ଆମ ଜିଲା ଖବର

ଆରମ୍ଭ ହେଲା ରଥକାର୍ଯ୍ୟ

ପୁରୀ ଅଫିସ,୨୪ା୪: ସୋମବାରଠାରୁ ବିଧିବଦ୍ଧ ଭାବେ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ଗତକାଲି ଅକ୍ଷୟ ତୃତୀୟା ଅବସରରେ ରଥକାଠ ଅନୁକୂଳ ହୋଇଥିବା ବେଳେ ଆଜିଠାରୁ ନିର୍ମାଣ କାର୍ଯ୍ୟ ଆରମ୍ଭ ହୋଇଛି। ମହାରଣା ସେବକ ଓ ଭୋଇ ସେବକମାନେ ରଥ ନିର୍ମାଣ…

ସମ୍ବଲପୁର ହିଂସାର ପ୍ରତିବାଦ

ସୋରଡ଼ା,୨୪ା୪(ଡି.ଏନ୍‌.ଏ.): ସମ୍ବଲପୁରରେ ହୋଇଥିବା ହିଂସା ପ୍ରତିବାଦରେ ଗଞ୍ଜାମ ଜିଲା ସୋରଡ଼ାର ବଜରଙ୍ଗ ଦଳ ପକ୍ଷରୁ ତହସିଲଦାର ପ୍ରଫୁଲ୍ଲ ଚନ୍ଦ୍ର ଡାକୁଆଙ୍କୁ ସୋମବାର ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଓଡ଼ିଶା ଏକ ରାଜ୍ୟ ଭାବରେ ସର୍ବଦା ଶାନ୍ତି ପ୍ରେମ କରିଆସୁଛି ଏବଂ ସମଗ୍ର…

ନାବାଳିକାଙ୍କ ଝୁଲନ୍ତା ମୃତଦେହ ଜବତ

ବାଉଁଶୁଣୀ,୨୪ା୪(ଡି.ଏନ୍‌.ଏ.): ବୌଦ୍ଧ ଜିଲା ବାଉଁଶୁଣୀ ଥାନା ଅନ୍ତର୍ଗତ ଅଁଳାପାଲି ପଞ୍ଚାୟତ ସାହୁପଡ଼ା ରଣାସାହିରେ ଏକ ଅଭାବନୀୟ ଘଟଣା ଘଟିଛି। ମିଳିଥିବା ସୂଚନାନୁଯାୟୀ, ସୋମବାର ପୂର୍ବାହ୍ନରେ ବାଉଁଶୁଣୀ ଥାନା ସାହୁପଡ଼ା ରଣା ସାହିର ସନ୍ତୋଷ ରଣାଙ୍କ ବଡ଼ଝିଅ ସ୍ମୃତି ରଣା(୧୫) ନିଜ ଘରେ…

୪ ଅଭିଯୁକ୍ତଙ୍କୁ ଅଟକ ରଖି ପଚରାଉଚୁରା

ଭବାନୀପାଟଣା,୨୪।୪(ସ୍ବ.ପ୍ର.): କଳାହାଣ୍ଡି ଜିଲା ବିଜେପୁର ଥାନା ଅଞ୍ଚଳରେ ୨ଜଣ ନାବାଳିକାଙ୍କୁ ଗଣବଳାତ୍କାର କରିବା ଘଟଣାରେ ୪ ଅଭିଯୁକ୍ତଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଆଉ ଜଣେ ଅଭିଯୁକ୍ତ ଫେରାର ଅଛନ୍ତି। ତାଙ୍କୁ ଖୋଜିବା ପାଇଁ ପୋଲିସ ତନାଘନା ଚଳାଇଛି। ତେବେ…

କାଳବୈଶାଖୀ ହେଲା କାଳ

ବେହେରା,୨୪।୪(ଡି.ଏନ୍‌.ଏ.): ଅଦିନିଆ ବର୍ଷା, କାଳବୈଶାଖୀ ଓ କୁଆପଥର ମାଡ଼ ମାସକ ମଧ୍ୟରେ ବାରମ୍ବାର ହେଉଥିବାରୁ କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ବେହେରା ପଞ୍ଚାୟତ ଦଲସର୍ଗି ଗ୍ରାମର ଅନେକ ପନିପରିବା ଚାଷୀଙ୍କ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରାୟ ୨୫ରୁ ଅଧିକ ଏକର ଚାଷ…

‘ହିନ୍ଦୁମାନଙ୍କ ଉପରେ ଆକ୍ରମଣ ବନ୍ଦ ହେଉ’

ପାଟଣା,୨୪ା୪(ସ୍ବ.ପ୍ର.): ସମ୍ବଲପୁର ସହରରେ ହନୁମାନ ଜୟନ୍ତୀ ସମନ୍ବୟ ସମିତି ତରଫରୁ ଅପ୍ରେଲ ୧୨ରେ ହୋଇଥିବା ବାଇକ୍‌ ରାଲି ଓ ଅପ୍ରେଲ ୧୪ରେ ସମ୍ବଲପୁରରେ ହନୁମାନ ଜୟନ୍ତୀ ଅବସରରେ ହିନ୍ଦୁମାନଙ୍କ ଉପରେ ସଂଖ୍ୟା ଲଘୁ ସମ୍ପ୍ରଦାୟର ମାରଣାସ୍ତ୍ର୍‌ରେ ଆକ୍ରମଣ ଓ ଦଙ୍ଗା ସୃଷ୍ଟିକାରୀଙ୍କ…

ବାବା ଶଗଡେଶ୍ୱରଙ୍କ ପୀଠରେ ଗଣ୍ଠିଲି ଫିଟା ଓ ଥାଳଉଠା ନୀତି

ଜମନକିରା,୨୪ା୪(ଡି.ଏନ.ଏ.): ଶୀତଳଷଷ୍ଠୀ ପୂଜା ପାଇଁ ଜମନକିରା ବ୍ଲକ ଡିମିରିମୁଣ୍ଡା ପଞ୍ଚାୟତସ୍ଥିତ ବାବା ଶଗଡେଶ୍ୱର ପୀଠରେ ଗଣ୍ଠିଲି ଫିଟା ଓ ଥାଳ ଉଠା କାର୍ଯ୍ୟକ୍ରମ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ବର୍ଷରେ ପିତାମାତା ହୋଇଥିବା ଅଜୟ ବେହେରା ଓ ସହଧର୍ମିଣୀ କାଦମ୍ବିନୀ…

ଶୀତଳଷଷ୍ଠୀ ଯାତ୍ରା ପାଇଁ ଥାଳ ଉଠିଲା

ସମ୍ବଲପୁର,୨୪ା୪(ବ୍ୟୁରୋ): ସମ୍ବଲପୁର ପ୍ରସିଦ୍ଧ ଶୀତଳଷଷ୍ଠୀ ଯାତ୍ରା ତଥା ଦେବଦମ୍ପତି (ଶିବପାର୍ବତୀ)ଙ୍କ ବିବାହ କାର୍ଯ୍ୟ ପାଇଁ ରବିବାର ବିଭିନ୍ନ ଶିବାଳୟରେ ଥାଳଉଠା ନୀତି ସମ୍ପନ୍ନ ହୋଇଛି। ମାତା ପାର୍ବତୀଙ୍କୁ କନ୍ୟାରୂପେ ପାଇବା ପରେ ଶୌଭାଗ୍ୟପ୍ରାପ୍ତି ହୋଇଥିବା ଦମ୍ପତି ଓ ପରିବାର ବର୍ଗ ବେଶ୍‌…

କାଳବୈଶାଖୀ ପ୍ରଭାବରେ ଉଜୁଡ଼ିଲା ଧାନଫସଲ: ଜିଲାପାଳଙ୍କ ନିକଟରେ ଚାଷୀ ଫେରାଦ

ବରଗଡ଼ ଅଫିସ,୨୪ା୪: କାଳବୈଶାଖୀର ପ୍ରଭାବରେ ବରଗଡ଼ ଜିଲାରେ ବ୍ୟାପକ ଫସଲ କ୍ଷତି ହୋଇଛି। ଗତ ୨୨ ତାରିଖ ସନ୍ଧ୍ୟାରେ ହୋଇଥିବା କୁଆପଥର ବର୍ଷା ଯୋଗୁ ଜିଲାର ବରଗଡ଼ ଅତାବିରା, ବରପାଲି, ବିଜେପୁର ବ୍ଲକର ବିଭିନ୍ନ ଗ୍ରାମରେ ବ୍ୟାପକ ଧାନଫସଲ ଉଜୁଡି ଯାଇଛି।…

ତଦାରଖ ଅଭାବରୁ କୋଟି କୋଟି ଟଙ୍କାର ଦୁର୍ନୀତି ଅଭିଯୋଗ

ରାଇଘର, ୨୪।୪(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ରେ ଖୋଲାଖୋଲିଭାବେ ମେସିନ ଦ୍ୱାରା କାର୍ଯ୍ୟ କରାଯାଉଛି। ଗତ ଆର୍ଥିକ ବର୍ଷରେ ବ୍ଲକର ୨୬ ପଞ୍ଚାୟତରେ ଏହି ଯୋଜନାରେ ମେଶିନ୍‌ ଦ୍ବାରା କାର୍ଯ୍ୟ କରାଯାଇ ଶ୍ରମିକଙ୍କୁ କାମ ଦିଆଯାଇଥିବା ଦର୍ଶାଇ କୋଟି କୋଟି…

ବାଲିଚୁଆ ପାଣି ଭରସାରେ ଗ୍ରାମବାସୀ

ନୂଆପଡା ଅଫିସ,୨୪।୪: ବିଶୁଦ୍ଧ ପାନୀୟ ଯୋଗାଣ ପାଇଁ ରାଜ୍ୟ ଓ କେନ୍ଦ୍ର ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରି ଯୋଜାନା ଉପରେ ଯୋଜନା କରୁଛନ୍ତି। ସ୍ଥାନୀୟ ଅଧିକାରୀ ବା କର୍ମଚାରୀଙ୍କ ଅବହେଳା ଓ ଖାମଖିଆଲି ମନୋଭାବ ଯୋଗୁ ଲୋକେ ପାଣି…

ବୁଡ଼ିବାକୁ ବସିଲାଣି ବାଉଁଶ ଶିଳ୍ପ

ବାଲିମେଳା,୨୪ା୪(ଡ଼ି.ଏନ୍‌.ଏ.): ଦିନକୁ ଦିନ ବୁଡିବାକୁ ବସିଲାଣି ବାଉଁଶ ଶିଳ୍ପ। ଜଙ୍ଗଲକ୍ଷୟ ଓ ବାଉଁଶରେ ପ୍ରସ୍ତୁତ ସମଗ୍ରୀର ଚାହିଦା କମୁଥିବାରୁ ଏହି ଶିଳ୍ପକୁ ବୃତ୍ତି କରି ପରିବାର ଚଳାଉଥିବା ଲୋକେ ହତାଶ ହୋଇ ଦାଦନ ଖଟିବାକୁ ଅନ୍ୟତ୍ର ଯିବା ପାଇଁ ବାଧ୍ୟ ହେଉଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?