ସ୍କୁଟି ସ୍ଲିପ ହେବାରୁ ରାସ୍ତାରେ ପଡ଼ିଗଲେ ମା’ ଝିଅ; ମୁଣ୍ଡ ଉପରେ ଚଢ଼ିଗଲା ଟ୍ରକ, ତାପରେ….
ବଲାଙ୍ଗୀର,୯ା୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହର ଗାନ୍ଧୀ ନଗର ପଡା ଏନ୍ ଏଚ ୨୬ ନମ୍ବର ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି । ମା’-ଝିଅ ଦୁଇ ଜଣଙ୍କ ଜୀବନ ଯାଇଥିବା ଜଣାପଡିଛି । ସୂଚନା ଅନୁଯାୟୀ, ମା’ ଝିଅ…
ଭାଜପା-ବିଜେଡି ମଧ୍ୟରେ ସୋସିଆଲ ୱାର: ପଞ୍ଚାୟତ ନିର୍ବାଚନ ପୂର୍ବରୁ…
ଅତାବିରା,୯ା୬(ଯୁଧିଷ୍ଠିର ମହାପାତ୍ର):ଗତ କିଛିଦିନ ହେଲା ଅତାବିରାରେ ଗ୍ରୀଷ୍ମ ଉତ୍ତାପରୁ ରାଜନୈତିକ ପାଗ ଉଷ୍ମତା ବଢିଯାଇଛି। ବାକ୍ଯୁଦ୍ଧ ସାଙ୍ଗକୁ ସୋସିଆଲ ମିଡିଆରେ ଚାଲିଛି ଘମାଘୋଟ ଶୀତଳ ଯୁଦ୍ଧ। ପଞ୍ଚାୟତ ନିର୍ବାଚନ ପୂର୍ବରୁ ଭାଜପା ଓ ବିଜେଡି ମଧ୍ୟରେ ଚାଲିଛି ସୋସିଆଲ ୱାର, ଯାହାକୁ…
ପ୍ରେମିକା ବାହାହେବାକୁ ମନାକରିବାରୁ ବିଦ୍ୟୁତ୍ ଖୁଣ୍ଟରେ ଚଢ଼ି ଗଲେ ଯୁବକ: ଆଉ ତା’ପରେ…
କୁତ୍ରା,୯ା୬ (ଦେବାଶିଷ ସାହୁ):ପ୍ରେମିକା ବାହାହେବାକୁ ମନାକରିବାରୁ ଜଣେ ଯୁବକ ଉଚ୍ଚ କ୍ଷମତାସମ୍ପନ୍ନ ବିଦ୍ୟୁତ ଖୁଣ୍ଟରେ ଚଢ଼ି ହଙ୍ଗାମା କରିଛନ୍ତି। ଏଭଳି ଘଟଣା ଦେଖିବାକୁ ମିଳିଛି ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ବୁଡାକଟା ଅଞ୍ଚଳରେ। ଘଟଣାକୁ ନେଇ ଅଞ୍ଚଳରେ ଦୀର୍ଘ ସମୟ…
୪୫୦୦ ଗଛ କଟାଗଲା, କିନ୍ତୁ ଚଉଡ଼ା ହେଲାନି ରାସ୍ତା ! ଭଦ୍ରକ-ଆରଡ଼ି ସଡ଼କ ସମ୍ପ୍ରସାରଣକୁ ନେଇ ଉଠିଲା ପ୍ରଶ୍ନ
ତିହିଡ଼ି,୯।୬( କାଳନ୍ଦୀ ବେହେରା): ଭଦ୍ରକ ଜିଲାର ଆରଡ଼ି ଛକରୁ ଆରଡ଼ି ପୀଠ ପର୍ଯ୍ୟନ୍ତ ପ୍ରାୟ ୩୬ କିଲୋମିଟର ଦୀର୍ଘ ରାସ୍ତା ଓଡ଼ିଶାର ଅନ୍ୟତମ ପ୍ରମୁଖ ଶୈବପୀଠ ବାବା ଆଖଣ୍ଡଳମଣିଙ୍କ ପୀଠକୁ ସଂଯୋଗ କରୁଥିବା ଏକ ଗୁରୁତ୍ୱପୂର୍ଣ୍ଣ ସଡ଼କ। ପ୍ରତିଦିନ ହଜାର ହଜାର…
ଜିରାଙ୍ଗ ବୌଦ୍ଧ ମନ୍ଦିର ପରିଦର୍ଶନ କଲେ ରାଜ୍ୟପାଳ, ବୁଦ୍ଧଙ୍କ ନିକଟରେ କଲେ….
ମୋହନା,୯।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଗସ୍ତରେ ମହାମହିମ ରାଜ୍ୟପାଳ । ରାଜ୍ୟପାଳ ମହେନ୍ଦ୍ରଗିରିରେ ଆୟୋଜିତ ମହେନ୍ଦ୍ରମେଳାରେ ଯୋଗ ଦେବା ପରେ ସେଠାରୁ ଜିରାଙ୍ଗ ସ୍ଥିତ ବୌଦ୍ଧ ମନ୍ଦିର ପରିଦର୍ଶନ କରିଥିଲେ । ମନ୍ଦିରର ବଡ ଗୁରୁଜୀ ଜିଗମେ ରିମ୍ପୋଚେ…
ନୂତନ ଅଧ୍ୟକ୍ଷା ଭାବେ ଯୋଗଦେଲେ ଚୈତାଳି: ମହାବିଦ୍ୟାଳୟର ଆହୁରି ବିକାଶ ହେବ ବୋଲି ଆଶା
ଭଞ୍ଜନଗର,୯।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ଶିକ୍ଷକ ଶିକ୍ଷା ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷା ଭାବେ ଡ ଚୈତାଳି ଷଡ଼ଙ୍ଗୀ ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ଏହି ଅବସରରେ ପୂର୍ବତନ ଅଧ୍ୟକ୍ଷ ଡ. ଦିଲ୍ଲୀପ କୁମାର ଖୁଣ୍ଟିଆ, ମୁଖ୍ୟ…
ମା’-ଝିଅଙ୍କୁ ହତ୍ୟା କରିବା ପରେ ପୋଲିସକୁ ଡାକିଲେ ଅଭିଯୁକ୍ତ: ଆଉ ତା’ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ…
ସମ୍ବଲପୁର/ପଡ଼ିଆବାହାଲ, ୯।୬ (ପ୍ରମୋଦ ବହିଦାର/ରାଧାମୋହନ ଷଡ଼ଙ୍ଗୀ):ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ମା’ଝିଅଙ୍କୁ ରବିବାର ବିଳମ୍ବିତ ରାତିରେ ପଡ଼ୋଶୀ ଯୁବକ ବେଣ୍ଟଲଗା ସାଇକେଲ କ୍ରାଙ୍କରେ ହାଣି ହତ୍ୟା କରିଛନ୍ତି। ପରେ ଯୁବକ ଜଣକ ନିଜେ ୧୧୨କୁ ଫୋନ୍କରି ପୋଲିସକୁ…
ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର
ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ଲୋକେ ଆକ୍ରାନ୍ତ ହେଉଛନ୍ତି। ଆଜିକୁ କିଛିଦିନ ପୂର୍ବେ ଗ୍ରାମର…
ଫେରାର୍ ହେବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଜବତ ହେଲା…
ଆନନ୍ଦପୁର/ହାଟଡିହୀ,୮l୬(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବିଦେଶୀ ମଦ ରଖିବା ଏବଂ ବିକ୍ରି କରିବା ଅଭିଯୋଗରେ ସୋମବାର ପୁରୁଣାଘାଟି ଗ୍ରାମର ସନାତନ ହୋଙ୍କ ପୁଅ ତପନ ହୋକୁ ଅଟକ ରଖିଛି। ତାଙ୍କ ଠାରୁ ମୋଟ ୧୫ ଲିଟର…
ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ
ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ ଥିବା ନେଇ ଗଣମାଧ୍ୟମ ପ୍ରଶ୍ନରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…
ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍ ମାରିଲେ ୨ ମାଫିଆ
ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ ଗାଡି ନଂ OD -୩୧ G -୫୫୨୯ ସହ ୨୧ କିଲୋ ୩୦୦ଗ୍ରାମର…
ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି
ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ଓ…

