ଆମ ଜିଲା ଖବର

ବର୍ଷାରେ ପୋଲ ଭୁଶୁଡ଼ିଲା, ଯାତାୟାତ ଠପ୍‌

ଫୁଲବାଣୀ ଅଫିସ/ଫିରିଙ୍ଗିଆ, ୩।୫:କନ୍ଧମାଳ ଜିଲାରେ ବର୍ଷା ପ୍ରଭାବରେ ଫିରିଙ୍ଗିଆ ବ୍ଲକ ଭୃଙ୍ଗିଯୋଡି ପଞ୍ଚାୟତ କଡୁରାହାଠାରୁ ଜ୍ରାକିରାହାକୁ ସଂଯୋଗ କରୁଥିବା ରାସ୍ତାର ପୋଲ ଭୁଷୁଡି ପଡିଛି। ଫଳରେ ଏହି ରାସ୍ତା ଉପରେ ନିର୍ଭର କରୁତ୍ଥିବା ଲୋକଙ୍କ ଯାତାୟତ ସମ୍ପୂର୍ଣ୍ଣ ଠପ୍‌ ହୋଇଯାଇଛି। ସୋମବାର…

ଓଡ଼ିଆ ଯବାନଙ୍କ ଅକାଳ ବିୟୋଗ

ବାଲିଆପାଳ,୩।୫(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକ ନିଖିରା ପଞ୍ଚାୟତ ଅଧୀନ ନିଖିରା ଗ୍ରାମର ମଧୁସୂଦନ ବାରିକଙ୍କ ଏକମାତ୍ର ପୁଅ ନୌସେନା ରକ୍ଷାମନ୍ତ୍ରଣାଳୟର ସିଭିଲିଆନ ଭାବେ କାର୍ଯ୍ୟରତ ଓଡ଼ିଆ ଯବାନ ଶିବନାରାୟଣ ବାରିକଙ୍କ ସୋମବାର ଫୁସ୍‌ଫୁସ୍‌ଜନିତ ରୋଗରେ ପ୍ରାଣ ହରାଇଛନ୍ତି। ମୃତ୍ୟୁବେଳକୁ ତାଙ୍କୁ…

ଜନ୍ମମାଟିରେ ବିଶ୍ୱସ୍ତରୀୟ ସ୍କୁଲ୍‌ କରିଛନ୍ତି ଡାକ୍ତର

କେନ୍ଦୁଝର,୩।୫(ସ୍ବ.ପ୍ର.): କେନ୍ଦୁଝର ଜିଲାର ଜଣେ ଡାକ୍ତର ନିଜ ଗଁାରେ ଗରିବ ପିଲାଙ୍କ ପାଠ ପଢ଼ିବା ପାଇଁ ଏକ ବିଶ୍ବସ୍ତରୀୟ ସ୍କୁଲ ଖୋଲିଛନ୍ତି। ସେ ପିଲା ଦିନେ ପଢ଼ିବା ପାଇଁ କରିଥିବା କଷ୍ଟକୁ ହୃଦବୋଧ କରି ଶିକ୍ଷାରୁ ବଞ୍ଚତ୍ତ ପିଲାଙ୍କୁ ଏହା ଉପହାର…

ଜଳାଶୟ ଜମିର କିସମ ପରିବର୍ତ୍ତନ କରି ନିର୍ମାଣ

ଯାଜପୁର ଅଫିସ,୩।୫: ବ୍ୟକ୍ତିଗତ ସ୍ବାର୍ଥ ପାଇଁ ଜଳାଶୟ ଜମିକୁ କିସମ ପରିବର୍ତ୍ତନ କରାଯାଇ ପାରୁଛି। ଏହି କାରବାରରେ ସମ୍ପୃକ୍ତ ଅଧିକାରୀ ଏବଂ ଜମି ଦଖଲକାରୀଙ୍କ ମଧ୍ୟରେ ଲକ୍ଷାଧିକ ଟଙ୍କାର ନେଣଦେଣ ହେଉଛି। ଜଳର ଚିହ୍ନବର୍ଣ୍ଣ ନ ଥିବା ଜମିରେ ସାମୂହିକ ବିକାଶ…

ଦର୍ପଣ ତହସିଲ ଅଞ୍ଚଳରେ ବେଆଇନ ମାଙ୍କଡ଼ା ଖାଦାନ

ଚଣ୍ଡିଖୋଲ,୩।୫(ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅଧୀନ ପଶ୍ଚିମ ବଡ଼ଚଣା କୁହାଯାଉଥିବା ୪ଟି ପଞ୍ଚାୟତରେ ବେଆଇନ ମାଙ୍କଡ଼ା ଖାଦାନ ଦୀର୍ଘ ଦିନ ଧରି ଚାଲିଛି। ଏନେଇ ଧରିତ୍ରୀରେ ଖବର ପ୍ରକାଶ ପରେ ତହସିଲ କାର୍ଯ୍ୟାଳୟ ପକ୍ଷରୁ ୩ ବେଆଇନ ଖାଦାନରେ ୧୪୪ଧାରା…

ଭିତରକନିକାରେ ନିଆଁ

ରାଜନଗର,୩।୫(ଡି.ଏନ୍‌.ଏ.): ଭାରତର ଦ୍ୱିତୀୟ ବୃହତ୍ତମ ଲୁଣା ଜଙ୍ଗଲ ଭିତରକନିକା ଜାତୀୟ ଉଦ୍ୟାନ ସଂଲଗ୍ନ ତାଳଚୁଆ ବିଟ୍‌ର ହାତିଆଗଣ୍ଡ ଗଁା ନିକଟରେ ଥିବା ହେନ୍ତାଳବଣରେ ସୋମବାର ମଧ୍ୟାହ୍ନରେ ଆକସ୍ମିକ ନିଅଁା ଲାଗିଯାଇଛି। ଏହି ଅଗ୍ନିକାଣ୍ଡରେ ଗୁଅଁା, ହେନ୍ତାଳ, ବନି, ରାଇ ପ୍ରଭୃତି ବିରଳ…

ପେଟ ପାଇଁ ମହିଳା, ଶିଶୁ ବିଡ଼ି ମୋଡୁଛନ୍ତି

କେନ୍ଦ୍ରାପଡ଼ା ଅଫିସ,୩।୫: କେନ୍ଦ୍ରାପଡ଼ା ଜିଲାରେ ସୋମବାର ବିଶ୍ୱ ଶ୍ରମିକ ଦିବସ ପାଳନ ହୋଇଯାଇଛି। ଶ୍ରମିକଙ୍କ ବିଭିନ୍ନ ସମସ୍ୟା ଓ ଏହାର ସମାଧାନ କଥା ସଭାସମିତିରେ ଉଠାଯାଇଛି। ତେବେ ଅଣସଙ୍ଗଠିତ ହୋଇ ରହିଥିବା ଜିଲାର ୧୦ ହଜାରରୁ ଊର୍ଦ୍ଧ୍ୱ ବିଡ଼ି ଶ୍ରମିକଙ୍କ ଦୁଃଖକୁ…

ଭଡ଼ାଘରେ ସେକ୍ସ ରାକେଟ୍‌

ଢେଙ୍କାନାଳ ଅଫିସ, ୩।୫: ଢେଙ୍କାନାଳ ସହର ଆନନ୍ଦନଗର କାଠଗଡ଼ା ଅଞ୍ଚଳର ଏକ ଭଡ଼ାଘରେ ଚାଲିଥିବା ସେକ୍ସ ରାକେଟ୍‌ର ରହସ୍ୟ ଉନ୍ମୋଚନ କରିଛି ଟାଉନ ଥାନା ପୋଲିସ। ଏହି ଘଟଣାରେ ରାଣୀ ମହୁମାଛିଙ୍କ ସମେତ ୪ ଜଣ ଗିରଫ ହୋଇଛନ୍ତି। ଉଦ୍ଧାର ବଙ୍ଗୀୟ…

ସମ୍ବଲପୁରରେ ହିଂସା ହେଲେ ଭାଜପା ଦାୟୀ ରହିବ: ବିଜେଡି

ସମ୍ବଲପୁର,୩।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ଘଟିଥିବା ହିଂସା ଘଟଣା ଦୁର୍ଭାଗ୍ୟଜନକ। ଏହା ସମସ୍ତଙ୍କୁ ବ୍ୟଥିତ କରିଥିଲା। ପୋଲିସ ଓ ଜିଲା ପ୍ରଶାସନ ସହିତ ଜନସାଧାରଣଙ୍କ ସହଯୋଗରେ ସହରରେ ଶାନ୍ତି ଫେରିଆସିଛି। ଏହି ଘଟଣାରେ ପୋଲିସ ଅନେକଙ୍କୁ ଗିରଫ କରି…

ବିଜେଡିର ତୁଷ୍ଟୀକରଣ ନୀତି: ଭାଜପା ସଂସଦୀୟ କମିଟି

ସମ୍ବଲପୁର,୩।୫(ବ୍ୟୁରୋ): ସମ୍ବଲପୁରରେ ହନୁମାନ ଜୟନ୍ତୀ ଶୋଭାଯାତ୍ରା ସମୟରେ ରାଜ୍ୟ ସରକାରଙ୍କ ଅପାରଗତା ଯୋଗୁ ସାମ୍ପ୍ରଦାୟିକ ଦଙ୍ଗା ସୃଷ୍ଟି ହୋଇଥିଲା। ଶୋଭାଯାତ୍ରା ସମୟରେ ପଥରମାଡ଼, ଆକ୍ରମଣ ସହ ଜେହାଦୀ ନାରା ଦିଆଯାଇଥିଲା, ଯାହାର ଭିଡିଓ ଭାଇରାଲ ହୋଇଥିଲା। ରାଜ୍ୟ ସରକାରଙ୍କ ତୁଷ୍ଟୀକରଣ ନୀତି…

ଜେସିବିରେ କନ୍ୟାଘରକୁ ଆସିଲେ ବର

ଖଣ୍ଡପଡ଼ା,୩।୫(ସ୍ବ.ପ୍ର.): ଦିନଥିଲା ବିବାହ ପାଇଁ ବର କନ୍ୟାଘରକୁ ବରଯାତ୍ରୀ ନେଇ ଶଗଡ଼, ପାଲିଙ୍କି କିମ୍ବା ଘୋଡ଼ା ଗାଡ଼ିରେ ବସି ଆସୁଥିଲେ। ଏପରି କି ନଦୀକୂଳିଆ ଲୋକମାନେ ଡଙ୍ଗାରେ ବର ନେଇ ବିବାହ ପାଇଁ କନ୍ୟାଘରେ ପହଞ୍ଚୁଥିଲେ। ହେଲେ ଆଜିର ସଭ୍ୟ ସମାଜରେ…

କମ୍ପାନୀ କବଳରେ କୁକୁଡ଼ାଚାଷୀ

କେନ୍ଦ୍ରାପଡ଼ା ଅଫିସ/ଯାଜପୁର ଅଫିସ, ୩।୫: କୁକୁଡ଼ା ଦର ନିୟନ୍ତ୍ରଣରେ ପ୍ରଶାସନର କୌଣସି ଭୂମିକା ରହୁନାହିଁ। ଫଳରେ କମ୍ପାନୀ କର୍ତ୍ତୃପକ୍ଷ ମନଇଚ୍ଛା ଲାଭ ଉଠାଉଥିବା କେନ୍ଦ୍ରାପଡ଼ା ବ୍ଲକ ଅନ୍ତର୍ଗତ ଇନ୍ଦୁପୁରର କାଳିଆ ସାମନ୍ତରାୟ, କଂସାର ଗ୍ରାମର ଶୁଭାଶିଷ ଜେନା, ପାଖଡ଼ ଗ୍ରାମର ରମାକାନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?