ଆମ ଜିଲା ଖବର

ଆସନ୍ତା ୧୫ ଯାଏ ବଢ଼ିପାରେ ରବି ଜଳସେଚନ ଅବଧି

ଭବାନୀପାଟଣା,୫ା୫(ସ୍ବ.ପ୍ର): କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରରୁ ଗତ ଜାନୁଆରୀ ୬ରୁ ରବି ଜଳସେଚନ ଆରମ୍ଭ ହୋଇଥିଲା। ଆସନ୍ତା ୬ରେ ଏହାର ଅବଧି ସରିବାକୁ ଥିବା ବେଳେ ଚାଷୀଙ୍କ ଆବଶ୍ୟକତାକୁ ଆଖି ଆଗରେ ରଖି ମେ ୧୫ ପର୍ଯ୍ୟନ୍ତ ଜଳସେଚନକୁ ବୃଦ୍ଧି କରାଯାଇ…

ଅଦିନିଆ ବର୍ଷା ଉଜାଡ଼ିଲା ରବିଚାଷ

ନୂଆପଡା ଅଫିସ,୫ା୫: ନୂଆପଡା ଜିଲାର ୮୦ ଭାଗ ଲୋକ ଚାଷ ଉପରେ ନିର୍ଭର କରନ୍ତି। ଧାନଚାଷ ସହ ପରିବା ଚାଷ କରି ପରିବାର ପ୍ରତିପୋଷଣ କରିଥାନ୍ତି। ଚଳିତବର୍ଷ ଅଦିନିଆ ବର୍ଷା ସହ କୂଆ ପଥର ମାଡରେପରିବା ଚାଷ ସବୁ ନଷ୍ଟ ହେବାରେ…

କାମରେ ଆସୁନି ପାତ୍ରପୁଟ ମାଟିବନ୍ଧ

ମାଥିଲି,୫ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଅନ୍ତର୍ଗତ ପାତ୍ରପୁଟଠାରେ ଥିବା ମାଟିବନ୍ଧ ଲୋକଙ୍କ କାମରେ ଆସୁନାହିଁ। ପାଣି ଅଛି ହେଲେ ଚାଷୀଙ୍କ କାମରେ ଲାଗୁନାହିଁ। ଏହି ପାତ୍ରପୁଟ ବନ୍ଧ ରକ୍ଷାଣବେକ୍ଷଣ ଅଭାବରୁ ତଳମୁଣ୍ଡ କେନାଲ ଭାଙ୍ଗିରୁଜି ଯାଇଛି। ଚାଷୀ କେନାଲରୁ ଟୋପାଏ…

ମାନସିକ ରୋଗୀଙ୍କ ପାଇଁ ମିଶନ ଆଶ୍ରା କେନ୍ଦ୍ର

ମାଲକାନଗିରି,୫ା୫(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସ୍ବାସ୍ଥ୍ୟ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ କରି ବିଭିନ୍ନ ସମୟରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ଦ୍ୱାରା ପୁରସ୍କୃତ ହୋଇଛି। ଗୁରୁବାର ମାନସିକ ବିକାରଗ୍ରସ୍ତ ରୋଗୀଙ୍କ ପାଇଁ ମିଶନ ଆଶ୍ରା କେନ୍ଦ୍ର ଲୋକାର୍ପିତ ହୋଇଛି। ଫଳରେ ସ୍ବାସ୍ଥ୍ୟସେବା…

ଅଧା କାମକୁ ସମ୍ପୂର୍ଣ୍ଣ ବିଲ୍‌

ନବରଙ୍ଗପୁର,୫।୫(ବି.ପ୍ର.): ହାଇସ୍କୁଲଗୁଡ଼ିକୁ ୫-ଟି ଅଧୀନରେ ରୂପାନ୍ତରଣ କରାଯାଉଛି। କିନ୍ତୁ ଅଧା କାମ କରି ପୂରା ବିଲ୍‌ ହୋଇଯାଇଥିବା ଭଳି ଅଭିଯୋଗ ନବରଙ୍ଗପୁର ଜିଲାରୁ ଆସିଛି। ନବରଙ୍ଗପୁରର ଚେରଚେଟା ସରକାରୀ ଉଚ୍ଚ ବିଦ୍ୟାଳୟରେ ଚାଲିଥିବା ରୂପାନ୍ତରଣ କାମ ଶେଷ ହୋଇ ନ ଥିବା…

ଡଙ୍ଗରିଆଙ୍କୁ ରୋଜଗାର ଦେଉଛି ସିଆଳି ପତ୍ର

ବିଷମ କଟକ,୫ା୫(ଡି.ଏନ୍‌.ଏ.): ନିୟମଗିରି ପାହାଡରେ ଆଦିମ ଜନଜାତି ସମ୍ପ୍ରଦାୟର ଲୋକେ ବସବାସ କରି ଆସୁଛନ୍ତି। ପାହାଡ଼ ଉପରେ ରାୟଗଡ଼ା ଜିଲା ଅଧୀନ ୩ଟି ବ୍ଲକ ଅନ୍ତର୍ଗତ ପ୍ରାୟ ୮ଟି ପଞ୍ଚାୟତର ୯୯ ଖଣ୍ଡ ଗାଁ ରହିଛି। ଏସବୁ ଗାଁରେ ୧୦ହଜାରରୁ ଉର୍ଦ୍ଧ…

ଗର୍ଭ ନିରୋଧକ ବଟିକା ବିକ୍ରିକୁ ନେଇ ହାଇକୋର୍ଟରେ ମାମଲା

କଟକ ଅଫିସ,୫ା୫: ବିନା ଡାକ୍ତରୀ ପ୍ରେସ୍‌କ୍ରିପ୍‌ସନ୍‌ରେ ଗର୍ଭ ନିରୋଧକ ବଟିକା ବିକ୍ରି ଉପରେ କଟକଣା ଲଗାଇବାକୁ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ଦାୟର ହୋଇଛି। ଅନିୟନ୍ତ୍ରିତ ଗର୍ଭ ନିରୋଧକ ବଟିକା ସେବନ ଦ୍ୱାରା ମହିଳାଙ୍କଠାରେ କର୍କଟ ରୋଗ ହେବାର ଆଶଙ୍କା ଥିବା…

ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ, ଜିରୋ କାଜୁଆଲିଟି ଉପରେ ଗୁରୁତ୍ୱ

ଗଞ୍ଜାମ,୫।୫(ଡି.ଏନ.ଏ. ): ଗଞ୍ଜାମ ବ୍ଲକ କନଫରେନ୍ସ ହଲଠାରେ ଶୁକ୍ରବାର ସମ୍ଭାବ୍ୟ ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ବ୍ଲକ ଅଧକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଅଧକ୍ଷତାରେ ଅନୁଷ୍ଠିତ ବୈଠକରେ ବିଡ଼ିଓ ଜସ୍ମିନ ପ୍ରଧାନ, ଜିଲାପରିଷଦ ସଭ୍ୟ ସନାତନ ବେହେରା, ସହକାରୀ…

ଅବସର ପରେ ମଧ୍ୟ ଅଫିସରଙ୍କ ନାମ ହଟୁନି

ବଇଣ୍ଡା,୫।୫(ଡି.ଏନ.ଏ.): ପୋଲିସ ଚାକିରିରୁ ଅବସର ନେବାର ବର୍ଷେ ପରେ ମଧ୍ୟ ଥାନାରେ ଲାଗିଥିବା ବୋର୍ଡରେ ଅଫିସରଙ୍କ ନାମ ଓ ଟେଲିଫୋନ ନମ୍ବର ହଟାଯାଉ ନାହିଁ। ଫଳରେ ଉକ୍ତ ଫୋନ ନମ୍ବରରେ ବାରମ୍ବାର ଫୋନ କରି ଜନସାଧାରଣ ନିରାଶ ହେଉଛନ୍ତି। ଅନୁଗୋଳ ଜିଲା…

କିଆକଟା ଛକ ହେଲା ଆଲୋକିତ

ମାଧପୁର,୫।୫: ଜାତୀୟ ରାଜପଥ ଡିଭିଜନ ସମ୍ବଲପୁର ଓ ଅନୁଗୋଳ ଜିଲା ଆଠମଲ୍ଲିକ ବିଦ୍ୟୁତ୍‌ ବିଭାଗ ମଧ୍ୟରେ ସମନ୍ବୟ ଅଭାବରୁ ଦୀର୍ଘଦିନ ହେଲା ଆଠମଲ୍ଲିକ ବ୍ଲକ କିଆକଟା ତ୍ରିବେଣୀ ଛକଠାରେ ଥିବା ଷ୍ଟ୍ରିଟ୍‌ ଲାଇଟ୍‌ରେ ବିଦ୍ୟୁତ୍‌ ସଂଯୋଗ ହୋଇପାରୁ ନ ଥିଲା। ଫଳରେ…

୨ କୋଟିରୁ ଊର୍ଦ୍ଧ୍ୱ ଅଲିଭ ରିଡ୍‌ଲେ କଇଁଛ ଶାବକ ସମୁଦ୍ରକୁ ଗଲେ

ରାଜନଗର,୫ା୫(ଡି.ଏନ.ଏ.): ଅଲିଭ ରିଡ୍‌ଲେ କଇଁଛମାନଙ୍କ ଅନ୍ତୁଡ଼ିଶାଳ କେନ୍ଦ୍ରାପଡ଼ା ଜିଲା ଗହୀରମଥା ସମୁଦ୍ର ବେଳାଭୂମି ଦୀର୍ଘ ୬୦ଦିନ ପରେ ଚଳଚଞ୍ଚଳ ହୋଇଉଠିଛି। ଲକ୍ଷ ଲକ୍ଷ ମା’ କଇଁଛ ଗହୀରମଥାର ଅଗରନାସୀ-୨ରେ ସମୂହ ଅଣ୍ଡାଦାନ ପ୍ରକ୍ରିୟା ଶେଷ କରିଥିଲେ। ୨୯ରୁ ୪ତାରଖ ୬ଦିନ ଭିତରେ…

ଷଣ୍ଢ ଚୋରା ଚାଲାଣ ବେଳେ ଧରିଲେ ଲୋକେ: ଗୋଟିଏ ମୃତ, ୯ ଉଦ୍ଧାର

ପଦ୍ମପୁର,୫ା୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ପଧୁଆଁ ଛକଠାରେ ଏକ ଷଣ୍ଢ ବୋଝେଇ ପିକ୍‌ଅପ୍‌କୁ ସ୍ଥାନୀୟ ଲୋକ ଧରି ପୋଲିସ ଜିମା ଦେଇଛନ୍ତି। ଗାଡ଼ିଟି ବାସୁଦେବପୁର ଆଡୁ ଦ୍ରୁତ ଗତିରେ ଯାଉଥିବା ବେଳେ ରାସ୍ତାରେ କିଛି ବାଇକ ଆରୋହୀଙ୍କୁ ସାଇଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?