ଅବସରର ଦିନକ ପୂର୍ବରୁ ନିଲମ୍ବିତ
କୁଜଙ୍ଗ,୨୯ା୪(ଡି.ଏନ୍.ଏ): ମଧ୍ୟାହ୍ନ ଭୋଜନ ଚାଉଳ ହଡ଼ପ କରିବା ପ୍ରଧାନ ଶିକ୍ଷକ ଓ ପ୍ରାଥମିକ ଶିକ୍ଷକଙ୍କ ପାଇଁ ମହାଙ୍ଗା ସାବ୍ୟସ୍ତ ହୋଇଛି। ଏହି ଅଭିଯୋଗରେ ଉଭୟ ଶିକ୍ଷକଙ୍କୁ ନିଲମ୍ବିତ କରାଯାଇଛି। ସେମାନେ ହେଲେ ପ୍ରଧାନ ଶିକ୍ଷକ ରବୀନ୍ଦ୍ର କୁମାର ନନ୍ଦ ଓ ମଧ୍ୟାହ୍ନ…
ରେଳ ସାଇଡିଂରେ ପଡ଼ିଛି ଲକ୍ଷେରୁ ଊର୍ଦ୍ଧ୍ୱ ମେଟ୍ରିକ୍ ଟନ୍ ଖଣିଜ
ଯୋଡ଼ା,୩୦।୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ଖଣି ମଣ୍ଡଳରେ ଥିବା ବିଭିନ୍ନ ରେଳ ସାଇଡିଂରେ ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ଏକ ଲକ୍ଷରୁ ଊର୍ଦ୍ଧ୍ୱ ମେଟ୍ରିକ ଟନ୍ ଲୁହାପଥର ପଡ଼ିରହିଛି। ଏହା ପଡ଼ି ପଡ଼ି ନଷ୍ଟ ହେଉଥିବା ବେଳେ ରେଳ ମନ୍ତ୍ରଣାଳୟ ଦିନ…
ପିଣ୍ଡି ଏକ ଦୁର୍ଗ ସଦୃଶ ରହିଥିଲା
ଖୋର୍ଦ୍ଧା ଅଫିସ,୩୦।୪: ପାଇକ ବିଦ୍ରୋହ ହେଉଛି ଓଡ଼ିଆ ଜାତିର ଅସ୍ମିତା, ଏ ମାଟିର ଗର୍ବ ଓ ଗୌରବ। ଭାରତ ସ୍ବାଧୀନତା ସଂଗ୍ରାମରେ ପାଇକ ବିଦ୍ରୋହ ଇତିହାସର ସ୍ବର୍ଣ୍ଣାକ୍ଷାରରେ ଲିପିବଦ୍ଧ ହୋଇ ରହିଛି। ଏହି ଐତିହାସିକ ସଂଗ୍ରାମ ପଛର ମହାନାୟକଙ୍କୁ ସମ୍ମାନ ଉଦ୍ଦେଶ୍ୟରେ…
ହାତୀ ନେଲା ଚାଷୀଙ୍କ ଜୀବନ
ଢେଙ୍କାନାଳ ଅଫିସ,୩୦।୪: ଢେଙ୍କାନାଳ ଜିଲା ସଦର ଥାନା ଅନ୍ତର୍ଗତ ଗୋବିନ୍ଦପୁର ଫାଣ୍ଡି ବଳଦିଆବନ୍ଧ ପଞ୍ଚାୟତ କୁରମଟାଙ୍ଗର ଗ୍ରାମରେ ରବିବାର ହାତୀ ଆତଙ୍କ ଦେଖାଦେଇଛି। ଦନ୍ତା ଆକ୍ରମଣରେ ଚାଷୀ ଶ୍ରୀକାନ୍ତ ପରିଡ଼ାଙ୍କ ଭୋର ସମୟରେ ମୃତ୍ୟୁ ଘଟିଛି । ଶ୍ରୀକାନ୍ତ ଧାନ ଚାଷ…
ଆବର୍ଜନାରୁ ଉପଯୋଗୀ ଷ୍ଟ୍ରକ୍ଚର
ଅନୁଗୋଳ ଅଫିସ, ୩୦।୪: ସହର ସୌନ୍ଦର୍ଯ୍ୟକୁ ବିଗାଡୁଥିବା ବର୍ଜ୍ୟ ପ୍ଲାଷ୍ଟିକ୍, ପଲିଥିନକୁ ବ୍ୟବହାର କରି ନିର୍ମାଣ ହେଉଛି ଜୈବ ଇଟା ଷ୍ଟ୍ରକ୍ଚର। ଏହାଦ୍ୱାରା କେବଳ ଆବର୍ଜନାର ଉଚିତ ପରିଚାଳନା ହେଉନାହିଁ, ଅଧିକନ୍ତୁ ଏହାକୁ ବିଭିନ୍ନ ନିର୍ମାଣ କାର୍ଯ୍ୟରେ ବ୍ୟବହାର କରାଯାଉଛି। ପରିବେଶ…
ଡାକ୍ତର ଅଭାବରୁ ଅବ୍ୟବସ୍ଥା
ଭଦ୍ରକ ଅଫିସ/ବାରିପଦା ଅଫିସ/ବାଲେଶ୍ୱର ଅଫିସ/କେନ୍ଦୁଝର(ସ୍ବ.ପ୍ର.),୩୦।୪:ଭଦ୍ରକ ଜିଲାରେ ମଞ୍ଜୁରୀପ୍ରାପ୍ତ ଡାକ୍ତର ପଦବୀର ୭୦ ପ୍ରତିଶତ ପଦବୀ ଖାଲି ପଡ଼ିଛିି। ଯେଉଁମାନେ ଅଛନ୍ତି ସେମାନଙ୍କ ମଧ୍ୟରୁ କେତେଜଣ ଲମ୍ବା ଛୁଟିରେ ଯାଇଥିବା ବେଳେ କେତେଜଣ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁୁ ନେଇ ଚାଲିଛି ସ୍ବାସ୍ଥ୍ୟସେବା। ଜିଲାର ଅଧିକାଂଶ…
ସୁରକ୍ଷିତ ନୁହନ୍ତି ବନ୍ୟପ୍ରାଣୀ
ନୟାଗଡ଼ ଅଫିସ,୩୦।୪: ନୟାଗଡ଼ ବନଖଣ୍ଡର ବିଭିନ୍ନ ଜଙ୍ଗଲ ଓ ଖୋର୍ଦ୍ଧା ବନଖଣ୍ଡର ରଣପୁର ରେଞ୍ଜ ଅଞ୍ଚଳରେ ଥିବା ବିଭିନ୍ନ ଜଙ୍ଗଲରେ ଆଉ ବନ୍ୟପ୍ରାଣୀ ସୁରକ୍ଷିତ ନୁହନ୍ତି । ନୟାଗଡ଼ ଜିଲାର ବିଭିନ୍ନ ଜଙ୍ଗଲରେ ଶିକାରୀ ସକ୍ରିୟ ହୋଇଥିବାବେଳେ ବନବିଭାଗ ଏହାର ଟେର…
ଖବର ପ୍ରକାଶ ପରେ ଛାତ୍ରାବାସରେ ପାନୀୟ ଜଳ ସମସ୍ୟା ସୁଧୁରିଲା
ମାଲକାନଗିରି,୩୦।୪ (ଡି.ଏନ୍.ଏ.): ମାଲକାନଗିରି ଜିଲା ସଦର ବ୍ଲକ ଗୋରାଖଣ୍ଟା ୫-ଟି ଉଚ୍ଚ ବିଦ୍ୟାଳୟ ପରିସରରେ ଅନୁସୂଚିତ ଜାତି ଓ ଜନଜାତିଙ୍କ ନିମନ୍ତେ ୧୧୦ ଶଯ୍ୟା ବିଶିଷ୍ଟ ଛାତ୍ରାବାସ ନିର୍ମାଣ କରାଯାଇଛି। ଏହି ଛାତ୍ରାବାସରେ ଜିଲାର ବିଭିନ୍ନ ଅଞ୍ଚଳରୁ ୧୦୦ ଜଣ ଅନୁସୂଚିତ…
କେନ୍ଦୁଗୁଡ଼ା ଗ୍ରାମରେ ଅଚଳ ହୋଇପଡ଼ିଛି ସୋଲାର ପ୍ରକଳ୍ପ
ବାଲିମେଳା, ୩୦।୪ (ଡି.ଏନ୍.ଏ.): ଏବେ ଚାଲିଛି ଗ୍ରୀଷ୍ମଋତୁ। ମାଲକାନଗିରି ଜିଲାରେ ଆରମ୍ଭ ହୋଇଛି ଜଳସଙ୍କଟ। ଜିଲାର କୋରୁକୋଣ୍ଡା ବ୍ଲକ ତାର୍ଲାକୋଟା ପଞ୍ଚାୟତ କେନ୍ଦୁଗୁଡ଼ା ଗ୍ରାମରେ ଜଳସଙ୍କଟ ତୀବ୍ର ହୋଇଛି। ପ୍ରାୟ ୪ମାସରୁ ଊର୍ଦ୍ଧ୍ୱ ହେବ ଏହି ଗ୍ରାମରେ ଅଚଳ ହୋଇପଡ଼ିଛି ସୌରଚାଳିତ…
ଗେଣ୍ଡୁ ଫୁଲ ଚାଷ ଦେଇଛି ସ୍ବତନ୍ତ୍ର ପରିଚୟ
ଅମରପାଲି,୩୦।୪: (ଡି.ଏନ.ଏ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ପଞ୍ଚାୟତ ବିକଲପୁର ଗ୍ରାମର ଦୁଇ ଯୁବ ଚାଷୀ ଗେଣ୍ଡୁ ଫୁଲ ଚାଷ କରି ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିଛନ୍ତି। ପ୍ରାୟ ୫ ଏକର ଚାଷ ଜମିରେ ଗେଣ୍ଡୁଫୁଲ ଚାଷ…
ଉଚ୍ଛେଦ ପ୍ରକ୍ରିୟାରେ ଲୁଚକାଳି ଖେଳୁଛି ଜିଲା ପ୍ରଶାସନ
ଦେବଗଡ଼, ୩୦।୪ (ଡି.ଏନ୍.ଏ.) ଦେବଗଡ଼ ସହରସ୍ଥିତ କଲେଜ ରୋଡ ଶନିମନ୍ଦିର ନିକଟ ଷୋହଳ ବଖରି କଟା (ପୋଖରୀ) ଜବରଦଖଲ ଉଚ୍ଛେଦ ପ୍ରକ୍ରିୟାରେ ଲୁଚକାଳି ଖେଳୁଛି ଜିଲା ପ୍ରଶାସନ। ବାରମ୍ବାର ଉଚ୍ଛେଦ ପାଇଁ ଆସି ବିଭିନ୍ନ ଆଳ ଦେଖାଇ ଫେରିଯାଉଛନ୍ତି। ଶୁକ୍ରବାର ପୁଣି…
ରାସ୍ତାରେ ନିର୍ମାଣ ସାମଗ୍ରୀ, ଯାତାୟାତରେ ବାଧା
ରାଉରକେଲା ଅଫିସ, ୩୦।୪: ରାଉରକେଲାର ବିଭିନ୍ନ ମୁଖ୍ୟମାର୍ଗରେ ଇଟା, ବାଲି, ଗେଟି, ମାଟି ଆଦି ନିର୍ମାଣ ସାମଗ୍ରୀ ପକାଇ ରାସ୍ତା ଅବରୋଧ କରାଯାଉଛି। ଫଳରେ ଉକ୍ତ ରାସ୍ତାରେ ଲୋକଙ୍କ ଯାତାୟାତ ବାଧାପ୍ରାପ୍ତ ହେଉଛି। ଏଭଳି କାର୍ଯ୍ୟ କରୁଥିବା ଲୋକମାନଙ୍କ ଉପରେ ସ୍ମାର୍ଟସିଟି…

