ଆମ ଜିଲା ଖବର

ଦଳିତ ପରିବାରଙ୍କ ଯାତାୟାତ ରାସ୍ତା ଖୋଳି ବନ୍ଦ

ଆଳି,୬।୫(ଡି.ଏନ.ଏ.): ଆଜିର ସଭ୍ୟ ସମାଜରେ ସମସ୍ତଙ୍କର ଜୀବନ ଜିଇବା ନିମନ୍ତେ ମୌଳିକ ଅଧିକାର ଥିବାବେଳେ କେନ୍ଦ୍ରାପଡ଼ା ଜିଲା ଆଳି ତହସିଲ ଅନ୍ତର୍ଗତ ବିଲିକଣା ଗଁାର ଜଣେ ଦଳିତ ପରିବାରକୁ ଏସବୁ ସୁବିଧାରୁ କେତେଜଣ ଯୁବକ ବଞ୍ଚତ୍ତ କରିଥିବା ଅଭିଯୋଗ ହୋଇଛି। ଗ୍ରାମର…

ଉପକୂଳରେ ବଢୁଛି ଗେଣ୍ଡା, ଶାମୁକା ମାଂସର ଚାହିଦା

ମହାକାଳପଡ଼ା,୬।୫(ଡି.ଏନ.ଏ.): ଖରାଦିନେ ଜଳାଶୟ, ଖାଲ ପାଟିଆ, ଯୋର ଆଦି ସ୍ଥାନରେ ଜଳସ୍ତର ଶୁଖିଯିବା ଯୋଗୁ ଯେଉଁଠି ପାଣି ମୁନ୍ଦାଏ ଅଛି ସେଠାରେ ଛୋଟ ଛୋଟ ଶାମୁକା, କୁଜି ଗେଣ୍ଡା ଦେଖିବାକୁ ମିଳୁଛନ୍ତି। ଦୂରଦୂରାନ୍ତରୁ ବିଭିନ୍ନ ପ୍ରଜାତିର ପକ୍ଷୀ ଖାଦ୍ୟ ଅନ୍ବେଷଣରେ ଆସି…

ଗମନାଗମନ ବିକାଶ ଚିତ୍ର ଅସ୍ପଷ୍ଟ

କେନ୍ଦ୍ରାପଡ଼ା ଅଫିସ, ୬।୫: କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଏକମାଣିଆରେ ଏପ୍ରିଲ ୨୭ରେ ବ୍ରାହ୍ମଣୀ ନଦୀରେ ସେତୁ ନ ଥିବାରୁ ଡଙ୍ଗାବୁଡ଼ି ଦୁର୍ଘଟଣାରେ ୨ ଜଣଙ୍କର ଅକାଳ ମୃତ୍ୟୁ ଘଟିଥିଲା। ପଟ୍ଟାମୁଣ୍ଡାଇ ବ୍ଲକ କଣ୍ଠିଆ ନାଳ ସେତୁ ବିଳମ୍ବ ହୋଇଥିବା ବେଳେ…

ଗଳିପୋଲକୁ ନେଇ ରାଜନୀତି

ରସୁଲପୁର,୬।୫(ଡି.ଏନ୍‌.ଏ): ରସୁଲପୁର ବ୍ଲକର କୋରେଇ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବାହାଦଲାପୁର ଛକଠାରେ ଗଳିପୋଲ (ପିୟୁପି) ନିର୍ମାଣକୁ ନେଇ ରାଜନୀତି ଉଷ୍ମ ହୋଇଛି। ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କ ଉଦ୍ୟମ କ୍ରମେ ଏହି ଗଳିପୋଲ ହେବାକୁ ଯାଉଥିବାରୁ ଶୁକ୍ରବାର ତାଙ୍କ ଉଦ୍ଦେଶ୍ୟରେ ଏକ…

ମରଣଯନ୍ତା ପାଲଟିଛି ୫୩ ନଂ.ଏନଏଚ୍‌

ଯାଜପୁର ଅଫିସ,୬।୫: ଦୁର୍ଘଟଣାଜନିତ ମୃତ୍ୟୁହାର ହ୍ରାସ କରିବା ଲକ୍ଷ୍ୟ ନେଇ ସୁପ୍ରିମକୋର୍ଟ କମିଟି ପକ୍ଷରୁ ଏକାଧିକ ପଦକ୍ଷେପ ଗ୍ରହଣ କରଯାଉଛି। ଏପ୍ରିଲ ପ୍ରଥମ ସପ୍ତାହକୁ ଶୂନ୍ୟ ଦୁର୍ଘଟଣା ମୃତ୍ୟୁ ସପ୍ତାହ ଭାବେ ପାଳନ କରାଯାଇଛି। ବିଭିନ୍ନ ବିଭାଗର ସହଯୋଗରେ ହୋଇଥିବା ଏହି…

ସରକାରୀ ଜାଗାକୁ ପ୍ଲଟିଂ କରି ବିକ୍ରି

ପଟ୍ଟାମୁଣ୍ଡାଇ, ୬।୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ତହସିଲ ଅଞ୍ଚଳ ଏବେ ଜବରଦଖଲକାରୀଙ୍କର ଭୂସ୍ବର୍ଗ ପାଲଟିଛି। ପ୍ରତ୍ୟେକ ପଞ୍ଚାୟତ ଅଞ୍ଚଳରେ ଥିବା ସରକାରୀ ଜାଗାଗୁଡ଼ିକ ପ୍ରଭାବଶାଳୀ ବ୍ୟକ୍ତିମାନେ ଅକ୍ତିଆର କରି ତାକୁ ପ୍ଲଟିଂ କରି ନିରୀହ ଲୋକଙ୍କୁ ବିକ୍ରି କରୁଛନ୍ତି। ଫଳରେ ନିରୀହ…

ବନ୍ଦ ହେଲାଣି ଏକାଧିକ ଯାତ୍ରାପାର୍ଟି

ଜଗତ୍‌ସିଂହପୁର ଅଫିସର, ୬।୫: ଯାତ୍ରା ଦୁନିଆରେ ଜଗତ୍‌ସିଂହପୁରର ସ୍ଥାନ ସ୍ବତନ୍ତ୍ର। ଏହି ଜିଲାର ପୂର୍ବ ଡାକ ନାମ ଥିଲା ହରିହରପୁର । ଏଠାରେ ଯାତ୍ରାର ପ୍ରାଥମିକ ରୂପଲୀଳା ଅଷ୍ଟାଦଶ ଶତାବ୍ଦୀର ଶେଷ ଏବଂ ଊନବିଂଶ ଶତାବ୍ଦୀର ପ୍ରଥମାର୍ଦ୍ଧରେ ଆରମ୍ଭ ହୋଇଥିଲା। ସେତେବେଳେ…

ତାଳଦଣ୍ଡା କେନାଲରେ ଜଳାଭାବ

ପାରାଦୀପ,୬।୫(ସ୍ବ.ପ୍ର.): ପାରାଦୀପ ବନ୍ଦରଭିତ୍ତିକ ଶିଳ୍ପାଞ୍ଚଳ ପାଇଁ ଜୀବନରେଖା ହେଉଛି ତାଳଦଣ୍ଡା କେନାଲ। କାରଣ ପାରାଦୀପର ୧୫ଟି ବୃହତ୍‌ ଶିଳ୍ପ ଏବଂ ଜଗତ୍‌ସିଂହପୁର ଜିଲାରର ଅଧିକାଂଶ ଗ୍ରାମାଞ୍ଚଳ ପାଇଁ ଏହି କେନାଲ ପାଣି ହେଉଛି ମାଧ୍ୟମ। ସମ୍ପ୍ରତି ଏହି କେନାଲରେ ଗତ ୧୦…

ଗାଡ଼ି କିସ୍ତି ଦେବାକୁ ଆସୁଥିଲେ: ଦୁର୍ଘଟଣାରେ ଦାଦା, ପୁତୁରା ମୃତ

କାମାକ୍ଷାନଗର, ୬।୫(ଡି.ଏନ୍‌.ଏ.): ଯେଉଁ ଗାଡ଼ିର ଇଏମ୍‌ଆଇ କିସ୍ତି ଦେବାକୁ ଆସୁଥିଲେ ସେହି ଗାଡ଼ି ଦୁର୍ଘଟଣାରେ ଲିଭିଗଲା ଦାଦା, ପୁତୁରାଙ୍କ ଜୀବନ ଦୀପ। ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ଥାନା ବନ୍ଦାଣିଆ ଛକ ନିକଟରେ ଶୁକ୍ରବାର ପୂର୍ବାହ୍ନରେ ଘଟିଛି ଏଭଳି ଏକ ଦୁଃଖଦ ଦୁର୍ଘଟଣା।…

ସ୍ବାଧିକାର ଭଙ୍ଗ ପ୍ରସ୍ତାବ ଗ୍ରହଣ କଲା ଲୋକ ସଭା

ସମ୍ବଲପୁର,୬।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରାବେଳେ ହିଂସା ଘଟିଥିଲା। ଆହତ ଓ ମୃତକଙ୍କ ପରିବାରକୁ ଭେଟିବାକୁ ଆସୁଥିବା ସମୟରେ ଭାଜପା ସଂସଦୀୟ ଟିମ୍‌କୁ ସମ୍ବଲପୁର ସୀମାକୁ ପୂରାଇ ଦିଆ ଯାଇ ନ ଥିଲା। ଏହାକୁ ନେଇ ବରଗଡ ଏମ୍‌ପି ସୁରେଶ ପୂଜାରୀ,…

ଦୂରସଞ୍ଚାରଠାରୁ ଦୂରରେ

ଅନୁଗୋଳ/ ଢେଙ୍କାନାଳ ଅଫିସ/ଭୁବନେଶ୍ୱର (ବ୍ୟୁରୋ), ୬ା୫: ବର୍ତ୍ତମାନ ସମୟରେ ମଣିଷ ଜୀବନର ଏକ ଗୁରୁତ୍ୱପୂର୍ଣ୍ଣ ଅଂଶ ପାଲଟିଛି ମୋବାଇଲ। ହେଲେ ଚିନ୍ତାର ବିଷୟ, ରାଜ୍ୟରେ ମୋଟ୍‌ ୫୧ ହଜାର ୧୭୬ ଗାଁ ମଧ୍ୟରୁ ୪ ହଜାର ୫୪୯ ଗ୍ରାମରେ ମୋବାଇଲ ନେଟଓ୍ବର୍କ…

ନାବାଳିକାଙ୍କୁ ବଳତ୍କାର ମାମଲା: ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ

ବରଗଡ଼ ଅଫିସ,୫।୫: ୨୦୨୨ ଜୁନ ମାସରେ ବରଗଡ଼ ପୌରାଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଗତ ୧ତାରିଖରେ ଏହି ମାମଲାର ଶୁଣାଣି କରି ବରଗଡ଼ ଅତିରିକ୍ତ ଜିଲା ଜଜ୍‌, ସେସନ ଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?