ଆମ ଜିଲା ଖବର

ମୃତ୍ୟୁ ପୂର୍ବରୁ ନିଶାରେ ଥିଲେ ଚିନ୍ମୟୀ: ଭିସେରା ରିପୋର୍ଟ

ସମ୍ବଲପୁର, ୨୫ା୩(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ଭିସୁଟ୍‌ର ପୁରାତନ ଛାତ୍ରୀ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁଙ୍କ ପାଣିରେ ବୁଡି ମୃତ୍ୟୁ ଘଟିଥିଲା। ବ୍ୟବଚ୍ଛେଦ ରିପୋର୍ଟ ଓ ଡାଏଟନ୍‌ ରିପୋର୍ଟରେ ମଧ୍ୟ ଏହା ଉଲ୍ଲେଖ ଥିବା ପୋଲିସ କହିଥିଲା। ସୋମବାର ଭିସେରା ରିପୋର୍ଟକୁ ନେଇ ପୋଲିସ…

କୂଅରେ ଖସିପଡ଼ି ନାବାଳକଙ୍କ ମୃତ୍ୟୁ

କାମାକ୍ଷାନଗର,୨୫।୪(ଡି.ଏନ୍‌.ଏ.): ଯାତ୍ରା ଦେଖିବାକୁ ମାମୁ ଘରକୁ ଆସିଥିବାବେଳେ ଏକ ଖୋଲାକୂଅରେ ଖସିପଡ଼ି ଚାଲିଯାଇଛି ଜଣେ ନାବାଳକଙ୍କ ଜୀବନ। ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ସରଦେଈପୁର ଗ୍ରାମରେ ସୋମବାର ଘଟିଛି ଏଭଳି ଏକ ଅଘଟଣ। ମୃତକ ହେଲେ ତୁମୁସିଙ୍ଗା ଥାନା ବୋଲୁଅ ଗ୍ରାମର…

ପୋଖରୀରେ ବୁଡ଼ି ୨ ଭାଇ ମୃତ

ବୁଗୁଡ଼ା,୨୫ା୪(ଡି.ଏନ.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଖୋଳଖାଳି ଗ୍ରାମର ଏକ ପୋଖରୀରେ ବୁଡ଼ି ଦୁଇ ଭାଇଙ୍କ ମୃତ୍ୟୁ ଘଟିଛି। ସେମାନେ ହେଲେ ଖୋଳଖାଳି ଗ୍ରାମ ମାଳିସାହିର ରଙ୍କନିଧି ଗୌଡ଼ଙ୍କ ବଡ଼ ପୁଅ ପୃଥ୍ବୀରାଜ ଗୌଡ଼(୧୨) ଓ ସାନ ପୁଅ ଅଜୟ ଗୌଡ଼…

ତରଭୁଜ ଚାଷ ଦେଖିବାକୁ ଯାଇଥିଲେ, ବଜ୍ରପାତ ନେଲା ୨ ଭାଇଙ୍କ ଜୀବନ

ଭବାନୀପାଟଣା,୨୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲାରେ ସୋମବାର ସାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ତରଭୁଜ କିଆରୀରେ ଚାଷ ଦେଖୁଥିବାବେଳେ ହଟାତ ବଜ୍ରପାତ ଘଟି ୨ ସମ୍ପର୍କୀୟ ଭାଇଙ୍କ ମୃତ୍ୟୁ ହୋଇଛି। ମୃତ ୨ ଭାଇ ହେଲେ କଲମପୁର ବ୍ଲକ ମିନଗୁର ପଞ୍ଚାୟତ…

ନିଖୋଜ ନାବାଳିକାକୁ ଖୋଜିବା ନେଇ ଏସପିଙ୍କ ଦ୍ବାରସ୍ଥ ହେଲେ ପରିବାର ଲୋକ

କେନ୍ଦୁଝର,୨୪।୪ (ସ୍ବ.ପ୍ର.) ଗତ ମାର୍ଚ୍ଚ ମାସ ୨୦ ତାରିଖରୁ ନିଖୋଜ ଥିବା ୧୫ ବର୍ଷ ନାବାଳିକାକୁ ସ୍ଥାନୀୟ ପୋଲିସ ଉଦ୍ଧାର କରିବାରେ ବିଫଳ ହେବାରୁ ଆଜି ସାରେ ତାଙ୍କ ବାପା ମାଧବ ଚରଣ ସୱାଇଁ ଓ ପରିବାର ସଦସ୍ୟ ଏସପି କେନ୍ଦୁଝର…

ଶଙ୍ଖ ଭବନ ଉଦ୍‌ଘାଟନରେ ଯୋଗଦେଇ ଅଡୁଆରେ ୨ ଶିକ୍ଷକ

ବେଗୁନିଆପଡ଼ା,୨୪ା୪: ବିଜେଡିର ରାଜ୍ୟ କାର୍ଯ୍ୟାଳୟ ‘ଶଙ୍ଖ ଭବନ’ର ଉଦ୍‌ଘାଟନ ହୋଇଛି। ଏଥିରେ ମନ୍ତ୍ରୀ, ଏମ୍‌ପି, ବିଧାୟକ ଓ ଦଳର ବରିଷ୍ଠ କର୍ମକର୍ତ୍ତା, ଛାମୁଆ ସଂଗଠନର ନେତୃବୃନ୍ଦ ଓ କର୍ମୀମାନେ ଉପସ୍ଥିତ ଥିଲେ। ଗଞ୍ଜାମ ଜିଲା ବେଗୁନିଆପଡ଼ା ବ୍ଲକର ୨ ଜଣ ସରକାରୀ…

ଏମ୍‌କେସିଜିରେ ପୋଲିସ କର୍ମଚାରୀଙ୍କ ସ୍ବତନ୍ତ୍ର ଚିକିତ୍ସା ଆରମ୍ଭ

ବ୍ରହ୍ମପୁର ଅଫିସ, ୨୪/୪: ଏମ୍‌କେସିଜି ମେଡିକାଲରେ ସୋମବାର ଠାରୁ ବ୍ରହ୍ମପୁର ଜିଲାରେ କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ସ୍ବତନ୍ତ୍ର ଚିକିତ୍ସା ଆରମ୍ଭ ହୋଇଛି। ବ୍ରହ୍ମପୁର ପୋଲିସ ଜିଲାରେ କାର୍ଯ୍ୟରତ ୪୦ ବର୍ଷରୁ ଊଦ୍ଧର୍‌ବ ସମସ୍ତ ପୋଲିସ କର୍ମଚାରୀଙ୍କୁ ଫିଟ ରଖିବା ପାଇଁ ଏଭଳି…

ମହିଳାଙ୍କ ବେକରୁ ସୁନାହାର ଝାମ୍ପିନେଲେ ଦୁର୍ବୃତ୍ତ

ମୋରଡା,୨୪।୪(ଡି.ଏନ.ଏ): ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଧୀନ ବରକନ୍ଦ ପଞ୍ଚାୟତର ବଇଞ୍ଚତ୍ଡିହାଠାରେ ସୋମବାର ମଧ୍ୟାହ୍ନରେ ଜଣେ ମହିଳାଙ୍କ ବେକରୁ ସୁନାହାର ଝାମ୍ପି ନେଇଛନ୍ତି ଦୁର୍ବୃତ୍ତ। ଲୁଟ୍‌ର ଶିକାର ହୋଇଥିବା ମହିଳା ହେଲେ ରୁଚିସ୍ମିତା ପାଳ। ଏନେଇ ସେ ମୋରଡ଼ା ଥାନାରେ ଅଭିଯୋଗ…

ବଜ୍ରପାତରେ ଜଳଙ୍ଗ ଚଣ୍ଡିମନ୍ଦିର ମୁଖଶାଳା ଭାଙ୍ଗିଲା

ଖଇରା,୨୪।୪(ଡି.ଏନ.ଏ.)- ବାଲେଶ୍ୱର ଜିଲାର ଅନ୍ୟତମ ପ୍ରସିଦ୍ଧ ଶକ୍ତିପୀଠ ଖଇରା ବ୍ଲକର ଜଳଙ୍ଗ ଚଣ୍ଡୀ ପୀଠ ମୁଖଶାଳା ବଜ୍ରପାତରେ ଭାଙ୍ଗି ପଡ଼ିଛି। ଏନେଇ ଭକ୍ତମାନଙ୍କ ମଧ୍ୟରେ ନୈରାଶ୍ୟ ଭାବ ପ୍ରକାଶ ପାଇଛି। ତୁରନ୍ତ ଏହାକୁ ନୂତନ ଭାବରେ ନିର୍ମାଣ କରିବାକୁ ଟ୍ରଷ୍ଟି ବୋର୍ଡ…

 ନାବାଳିକାଙ୍କୁ ଯୌନ ନିର୍ଯାତନା ମାମଲା: ଦୋଷୀଙ୍କୁ ୫ବର୍ଷ୧୦ମାସ ଜେଲ

ବାଲେଶ୍ୱର ଅଫିସ,୨୪।୪: ବାଲେଶ୍ୱର ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ବିଚାରପତି (ପୋକ୍‌ସୋ) ରଞ୍ଜନ କୁମାର ସୁତାର ସୋମବାର ଏକ ନାବାଳିକା ଯୌନ ନିର୍ଯାତନା ମାମଲାର ବିଚାର କରି ଦୋଷୀଙ୍କୁ ୫ବର୍ଷ ୧୦ ମାସ ସଶ୍ରମ କାରାଦଣ୍ଡ ସହ…

କେନ୍ଦୁପତ୍ର ତୋଳିବାକୁ ଯାଇ ଭାଲୁ ଆକ୍ରମଣରେ ଯୁବକ ଗୁରୁତର

କୋକସରା,୨୪/୦୪(ଡି.ଏନ.ଏ)କେନ୍ଦୁପତ୍ର ତୋଳିବାକୁ ଯାଇଥିବା ବେଳେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ଆହତ ହୋଇଛନ୍ତି। ରବିବାର ସାରେ ତାଙ୍କୁ ଗୁରୁତର ଅବସ୍ଥାରେ କୋକସରା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ଧର୍ମଗଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଭାଲୁ…

ଅନ୍ତଃରାଜ୍ୟ ନକଲି ସାର୍ଟିଫିକେଟ ରାକେଟ ପର୍ଦାଫାଶ: ସରକାରୀ ଶିକ୍ଷକ ସମେତ ୪ ଗିରଫ

ବ୍ରହ୍ମପୁର ଅଫିସ,୨୪।୪: ଓଡ଼ିଶାରେ ଚାଲିଥିବା ଏକ ନକଲି ସାର୍ଟିଫକେଟ ରାକେଟର ପର୍ଦାଫାଶ କରିଛି ବ୍ରହ୍ମପୁର ପୁଲିସ । ଏହି ରାକେଟର ମୁଖ୍ୟ ତଥା ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ ଲଙ୍ଗଳେଶ୍ବରର ସରକାରୀ ଶିକ୍ଷକ ଦଇତାରୀ ବେହେରାଙ୍କ ସମେତ ଢେଙ୍କାନାଳର ପ୍ରଶାନ୍ତ କୁମାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?