ଆମ ଜିଲା ଖବର

ଲକ୍ଷାଧିକ ଟଙ୍କା ବ୍ୟୟରେ କୋଠା ନିର୍ମାଣ: ଏବେ ଭୂତକୋଠି

ପଟ୍ଟାମୁଣ୍ଡାଇ, ୪ା୫(ସ୍ବ.ପ୍ର.): ସରକାରୀ ତହବିଲରୁ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହୋଇ କୋଠା ନିର୍ମାଣ ହେଉଛି। କେଉଁଠି ଅଧାପନ୍ତରିଆ ହୋଇପଡିଛି ତ ଆଉ କେଉଁଠାରେ ଉଦ୍‌ଘାଟନ ବି ହୋଇଛି। ହେଲେ କୌଣସି କାରଣକୁ ନେଇ ଏହିସବୁ କୋଠା ଲୋକଙ୍କର କାମରେ ଆସୁନାହିଁ। ପରିତ୍ୟକ୍ତ…

ଖର୍ଚ୍ଚ ଅଧିକ,ଚାହିଦା ମୁତାବକ ପାଣି ମିଳୁନି

ଯାଜପୁର ଅଫିସ,୪ା୫: ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ ଓଡ଼ିଶା ମିନେରାଲ ବିଅରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ(ଓଏମ୍‌ବିଏଡିସି)ପାଣ୍ଠିରେ ନିର୍ମାଣ ହେଉଥିବା ୩ଟି ମେଗା ପାଇପ୍‌ ଜଳଯୋଗାଣ ପ୍ରକଳ୍ପରୁ ନିର୍ଦ୍ଧାରିତ ଗ୍ରାମବାସୀଙ୍କୁ ଏଯାଏ ସ୍ବଚ୍ଛ ପାଣି ମିଳି ନାହିଁ। ଗତ ୩୧ା୩ା୨୦୨୩ ଏହି…

ଅନିଶ୍ଚିତତା ମଧ୍ୟରେ ଦୀପକ ଫର୍ଟିଲାଇଜର

ପାରାଦୀପ, ୪ା୫ (ସ୍ବ.ପ୍ର.): ପୂର୍ବ ଭାରତର ବିକାଶ ପଥ ପାରାଦୀପକୁ କୁହାଯାଉଛି। ୨୦୧୬ ଫେବୃୟାରୀ ୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାରାଦୀପ ଗସ୍ତ ବେଳେ ଏଭଳି ଘୋଷଣା କରିଥିଲେ। ପାରାଦୀପରେ ଲକ୍ଷେ କୋଟି ଟଙ୍କା ପୁଞ୍ଜି ନିବେଶ ହେବ ବୋଲି କେନ୍ଦ୍ର…

୨୦ରୁ ୧୦ ଆଲର୍ଟ କେନ୍ଦ୍ରରେ ବାଜୁନି ସାଇରନ

କେନ୍ଦ୍ରାପଡ଼ା ଅଫିସ, ୪ା୫: ଆସନ୍ତା ୬ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବ। ପାଣିପାଗ ବିଶେଷଜ୍ଞଙ୍କ ଏହି ଆକଳନ କେନ୍ଦ୍ରାପଡ଼ାବାସୀଙ୍କୁ ଆତଙ୍କିତ କରିଛି। ୧୯୯୯ ମହାବାତ୍ୟାଠାରୁ ୨୦୨୧ ୟାସ୍‌ ପର୍ଯ୍ୟନ୍ତ ଓଡ଼ିଶାରେ ହୋଇଥିବା ପ୍ରତ୍ୟେକ ସାମୁଦ୍ରିକ ଝଡ଼କୁ ଜିଲାବାସୀ ସମ୍ମୁଖୀନ…

ରେଳଷ୍ଟେଶନକୁ ୨ୟ ଶ୍ରେଣୀ ମାନ୍ୟତା ଦାବିରେ ଧାରଣା

ଚଣ୍ଡିଖୋଲ,୪ା୫(ଡି.ଏନ.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକ ଅନ୍ତର୍ଗତ ବରୀ ଠେଙ୍ଗଡରେଳ ଷ୍ଟେଶନକୁ ଦିତୀୟ ଶ୍ରେଣୀ ମାନ୍ୟତା ପ୍ରଦାନ ଦାବିରେ ବୁଧବାରଠାରୁ ଗଣଧାରଣା ଆରମ୍ଭ ହୋଇଛି। ବରୀ ଠେଙ୍ଗଡ ରେଳଷ୍ଟେଶନ କ୍ରିୟାନୁଷ୍ଠାନ କମିଟି ଆନୁକୂଲ୍ୟରେ ଏହି ଧାରଣା ଆରମ୍ଭ ହୋଇଥିବାବେଳେ ଆସନ୍ତା ୮…

ସଙ୍କଟରେ ବୁଣାକାରଙ୍କ ଜୀବିକା

ରସୁଲପୁର,୪ା୫(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ପ୍ରଥମାଖଣ୍ଡ ପଞ୍ଚାୟତ ଗୋପାଳପୁର ଗାଁରେ ୧୭ଟି ସମିତି ଅଧୀନରେ ଥିବା ୧୫୦୦ ବୁଣାକାର ପରିବାରର ଜୀବିକା ସଙ୍କଟ ଭିତରକୁ ଠେଲି ହୋଇଯାଉଛି। ଟସରକୋଷା ଅଭାବରୁ ୩ ହଜାରରୁ ଊର୍ଦ୍ଧ୍ୱ ତନ୍ତଶାଳା ଠପ୍‌ ହୋଇଯାଇଛି। ଟସର ବସ୍ତ୍ର…

ସେଓ ଚାଷ କରି ଉଦାହରଣ ସୃଷ୍ଟିକଲେ ରବୀନ୍ଦ୍ର

କୋରେଇ,୪ା୫(ଡି.ଏନ.ଏ.): ଗଛ ଡାଳରେ ଝୁଲୁଛି ପିଜୁଳି, ସପେଟା, ଆମ୍ବ ଏବଂ ସେଓ। ଧୀର ପବନରେ ଝୁଲିଝୁଲି ସତେ ଯେପରି ଆନନ୍ଦରେ ନାଚୁଛି ସେଓ ପେନ୍ଥା। ଏହା କଶ୍ମୀର କିମ୍ବା ଅନ୍ୟ କୌଣସି ରାଜ୍ୟର ଦୃଶ୍ୟ ନୁହେଁ। ଏହା ହେଉଛି ଯାଜପୁର ଜିଲା…

ଗୋପାଳପୁର ବିଧାୟକ, ପାଠକ ବାପ-ପୁଅ କୋର୍ଟରେ ହାଜର

ବ୍ରହ୍ମପୁର ଅଫିସ,୪ା୫: ଗଞ୍ଜାମ ଜିଲା ଗୋପାଳପୁର ଟାଟା ମୋଟର୍ସରେ ଚାକିରି କରାଇ ଦେବା ପାଇଁ କୋଟି କୋଟି ଟଙ୍କା ଠକେଇ କରିଥିବା ମାମଲାରେ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ସହ ପୂର୍ବତନ ଆଇଏଫ୍‌ଏସ୍‌ ଅଧିକାରୀ ଅଭୟକାନ୍ତ ପାଠକ ଓ ତାଙ୍କ ପୁଅ…

ଓଡ଼ିଶାରେ ଆନ୍ଧ୍ର ଅଧିକାରୀଙ୍କ ପୁଣି ଅନୁପ୍ରବେଶ

ପଟ୍ଟାଙ୍ଗି, ୪।୫(ଡି.ଏନ୍‌.ଏ.): ଓଡ଼ିଶାର ସୀମାନ୍ତ ଗ୍ରାମରେ ପୁଣି ଆନ୍ଧ୍ର ରାଜ୍ୟର ଉଚ୍ଚ ପଦାଧିକାରୀଙ୍କ ଅନୁପ୍ରବେଶ। ସୋମବାର ଆନ୍ଧ୍ର ଉପମୁଖ୍ୟମନ୍ତ୍ରୀ ପିଡ଼ିକା ରାଜନା ଦୋରା ଆସି ବିଭିନ୍ନ ଯୋଜନା ସମ୍ପର୍କରେ ଗ୍ରାମବାସୀଙ୍କ ସହ ଆଲୋଚନା ଫେରିଥିଲେ। ବୁଧବାର ଆନ୍ଧ୍ର ପାର୍ବତୀପୁରମ୍‌ ଜିଲାର ଆଇଟିଡିଏ…

ଆଜିଠୁ ରାଷ୍ଟ୍ରପତିଙ୍କ ୩ ଦିନିଆ ମୟୂରଭଞ୍ଜ ଗସ୍ତ

ବାରିପଦା ଅଫିସ,୪ା୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗୁରୁବାରଠାରୁ ୩ଦିନିଆ ମୟୂରଭଞ୍ଜ ଜିଲା ଗସ୍ତରେ ଆସୁଛନ୍ତି। ଜନ୍ମମାଟିରେ ପହଞ୍ଚତ୍ବା ପରେ ତାଙ୍କୁ ଭବ୍ୟ ସ୍ବାଗତ କରିବା ପାଇଁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଶାଶୁଘର ଗଁା ପାହାଡ଼ପୁରଠାରୁ ଆରମ୍ଭକରି ରାଇରଙ୍ଗପୁର ବାସଭବନ, ଶିମିଳିପାଳ…

ସ୍ବାଭାବିକ ହୋଇନାହିଁ ବ୍ୟବସାୟ

ସମ୍ବଲପୁର,୪ା୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ପଥର ମାଡ଼, ପୋଡ଼ାଜଳା, ଆକ୍ରମଣ, ହତ୍ୟା ଭଳି ଘଟଣା ଘଟିଥିଲା। ଏହାକୁ ନେଇ ଜିଲା ପ୍ରଶାସନ ଏପ୍ରିଲ ୧୩ରୁ ୨୪ ତାରିଖ ପର୍ଯ୍ୟନ୍ତ କର୍ଫ୍ୟୁ ଲଗାଇଥିଲା। ନେଟ୍‌ ସେବା ମଧ୍ୟ ସମ୍ପୂର୍ଣ୍ଣ ବନ୍ଦ…

୧୨ ଲକ୍ଷ ୪୨ ହଜାର କ୍ୱିଣ୍ଟାଲ ରବି ଧାନ ସଂଗ୍ରହ ଲକ୍ଷ୍ୟ

କୋରାପୁଟ,୩ା୫(ସ୍ବ.ପ୍ର.): କୋରାପୁଟସ୍ଥିତ ଡିଆରଡିଏ ସଦ୍‌ଭାବନା ସଭାଗୃହଠାରେ ଜିଲାସ୍ତରୀୟ ରବି ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। କୋରାପୁଟ ଜିଲାପାଳ ଅବଦୁଲ ଏମ୍‌ ଅଖତରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ବୈଠକରେ ଜିଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?