ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ
ବେଗୁନିଆପଡ଼ା, ୪।୫(ଡି ଏନ ଏ) : ଗଞ୍ଜାମ ଜିଲା କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ କରିଛନ୍ତି ଅତିରିକ୍ତ ଜିଲା ସ୍ବାସ୍ଥ୍ୟ ଅଧିକାରୀ ଡା. ବିଶ୍ବମ୍ବର ବେହେରା। ଡା. ବେହେରା ଗୁରୁବାର କୋଦଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ୫ଟି ଅଧିନରେ ଚାଲିଥିବା ବିଭିନ୍ନ…
ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ହେଲେ ମଧୁସ୍ମିତା ମହାପାତ୍ର
ଛତ୍ରପୁର,୪ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ମଙ୍ଗଳ ଅଧିକାରୀ ଭାବେ ମଧୁସ୍ମିତା ମହାପାତ୍ର ଗୁରୁବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହାପରେ ସମସ୍ତ ଅଧିକାରୀ ଓ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ କରିଥିଲେ। ଏହା ପୂର୍ବରୁ ସେ କଟକ ଜିଲାରେ କାର୍ଯ୍ୟ କରୁଥିଲେ। ଏସି,…
ଜମିବାଡ଼ି ବିବାଦରୁ ବୃଦ୍ଧଙ୍କୁ ନିର୍ମମ ହତ୍ୟା: ୨ ଅଟକ
ବେଗୁନିଆପଡ଼ା,୪ା୫(ଡି.ଏନ୍.ଏ.): ଗଞ୍ଜାମ ଜିଲା ବେଗୁନିଆପଡ଼ା ଥାନା ଅନ୍ତର୍ଗତ ନୂଆପଲୀ ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଜମିବାଡ଼ି ବିବାଦକୁ କେନ୍ଦ୍ର କରି ଜଣେ ବୃଦ୍ଧଙ୍କୁ ନିର୍ମମ ଭାବେ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତ ବୃଦ୍ଧ ଜଣକ ହେଲେ ନୂଆପଲୀ…
୧୧ଟି ୱାର୍ଡର ଉପନିର୍ବାଚନ ଫଳାଫଳ ଘୋଷିତ
ପୁରୁଷୋତ୍ତମପୁର,୪।୫(ଡିଏନଏ): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକର ୮ଟି ପଞ୍ଚାୟତର ୮ଟି ୱାର୍ଡରେ ହୋଇଥିବା ଉପନିର୍ବାଚନ ଫଳାଫଳ ପ୍ରକାଶ ପାଇଛି। ନିର୍ବାଚନ ଅଧିକାରୀ ତଥା ବିଡିଓ ବିଜୟ କୁମାର ବେହେରା ଗୁରବାର ଭୋଟ ଗଣତିକରି ଘୋଷଣା କରିଛନ୍ତି। ଭାଟକୁମରଡା ପଞ୍ଚାୟତ ୱାର୍ଡ ନଂ…
କୋଟିଏ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
ବ୍ରହ୍ମପୁର ଅଫିସ, ୪।୫: ଅବକାରୀ ଗୁଇନ୍ଦା ଟିମ୍ ଗୁରୁବାର ଗଞ୍ଜାମ ଜିଲା ଚିକିଟି ଧାନଘର ନିକଟରୁ କୋଟିଏ ଟଙ୍କାର ଗଞ୍ଜେଇ ଜବତ କରିଛି। ଏକ ଟ୍ରକରେ ଗଞ୍ଜେଇ ଭର୍ତ୍ତି କରାଯାଇ ଚାଲାଣ ହେଉଥିଲା। ଘଟଣାସ୍ଥଳରୁ ଗୋଟିଏ ଗଞ୍ଜେଇ ଭର୍ତ୍ତି ଟ୍ରକ, କାର,…
କାଳବୈଶାଖୀ ବର୍ଷାରେ ଧୋଇଗଲା ଆପ୍ରୋଚ ରୋଡ୍
ପାଟଣା,୪ା୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକରେ ବୁଧବାର କାଳବୈଶାଖୀ ଜନିତ ବର୍ଷା ଯୋଗୁ ଆପ୍ରୋଚ ରୋଡ୍ ଭାଙ୍ଗିଯିବାରୁ ଗମନାଗମନରେ ବ୍ୟାହତ ସୃଷ୍ଟି ହୋଇଛି। ଲୋକେ ଯାତାୟାତ ପାଇଁ ହଇରାଣ ହରକତ ହୋଇଛନ୍ତି। ଏହି ବ୍ଲକ ବାଉଁଶୁଳି ପାଟଣା ରାସ୍ତାର ଜଡିଚାତର ନିକଟ…
ଦୋକାନରେ ଜିଏସ୍ଟି ଚଢ଼ାଉ
ଚୌଦ୍ୱାର,୪ା୫(ଡି.ଏନ୍.ଏ.): କଟକ ଜିଲା ଚୌଦାର ସହରର କଳିଙ୍ଗ ଛକଠାରେ ଥିବା ବେହେରା ଗ୍ଲାସ ହାଉସ୍ ନାମକ ଏକ ଦୋକାନ ଉପରେ ସିଟି ଏବଂ ଜିଏସ୍ଟି ଚଢ଼ାଉ ଚାଲିଛି । ଗ୍ରାହକମାନଙ୍କୁ ବିନା ଜିଏସ୍ଟି ବିଲ୍ରେ ଜିନିଷ ବିକ୍ରି କରୁଥିବା ଅଭିଯୋଗ ଥିଲା।…
ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ବାରିପଦା ଅଫିସ,୪।୫: ଜନ୍ମମାଟି ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ…
ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ
ନୂଆପଡା ଅଫିସ, ୪ା୩: ନୂଆପଡା ସଦର ବ୍ଲକ ଟାନୱାଟଠାରୁ କେରମେଲି ଦେଇ ପେଠିଆପାଲି ପର୍ଯ୍ୟନ୍ତ ପାହାଡିଆ ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଗେଟି ପଥର ବାହାରି ରାସ୍ତାସାରା ବିଛେଇ ହୋଇ ପଡିଥିବାରୁ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଦୀର୍ଘବର୍ଷ ହେଲା ଦାବି…
ଦାବି ପୂରଣ ନ ହେଲେ ଜୁନ ୧ରୁ ସମୂହ ଛୁଟି
ସୋନପୁର,୪l୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ମିଳିତ ଅମଲା ମଞ୍ଚର ଜରୁରୀ ବୈଠକ ବୁଧବାର ସାରେ ସୋନପୁରରେ ଅନୁଷ୍ଠିତ ହୋଇଯାଇଛି। ମଞ୍ଚ ଅଧ୍ୟକ୍ଷ ଚିତ୍ତରଞ୍ଜନ ତରାସିଆ ଓ ଆବାହକ ଦିନେଶ ରଞ୍ଜନ ମିଶ୍ରଙ୍କ ମିଳିତ ଉଦ୍ୟମରେ ଅମଲା ମଞ୍ଚର ଏହି ବୈଠକ ହୋଇଥିଲା। ମଞ୍ଚର…
ବିପଜ୍ଜନକ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର
କୁଚିଣ୍ଡା,୪ା୫(ଡି.ଏନ.ଏ.): କୁଚିଣ୍ଡା ଏନ୍ଏସି ୱାର୍ଡ ନଂ.୬ ଅଙ୍ଗନୱାଡ଼ି କେନ୍ଦ୍ର କାନ୍ଥରେ ଫାଟ ହୋଇ ବିପଜ୍ଜନକ ଅବସ୍ଥାରେ ଅଛି। ଏଣୁ ଏଠାରେ ପାଠ ପଢୁଥିବା ଶିଶୁମାନଙ୍କ ସୁରକ୍ଷା ନେଇ ଅଭିଭାବକମାନେ ଚିନ୍ତା ବ୍ୟକ୍ତ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କୁଚିଣ୍ଡା ୱାର୍ଡ ନଂ.୬…
ଟ୍ରକ୍ ଚାପାରେ ଦୁଇ ମୃତ , ଜଣେ ଗୁରୁତର
କେନ୍ଦୁଝର,୪।୫ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ରାଙ୍କିି ପେଟ୍ରୋଲ ପମ୍ପ ନିକଟରେ ବିଳମ୍ବିତ ରାତିରେ ଏକ ଦ୍ରୁତଗାମୀ ଟ୍ରକ୍ ଚାପି ଦେବାରୁ ରାସ୍ତାରେ ଠିଆ ହୋଇଥିବା ଦୁଇ ଜଣ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଛି। ତେବେ ଅନ୍ୟ ଜଣେ ଗୁରୁତର…

