ଆମ ଜିଲା ଖବର

ଶିଳ୍ପ ବିହୀନ କେନ୍ଦ୍ରାପଡ଼ା ଶିଳ୍ପ ପ୍ରଦୂଷଣରେ ଆକ୍ରାନ୍ତ

କେନ୍ଦ୍ରାପଡ଼ା ଅଫିସ,୫ା୫: ଶିଳ୍ପ ବିହୀନ କେନ୍ଦ୍ରାପଡ଼ା ଜିଲାର ପୂର୍ବପାର୍ଶ୍ୱରେ ବଙ୍ଗୋପସାଗର ଥିବା ବେଳେ ଅନ୍ୟ ୩ ପାର୍ଶ୍ୱରେ ୪ ଜିଲାର ଶିଳ୍ପାଞ୍ଚଳ ରହିଛି। ଜଗତସିଂହପୁର, କଟକ, ଯାଜପୁର ଓ ଭଦ୍ରକ ଜିଲାର ଶିଳ୍ପରୁ ନିର୍ଗତ ବର୍ଜ୍ୟବସ୍ତୁ ଓ ରାସାୟନିକ ପ୍ରଦୂଷଣ ଏହି…

ଅସୁରକ୍ଷିତ ବୌଦ୍ଧପୀଠ

ଚଣ୍ଡିଖୋଲ,୫ା୫(ଡି.ଏନ୍‌.ଏ.): ଶୁକ୍ରବାର ଚନ୍ଦନ ପୂର୍ଣ୍ଣିମା। ଏହାକୁ ବୌଦ୍ଧ ପୂର୍ଣ୍ଣିମା ମଧ୍ୟ କୁହାଯାଏ। ଭଗବାନ ତଥାଗତ ବୁଦ୍ଧ ଏହି ଦିନ ଜନ୍ମଗ୍ରହଣ କରିଥିବାରୁ ଏହାକୁ ବୁଦ୍ଧ ଜୟନ୍ତୀ ରୂପେ ପାଳନ କରାଯାଏ। ଓଡ଼ିଶାର ପ୍ରମୁଖ ବୌଦ୍ଧକ୍ଷେତ୍ର ହୀରକ ତ୍ରିଭୁଜ କଟକ ଜିଲାର ଲଳିତଗିରି,…

ନଗଡ଼ାରେ ପୋଡୁଚାଷ ପାଇଁ ଜଙ୍ଗଲ କଟା ଆରମ୍ଭ

କାଳିଆପାଣି,୫ା୫(ଡି.ଏନ.ଏ.):ସୁକିନ୍ଦା ବନାଞ୍ଚଳ ଅଧୀନ ଚିଙ୍ଗୁଡ଼ିପାଳ ପଞ୍ଚାୟତର ନଗଡ଼ା ଜଙ୍ଗଲକୁ ଜୁଆଙ୍ଗମାନେ ପୋଡୁଚାଷ ପାଇଁ ବ୍ୟବହାର କରୁଛନ୍ତି। ସେଥିପାଇଁ ନଗଡ଼ାରେ ଆରମ୍ଭ ହେଲାଣି ଜଙ୍ଗଲ କଟା। ବର୍ଷା ଦିନେ ଉକ୍ତ ଚାଷ କରିବା ପାଇଁ ପାହାଡ଼ର ଜଙ୍ଗଲ କାଟି ସଫା କରାଯାଉଛି। ଜଙ୍ଗଲରେ…

ଚର୍ଚ୍ଚାରେ ସପକ୍ଷ, ବିପକ୍ଷବାଦୀଙ୍କ ଧାରଣା

ଯାଜପୁର ଅଫିସ୍‌,୫ା୫: ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନରେ ଥିବା ମୂଲ୍ୟବାନ କଳାପଥର ଲୁଟ୍‌ ଅଭିଯୋଗ ମାମଲା ବହୁ ପୁରୁଣା। ଏହି ଲୁଟ ଅଭିଯୋଗରେ ପୂର୍ବରୁ ୧୦ ଜଣ ଲେଖାଏ ତହସିଲଦାର ଓ ରାଜସ୍ବ ନିରୀକ୍ଷକଙ୍କ ସମେତ ୬ ଜଣ ଉପଜିଲାପାଳ…

ନିଶା ପାଇଁ ନେଉଛନ୍ତି ନିଷିଦ୍ଧ ଇଞ୍ଜେକ୍ସନ

ଆଶିଷ ରଞ୍ଜନ ପଣ୍ଡା ରାୟଗଡ଼ା, ୫।୫: ନିଦ୍ରାହୀନତା, ବାନ୍ତି, ମୁଣ୍ଡବ୍ୟଥା, ଶରୀରରେ ହେଉଥିବା ଅସହ୍ୟ ଯନ୍ତ୍ରଣା ଉପଶମ ପାଇଁ ବ୍ୟବହାର କରାଯାଏ ଫୋର୍ଟୱିନ ଏବଂ ଫେନରଗାନ୍‌ ଇଞ୍ଜେକ୍ସନ। ଅସ୍ତ୍ରୋପଚାର ପରବର୍ତ୍ତୀ ସମୟରେ ହେଉଥିବା ପୀଡ଼ା ଏବଂ ବାନ୍ତିକୁ ରୋକିବାରେ ଏହା ବିଶେଷ…

ପଟ୍ଟାଜମିରେ ଗୁଣ୍ଡାଗର୍ଦ୍ଦି, ଉପଜିଲାପାଳଙ୍କ ଦ୍ୱାରସ୍ଥ ହେଲେ ଲୋକେ

ବାଲିଗୁଡ଼ା,୪ା୫(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡର ତୁମୁଡିବନ୍ଧ ତହସିଲ ଅନ୍ତର୍ଗତ କୁର୍ତ୍ତମଗଡ଼ଠାରେ ଦୀର୍ଘବର୍ଷ ହେଲା ରହିଆସୁଥିବା ସାଧାରଣ ଲୋକଙ୍କ ସେଟେଲମେଣ୍ଟ ପଟ୍ଟା ଜମି ଉପରେ କିଛି ଅସାମାଜିକ ବ୍ୟକ୍ତି ଜୋର ଜବରଦସ୍ତି ଆସି ଗୁଣ୍ଡା ଗର୍ଦ୍ଦି କରି ଜାଗା ଅକ୍ତିଆର ଘଟଣା…

ଶ୍ରୀମନ୍ଦିର ପ୍ରଶାସନିକ କୋଠା ନିର୍ମାଣ ପାଇଁ ମିଳିଲା ଏନ୍‌ଓସି

ପୁରୀ ଅଫିସ,୪ା୫: ଶ୍ରୀମନ୍ଦିର ପ୍ରଶାସନର ଅଫିସ କୋଠା ନିର୍ମାଣ ପାଇଁ ଜାତୀୟ ଐତିହ୍ୟ ପ୍ରାଧିକରଣ(ଏନ୍‌ଏମ୍‌ଏ)ପକ୍ଷରୁ ଅନୁମତି ମିଳିଛି। ଏହାର ତଦାରଖ ପାଇଁ ରାଜ୍ୟ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ଓ ଭାରତୀୟ ପ୍ରତ୍ନତତ୍ତ୍ୱ ବିଭାଗ(ଏଏସଆଇ) ଅଧୀକ୍ଷକଙ୍କୁ ପରାମର୍ଶ ଦିଆଯାଇଛି। ଏହି ତିନି ମହଲା…

ମହିଳାଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା, ଅଭିଯୁକ୍ତ ଗିରଫ

ହିଞ୍ଜିଳିକାଟୁ ୨।୫(ଡି.ଏନ.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅନ୍ତର୍ଗତ ଜାତୀୟ ରାଜପଥ ନଂ ୫୯ କଡ଼ରେ ମକରଝୋଳ ଗାଁ ନିକଟ ବିଲରୁ ମଙ୍ଗଳବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମହିଳାଙ୍କୁ ଶ୍ୱାସରୁଦ୍ଧ କରି ହତ୍ୟା କରାଯାଇଥିବା ପୋଲିସ ତଦନ୍ତରୁ…

ସମୂହ ଇସ୍ତଫା ଦେଲେ ପ୍ରାଣୀ ଚିକିତ୍ସକ

କେନ୍ଦୁଝର,୪ା୫(ସ୍ବ.ପ୍ର.): ପ୍ରାଣୀ ଚିକିତ୍ସକଙ୍କ ୧୦ ଦଫା ଦାବିକୁ ନେଇ ଚାଲିଥିବା ଆନ୍ଦୋଳନ ଗୁରୁବାର ଚରମ ସୀମାରେ ପହଞ୍ଚିଛି। ସେମାନେ ଆଜି ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ଏବଂ ଜିଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀଙ୍କ ଦ୍ୱାରା ମତ୍ସ୍ୟ ଓ ପଶୁପାଳନ ବିଭାଗର ପ୍ରମୁଖ ଶାସନ…

୧୧ ସ୍ମାର୍ଟ ବିଦ୍ୟାଳୟକୁ ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

ଦାରିଙ୍ଗବାଡି,୪।୫(ଡି.ଏନ.ଏ): କନ୍ଧମାଳ ଜିଲାରେ ଗୁରୁବାର ୭୭ଟି ରୂପାନ୍ତରୀକରଣ କରାଯାଇଥିବା ବିଦ୍ୟାଳୟକୁ ଭର୍ଚୁଆଲ ମାଧ୍ୟମରେ ଶୁଭ ଉଦ୍‌ଘାଟନ କରାଯାଇଛି। ସେଥି ମଧ୍ୟରେ ଦାରିଙ୍ଗବାଡି ବ୍ଲକର ୧୧ଟି ଉଚ୍ଚ ବିଦ୍ୟାଳୟ କୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିଛନ୍ତି। ଗୁରୁବାର ଗୁମାଗଡ଼ ଓ ଦାରିଙ୍ଗବାଡି ବ୍ଲକର ଶ୍ରାନିକେତା…

ଟ୍ରାକ୍ଟର ଓଲଟି ୪ ମୃତ, ୪ ଗୁରୁତର

ଚିତ୍ରକୋଣ୍ଡା,୪।୫(ଡି.ଏନ୍‌.ଏ): ମାଲକାନଗିରି ଜିଲା ସ୍ବାଭିମାନ ଅଞ୍ଚଳରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଫଳରେ ବଡପଦର ଗ୍ରାମ ଶୋକାକୁଳ ହୋଇପଡିଛି । ପାପରମେଟେଲା ଥାନା ଅଧିକାରୀ ମାନସ ରଞ୍ଜନ ସ୍ବାଇଁଙ୍କ ଠାରୁ ମିଳିଥିବା ସୂଚନା ଅନୁଯାୟୀ, ଚିତ୍ରକୋଣ୍ଡା ବ୍ଲକ ବଡପଦର ପଞ୍ଚାୟତ…

ଚାପିଦେଲା ହାଇଓ୍ବା, ୩ ଡ୍ରାଇଭର ମୃତ

କେନ୍ଦୁଝର,୪ା୫(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ରାଙ୍କି ନିକଟ ୨୦ ନଂ. ଜାତୀୟ ରାଜପଥରେ ବୁଧବାର ରାତିରେ ଏକ ହାଇଓ୍ବା ଗାଡ଼ି ଚାପି ଦେବାରୁ ୩ ଡ୍ରାଇଭରଙ୍କ ମୃତ୍ୟୁ ଘଟିଛି। ଘଟଗାଁ ଆଡୁ ଯୋଡ଼ା ଖଣି ଅଞ୍ଚଳ ଅଭିମୁଖେ ଯାଉଥିବା ଏକ ୧୬…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?