ଆମ ଜିଲା ଖବର

ଦାରୁଦିଅଁଙ୍କ ପାଇଁ ରଥ ନିର୍ମାଣ ଆରମ୍ଭ

ପୁରୀ ଅଫିସ, ୨୫ା୪: ଆସନ୍ତା ଜୁନ୍‌ ୨୦ରେ ଘୋଷଯାତ୍ରା। ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା ପାଇଁ ରଥ ନିର୍ମାଣ ଶୁଭାରମ୍ଭ ହୋଇଛି। ରବିବାର ପବିତ୍ର ଅକ୍ଷୟ ତୃତୀୟାରେ ରଥ କାମ ଅନୁକୂଳ ହେବା ପରେ ସୋମବାରଠାରୁ ଶ୍ରୀନଅର ସମ୍ମୁଖ ଅସ୍ଥାୟୀ ରଥଖଳାରେ…

ନଡ଼ିଆ ଭୋଗକୁ ନେଇ ଅସନ୍ତୋଷ

ଘଟଗାଁ,୨୫।୪: (ଡି.ଏନ୍‌.ଏ.)ଟଙ୍କା ଦିଅ ନ ହେଲେ ଏଠୁ ଯାଅ। ତୁମେ ଯେଉଁଠିକି ଯାଇ ଅଭିଯୋଗ କର, ଆମର କେହି କିଛି କରିପାରିବେନି। ଏଭଳି ରୁକ୍ଷ ଭାଷାରେ ଭକ୍ତଙ୍କଠାରୁ ଜୁଲମ୍‌ କରି ଟଙ୍କା ଆଦାୟ କରୁଛନ୍ତି କେନ୍ଦୁଝର ଜିଲା ଘଟଗାଁବାସିନୀ ମା’ ତାରିଣୀଙ୍କ…

ବିନା ଛୁଟିରେ ମୁଖ୍ୟାଳୟ ଛାଡ଼ି ପାରିବେନି ଅଧିକାରୀ

ଜଗତ୍‌ସିଂହପୁର ଅଫିସ,୨୫।୪: ଜଗତ୍‌ସିଂହପୁର ଜିଲାରେ କାର୍ଯ୍ୟରତ ସରକାରୀ ଅଧିକାରୀ ଓ କର୍ମଚାରୀମାନଙ୍କ ମଧ୍ୟରୁ ଅନେକ ଜିଲା ତଥା ବ୍ଲକ ମୁଖ୍ୟାଳୟରେ ରହୁନାହାନ୍ତି। କେବଳ ଏତିକି ନୁହେଁ, କେତେଜଣ ସରକାରୀ ଗାଡ଼ିର ଦୁରୁପଯୋଗ ସାଙ୍ଗକୁ ହାତପୂରା ଛୁଟି ନେବା ଅଭିଯୋଗ ହୋଇଛି। ଏହାସତ୍ତ୍ବେ…

ଇକୋ-ଟଏଲେଟ୍‌ରେ ୩ ବର୍ଷ ହେଲା ତାଲାପଡ଼ିଛି

ପଟ୍ଟାମୁଣ୍ଡାଇ,୨୫।୪: (ସ୍ବ.ପ୍ର.) ସ୍ବଚ୍ଛ ଭାରତ ପାଇଁ କେନ୍ଦ୍ର ସରକାର ଅର୍ଥ ଖର୍ଚ୍ଚ କରିବା ସହ ସ୍ବଚ୍ଛତା ବିଷୟରେ ଲୋକଙ୍କୁ ସଚେତନ କରିବାକୁ ବିଭିନ୍ନ ସଚେତନତାମୂଳକ କାର୍ଯ୍ୟକ୍ରମ କରୁଛନ୍ତି। ତଥାପି ଏସବୁର ପ୍ରଭାବ ଓ ଯୋଜନାର ସୁଫଳ ଲୋକଙ୍କ ପାଖରେ ପହଞ୍ଚତ୍ ପାରୁନାହିଁ।…

ବାଛରାନାସୀ ନାଳର ପୁନରୁଦ୍ଧାର ସରକାର ଭୁଲିଗଲେ

ପଟ୍ଟାମୁଣ୍ଡାଇ,୨୫।୪: (ସ୍ବ.ପ୍ର.) କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଅଞ୍ଚଳର ବାଛରାନାସୀର ପୁନରୁଦ୍ଧାର କାର୍ଯ୍ୟ ରାଜ୍ୟ ସରକାର ଆରମ୍ଭ କରିଥିଲେ ହେଁ, କାମ ଅଧାରୁ ରଖି ଠିକାଦାର ଛୁ ମାରିଛନ୍ତି। ଫଳରେ ଧୋୟାଞ୍ଚଳବାସୀଙ୍କ ସ୍ବପ୍ନ ପୂରଣ ହେବା ନେଇ ସନ୍ଦେହ ସୃଷ୍ଟି ହୋଇଛି।…

ବିରୋଧ ପାଇଁ ସଜବାଜ

ଯାଜପୁର ଅଫିସ,୨୫।୪: କଳିଙ୍ଗନଗର ଶିଳ୍ପାଞ୍ଚଳର କେତେକ କାରଖାନାରୁ ବାୟୁ ଓ ଜଳ ପ୍ରଦୂଷଣ ଯୋଗୁ ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳ ସମେତ ଆଖପାଖ ଅଞ୍ଚଳରେ ସ୍ବାସ୍ଥ୍ୟଗତ ସଙ୍କଟ ଦେଖାଦେଇଛି। ଏଭଳି ଅନିୟନ୍ତ୍ରିତ ପରିସ୍ଥିତିରେ ଆଉ ଏକ କାରଖାନା କଳିଙ୍ଗନଗରରେ ପାଦ ଥାପିଛି।…

ଡମଶାଳ କୂଳରେ ଜଙ୍ଗଲ କାଟି ଘର ନିର୍ମାଣ

କାଳିଆପାଣି,୨୫।୪: (ଡି.ଏନ.ଏ.) ବନ ବିଭାଗର ନିଷ୍କ୍ରିୟତା ପାଇଁ ସୁକିନ୍ଦା ବନାଞ୍ଚଳ ଏବେ ଧ୍ୱଂସ ହେବାରେ ଲାଗିଛି । ଖଣି ପାଇଁ ଘଞ୍ଚ ଜଙ୍ଗଲରେ ପୂର୍ଣ୍ଣ ମହାଗିରି ପର୍ବତମାଳା ସବୁଜିମା ଶୂନ୍ୟ ହେବାରେ ଲାଗିଛି। ଏବେ ସୁକିନ୍ଦା ଖଣିଅଞ୍ଚଳର ଚିରସ୍ରୋତା ଡ଼ମଶାଳ ନାଳର…

ବେଧଡ଼କ ଚାଲିଛି ବେଆଇନ ଚିମିନୀ ଇଟାଭାଟି

କୋରେଇ,୨୫।୪: (ଡି.ଏନ.ଏ.): ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ପଥରପଦା ମୌଜାରେ ଜଣେ ବ୍ୟକ୍ତି ଦୀର୍ଘବର୍ଷ ହେବ ନିଜର ବେଆଇନ ଚିମିନ ଇଟାଭାଟି ଚଳାଇଛନ୍ତି। ଏନେଇ ସ୍ଥାନୀୟ ଅଧିବାସୀ ଜିଲା ପ୍ରଶାସନ ନିକଟରେ ଅଭିଯୋଗ କଲେ ମଧ୍ୟ ଅଧିକାରୀଙ୍କ ଇଟା ମାଫିଆଙ୍କ…

ତହସିଲଦାରଙ୍କ ବନ୍ଦ ନିର୍ଦ୍ଦେଶ ସତ୍ତ୍ୱେ ଗୃହ ନିର୍ମାଣ ଚାଲିଛି

ସିଂହପୁର,୨୫।୪: (ଡି.ଏନ.ଏ.) ବିଂଝାରପୁର ଥାନା, ବରୀ ବ୍ଲକ ଅଧୀନ ମଧୁସୁଦନପୁର ପଞ୍ଚାୟତ ସୁନ୍ଦରପୁର ଗ୍ରାମରେ ଅନାବାଦୀ ଜମିରେ ଜଣେ ବ୍ୟକ୍ତି ଗୃହ ନିର୍ମାଣ କରୁଥିଲେ। ଗ୍ରାମବାସୀ ଏହାକୁ ବିରୋଧ କରିଥିଲେ ମଧ୍ୟ ସେ କାମ ବନ୍ଦ କରି ନ ଥିଲେ। ବାଧ୍ୟ…

କୃଷକ ଦିବସ ସମାରୋହ ଗୋଟିଏ ପଞ୍ଚାୟତରେ ସୀମିତ

ରସୁଲପୁର,୨୫।୪: (ଡି.ଏନ.ଏ.) ଅକ୍ଷୟ ତୃତୀୟା ଅବସରରେ ରସୁଲପୁର ବ୍ଲକ କୃଷି ବିଭାଗ ପକ୍ଷରୁ କୃଷକ ଦିବସ ସମାରୋହ ଉକ୍ତ ବ୍ଲକ ଅଧୀନ ବାରବାଟୀ ପଞ୍ଚାୟତର ଚିତ୍ରକୂଳ ଗ୍ରାମରେ ଅନୁଷ୍ଠିତ ହୋଇଯାଇଛି। ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ସମାରୋହକୁ ଗୋଟିଏ ପଞ୍ଚାୟତରେ ସୀମିତ ରଖାଯାଇଛି।…

ଖଣିଜ ପଥର ଗ୍ରେଡ୍‌ ହ୍ରାସ କରି ରାଜସ୍ବ ଲୁଟ

କେନ୍ଦୁଝର,୨୫।୪: (ସ୍ବ.ପ୍ର.) କେନ୍ଦୁଝର ଜିଲାର ବିଭିନ୍ନ ଖଣିରେ ବେଆଇନ କାମ କରି ଲାଭବାନ ହୋଇଥିବା ଖଣି ସଂସ୍ଥା ବିରୋଧରେ ସରକାରୀ କାର୍ଯ୍ୟାନୁଷ୍ଠାନ ନ ସରୁଣୁ ଆଉ ଏକ ଦୁର୍ନୀତି ନେଇ ଚର୍ଚ୍ଚା ଆରମ୍ଭ ହୋଇଛି। ଏବେ ହାଇ ଗ୍ରେଡ୍‌ ଖଣିଜ ପଥରକୁ…

ଶିକ୍ଷକ ବାପ, ପୁଅଙ୍କ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୨୫ା୪: ବ୍ରହ୍ମପୁର ପୋଲିସ ଏକ ଆନ୍ତଃରାଜ୍ୟ ଜାଲ୍‌ ସାର୍ଟିଫିକେଟ୍‌ କାରବାରର ପର୍ଦ୍ଦାଫାଶ କରିଛି। ନକଲି ସାର୍ଟିଫିକେଟ୍‌ ପ୍ରଦାନ କରୁଥିବା ଏକ ର଼୍ୟାକେଟକୁ ଧରିଛି। ଏହି ର଼୍ୟାକେଟର ମାଷ୍ଟରମାଇଣ୍ଡ ଶିକ୍ଷକ, ତାଙ୍କ ଡାକ୍ତରୀ ପଢୁଆ ପୁଅଙ୍କ ସମେତ ୪ଜଣଙ୍କୁ ଗିରଫ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?