ଆମ ଜିଲା ଖବର

ବନ୍ଧୁକ ଲଗାଇ ଅପହରଣ ପରେ ହତ୍ୟା ଉଦ୍ୟମ

ଗୋପ,୨୫।୪(ଡି.ଏନ୍‌.ଏ.): ସୋମବାର ବିଳମ୍ବିତ ରାତିରେ ଗୋପ ଥାନା ଅନ୍ତର୍ଗତ ଓରୁଆଳି ଗ୍ରାମ ନିକଟରେ ପାନ ଦୋକାନ କରିଥିବା ଉକ୍ତ ଗ୍ରାମର ପ୍ରଦୀପ ଦାସ(୨୮)ଙ୍କୁ ଅପହରଣ ପରେ ହତ୍ୟା ଉଦ୍ୟମ କରାଯାଇଥିବା ଥାନାରେ ଅଭିଯୋଗ ହୋଇଛି। ମଙ୍ଗଳବାର ସକାଳୁ ସେ ଭୁବନେଶ୍ୱରର ଧଉଳି…

ମାଟ୍ରିକ୍‌ ସାମାଜିକ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି ପ୍ରସଙ୍ଗ: ‘ବି’ ସେଟ୍‌ ପରୀକ୍ଷାର୍ଥୀଙ୍କୁ ୧୭ ମାର୍କ ମିଳିବା ଖବର ମିଥ୍ୟା: ରାମାଶିଷ

‘ବି’ ସେଟ୍‌ ପରୀକ୍ଷାର୍ଥୀଙ୍କୁ ୧୭ ମାର୍କ ମିଳିବା ଖବର ମିଥ୍ୟା: ରାମାଶିଷ କଟକ ଅଫିସ,୨୫ା୪- ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷ ମାଟ୍ରିକ୍‌ ପରୀକ୍ଷାରେ ମୁଦ୍ରଣ ଜନିତ ତ୍ରୁଟି ପାଇଁ ସାମାଜିକ ବିଜ୍ଞାନ ‘ବି’ ସେଟ୍‌ ଛାତ୍ରୀଛାତ୍ରଙ୍କୁ ୧୭…

ମେ ପହିଲାରୁ ବଢ଼ିବ ଛେନା ଓ ପନିର୍‌ ମୂଲ୍ୟ

କଟକ ଅଫିସ,୨୫।୪: ଆସନ୍ତା ମେ ପହିଲାରୁ ଦୁଗ୍ଧ ଜାତ ଦ୍ରବ୍ୟ ଛେନା, ପନିର୍‌ ଓ ଖୁଆର ମୂଲ୍ୟ ମହଙ୍ଗା ହେବ। କଟକ ଜିଲା ଦୁଗ୍ଧଜାତ ଦ୍ରବ୍ୟ ବ୍ୟବସାୟୀ ସଙ୍ଘର ବୈଠକରେ ଏ ନେଇ ନିଷ୍ପତ୍ତି ନିଆଯାଇଛି। ଓମ୍‌ଫେଡ କ୍ଷୀର ଲିଟର ପ୍ରତି…

ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୨୫ା୪-ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ମଙ୍ଗଳବାର ଏକ ନାବାଳିକା ବଳାତ୍କାର ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତ ଜଣଙ୍କ ଗୋଷାଣୀନୂଆଗଁା ଥାନା ଅଞ୍ଚଳର ଶଙ୍କର ଦାସ (୨୮)। ବିଚାରପତି ତାଙ୍କ ରାୟରେ…

ବରଗଡ଼ରେ ପୁଣି କୁଆପଥର ବର୍ଷା, ଚିନ୍ତାରେ ଚାଷୀ

ବରଗଡ଼ ଅଫିସ,୨୫।୪: ବରଗଡ଼ ଜିଲାରେ ମଙ୍ଗଳବାର ସାରେ ପୁଣି କାଳବୈଶାଖୀର ପ୍ରଭାବ ଦେଖିବାକୁ ମିଳିଛି। ସନ୍ଧ୍ୟା ପ୍ରାୟ ୫ଟାରୁ ଝଡବର୍ଷା ସାଙ୍ଗକୁ କୁଆପଥର ବୃଷ୍ଟି ହୋଇଛି। ବରଗଡ଼ ବ୍ଲକ ଅନ୍ତର୍ଗତ କଟାପାଲି ସମେତ ଆଖପାଖ ଅଞ୍ଚଳରେ କୁଆପଥର ବର୍ଷା ହୋଇଛି। ଗତ…

ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ: ୨ ଗୁରୁତର

ନୟାଗଡ଼ ଅଫିସ, ୨୫।୪: ବଜ୍ରପାତରେ ଜଣେ ନାବାଳକଙ୍କ ମୃତ୍ୟୁ ଘଟିଥିବାବେଳେ ୨ ଗୁରୁତର ହୋଇଛନ୍ତି। ଏଭଳି ଘଟଣା ଘଟିଛି ନୟାଗଡ଼ ଜିଲା ଭାପୁର ଥାନା ଭାଲୁଖାଇ ଗାଁରେ। ଗୁରୁତରଙ୍କୁ ଭାପୁର ଡେିକାଲରୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଗାଁରେ ପୋଖରୀ ଖୋଳା ହେଉଥିବା…

ସୌଦାମିନୀ ମୃତ୍ୟୁ ଘଟଣା: କ୍ରାଇମବ୍ରାଞ୍ଚ ତଦନ୍ତ ଦାବି କରି ଜିଲାପାଳଙ୍କ କାର୍ଯ୍ୟଳୟ ଘେରାଉ

ଗଜପତି,୨୫।୪(ଡି.ଏନ.ଏ): ଗଜପତି ଜିଲା ନବୋଦୟ ଛାତ୍ରୀ ସୌଦାମିନୀ ରୋଇତ ମୃତ୍ୟୁ ଘଟଣାର ୬୫ ଦିନ ପରେ ମଧ୍ୟ ପୋଲିସ ଘଟଣାର ତଦନ୍ତ କରି ଦୋଷୀଙ୍କୁ ଚିହ୍ନଟ କରିବାରେ ବିଫଳ ହୋଇଛି। ଏହି ଅଭିଯୋଗରେ ମୃତ ଛାତ୍ରୀ ସୌଦାମିନୀଙ୍କ ପରିବାର ଲୋକଙ୍କୁ ସମର୍ଥନ…

ବହିବିକି ବିଦା ହେଲେ ସିଆର୍‌ସିସି

ଖୋର୍ଦ୍ଧା ଅଫିସ,୨୫।୪: ବହିବିକି ପଦରୁ ଅବ୍ୟାହତ ହେଲେ ସିଆର୍‌ସିସି। ଏଭଳି ଘଟଣା ଘଟିଛି ଖୋର୍ଦ୍ଧା ଜିଲାରେ। ଦେଉଳି କ୍ଲଷ୍ଟର ସିଆରସିସି ମନମୋହନ ମିଶ୍ର ବହି ବିକିଥିଲେ। ଏ ନେଇ ବୋଲଗଡ଼ ବିଇଓ ନିରଞ୍ଜନ ମହାନ୍ତି ସମ୍ପୃକ୍ତ ସିଆରସିସିଙ୍କୁ କାର୍ଯ୍ୟରୁ ଅବ୍ୟାହତ କରିଛନ୍ତି।…

ଜିଏସଟି ଠକେଇ ମାମଲା: ସିମେଣ୍ଟ ଏଜେନ୍ସିରେ ଚଢ଼ାଉ

ପାରଳାଖେମୁଣ୍ଡି,୨୫।୪(ଡି.ଏନ.ଏ): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡ ସ୍ଥିତ ସୁମିତ୍ରା ଅଲ୍ଟ୍ରାଟେକ ସିମେଣ୍ଟ ଏଜେନ୍ସିରେ ବ୍ରହ୍ମପୁର ଜିଏସଟି ଏନଫୋର୍ସମେଣ୍ଟ ୟୁନିଟ କାର୍ଯ୍ୟାଳୟ ପକ୍ଷରୁ ଚଢାଉ କରାଯାଇଛି। ଏହି ଚଢାଉରେ ୭ ଜଣିଆ ଟିମ୍‌ ସାମିଲ୍‌ ଥିବା ଜଣାପଡିଛି। ଏଜେନ୍ସିର ମୁଖ୍ୟ ଆଉଟଲେଟ,…

ରତ୍ନଭଣ୍ଡାର ଚାବି ହଜିବା ଘଟଣା: ଦୁଇପକ୍ଷଙ୍କୁ ହାଇକୋର୍ଟଙ୍କ ନୋଟିସ

କଟକ ଅଫିସ,୨୫।୪: ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଘଟଣାରେ ଯେଉଁ ନ୍ୟାୟିକ ତଦନ୍ତ ହୋଇଥିଲା, ତାର ରିପୋର୍ଟ ସାର୍ବଜନୀନ କରିବା ଉଦ୍ଦେଶ୍ୟରେ ଦାୟର ମାମଲାର ମଙ୍ଗଳବାର ଶୁଣାଣି ହୋଇଛି । ମାମଲାର ଦୁଇ ପକ୍ଷ ମୁଖ୍ୟ ଶାସନ ସଚିବ ଏବଂ ଆଇନ…

ଗଛ ପଡ଼ି କାର ଭାଙ୍ଗିଲା

ଜୟପୁର,୨୫ା୪(ନି.ପ୍ର.): କାଳ ବୈଶାଖୀର ଭୟଙ୍କର ରୂପ ଜୟପୁର ହାଟପଦାଠାରେ ଦେଖିବାକୁ ମିଳିଛି । ପ୍ରବଳ ପବନ ଓ ବର୍ଷାରେ ଏକ ବିରାଟ ଗଛ ଉପୁଡି ଯାଇଥିଲା । ଗଛଟି ନିକଟରେ ଥିବା ଏକ କାର ଉପରେ ପଡିବାରୁ ତାହା ସମ୍ପୂର୍ଣ୍ଣ ନଷ୍ଟ…

ତାମିଲନାଡ଼ୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ନନ୍ଦପୁର,୨୫ା୪(ଡି.ଏନ୍‌.ଏ.): ତାମିଲନାଡ଼ୁରେ ଏକ ପଥର ଖାଦାନରେ କାର୍ଯ୍ୟ କରୁଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କୋରାପୁଟ ଜିଲା ନନ୍ଦପୁର ବ୍ଲକ ହିକିମପୁଟ ପଞ୍ଚାୟତ ମାରଡ଼ା ଗ୍ରାମର ନରସିଂହ କଅଁର(୨୮)। ରବିବାର ଅପରାହ୍ନରେ ନରସିଂହ ପଥର ଖାଦାନରେ କାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?