ଆମ ଜିଲା ଖବର

କେନାଲ ଭିତରେ ପଡ଼ିଛି ନରକଙ୍କାଳ, ଏଥିରେ ଲାଗିଛି…

ବ୍ରହ୍ମପୁର,୨୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ଏକ କେନାଲ ଭିତରେ ପଡ଼ିଛି ନରକଙ୍କାଳ। ଏହାକୁ ନେଇ ଏବେ ବ୍ରହ୍ମପୁର ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ନିମଖଣ୍ଡି ଥାନା ପୋଲିସ କଙ୍କାଳ ଜବତ କରି ଘଟଣାର ଛାନ୍‌ଭିନ୍‌ କରୁଛି। ସାଇଣ୍ଟିଫିକ ଟିମ୍‌ ଓ ସନ୍ଧାନୀ କୁକୁର ସହାୟତାରେ…

ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ: ପହଞ୍ଚିଗଲେ..

କଟକ,୨୩।୧୨: ବେଆଇନ୍‌ ଭାବେ ଚାଲିଥିଲା ଅଲଟ୍ରାସାଉଣ୍ଡ। ହଠାତ୍‌ ହେଲା ଚଢ଼ାଉ। ଏଭଳି ଘଟଣା ଘଟିଛି କଟକରେ। କଟକର ଏକ ଘରୋଇ ଡାଇଗ୍ନୋଷ୍ଟିକ ସେଣ୍ଟର୍‌ ଉପରେ ଚଢାଉ ଚାଲିଛି। ଚଢାଉରେ CDMOଙ୍କ ସହ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ସ୍ବତନ୍ତ୍ର ଟିମ ସାମିଲ ହୋଇଛନ୍ତି।…

ବଡ଼ଦିନ ପାଇଁ ଜି.ଉଦୟଗିରିରେ ଫ୍ଲାଗମାର୍ଚ୍ଚ, ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି

ଜି.ଉଦୟଗିରି,୨୩/୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଖ୍ରୀଷ୍ଟ ସମ୍ପ୍ରଦାୟର ସବୁଠାରୁ ବଡ଼ ପର୍ବ ବଡ଼ଦିନ ଖ୍ରୀଷ୍ଟମାସ୍ ଉତ୍ସବ ପାଳନକୁ ଆଉ ଦୁଇ ଦିନ ବାକି ଥିବା ବେଳେ ଜି.ଉଦୟଗିରି ସହରରେ ପୋଲିସ ପ୍ରଶାସନ ତରଫରୁ ଫ୍ଲାଗମାର୍ଚ୍ଚ କରାଯାଇଛି । ବିଭାଗ ତରଫରୁ ଆଜି…

କ୍ୟାଡର ମାଓବାଦୀଙ୍କୁ ଧରିବା ପାଇଁ ପୁରସ୍କାର ରାଶି ଘୋଷଣା: ଲାଗିଲା ପୋଷ୍ଟର

ରାଇକିଆ,୨୩।୧୨ (ପ୍ରଦୀପ ବେହେରା): କେନ୍ଦ୍ର ସରକାର ୨୦୨୬ ମାର୍ଚ୍ଚ ସୁଦ୍ଧା ମାଓବାଦୀ ମୁକ୍ତ ପାଇଁ ଲକ୍ଷ୍ୟ ରଖୁଛନ୍ତି। ଏହି ସମୟ ପାଖେଇ ଆସୁଥିବାରୁ ପୋଲିସ ମାଓବାଦୀଙ୍କୁ ମୂଳତ୍ପୋଟନ ପାଇଁ ପ୍ରୟାସ କରୁଛି। ଏ ଦିଗରେ ପୋଲିସ ବ୍ୟାପକ ସଚେତନତା ସୃଷ୍ଟି କରିବା…

ବନ୍ଧାହେଲେ ଜୁନିୟର ଆକାଉଣ୍ଟାଣ୍ଟ, ୪ ଦାମୀ ପ୍ଲଟ୍‌ ସହ ରହିଛି…

ସୁନ୍ଦରଗଡ଼,୨୩ା୧୨: ସୁନ୍ଦରଗଡ଼ OSCSC ଲିମିଟେଡ୍‌ ଜୁନିୟର ଆକାଉଣ୍ଟାଣ୍ଟ ରବୀନ୍ଦ୍ର ବାରିକ ଗିରଫ ହୋଇଛନ୍ତି। ଭିଜିଲାନ୍ସ ଚଢାଉ ବେଳେ ରବୀନ୍ଦ୍ରଙ୍କ ଘରୁ ଠାବ ହୋଇଛି ବିପୁଳ ଟଙ୍କାର ସମ୍ପତ୍ତି। ବାଲେଶ୍ବରରେ ଗୋଟିଏ ବଡ଼ ଅଟ୍ଟାଳିକା ରହିଥିବାବେଳେ ମାର୍କେଟ କମ୍ପ୍ଲେକ୍ସ ଓ ଜିମ୍‌ ଠାବ…

ଭାଜପାର ନୂତନ କମିଟି ଗଠନ: ସୁକାନ୍ତ-ଅଜିତଙ୍କୁ ଗୁରୁଦାୟିତ୍ୱ

ଦାରିଙ୍ଗବାଡି, ୨୩/୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଭାଜପାର ଜିଲାସ୍ତରୀୟ ନୂତନ କମିଟି ଜିଲା ସଭାପତି ପଣ୍ଡିତ ବିଶି ମାଝୀଙ୍କ ନେତୃତ୍ୱରେ ଚୟନ ହୋଇଯାଇଛି। ଜିଲାର ୧୨ଟି ବ୍ଲକରେ ମୋଟ ୨୧ ଜଣିଆ ଜିଲାସ୍ତରୀୟ କର୍ମକର୍ତ୍ତା ଚୟନ କରାଯାଇଛି। ଏଥିରେ ଦାରିଙ୍ଗବାଡି…

ରୋଷେଇ କଲା ବେଳେ ଫାଟିଲା ଗ୍ୟାସ ସିଲିଣ୍ଡର, ଗୁରୁତରଙ୍କୁ କଟକ ସ୍ଥାନାନ୍ତର

ବ୍ରହ୍ମପୁର , ୨୩।୧୨( ସୁବାସ ଚନ୍ଦ୍ର ପାଢ଼ୀ): ନିମଖଣ୍ଡି ଥାନା ଅନ୍ତର୍ଗତ ବୋରିଗାଁର ବଡ଼ ବନ୍ଧ ସାହିରେ ସୋମବାର ରାତିରେ ଗ୍ୟାସ ସିଲିଣ୍ଡର ଫାଟିଯାଇଛି । ଏଥିରେ ପ୍ରଫୁଲ୍ଲ ରାଉତ ନାମକ ଜଣେ ଗୁରୁତର ହୋଇଛନ୍ତି। ସେହିପରି ପଡୋଶୀ, ଚାରୋଟି ଘରର…

ପୁରୀ ସମୁଦ୍ରରେ ଗାଧୋଇବା ବେଳେ ବୁଡ଼ି ଯାଉଥିଲେ ପଶ୍ଚିମବଙ୍ଗର ୪ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ ୨୩/୧୨( ଅଜିତ୍ କୁମାର ମହାନ୍ତି): ଏବେ ପର୍ଯ୍ୟଟନ ଋତୁ ଜାରି ରହିଥିବା ବେଳେ ପୁରୀକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ଅନେକ ଲୋକ ପୁରୀକୁ ଆସି ସମୁଦ୍ରରେ ସ୍ନାନ କରିବା ସହ ମହାପ୍ରଭୁଙ୍କ ଦର୍ଶନ କରୁଛନ୍ତି । ତେବେ ପ୍ରତ୍ୟେକ…

ବିଳମ୍ବ କଲେ ଏମ୍‌ପି, ଚାଲିଗଲେ ବିଧାୟକ

ଜଗତ୍‌ସିଂହପୁର, ୨୪ା୧୨ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣିସମ୍ପଦ ମେଳାର ଉଦ୍‌ଘାଟନୀ ଉତ୍ସବରେ ସୋମବାର ବିଶୃଙ୍ଖଳା ଦେଖାଦେଇଛି। କାର୍ଯ୍ୟସୂଚୀ ଅନୁଯାୟୀ ପୂର୍ବାହ୍ନ ୧୧ଟାରୁ ୧୧.୧୦ ଭିତରେ ଅତିଥିମାନଙ୍କୁ ମଞ୍ଚକୁ ସ୍ବାଗତ କରାଯିବା ସହ ମେଳାକୁ ଆନୁଷ୍ଠାନିକ ଉଦ୍‌ଘାଟନ…

ଗଛକାଟି ବସ୍‌ଷ୍ଟାଣ୍ଡ ନିର୍ମାଣ ପ୍ରସଙ୍ଗ: ମୁଖ୍ୟମନ୍ତ୍ରୀଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ବାରିପଦା,୨୩।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ):ବାରିପଦା ସହରର ପାଲବଣିଠାରେ ବ୍ୟାପକ ଗଛକାଟି ଆନ୍ତଃରାଜ୍ୟ ବସ୍‌ଷ୍ଟାଣ୍ଡ ନିର୍ମାଣ ଘଟଣାରେ ମୟୂରଭଞ୍ଜ ଜିଲା ବିଜୁଜନତା ଦଳ ପକ୍ଷରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ହସ୍ତକ୍ଷେପ ଲୋଡ଼ାଯାଇଛି। ସୋମବାର ସକାଳେ ଦଳୀୟ ନେତୃବୃନ୍ଦ ଜିଲାପାଳ ହେମକାନ୍ତ ସୟଙ୍କ ଜରିଆରେ…

ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌, ଘନ କୁହୁଡି ଯୋଗୁ…

ଆସିକା,୨୩।୧୨(ସୁରେନ୍ଦ୍ର ନାଥ ସାହୁ): ଆସିକା ଥାନା ପାକଲା ପଲି ଛକ ନିକଟରେ ଠିଆ ହୋଇଥିବା ଟ୍ରକକୁ ଧକ୍କା ଦେଲା ପରିବା ବୋଝେଇ ପିକଅପ ଭ୍ୟାନ୍‌। ଫଳରେ ପିକଅପ ଭ୍ୟାନ୍‌ର ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି। ଆହତ ହେଲେ ବରଗଡ଼ ଅଞ୍ଚଳର ଅଭିଷେକ…

କୃଷି ବିଭାଗର ଚଢାଉ: ୧୭୭ ବସ୍ତା ନକଲି ସାର ଜବତ

ନୂଆପଡ଼ା,୨୩ା୧୨ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ ଗୋଡଫୁଲା ଗାଁ ନିକଟ ରାସ୍ତା କଡରେ ବେଆଇନ ଭାବରେ ନକଲି ରାସାୟନିକ ସାର ଓ ଔଷଧ ବିକ୍ରୟ କରାଯାଉଥିବା ଅଭିଯୋଗ ହୋଇଥିଲା ା ସୋମବାର ନୂଆପଡା ଜିଲା କୃଷି ବିଭାଗ ପକ୍ଷରୁ ଚଢାଉ କରାଯାଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri