ଆମ ଜିଲା ଖବର

ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବେ ରାଷ୍ଟ୍ରପତି

ବାରିପଦା ଅଫିସ,୫ା୫: ଆଜି ଅର୍ଥାତ୍‌ ଶୁକ୍ରବାର ହେଉଛି ଅଲଚିକି ଲିପିର ସ୍ରଷ୍ଟା ପଣ୍ଡିତ ରଘୁନାଥ ମୁର୍ମୁଙ୍କ ଜୟନ୍ତୀ। ଏଥିପାଇଁ ମୟୂରଭଞ୍ଜର ଦାଣ୍ଡବୋଷ ଗାଁ ଚଳଚଞ୍ଚଳ ହୋଇଉଠିଛି। ଏହି ଉପଲକ୍ଷେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଦାଣ୍ଡବୋଷ ଗାଁକୁ ଯାଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବେ।…

ମେଶିନରେ ଚାଲିଛି ରାସ୍ତା କାମ

ଘଟଗାଁ,୫ା୫(ଡି.ଏନ.ଏ.): କେନ୍ଦୁଝର ଜିଲା ଘଟଗାଁ ବ୍ଲକ୍‌ ବସନ୍ତପୁର ପଞ୍ଚାୟତରରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ (ମହାତ୍ମା ଗାନ୍ଧୀ ନିଶ୍ଚିତ ଗ୍ରାମୀଣ କର୍ମ ନିଯୁକ୍ତି ଯୋଜନା)ବାଟବଣା ହୋଇଛି। ଏଠାରେ ଶ୍ରମିକଙ୍କୁ ଅଣଦେଖା କରାଯାଇ ଜେସିବି ଓ ଟ୍ରାକ୍ଟର ଦ୍ୱାରା ମାଟି, ମୋରମ ପକାଯାଇଥିବା ଅଭିଯୋଗ ହୋଇଛି। ଏସବୁ…

୪୫ ଟିକିଆ ହାତୀପଲଙ୍କୁ ନେଇ ଲୋକେ ଆତଙ୍କିତ

ମୋରଡ଼ା,୫।୫(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକର ରାସଗୋବିନ୍ଦପୁର ଓ ବେତନଟି ରେଞ୍ଜ୍‌ରେ ବର୍ଷତମାମ ହାତୀ ଉପଦ୍ରବ ଜାରି ରହିଛି। ହାତୀ ଉପଦ୍ରବକୁ ନେଇ ଅଞ୍ଚଳବାସୀ ଅତିଷ୍ଠ ହେଲେଣି। ଗୁରୁବାର ଦିନତମାମ ବ୍ଲକର ଶୁଖିଲାଖାଳି ଜଙ୍ଗଲରେ ୪୫ଟିକିଆ ଝାଡ଼ଖଣ୍ଡୀ ହାତୀପଲ ଥିବାବେଳେ ସାରେ…

ଅସୁରକ୍ଷିତ ଆନନ୍ଦପୁର ବୈତରଣୀ ସେତୁ

ଆନନ୍ଦପୁର,୫।୫(ସ୍ବ.ପ୍ର.):କେନ୍ଦୁଝର ଜିଲା ଆନନ୍ଦପୁରର ଲାଇଫଲାଇନ୍‌ କୁହାଯାଉଥିବା ବୈତରଣୀ ସେତୁ ଅସୁରକ୍ଷିତ ହୋଇପଡ଼ିଛି। ୨୦ ନଂ. ଜାତୀୟ ରାଜପଥ ଓ ୫୩ ନଂ. ରାଜ୍ୟ ରାଜପଥକୁ ଯୋଗାଯୋଗ କରିବାର ମାଧ୍ୟମ ପାଲଟିଥିବା ଏହି ସେତୁ ସ୍ଥାନୀୟ ବାସିନ୍ଦାଙ୍କଠାରୁ ଆରମ୍ଭ କରି ଯାନବାହନ ଗମନାଗମନ…

ଭାବବିହ୍ବଳ ହେଲେ ରାଷ୍ଟ୍ରପତି

ବାରିପଦା ଅଫିସ,୫ା୫: ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଗୁରୁବାର ପ୍ରଥମ ଥର ପାଇଁ ଜନ୍ମ ମାଟିକୁ ଆସିଥିବା ଦ୍ରୌପଦୀ ମୁର୍ମୁ ଭାବବିହ୍ବଳ ହୋଇ ପଡ଼ିଥିଲେ। ପିଲା ଦିନର କଥା ମନେ ପକାଇ ମା’, ବାପା ବେଶୀ ପାଠ ପଢ଼ି ନ…

୪ ବର୍ଷ ପରେ ବି ମିଳିନି ଫନୀ ସହାୟତା

ଜଗତ୍‌ସିଂହପୁର ଅଫିସ,୫।୫:୨୦୧୯ରେ ଫନୀ ବାତ୍ୟାରେ ଜଗତ୍‌ସିଂହପୁର ସମେତ ମୋଟ ୧୦ ଜିଲା ପ୍ରଭାବିତ ହୋଇଥିଲା। ବାତ୍ୟା ପରେ ରାଜ୍ୟ ସରକାର କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ଦେବେ ବୋଲି ଘୋଷଣା କରିଥିଲେ। ଇତିମଧ୍ୟରେ ୪ ବର୍ଷ ଅତିକ୍ରାନ୍ତ ହୋଇ ଯାଇଥିଲେ ସୁଦ୍ଧା ଜିଲାର…

ମୌଳିକ ସୁବିଧାରୁ ପଟ୍ଟାମୁଣ୍ଡାଇ ସହରବାସୀ ବଞ୍ଚିତ

ପଟ୍ଟାମୁଣ୍ଡାଇ,୫ା୫(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲାର ଦ୍ୱିତୀୟ ବୃହତମ ସହର ପଟ୍ଟାମୁଣ୍ଡାଇକୁ ୧୯୮୮ରେ ରାଜ୍ୟ ସରକାର ଏନ୍‌ଏସ୍‌ସି ଓ ପରେ ମ୍ୟୁନିସିପାଲିଟିର ମାନ୍ୟତା ପ୍ରଦାନ କରିଥିଲେ। ଇତିମଧ୍ୟରେ ଏହି ମ୍ୟୁନିସିପାଲିଟି ଘୋଷଣାକୁ ୩୫ବର୍ଷ ପୂରିଛି। କ୍ରମବଦ୍ଧିଷ୍ଣୁ ସହର ଏବେ ନଦୀ, ନାଳ, ପୋଖରୀକୁ ମାଡ଼ିବାରେ…

ଜମାକାରୀଙ୍କ ଫିକ୍ସ ଡିପୋଜିଟ୍‌ରୁ ୮ଲକ୍ଷ ଟଙ୍କା ଗାଏବ

ଡେରାବିଶ/ପାଟକୁରା, ୫ା୫(ସ୍ବ.ପ୍ର./ଡି.ଏନ୍‌.ଏ.): ଜମାକାରୀଙ୍କ ଅଗୋଚରରେ ଫିକ୍ସ ଡିପୋଜିଟ୍‌ରୁ ୮ ଲକ୍ଷ ଟଙ୍କା ଗାଏବ ହୋଇଯାଇଛି। ଏଭଳି ଘଟଣା ଦେଖିବାକୁ ମିଳିଛି କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲ୍ଳକ ବଙ୍ଗାଳପୁର ପଞ୍ଚାୟତ ମାହାଳସ୍ଥିତ ଷ୍ଟେଟ୍‌ ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ। ଏହି ଶାଖାରେ ନୂଆ…

ଏସ୍‌ବିଆଇ ଆଞ୍ଚଳିକ କାର୍ଯ୍ୟାଳୟ ସ୍ଥାନାନ୍ତର ପାଇଁ ଚକ୍ରାନ୍ତ

ଯାଜପୁରରୋଡ୍‌,୫ା୫(ଡି.ଏନ.ଏ.): ଯାଜପୁର ଜିଲାର ଯାଜପୁରରୋଡ୍‌ କଳିଙ୍ଗନଗର ଶିଳ୍ପାଞ୍ଚଳର ପ୍ରମୁଖ ବ୍ୟବସାୟିକ ପେଣ୍ଠସ୍ଥଳୀ। ଏହାକୁ ଆଖିଆଗରେ ରଖି ଭାରତୀୟ ଷ୍ଟେଟ୍‌ ବ୍ୟାଙ୍କ(ଏସ୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ୨୦୦୫ରେ ଯାଜପୁରରୋଡ୍‌ଠାରେ ଅବସ୍ଥାପିତ କରାଯାଇଥିଲା। ଏହି ଆଞ୍ଚଳିକ କାର୍ଯ୍ୟାଳୟ ଅଧୀନରେ ଯାଜପୁର ଜିଲାର ୨୭ ଏବଂ କେନ୍ଦ୍ରାପଡ଼ା…

ଶିଳ୍ପ ବିହୀନ କେନ୍ଦ୍ରାପଡ଼ା ଶିଳ୍ପ ପ୍ରଦୂଷଣରେ ଆକ୍ରାନ୍ତ

କେନ୍ଦ୍ରାପଡ଼ା ଅଫିସ,୫ା୫: ଶିଳ୍ପ ବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବା ବେଳେ ଅନ୍ୟ ୩ ପାର୍ଶ୍ୱରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ ପ୍ରଦୂଷଣ ଏହି…

ଅସୁରକ୍ଷିତ ବୌଦ୍ଧପୀଠ

ଚଣ୍ଡିଖୋଲ,୫ା୫(ଡି.ଏନ୍‌.ଏ.): ଶୁକ୍ରବାର ଚନ୍ଦନ ପୂର୍ଣ୍ଣିମା। ଏହାକୁ ବୌଦ୍ଧ ପୂର୍ଣ୍ଣିମା ମଧ୍ୟ କୁହାଯାଏ। ଭଗବାନ ତଥାଗତ ବୁଦ୍ଧ ଏହି ଦିନ ଜନ୍ମଗ୍ରହଣ କରିଥିବାରୁ ଏହାକୁ ବୁଦ୍ଧ ଜୟନ୍ତୀ ରୂପେ ପାଳନ କରାଯାଏ। ଓଡ଼ିଶାର ପ୍ରମୁଖ ବୌଦ୍ଧକ୍ଷେତ୍ର ହୀରକ ତ୍ରିଭୁଜ କଟକ ଜିଲାର ଲଳିତଗିରି,…

ନଗଡ଼ାରେ ପୋଡୁଚାଷ ପାଇଁ ଜଙ୍ଗଲ କଟା ଆରମ୍ଭ

କାଳିଆପାଣି,୫ା୫(ଡି.ଏନ.ଏ.):ସୁକିନ୍ଦା ବନାଞ୍ଚଳ ଅଧୀନ ଚିଙ୍ଗୁଡ଼ିପାଳ ପଞ୍ଚାୟତର ନଗଡ଼ା ଜଙ୍ଗଲକୁ ଜୁଆଙ୍ଗମାନେ ପୋଡୁଚାଷ ପାଇଁ ବ୍ୟବହାର କରୁଛନ୍ତି। ସେଥିପାଇଁ ନଗଡ଼ାରେ ଆରମ୍ଭ ହେଲାଣି ଜଙ୍ଗଲ କଟା। ବର୍ଷା ଦିନେ ଉକ୍ତ ଚାଷ କରିବା ପାଇଁ ପାହାଡ଼ର ଜଙ୍ଗଲ କାଟି ସଫା କରାଯାଉଛି। ଜଙ୍ଗଲରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?