ଆମ ଜିଲା ଖବର

ସୁବଳୟାରେ କାର୍ଯ୍ୟକ୍ଷମ ହେଉନି ଥଣ୍ଡା ପାନୀୟ ଜଳ ପ୍ରକଳ୍ପ

ଅମରପାଲି,୨୭।୪(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ୫-ଟି ହାଇସ୍କୁଲ ସମ୍ମୁଖରେ ଥିବା ଥଣ୍ଡା ପାନୀୟ ଜଳ ପ୍ରକଳ୍ପ (ଅମୃତ ଧାରା) କାର୍ଯ୍ୟକ୍ଷମ ହୋଇ ପାରିନାହିଁ। ଫଳରେ ପଥିକ ଓ ସ୍ଥାନୀୟ ଲୋକେ ପାନୀୟ ଜଳ ପାଇଁ ନାହିଁ ନ…

ପୋଲିସ ନିଷ୍କ୍ରିୟତା ପ୍ରତିବାଦରେ ଏସ୍‌ପି ଅଫିସ ଘେରାଉ

ନୂଆପଡା ଅଫିସ,୨୭ା୪: ନୂଆପଡା ସଦର ବ୍ଲକ ଜୋଙ୍କ ଥାନା ଅଧୀନ ବିରୋମାଲ ଗଁାର ଡିଗେଶ୍ୱର ବିଭାର ହତ୍ୟା ଘଟଣାର ୨ ମାସ ପୁରିବାକୁ ବସିଥିବା ବେଳେ ଅଦ୍ୟାବଧି ହତ୍ୟାକାରୀକୁ ଧରାଯାଇ ପାରିନାହିଁ। ଏହାଛଡା ଜିଲାରେ ଏହିପରି ଆଉ ୬ରୁ ଊର୍ଦ୍ଧ୍ୱ ମାମଲା…

ଜିଲା ପ୍ରଶାସନର ହସ୍ତକ୍ଷେପ ପରେ ଜିଆର୍‌ଏସ୍‌ଙ୍କ ବଦଳି ବାତିଲ

କର୍ଲାମୁଣ୍ଡା,୨୭ା୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକରେ କାର୍ଯ୍ୟରତ ଗ୍ରାମ ରୋଜଗାର ସେବକ(ଜିଆରଏସ୍‌)ଙ୍କୁ ବ୍ଲକର ଅନ୍ୟ ପଞ୍ଚାୟତକୁ ବଦଳି ବିଜ୍ଞପ୍ତି ପ୍ରକାଶ ପରେ କେତେକ ପଞ୍ଚାୟତରେ ସରପଞ୍ଚ ଓ ଜନସାଧାରଣ ଅସନ୍ତୋଷ ପ୍ରକାଶ କରି ବଦଳିକୁ ବାତିଲ ଦାବି କରିଥିଲେ। ଜିଆର୍‌ଏସ୍‌ଙ୍କ ବଦଳିକୁ…

ମୁହିଁଚାଷୀ ମୁହଁରେ ହସ ଫୁଟାଇଛି ରିୱାର୍ଡ ଯୋଜନା

କୁଚିଣ୍ଡା,୨୭ା୪(ଡି.ଏନ.ଏ.): ବୈଜ୍ଞାନିକ ପଦ୍ଧତିରେ ଚାଷୀଙ୍କ ଆୟକୁ ଦ୍ୱିଗୁଣିତ କରିବାକୁ ସରକାର ରିୱାର୍ଡ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେହିପରି ଚାଷୀ ନିଜ ଇଚ୍ଛାରେ ଚାଷ କରି ଯେଭଳି ଉପକୃତ ହେବ ସେଥିପାଇଁ ପିଏମ୍‌କେଏସ୍‌ୱାଇ (ପ୍ରଧାନମନ୍ତ୍ରୀ କୃଷି ସିଚାଇ ଯୋଜନା) କାର୍ଯ୍ୟକାରୀ କରୁଛନ୍ତି। ଏହି…

କରାମାଡ଼ ବଢ଼ାଇଲା ଚାଷୀଙ୍କ ଦୁଃଖ

ବରଗଡ଼ ଅଫିସ୍‌,୨୭।୪: ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ମାତ୍ର ଜିଲାରେ ଚାଷ, ଚାଷୀ ସମସ୍ୟା ଅସମାହିତ ହୋଇପଡ଼ିଛି। କେତେବେଳେ ଅନାବୃଷ୍ଟି କିମ୍ବା ସ୍ବଳ୍ପ ବୃଷ୍ଟିପାତ ଯୋଗୁ ମରୁଡ଼ି ତ ଆଉ କେବେ ଫସଲରେ ରୋଗପୋକ…

ଡାକ୍ତରଙ୍କ ବଦଳିକୁ ନେଇ କଂଗ୍ରେସ-ନାଗରିକ ମଞ୍ଚ ମୁହଁାମୁହିଁ

ଉମରକୋଟ,୨୭ା୪(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସ୍ତ୍ରୀ ଓ ପ୍ରସୂତି ରୋଗ ବିଶେଷଜ୍ଞ ଡାକ୍ତର ସୁମନ୍ତ ରାଉଳଙ୍କ ବଦଳି ନେଇ ଭିନ୍ନ ପରିବେଶ ସୃଷ୍ଟି ହୋଇଥିଲା। କଂଗ୍ରେସ ତାଙ୍କ ବଦଳି ଚାହୁଁଥିବା ବେଳେ ଏହାକୁ ନାଗରିକ ମଞ୍ଚ ଓ ଆଶାକର୍ମୀମାନେ…

ଗ୍ରାମବାସୀ ତିଆରି କଲେ ରାସ୍ତା

ଖଇରପୁଟ,୨୭ା୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଖଇରପୁଟ ବ୍ଲକ ଅନ୍ତର୍ଗତ କୁଡୁମୁଲୁଗୁମ୍ମା ପଞ୍ଚାୟତର ପୋଢ଼କୋଲନୀ ଗ୍ରାମର ଲୋକେ ନିଜ ଉଦ୍ୟମରେ ଗ୍ରାମ ରାସ୍ତା ନିର୍ମାଣ କରିଥିବା ଦେଖିବାକୁ ମିଳିଛି। ଗୁଣ୍ଡୁରିଗୁଡ଼ା କଲୋନୀଠାରୁ ପୋଢ଼କୋଲନୀ ଗ୍ରାମକୁ ରାସ୍ତା ଥିଲା, ମାତ୍ର ଆଦର୍ଶ ବିଦ୍ୟାଳୟ ନିର୍ମାଣ ପରେ…

ହାତୀ ଆକ୍ରମଣରେ ଚାଷୀ ମୃତ

ନୟାଗଡ଼ ଅଫିସ/ରଣପୁର,୨୭।୪: ରଣପୁର ବ୍ଲକ ମହତପଲ୍ଲା ପଞ୍ଚାୟତ ବନ୍ଧପଲ୍ଲା ଗାଁରେ ହାତୀ ଆକ୍ରମଣରେ ଜଣେ ଚାଷୀଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ଜଗବନ୍ଧୁ ଜେନା (୪୨)। ସୂଚନାନୁସାରେ, ବୁଧବାର ବିଳମ୍ବିତ ରାତିରେ ଜଗବନ୍ଧୁ ନିଜ ଜମିରେ ଧାନ ଫସଲ ଜଗିବାକୁ ଯାଇଥିଲେ।…

ବ୍ରାହ୍ମଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା ବୁଡି ୨ ନିଖୋଜ

କେନ୍ଦ୍ରପଡା ଅଫିସ,୨୭।୪: ବ୍ରାହ୍ମଣୀ ନଦୀରେ ଯାତ୍ରୀବାହୀ ଡଙ୍ଗା ବୁଡି ୨ଜଣ ନିଖୋଜ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ଆଳି ବ୍ଲକ ଏକମାଣିଆରେ l ଆଳି ବ୍ଲକ ଏକମାଣିଆ ପଞ୍ଚାୟତକୁ ଚତୁଃପାର୍ଶ୍ୱରୁ ବ୍ରାହ୍ମଣୀ ଓ ଖରସ୍ରୋତା ନଦୀ…

୩ ମାସରେ ବି ଅପ୍‌ଡେଟ ହେଉନି ନିଲାମ ଖଣି

ନୟାଗଡ଼ ଅଫିସ,୨୭।୪: ନିଲାମ ଖଣିକୁ ୩ ମାସ ମଧ୍ୟରେ ମାପଚୁପ କରାଯାଇ ଅପ୍‌ଡେଟ କରାଯିବାର ସରକାରୀ ନିୟମ ରହିଛି ା ହେଲେ ନୟାଗଡ଼ ଜିଲାରେ ସରକାରୀ ନିର୍ଦ୍ଦେଶନାମା ଶୀତଳଭଣ୍ଡାରରେ ପଡି ରହୁଛି । ଏଣୁ ମୟୂରଝାଲିଆ ଓ ପୁଅଁାଣିଆ ପରି ପାହାଡ଼ରେ…

ଏମ୍‌ପି-ଜିଲାପାଳ କଥା କଟାକଟି

ଢେଙ୍କାନାଳ ଅଫିସ, ୨୭।୪: ଢେଙ୍କାନାଳ ଜିଲା ପରିଷଦ ସମ୍ମିଳନୀ କକ୍ଷରେ ବୁଧବାର ଅନୁଷ୍ଠିତ ଜିଲା ଖଣିଜ ପାଣ୍ଠି (ଡିଏମ୍‌ଏଫ୍‌) ବିନିଯୋଗ ସମୀକ୍ଷା ବୈଠକରେ ଏମ୍‌ପି ମହେଶ ସାହୁ ଏବଂ ଜିଲାପାଳ ସରୋଜ କୁମାର ସେଠୀଙ୍କ ମଧ୍ୟରେ କଥା କଟାକଟିକୁ ନେଇ ତୁମ୍ବିତୋଫାନ…

୧୮ ବର୍ଷ ହେଲା ଅପେକ୍ଷା

ଢେଙ୍କାନାଳ ଅଫିସ, ୨୭।୪: ଜିଲା ସଦର ସହ ରାଜ୍ୟର ବିଭିନ୍ନ ସ୍ଥାନକୁ ଯାତ୍ରୀବାହୀ ବସ୍‌ ଚଳାଚଳ ସୁଗମ କରାଇବା ସ୍ବପ୍ନ ଦେଖାଇଛନ୍ତି ସରକାର। ଓଡ଼ିଶାର ୨୨ ଜିଲାରେ ୫୫ଟି ଅତ୍ୟାଧୁନିକ ବସ୍‌ଷ୍ଟାଣ୍ଡ ନିର୍ମାଣ କରାଯିବ, ଯେଉଁଠାରେ ବସ୍‌ ରହଣି ସମେତ ଯାତ୍ରୀଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?