙ୍କ ପୁଅ ମାନସରଞ୍ଜନ…

ବଢ଼ୁଛି ସାପ ଆତଙ୍କ: ସାପ-ନେଉଳ ଏମିତି ଲଢେଇ, VIDEO ଦେଖିଲେ ହେବେ ଆଶ୍ଚର୍ଯ୍ୟ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ)-କିଛି ଦିନ ବ୍ୟବଧାନକୁ ଥରେ ଭଞ୍ଜନଗର ଅଞ୍ଚଳରେ ବର୍ଷା ହେଉଛି। ଏହାର ପ୍ରଭାବରେ ନଦୀ, ନାଳ, ଗର୍ତ୍ତ ଗୁଡ଼ିକରେ ପାଣି ଭର୍ତ୍ତି ହେଉଛି। ଫଳରେ ସାପ ସମେତ ବିଭିନ୍ନ ସରୀସୃପ ସୁରକ୍ଷିତ ସ୍ଥାନକୁ ଚାଲି ଆସୁଛନ୍ତି। ବିଶେଷ କରି ସାପ…

ଘର ବିବାଦକୁ ନେଇ ଯୁବକଙ୍କୁ ହତ୍ୟା ଉଦ୍ୟମ ଘଟଣା; ଜାମିନ ଆବେଦନ ଖାରଜ ହେବାରୁ ୨ ଯାଆଙ୍କୁ…

ଦିଗପହଣ୍ଡି,୧୦।୬(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଗୋକର୍ଣ୍ଣପୁର ଗ୍ରାମ ବଡ଼ ସାହିର ଝୁନୁ ସେଠୀ ଓ ବୁଧି ସେଠୀ ୨ ଯାଆଙ୍କୁ ବୁଧବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନା ମାମଲା ନଂ.୨୧୭/୨୬ ଭାରତୀୟ ନ୍ୟାୟ…

ଅପରେଶନ ବୈତରଣୀ: ୪ ହାଇୱା, ଜେସିବି, ଖନନ ଯନ୍ତ୍ର, ୩୩ ଟ୍ରାକ୍ଟର ଜବତ: ୩୮ ମାମଲା ରୁଜୁ…

ହାଟଡିହୀ/ଆନନ୍ଦପୁର/ବଞ୍ଚୋ, ୧୦।୬ (ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ/ ପ୍ରଦୋଷ ବିଶ୍ୱାଳ):‘ଅପରେଶନ ବୈତରଣୀ’ର ଧାରାବାହିକତା ଏବଂ କେନ୍ଦୁଝର ଜିଲା ପୋଲିସ ଅଧୀକ୍ଷକଙ୍କ ନିର୍ଦ୍ଦେଶକ୍ରମେ ଆନନ୍ଦପୁର ଉପଖଣ୍ଡ ପୋଲିସ ପକ୍ଷରୁ ବେଆଇନ ବାଲି ଖନନ ଓ ଅନୁମତିବିହୀନ ବାଲି ପରିବହନ ବିରୋଧରେ ସ୍ୱତନ୍ତ୍ର ଅଭିଯାନକୁ…

ଆକ୍ସନ ମୋଡ୍‌ରେ ଧର୍ମଶାଳା ପୋଲିସ: ୪ ବାଇକ୍‌ ଜବତ, ଦୁଇ ଲୁଟେରାଙ୍କୁ ଗିରଫ କରି…

ଧର୍ମଶାଳାର,୧୦ା୬(ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଦୁଇ ବାଇକ୍‌ ଲୁଟେରାଙ୍କୁ ଗିରଫ କରି ପଚରାଉଚରା କରିବା ପରେ ସେମାନଙ୍କ ନିକଟରୁ ୪ଟି ଚୋରି ହୋଇଥିବା ବାଇକ୍‌ ଜବତ କରାଯାଇଛି। ମିଳିଥିବା ସୂଚନାନୁଯାୟୀ, ଦୀର୍ଘଦିନ…

ମେଗା ଷ୍ଟିଲ ପ୍ଲାଣ୍ଟ ପାଇଁ ନବମ ଗ୍ରାମସଭା: ଏକର ପିଛା ଏତେ କୋଟି ଦାବି କଲେ ଗ୍ରାମବାସୀ

ପାଟଣା,୧୦।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅର୍ନ୍ତଗତ ଚେମେଣା ଓ ଯମୁନା ପଶି ର ୧୨ଟି ମୌଜା ର ଜମି କୁ ନେଇ ପ୍ରସ୍ତାବିତ ମେଗାଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ୧୨ଟି ଗ୍ରାମସଭା ମଧ୍ୟରୁ ବୁଧବାର ନବମ ଗ୍ରାମସଭା…

୪ ଥାକିଆ ହେବ ପିପିଲି-କୋଣାର୍କ ରାସ୍ତା

ଗୋପ,୧୦ା୬(ଭାରତୀ ଭୂଷଣ ଉପାଧ୍ୟାୟ): ପର୍ଯ୍ୟଟନର ବିକାଶ ଲାଗି ଖୁବ୍‌ଶୀଘ୍ର ପିପିଲି-କୋଣାର୍କ ରାଜ୍ୟ ରାଜପଥକୁ ୪ ଥାକିଆ ରାସ୍ତା କରାଯିବା ଲାଗି ପ୍ରସ୍ତୁତି ଆରମ୍ଭ ହୋଇଛି। ରାଜ୍ୟ ସରକାରଙ୍କ ନିର୍ଦ୍ଦେଶରେ ଏକ ୭ ଜଣିଆ ଟିମ୍‌ ଗୋପ ବଜାର ଛକ ନିକଟରେ ରହି…

ଓଡ଼ିଶା ସୀମାନ୍ତରେ ଆନ୍ଧ୍ର ମହିଳା ଓ ଶିଶୁବିକାଶ ମନ୍ତ୍ରୀଙ୍କ ଅନୁପ୍ରବେଶ, ଓଡ଼ିଶା ପ୍ରଶାସନ ଉପରେ…

ପଟ୍ଟାଙ୍ଗି,୧୦ା୬(ଶରତ କୁମାର ଧଳ): ଓଡ଼ିଶାର ସୀମାନ୍ତ ଗ୍ରାମରେ ପଡ଼ୋଶୀ ଆନ୍ଧ୍ର ରାଜ୍ୟର ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଏବଂ ସରକାରୀ ଅଧିକାରୀ ଅନୁପ୍ରବେଶ କରି ସରକାରୀ କାର୍ଯ୍ୟକ୍ରମ କରିଥିଲେ ମଧ୍ୟ ଓଡ଼ିଶାର ପ୍ରଶାସନ ଉପରେ କୌଣସି ଫରକ ପଡ଼ି ନ…

ଜଳୁଛି ଜଙ୍ଗଲ: ବନ୍ୟଜନ୍ତୁ ଗାଁ ମୁହାଁ

ମାଲକାନଗିରି,୧୦।୬: ମାଲକାନଗିରି ସଦର ମହକୁମାର ନିକଟ ଜଙ୍ଗଲରେ ନିଆଁ ଲାଗିଯାଇଛି। ନିଆଁ ମଙ୍ଗଳବାରଠାରୁ ଲାଗିଥିବା ବେଳେ ଏହାକୁ ଆୟତ୍ତ କରାଯାଇନାହିଁ। ଫଳରେ ବନ୍ୟଜନ୍ତୁ ଗାଁ ମୁହାଁ ହେଉଛନ୍ତି। ଜଙ୍ଗଲରେ କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ଅନ୍ୟପକ୍ଷେ ବନ…

ପ୍ରଧାନମନ୍ତ୍ରୀ ମୋଦିଙ୍କ ୧୨ ବର୍ଷ ପୂର୍ତ୍ତି: ଦୀପ ଲଗାଇ ସ୍ବତନ୍ତ୍ର ପୂଜା, ପ୍ରାର୍ଥନା କଲେ ବିଧାୟକଙ୍କ ସହିତ ଶହ ଶହ ନେତା, କର୍ମୀ

ଛତ୍ରପୁର,୧୦।୬ (ଦିଲ୍ଲୀପ ସାମଲ): ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ଅଗ୍ରାହରମ ସାହି ସ୍ଥିତ ଶ୍ରୀ ଶ୍ରୀ ଗୌରୀଶଙ୍କର ମହାଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୨ ବର୍ଷ ପୂର୍ତ୍ତି ଅବସରରେ ଛତ୍ରପୁର ନିର୍ବାଚନମଣ୍ଡଳୀ ପକ୍ଷରୁ ସଂକଳ୍ପରୁ ସିଦ୍ଧି କାର୍ଯ୍ୟକ୍ରମ…

ପ୍ରତିବର୍ଷ ଜଣ୍ଡିସ ବ୍ୟାପୁଛି: ନିୟମିତ ଯାଞ୍ଚ ହେଉନାହିଁ ପାଣି ପାଇପ ଲାଇନ

ଭଞ୍ଜନଗର,୧୦।୬(ବାବୁଲା ପ୍ରଧାନ): ରାଜ୍ୟର ସମସ୍ତ ଘରକୁ ସରକାର ପାଇପ ଯୋଗେ ବିଶୁଦ୍ଧ ପାଣି ଯୋଗାଇଦେବା ଲକ୍ଷ୍ୟ ରଖିଛନ୍ତି। ଉକ୍ତ ଲକ୍ଷ୍ୟକୁ ରଖି ରାଜ୍ୟରେ ଅନେକ ବଡ ବଡ ପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ଚାଲିଛି। ଏହିଭଳି ଭଞ୍ଜନଗର ଗ୍ରାମ୍ୟ ପାଇପ ଜଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?