ପୁରୁଣା କାନ୍ଥରେ ନୂଆ ପ୍ଲାଷ୍ଟର
ନୟାଗଡ଼ ଅଫିସ/ରଣପୁର,୩।୬(ସ୍ବ.ପ୍ର.): ରାଜ୍ୟ ସରକାରଙ୍କ ମୋ ସ୍କୁଲ ଅଭିଯାନରେ ଆସିଥିବା ଅନୁଦାନରେ ସ୍ମାର୍ଟ କ୍ଲାସରୁମ୍, ଅତ୍ୟାଧୁନିକ ବିଜ୍ଞାନାଗାର, ଇ-ଲାଇବ୍ରେରି, ଖେଳପଡିଆ, ସୁଦୃଶ୍ୟ ତୋରଣ, ଶୌଚାଳୟ, ଆସବାବପତ୍ର, ପ୍ରାଚୀର ଆଦି ନିର୍ମାଣ କରାଯାଇଛି । ସ୍ମାର୍ଟ କ୍ଲାସ୍ରୁମ୍ରେ ସାଇନ୍ସ ଲ୍ୟାବ୍, ସ୍ପୋର୍ଟ ରୁମ୍ର…
ଗରାଏ ପାଇଁ ଘଣ୍ଟାଏ
ଆଠମଲ୍ଲିକ,୩ା୬(ଡି.ଏନ.ଏ.): ଗରାଏ ପାଣି ପାଇଁ ହେବାକୁ ପଡ଼ୁଛି ବଡ଼ ଦହଗଞ୍ଜ। ନିକଟରେ ନଳକୂଅ ଥିଲେ ବି ଅପେକ୍ଷା କରିବାକୁ ପଡ଼ୁଛି ଘଣ୍ଟା ଘଣ୍ଟା। ସକାଳ ହେଉ କି ରାତି, ସବୁବେଳେ ଲାଗୁଛି ଲମ୍ବା ଲାଇନ। ପ୍ରତିବର୍ଷ ଗ୍ରୀଷ୍ମ ଋତୁରେ ଜଳସ୍ତର ହ୍ରାସ…
ପାର୍କରୁ ଚୋରି ହେଉଛି ବ୍ୟାୟାମ ଉପକରଣ
ବ୍ରହ୍ମପୁର ଅଫିସ,୩ା୬: ବ୍ରହ୍ମପୁର ମହାନଗର ନିଗମ (ବିଇଏମସି) ପକ୍ଷରୁ ସହରବାସୀଙ୍କ ଆମୋଦ ପ୍ରମୋଦ ଓ ବ୍ୟାୟାମ ନିମନ୍ତେ ମିନି ପାର୍କ ନିର୍ମାଣ କରାଯାଇଛି। ନିଗମ ପକ୍ଷରୁ ୨୦୨୨-୨୩ ଆର୍ଥିକ ବର୍ଷରେ ୪କୋଟି ୯ ଲକ୍ଷ ୮ ହଜାର ଟଙ୍କା ବ୍ୟୟରେ ୪୬ଟି…
ଅକ୍ଟୋବର ପୂର୍ବରୁ କାମ ସାରିବାକୁ ନିର୍ଦ୍ଦେଶ
ଛତ୍ରପୁର,୩ା୬(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ୫-ଟି ଅନ୍ତର୍ଗତ ମୋ ହସ୍ପିଟାଲ ଗୁଡିକର ରୂପାନ୍ତରଣ ଯଥାଶୀଘ୍ର ଶେଷ କରିବା ନେଇ ଆଭାସୀ ବୈଠକ ମାଧ୍ୟମରେ ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା ଗୁରୁତ୍ୱ ଦେଇଛନ୍ତି। ଆଗାମୀ ଅକ୍ଟୋବର ମାସ ପ୍ରଥମ ସପ୍ତାହ ବେଳକୁ ଯେମିତି ସମସ୍ତ…
ଷ୍ଟେଶନ ରାସ୍ତାରୁ ବେନିୟମ ହମ୍ପ୍ସ ଉଠାଇବାକୁ ଦାବି
କେନ୍ଦୁଝର,୩।୬(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝରଗଡ଼ ରେଳ ଷ୍ଟେଶନଠାରୁ ଧୋବାଡିହା ପର୍ଯ୍ୟନ୍ତ ଷ୍ଟେଶନ ରାସ୍ତା ରେଳ ଯାତ୍ରୀଙ୍କ ପାଇଁ ଜୀବନରେଖା ସଦୃଶ୍ୟ ହୋଇଥିବା ବେଳେ ଭାରତୀୟ ଖାଦ୍ୟ ନିଗମ, ଅବକାରୀ ବିଭାଗ ରେଞ୍ଜ୍ ଅଫିସ ଆଦି ବିଭାଗର ବହୁ ସଂଖ୍ୟାରେ ଯାନବାହନ ଚଳାଚଳ କରିଥାଏ। ସେହିପରି…
ଉଜୁଡ଼ିଲା ଔଷଧୀୟ ଉଦ୍ୟାନ
ଚମ୍ପୁଆ,୩ା୬(ଡି.ଏନ୍.ଏ.): କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଅଧୀନ କାଳିକାପ୍ରସାଦ ପଞ୍ଚାୟତର ହୁଞ୍ଜପଶିଠାରେ ଥିବା ଔଷଧୀୟ ଉଦ୍ୟାନ ଉଜୁଡ଼ିଯାଇଛି। ରକ୍ଷଣାବେକ୍ଷଣ ଅଭାବରୁ ଏହି ମୂଲ୍ୟବାନ୍ ଉଦ୍ୟାନ ନଷ୍ଟହୋଇଯାଇଥିବାରୁ ପରିବେଶପ୍ରେମୀ ଓ ପାରମ୍ପରିକ ବୈଦ୍ୟମାନେ ଉଦ୍ବେଗ ପ୍ରକାଶ କରିଛନ୍ତି। ଏହାର ପୁନରୁଦ୍ଧାର ପାଇଁ ବନ…
ରାସ୍ତା ଜାମରେ ଫସିଲା ବସ୍, ଅଫିସରଙ୍କ ଗାଡ଼ି
କାଳିଆପାଣି,୩ା୬(ଡି.ଏନ.ଏ.): ଯାଜପୁର ଜିଲାର କ୍ରୋମାଇଟ୍ ଖଣି ଅଞ୍ଚଳରେ ଟ୍ରାଫିକ୍ ସମସ୍ୟା ଅସମ୍ଭାଳ ହୋଇପଡ଼ିଛି। ଫଳରେ ଶୁକ୍ରବାର ବସ୍ ଯାତ୍ରୀଙ୍କ ସହ ଖଣି କର୍ମଚାରୀ ଓ ଅଧିକାରୀମାନେ ଠିକ୍ ସମୟରେ କାର୍ଯ୍ୟସ୍ଥଳରେ ପହଞ୍ଚତ୍ ପାରିନାହାନ୍ତି। ଏଥିଯୋଗୁ ଖଣି କାର୍ଯ୍ୟ ପ୍ରଭାବିତ ହୋଇଛି। ଯାତ୍ରୀମାନେ…
ଭିନ୍ନକ୍ଷମ ଚାଷୀ ଶୋଷିତ, ନିର୍ଯାତିତ
ଯାଜପୁର ଅଫିସ,୩ା୬: ଯାଜପୁର ଜିଲାର ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ)ଗୁଡ଼ିକରେ ଧାନ ସଂଗ୍ରହ ତଥା ଚାଷୀଙ୍କ ପ୍ରାପ୍ୟ ପ୍ରଦାନରେ ବ୍ୟାପକ ଅନିୟମିତତା ପରିଲକ୍ଷିତ ହେଉଛି। ପାକ୍ସ ସମ୍ପାଦକମାନେ ଚାଷୀଙ୍କୁ ହଇରାଣ ହରକତ କରୁଥିବା ଭଳି ଅଭିଯୋଗ ହେଉଥିଲେ ହେଁ ବିଭାଗୀୟ…
ନିର୍ମାଣର ମାସକ ପରେ ୧୫ ସ୍ଥାନରେ ତାଳି ପଡ଼ିଲା
ଚଣ୍ଡିଖୋଲ,୩ା୬(ଡି.ଏନ୍.ଏ.): କଟକ ଚାରବାଟିଆ ପୂର୍ତ୍ତ ବିଭାଗ ଡିଭିଜନ ଅଧୀନ ବଡ଼ଚଣା ଉପଖଣ୍ଡରେ ରହିଛି ବାଲିଚନ୍ଦ୍ରପୁର-ବେଣିପୁର ରାସ୍ତା। ଏହି ରାସ୍ତା ୧୦ କି.ମି. ୨ ମିଟର ନିର୍ମାଣ ପାଇଁ ଖର୍ଚ୍ଚ ହୋଇଛି ୨୨ କୋଟି ଟଙ୍କା। କେବଳ ରାସ୍ତାର ଉନ୍ନତୀକରଣ ନିମନ୍ତେ ପିଚୁକାର୍ଯ୍ୟ…
ଗଛ, ବିଦ୍ୟୁତ୍ ଖୁଣ୍ଟ ଉପୁଡ଼ିଲା, ଚାଳ ଛପର ଉଡ଼ିଲା
ମହାକାଳପଡ଼ା,୩ା୬(ଡି.ଏନ.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ବଜ୍ରପାତ ସହ ପବନରେ ବହୁ ସ୍ଥାନରେ ଛାଳ ଘର ଛପର ଉଡ଼ି ଯାଇଥିବା ବେଳେ ଗଛ ଉପୁଡ଼ି ପଡିଛି। ବିଦ୍ୟୁତ୍ ଖୁଣ୍ଟ ଭାଙ୍ଗି…
୬ ଦିନ ପାଣି ନ ମିଳିବାରୁ ମହିଳାଙ୍କ ରାସ୍ତାରୋକୋ
କୁଜଙ୍ଗ,୩ା୬ (ଡି.ଏନ୍.ଏ.): କୁଜଙ୍ଗ ବ୍ଲକ କୁଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ନବାଡ଼ିଆ ଗ୍ରାମରେ ବିଭାଗୀୟ ଅବହେଳା ଓ ଖାମଖିଆଲ ନୀତି ଯୋଗୁ ୬ ଦିନ ୫ ଶହ ଅଧିବାସୀ ପାନୀୟ ଜଳ ପାଇଁ ଅସୁବିଧାର ସମ୍ମୁଖୀନ ହେଉଥିଲେ। ପ୍ରତିବାଦରେ ଶୁକ୍ରବାର ମହିଳାମାନେ ଗରା…
ବାହାନଗା ଟ୍ରେନ୍ ଦୁର୍ଘଟଣା: ମୃତ୍ୟୁ ସଂଖ୍ୟା ୨୩୩କୁ ବୃଦ୍ଧି
ସୋର,୩।୬(ଡି.ଏନ.ଏ): ବାଲେଶ୍ୱର ଜିଲା ବାହାନଗା ଷ୍ଟେଶନ ନିକଟରେ ଶୁକ୍ରବାର ସନ୍ଧ୍ୟାରେ ଘଟିଥିବା ଭୟଙ୍କର ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୩୩ରେ ପହଞ୍ଚତ୍ଛି। ଏଥିସହ ଆହତଙ୍କ ସଂଖ୍ୟା ୯୦୦ରୁ ଅଧିକ ହେବ ଜଣାପଡିଛି। ଆହତଙ୍କୁ ବାଲେଶ୍ୱର ଜିଲା ବିଭିନ୍ନ ଡାକ୍ତରଖାନା ସମେତ ଭଦ୍ରକ…

