ଭାଜପା ପକ୍ଷରୁ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ପାଳିତ: ଯୋଗଦେଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର
ଦିଗପହଣ୍ଡି, ୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଶକ୍ତିପୀଠ ମା’ ମହୁରୀ କାଳୁଆ ମନ୍ଦିର ପରିସରରେ ଭାରତୀୟ ଜନତା ପାର୍ଟି (ଭାଜପା) ପକ୍ଷରୁ ମହାନ ସ୍ୱାଧୀନତା ସଂଗ୍ରାମୀ ତଥା ଜନଜାତି ନାୟକ ସହିଦ ବିର୍ସା ମୁଣ୍ଡାଙ୍କ ବଳିଦାନ ଦିବସ ତଥା…
ଏମ୍କେସିଜି ଚିକିତ୍ସକଙ୍କୁ ସମ୍ବର୍ଦ୍ଧନା
ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଏମ୍କେସିଜି ମେଡିକାଲ କଲେଜର ସ୍ନାୟୁ ଶଲ୍ୟ ବିଭାଗ ମୁଖ୍ୟ ଚିକିତ୍ସକଙ୍କ ସମେତ ଅନ୍ୟସମସ୍ତ ଚିକିତ୍ସକଙ୍କୁ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ପୁଷ୍ପଗୁଚ୍ଛ, ଅଙ୍ଗବସ୍ତ୍ର ଏବଂ ମାନପତ୍ର ପ୍ରଦାନ କରି ସମ୍ବର୍ଦ୍ଧିତ କରାଯାଇଛି। ଓକିଲ…
କାଳବୈଶାଖୀ ତାଣ୍ଡବ: ଅନ୍ଧାରରେ ୪ଗାଁ
ଗଞ୍ଜାମ,୯।୬(ବିଦ୍ୟାଧର ସାହୁ): କାଳବୈଶାଖୀ ପ୍ରଭାବରେ ଝଡତୋଫାନ ଘଟି ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ କ୍ଷୟକ୍ଷତି ହୋଇଥିବା ଅଭିଯୋଗ ହୋଇଛି। ଝଡ଼ତୋଫାନ ବର୍ଷା ଯୋଗୁ ଅଞ୍ଚଳର ବହୁ ବଡ଼ ବଡ଼ ଗଛ ଟଳି ପଡ଼ିଥିବା ବେଳେ ବିଭିନ୍ନ ସ୍ଥାନରେ ବିଦ୍ୟୁତ୍…
ପୁଣି ମହେନ୍ଦ୍ରଗିରିରେ ଦୁର୍ଘଟଣା: ମେଳାରୁ ଫେରୁଥିବା ଘାଟି ତଳକୁ ଖସିଲା ଅଟୋ : ୬ରୁ ଅଧିକ ଆହତ
ଗଜପତି, ୯।୬ (ଗିରିଧାରୀ ପରିଛା): ଗଜପତି ଜିଲାର ପୁରାଣ ପ୍ରସିଦ୍ଧ ମହେନ୍ଦ୍ରଗିରି ଅଞ୍ଚଳରେ ପୁଣି ଏକ ସଡ଼କ ଦୁର୍ଘଟଣା ଘଟିଛି। ଗତ ତିନି ଦିନ ମଧ୍ୟରେ ମହେନ୍ଦ୍ରଗିରି ପର୍ବତମାଳାର ପାଦଦେଶରେ ଏକାଧିକ ଦୁର୍ଘଟଣା ଘଟିଥିବା ବେଳେ ଆଜି ପୁଣି ଏକ ଅଟୋ…
ଆକ୍ସନମୋଡ଼ରେ ଦାରିଙ୍ଗବାଡି ପୋଲିସ: ୭ ଅଟୋ, ୫ ବାଇକ ଜବତ
ଦାରିଙ୍ଗବାଡି, ୯।୬ (ଅରୁଣ ସାହୁ): ସଡ଼କ ଦୁର୍ଘଟଣା ହ୍ରାସ କରିବା ସହ ଦୁର୍ଘଟଣାରେ ପୀଡ଼ିତ ପରିବାରମାନେ ଯଥୋଚିତ ନ୍ୟାୟ ଏବଂ ବୀମା ରାଶି ପାଇପାରନ୍ତୁ, ସେଥିପାଇଁ ଦାରିଙ୍ଗବାଡି ପୋଲିସ ପକ୍ଷରୁ ଏକ ସ୍ୱତନ୍ତ୍ର ଯାଞ୍ଚ ଅଭିଯାନ (ସ୍ପେଶାଲ ଡ୍ରାଇଭ୍) ଚାଲୁ ରହିଛି।…
ପ୍ରବାସୀ ଶ୍ରମିକମାନଙ୍କର ସାମାଜିକ, ଆର୍ଥିକ,ଆଇନଗତ ସମସ୍ୟା ସମ୍ପର୍କରେ…
ଭଞ୍ଜନଗର, ୯।୬ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଆଇନ ସେବା ପ୍ରାଧିକରଣ, ବ୍ରହ୍ମପୁରର ଆନୁକୂଳ୍ୟରେ ମଙ୍ଗଳବାର ଭଞ୍ଜନଗରସ୍ଥିତ ଆର୍.ଏମ୍.ସି. ସମ୍ମିଳନୀ କକ୍ଷରେ “ପ୍ରବାସୀ ଶ୍ରମିକମାନଙ୍କ ସମ୍ବନ୍ଧୀୟ ବିଭିନ୍ନ ସମସ୍ୟା ଏବଂ ମୌଳିକ କର୍ତ୍ତବ୍ୟ” ଶୀର୍ଷକ ଏକ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…
ତପ୍ତପାଣି ଘାଟିରେ ଓଲଟିଲା କାର: ମରଣ ମୁହଁରୁ ବର୍ତ୍ତିଗଲେ ଶିକ୍ଷୟିତ୍ରୀ
ଦିଗପହଣ୍ଡି,୯।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ତପ୍ତପାଣି ଘାଟି ରାସ୍ତାର ବେଲଗଡ ଗ୍ରାମ ନିକଟ ବୁଲାଣିରେ ମଙ୍ଗଳବାର ପୂର୍ବାହ୍ନ ପ୍ରାୟ ସାଢେ ୧୧ ଟାରେ ଏକ କାର (ନଂ.ଓଆର୍୦୫ଏଏନ – ୨୧୭୩) ଓଲଟି ପଡିବାରୁ ଜଣେ…
କନ୍ଧମାଳରୁ ହେଉଥିଲା ଗଞ୍ଜେଇ ଚାଲାଣ: ବାଟରେ ମାଡ଼ି ବସିଲା ପୋଲିସ,ଆଉ ତା’ପରେ…
ବାଲିଗୁଡ଼ା,୯ା୬(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ପୋଲିସ ୫୯ ନଂ.ଜାତୀୟ ରାଜପଥ ସୀତାପଡ଼ି ଗ୍ରାମ ନିକଟରେ ମଙ୍ଗଳବାର ପାଟ୍ରୋଲିଂ କରୁଥିବା ବେଳେ ଏକ କାର୍ ଅଟକାଇ ଯାଞ୍ଚ କରିବାରୁ ସେଥିରୁ ୨୩ କି.ଗ୍ରା ଗଞ୍ଜେଇ ଜବତ କରିଛି। କାର୍ରେ…
FIFA World Cup ଆଉ ୨ ଦିନ : ପରସ୍ପର ବିପକ୍ଷରେ ଖେଳିବେ ଭାଇ-ଭାଇ
ଓ୍ବାଶିଂଟନ୍,୯।୬: ଫିଫା ବିଶ୍ୱକପ୍କୁ ଆଉ ୨ ଦିନ। ଜୁନ ୧୧ରୁ ଆରମ୍ଭ ହେଉଥିବା ବିଶ୍ୱକପ ପାଇଁ ଆମେରିକା, କାନାଡା ଏବଂ ମେକ୍ସିକୋରେ ଫୁଟବଲ ପ୍ରେମୀଙ୍କ ଭିଡ଼ ଆରମ୍ଭ ହୋଇଯାଇଛି। ପ୍ରସଂଶକ ନିଜ ନିଜ ଦେଶର ଖେଳାଳିଙ୍କୁ ଉତ୍ସାହିତ କରିବା ପାଇଁ ଉତ୍କଣ୍ଠାର…
ଟାଣ ଖରାରେ ଚାଲି ଚାଲି ଯାଉଥିବା ବୃଦ୍ଧାଙ୍କୁ ନିଜ ଗାଡିରେ ବସାଇଲେ ବିଡିଓ, ସୁରକ୍ଷିତ ଭାବେ ଛାଡିଲେ ଘରେ; ଚାରିଆଡେ ପ୍ରଶଂସା
ନବରଙ୍ଗପୁର,୯।୬(ସଦାଶିବ ପ୍ରହରାଜ): ପ୍ରଶାସନିକ ଅଧିକାରୀଙ୍କ ମାନବିକତାର ଏକ ନିଆରା ଚିତ୍ର ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲା ତେନ୍ତୁଳୀଖୁଣ୍ଟିରେ । ପ୍ରଚଣ୍ଡ ଖରା ଓ ଗରମ ମଧ୍ୟରେ ସ୍ବାସ୍ଥ୍ୟ ପରୀକ୍ଷା ସାରି ଚାଲି ଚାଲି ଘରକୁ ଫେରୁଥିବା ଜଣେ ବୃଦ୍ଧାଙ୍କୁ ଦେଖି ସହାୟତାର…
ଗାତ ଖୋଳି ଜଙ୍ଗଲରେ ଲୁଚାଇ ରଖିଥିଲେ ଅସ୍ତ୍ରଶସ୍ତ୍ର, ସର୍ଚ୍ଚ ଅପରେଶନ ବେଳେ ଯାହା ମିଳିଲା…
ମାଲକାନଗିରି,୯।୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ବସ୍ତର ଜିଲା ଦର୍ଭା ଥାନା ସୀମାନ୍ତ ଏବଂ ଓଡିଶା ମାଲାକନଗିରି ଜିଲା ମାଥିଲି ଥାନା ଅନ୍ତର୍ଗତ କିରିମିଟି ଓ କଟୁଆପଦର ଗ୍ରାମ ନିକଟସ୍ଥ ଜଙ୍ଗଲରୁ ଡିବିଏଫ ଏବଂ ବିଏସ୍ଏଫ ଯବାନ ଏକ ମାଓବାଦୀ…
ଛେଳିପଲ ସହ ଗାଁକୁ ଚାଲିଆସିଥିଲା କୁଟୁରା: ଛେଳି ମାଲିକ ଘରେ ରଖିଥିବା ଖବର ପାଇ…
ବଣାଇଁ, ୯।୬ (ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ବନଖଣ୍ଡ ଅନ୍ତର୍ଗତ ଜାମୁଡ଼ିହି ସେକ୍ସନର ଝିରପାଣି ଗ୍ରାମରୁ ସୋମବାର ଏକ କୁଟୁରା ଛୁଆକୁ ବନ ବିଭାଗ ସୁରକ୍ଷିତ ଭାବେ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା କୁଟୁରା ଛୁଆଟି ପ୍ରାୟ ଦୁଇ ମାସ…

