ଯୌତୁକ ପାଇଁ ମହିଳାଙ୍କୁ ହତ୍ୟା ଅଭିଯୋଗ
ବାଲିକୁଦା,୧୧।୨(ସ୍ବ.ପ୍ର.): ବନ୍ଦର ସାମୁଦ୍ରିକ ଥାନା ଅଧୀନ ଫୁଲୁପାଟଣା ଗ୍ରାମର ସୁଜିତ ବେହେରାଙ୍କ ସ୍ତ୍ରୀ ଟୁକୁନିଙ୍କ ମୃତଦେହ ତାଙ୍କ ଶୋଇବା ଘରୁ ଶନିବାର ରାତିରେ ଜବତ ହୋଇଛି। ଅପରପକ୍ଷେ ଝିଅକୁ ଯୌତୁକ ପାଇଁ ଶାଶୁ ଘର ଲୋକେ ହତ୍ୟା କରିଛନ୍ତି ବୋଲି ବାପଘର…
ଜାଭେଦ୍ ଅଲ୍ଲୀଙ୍କ ସଂଗୀତରେ ଝୁମିଲେ ଦର୍ଶକ
ଯାଜପୁର ଟାଉନ,୧୨।୨(ଡି.ଏନ.ଏ.): ଯାଜପୁର ଜିଲା ମହୋତ୍ସବର ୪ର୍ଥ ସନ୍ଧ୍ୟା ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବଲିଉଡ୍ ଓ ଓଲିଉଡ୍ କଳାକାରଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଓଲିଉଡ୍ ଗାୟିକା ସୋହିନି, ଶଶାଙ୍କ ଶେଖର, ଅମ୍ରିତା ଭାରତୀ ପଣ୍ଡାଙ୍କ ସଂଗୀତ ଦର୍ଶକଙ୍କ…
ଡାକ୍ତରଖାନାରେ ୪୦ଘଣ୍ଟା ପଡ଼ିରହିଲା ମୃତଦେହ
ରାଜନଗର,୧୨।୨(ଡି.ଏନ.ଏ.):କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ବଙ୍ଗୀୟ ବହୁଳ ତାଳଚୁଆ ଅଞ୍ଚଳର ଜଣେ ବିବାହିତ ମହିଳାଙ୍କ ସନ୍ଦେହନକ ମୃତ୍ୟୁ ଘଟିଛି। ଇତିମଧ୍ୟରେ ୪୦ ଘଣ୍ଟା ବିତିଥିଲେ ମଧ୍ୟ ରାଜନଗର ଗୋଷ୍ଠୀକେନ୍ଦ୍ରରେ ମୃତଦେହ ପଡ଼ି ରହିଛି ା ମୃତଦେହକୁ ଛାଡ଼ି ଶାଶୁଘର ଓ ବାପଘର…
ଷ୍ଟେଟ୍ବ୍ୟାଙ୍କ ଏଟିଏମ୍ରୁ ଲୁଟିନେଲେ ୩୨ଲକ୍ଷ
ନନ୍ଦପୁର/ କୋରାପୁଟ (ସ୍ବ.ପ୍ର.), ୧୨।୨: କୋରାପୁଟ ଜିଲା ନନ୍ଦପୁର ବ୍ଲକରେ ଶନିବାର ଏକ ବଡ଼ ଧରଣର ଲୁଟ୍ ହୋଇଛି। କେତେଜଣ ଦୁର୍ବୃତ୍ତ ବ୍ଲକର ପାଡୁଆ ଥାନା ଅନ୍ତର୍ଗତ ବାଲଡ଼ା ଷ୍ଟେଟ୍ ବ୍ୟାଙ୍କ ସମ୍ମୁଖରେ ଥିବା ଷ୍ଟେଟ୍ବ୍ୟାଙ୍କର ଏଟିଏମ୍ରୁ ଶନିବାର ଭୋର ସମୟରେ…
ଜଙ୍ଗଲ ନିଆଁ ରୋକିବାକୁ ପ୍ରୟାସ
ପାଟଣା,୧୨।୨(ସ୍ବ.ପ୍ର.): ଖରାଦିନ ଆରମ୍ଭ ନ ହେଉଣୁ ବିଭିନ୍ନ ଜଙ୍ଗଲରେ ନିଅଁା ଲାଗୁଥିବା ଦେଖିବାକୁ ମିଳୁଛି। କେନ୍ଦୁଝର ଜିଲା ପାଟଣା ରେଞ୍ଜର ଅଧିକାଂଶ ଜଙ୍ଗଲରେ ଏବେ ନିଅଁା ଲାଗି ଅନେକ ଗଛ ଜଳିପୋଡ଼ି ନଷ୍ଟ ହୋଇଯିବା ସହ ବନ୍ୟପ୍ରାଣୀଙ୍କ ଜୀବନ ମଧ୍ୟ ବିପଦରେ…
ସାର୍ଟିଫିକେଟ ଥାଇ ମିଳୁନି ଲାଇସେନ୍ସ
ବାଲେଶ୍ୱର ଅଫିସ, ୧୨।୨: ୨୦୧୭-୧୮ରେ ବାଲେଶ୍ୱର ଫକୀରମୋହନ ବିଶ୍ୱବିଦ୍ୟାଳୟ ଲ’ ବିଭାଗ ଅଧୀନରେ ୫ବର୍ଷୀୟା ଇଣ୍ଟିଗ୍ରେଟେଡ୍ ପାଠ୍ୟକ୍ରମରେ ନାମ ଲେଖାଇଥିବା ଛାତ୍ରୀଛାତ୍ରମାନେ ଏବେ ଅଡ଼ୁଆରେ ପଡ଼ିଛନ୍ତି। ବିଶ୍ୱବିଦ୍ୟାଳୟର ତ୍ରୁଟି ପାଇଁ ଛାତ୍ରୀଛାତ୍ରମାନେ ସାର୍ଟିଫିକେଟ ପାଇ ମଧ୍ୟ ବାର୍ କାଉନ୍ସିଲ ଲାଇସେନ୍ସ ପାଇବାରୁ…
୧,୬୫,୭୦୦ ମାମଲା ଫଇସଲା
କଟକ ଅଫିସ, ୧୨।୨: ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ (ଓଏସ୍ଏଲ୍ଏସ୍ଏ) ପକ୍ଷରୁ ରାଜ୍ୟର ପ୍ରତି ଜିଲା ଏବଂ ତାଲୁକସ୍ତରୀୟ ବିଚାର ବିଭାଗୀୟ କୋର୍ଟ ପରିସରରେ ଚଳିତବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି…
ବ୍ୟାଙ୍କମିତ୍ରଙ୍କ ସ୍ବାମୀ ଇନ୍ଫର୍ମର
ପରଜଙ୍ଗ, ୧୨।୨(ଡି.ଏନ୍.ଏ.): ଅଞ୍ଚଳର କେଉଁ ବ୍ୟବସାୟୀ କେଉଁଦିନ ବ୍ୟାଙ୍କକୁ ଟଙ୍କା ଡିପୋଜିଟ୍ କରିବାକୁ ଆସୁଥିଲେ। ସେମାନେ କେତେଟଙ୍କା ଜମା କରୁଥିଲେ। ହାରାହାରି କେତେ ସମୟ ବ୍ୟାଙ୍କରେ ରହୁଥିଲେ। କେତେବେଳେ ଏବଂ କେଉଁ ବାଟରେ ଫେରୁଥିଲେ। ଏସବୁର ସବିଶେଷ ସୂଚନା ଜାଣିବା ପାଇଁ…
‘ହାଲ୍’ ତଥ୍ୟ ପ୍ରଘଟ ଚର୍ଚ୍ଚା
ଭାରତରୁ ପ୍ରତିରକ୍ଷା ସମ୍ପର୍କିତ ତଥ୍ୟ ସଂଗ୍ରହ କରିବାକୁ ବାହାର ଦେଶ ଦ୍ୱାରା ନିୟୋଜିତ ସୁନ୍ଦରୀ ତରୁଣୀମାନେ ଜୋର୍ଦାର ଉଦ୍ୟମ ଚଳାଇଛନ୍ତି। ସେମାନେ ବିଭିନ୍ନ ପ୍ରତିରକ୍ଷା ଓ ଆନୁଷଙ୍ଗିକ ସଂସ୍ଥାର କର୍ମଚାରୀମାନଙ୍କୁ ପ୍ରେମ ଜାଲରେ (ହନି ଟ୍ରାପ୍) ଫସାଇ ତଥ୍ୟ ସଂଗ୍ରହ କରିନେଉଛନ୍ତି।…
ଭାରତୀୟ ଖାଦ୍ୟ ସୁରକ୍ଷାର ଆଧାର ଚାଉଳ: ରାଷ୍ଟ୍ରପତି
କଟକ ଅଫିସ,୧୨।୨: ଭାରତୀୟ ଖାଦ୍ୟ ସୁରକ୍ଷାର ମୁଖ୍ୟ ଆଧାର ଓ ଅର୍ଥନୀତିର ପ୍ରମୁଖ ଅଙ୍ଗ ହେଉଛି ଚାଉଳ। ଆମ ସଂସ୍କୃତି ଓ ଐତିହ୍ୟ ସହ ଅଙ୍ଗାଙ୍ଗୀ ଭାବେ ଜଡ଼ିତ। ଅକ୍ଷତ କୁହାଯାଉଥିବା ଅଭଙ୍ଗା ଚାଉଳ ପ୍ରଗତି ଓ ପୂର୍ଣ୍ଣ ଜୀବନର ପ୍ରତୀକ…
୬୦ଦିନ ପରେ ଜେଲରୁ ବାହାରିଲେ ୨୯ ଓକିଲ
ସମ୍ବଲପୁର,୧୨।୨(ବ୍ୟୁରୋ): ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଦାବିରେ ଆନ୍ଦୋଳନଜନିତ ଭଙ୍ଗାରୁଜା ମାମଲାରେ ଗିରଫ ହୋଇଥିବା ୨୯ ଜଣ ଆଇନଜୀବୀଙ୍କୁ ହାଇକୋର୍ଟ ଶୁକ୍ରବାର ସର୍ତ୍ତମୂଳକ ଜାମିନ ପ୍ରଦାନ କରିଥିଲେ। ଶନିବାର ସମ୍ବଲପୁର କୋର୍ଟରେ କାଗଜପତ୍ର ପ୍ରକ୍ରିୟା ଶେଷ ହେବା ପରେ ଅପରାହ୍ନ…
ଖଣିଜ ପାଣ୍ଠିରୁ ନିର୍ମାଣ ହେବ ମଣ୍ଡି
ଯାଜପୁର ଅଫିସ,୧୨।୨: ରାଜ୍ୟରେ ଖରିଫ ଋତୁ ଧାନ ସଂଗ୍ରହ ଚାଲିଥିବାବେଳେ ମଣ୍ଡିରେ ଆବଶ୍ୟକ ଭିତ୍ତିଭୂମି ଅଭାବରୁ ଚାଷୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ବିପୁଳ ସଂଖ୍ୟାରେ ଧାନ ବସ୍ତା ମଣ୍ଡିରେ ପଡ଼ି ରହୁଥିବା ବିଧାନସଭାରେ ଅଭିଯୋଗ ହୋଇଥିଲା। ତଦନୁଯାୟୀ ରାଜ୍ୟ ସରକାରଙ୍କ…
Archives


