ଆମ ଜିଲା ଖବର

ଜନ୍ମମାଟିରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବାରିପଦା ଅଫିସ,୪।୫: ଜନ୍ମମାଟି ମୟୁରଭଞ୍ଜ ଜିଲାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗୁରୁବାର ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ଆସି ରାଇରଙ୍ଗପୁର ଅସ୍ଥାୟୀ ହେଲିପ୍ୟାଡରେ ଓହ୍ଲାଇଛନ୍ତି। ପହଞ୍ଚିବା ପରେ ରାଷ୍ଟ୍ରପତିଙ୍କୁ ସ୍ବାଗତ ସମ୍ଭର୍ଦ୍ଧନା ଦିଆଯାଇଛି। ରାଜ୍ୟପାଳ ପ୍ରଫେସର ଗଶେଶୀ ଲାଲ ଏବଂ କେନ୍ଦ୍ର ମନ୍ତ୍ରୀ…

ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ

ନୂଆପଡା ଅଫିସ, ୪ା୩: ନୂଆପଡା ସଦର ବ୍ଲକ ଟାନୱାଟଠାରୁ କେରମେଲି ଦେଇ ପେଠିଆପାଲି ପର୍ଯ୍ୟନ୍ତ ପାହାଡିଆ ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଗେଟି ପଥର ବାହାରି ରାସ୍ତାସାରା ବିଛେଇ ହୋଇ ପଡିଥିବାରୁ ଯାତାୟାତରେ ସମସ୍ୟା ସୃଷ୍ଟି କରୁଛି। ଦୀର୍ଘବର୍ଷ ହେଲା ଦାବି…

ଦାବି ପୂରଣ ନ ହେଲେ ଜୁନ ୧ରୁ ସମୂହ ଛୁଟି

ସୋନପୁର,୪l୫(ନି.ପ୍ର): ସୁବର୍ଣ୍ଣପୁର ଜିଲା ମିଳିତ ଅମଲା ମଞ୍ଚର ଜରୁରୀ ବୈଠକ ବୁଧବାର ସାରେ ସୋନପୁରରେ ଅନୁଷ୍ଠିତ ହୋଇଯାଇଛି। ମଞ୍ଚ ଅଧ୍ୟକ୍ଷ ଚିତ୍ତରଞ୍ଜନ ତରାସିଆ ଓ ଆବାହକ ଦିନେଶ ରଞ୍ଜନ ମିଶ୍ରଙ୍କ ମିଳିତ ଉଦ୍ୟମରେ ଅମଲା ମଞ୍ଚର ଏହି ବୈଠକ ହୋଇଥିଲା। ମଞ୍ଚର…

ବିପଜ୍ଜନକ ଅବସ୍ଥାରେ ଅଙ୍ଗନୱାଡ଼ି କେନ୍ଦ୍ର

କୁଚିଣ୍ଡା,୪ା୫(ଡି.ଏନ.ଏ.): କୁଚିଣ୍ଡା ଏନ୍‌ଏସି ୱାର୍ଡ ନଂ.୬ ଅଙ୍ଗନୱାଡ଼ି କେନ୍ଦ୍ର କାନ୍ଥରେ ଫାଟ ହୋଇ ବିପଜ୍ଜନକ ଅବସ୍ଥାରେ ଅଛି। ଏଣୁ ଏଠାରେ ପାଠ ପଢୁଥିବା ଶିଶୁମାନଙ୍କ ସୁରକ୍ଷା ନେଇ ଅଭିଭାବକମାନେ ଚିନ୍ତା ବ୍ୟକ୍ତ କରିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କୁଚିଣ୍ଡା ୱାର୍ଡ ନଂ.୬…

ଟ୍ରକ୍‌ ଚାପାରେ ଦୁଇ ମୃତ , ଜଣେ ଗୁରୁତର

କେନ୍ଦୁଝର,୪।୫ (ସ୍ବ.ପ୍ର.): କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ରାଙ୍କିି ପେଟ୍ରୋଲ ପମ୍ପ ନିକଟରେ ବିଳମ୍ବିତ ରାତିରେ ଏକ ଦ୍ରୁତଗାମୀ ଟ୍ରକ୍‌ ଚାପି ଦେବାରୁ ରାସ୍ତାରେ ଠିଆ ହୋଇଥିବା ଦୁଇ ଜଣ ଟ୍ରକ ଚାଳକଙ୍କ ମୃତ୍ୟୁ ଘଟିଛି। ତେବେ ଅନ୍ୟ ଜଣେ ଗୁରୁତର…

ଅସ୍ଥାୟୀ ମନ୍ଦିରରେ ବିଜେ କଲେ ପଞ୍ଚଠାକୁରାଣୀ

ପୁରୁଷୋତ୍ତମପୁର,୪।୫(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରର ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ବୁଧବାର ଆରମ୍ଭ ହୋଇଛି। ଏଥିଲାଗି ସମଗ୍ର ସହର ଚଳଚଞ୍ଚଳ ହୋଇଉଠିଛି। ସମସ୍ତ ଜନସାଧାରଣଙ୍କ ମଧ୍ୟରେ ଆନନ୍ଦର ଲହରୀ ଦେଖାଦେଇଛି। କରୋନା କଟକଣା ଯୋଗୁଁ ଦୀର୍ଘ ଚାରି ବର୍ଷ ପରେ ମା’ କନକା…

ହାତୀ ଆକ୍ରମଣରେ ଜଣେ ଗୁରୁତର

ମୋରଡା,୪।୫(ଡି.ଏନ.ଏ.): ହାତୀ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡିଛି। ସୂଚନାନୁଯାୟୀ, ରାସଗୋବିନ୍ଦପୁର ରେଞ୍ଜ ଅଧିନ ସଂଘାଡ଼ିହି ଗ୍ରାମର ମଙ୍ଗଲ ହେମ୍ବ୍ରମ (୩୮) ବୁଧବାର ରାତିରେ ବିଲକୁ ଯାଇଥିବା ସମୟରେ ସେଠାରେ ହାତୀ ହାବୁଡ଼ରେ ପଡିଯାଇଥିଲେ। ଯାହା ଫଳରେ ହାତୀ…

ଦେଶୀ ମଦଭାଟିକୁ ବିରୋଧ, ଭାଙ୍ଗିଦେେଲେ ଗ୍ରାମବାସୀ

କୋଡ଼ିଙ୍ଗା, ୪।୫(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା କୋଡ଼ିଙ୍ଗା ଥାନା ଅଧୀନ ଡାଡିଆ ମଝିଗୁଡା ଗାଁରେ ଦେଶୀମଦ ଭାଟିକୁ ଗ୍ରାମବାସୀ ଭାଙ୍ଗି ଦେଇଛନ୍ତି। ଶୋଭାଯାତ୍ରାରେ ଶତାଧିକ ମହିଳା ପୁରୁଷ ଆସି ମଦ ଭାଟି ଭିତରେ ପ୍ରବେଶ କରି ରନ୍ଧା ଦେଶୀ ମଦ, ମଦ, ମହୁଲ…

ପାଣି ଟାଙ୍କି ନିର୍ମାଣ ସରିଲାନି, ଲୋକେ ହନ୍ତସନ୍ତ

ମାଥିଲି,୪ା୫(ଡି.ଏନ.ଏ.): ମାଲକାନଗିରି ଜିଲା ମାଥିଲି ବ୍ଲକ ଟେମୃପାଲି ପଞ୍ଚାୟତରେ ଜଳ ଯୋଗାଣ ପାଇଁ ନିର୍ମାଣ କରାଯାଉଥିବା ପାଣି ଟାଙ୍କି କାମ ୩ ବର୍ଷ ପରେ ବି ସରିଲାନି। ଫଳରେ ଲୋକେ ପାଣି ପାଇଁ ନାହି୍ୟ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

ଗୋଟିଏ ପିଲା, ଦୁଇ ଶ୍ରେଣୀରେ ପଡୁଛି ଉପସ୍ଥାନ

ନୟାଗଡ଼ ଅଫିସ,୪।୫: ନୟାଗଡ଼ ଜିଲାରେ ନକଲି ଛାତ୍ରୀଛାତ୍ର। ତାହା ପୁଣି ପ୍ରଥମ ରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ଚେର ଲମ୍ବିଛି। ଗୋଟିଏ ପିଲାର ନଁା ଦୁଇ ଶ୍ରେଣୀରେ ରହିଛି। ସେଥିପାଇଁ ଉଭୟ ଶ୍ରେଣୀରେ ଉପସ୍ଥାନ ପଡୁଛି। ନୟାଗଡ ବ୍ଲକରେ ଏପରି ୩୨…

ଧିମେଇ ଚାଲିଛି ନୂଆଗାଁ ବ୍ଲକର ବିକାଶ

ନୂଆଗାଁ, ୪।୫(ଡି.ଏନ.ଏ.): ଗାଁଠୁ ସହର ଯାଏ ସବୁର ଉନ୍ନତି ପାଇଁ ସରକାର ଅନୁଦାନ ଦେଉଛନ୍ତି। ହେଲେ ଜନସାଧାରଣଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସେହି ଅନୁଦାନକୁ ସଠିକ ଭାବେ ବିନିଯୋଗ କରାଯାଉନାହିଁ। ପ୍ରକଳ୍ପଗୁଡିକୁ ସମ୍ପୂର୍ଣ୍ଣ କରି ଗାଁର ବିକାଶ କରିବାରେ ଅସଫଳ ହୋଇଛନ୍ତି…

୭ ବର୍ଷରେ ୨,୨୯୩ ଶିଶୁ ମୃତ

ଢେଙ୍କାନାଳ ଅଫିସ, ୪।୫: ଢେଙ୍କାନାଳ ଜିଲାରେ ଗତ ୭ ବର୍ଷରେ ୨,୨୯୩ ନବଜାତ ଶିଶୁଙ୍କ ମୃତ୍ୟୁ ଘଟିଛି। ସୂଚନା ଅଧିକାର ଆଇନ ବଳରେ ହସ୍ତଗତ ହୋଇଥିବା ତଥ୍ୟରୁ ଏହା ଜଣାପଡ଼ିଛି। ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଶିଶୁ ଓ ମାତୃ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?