ଆମ ଜିଲା ଖବର

ମା’-ଝିଅଙ୍କୁ ହତ୍ୟା କରିବା ପରେ ପୋଲିସକୁ ଡାକିଲେ ଅଭିଯୁକ୍ତ: ଆଉ ତା’ପରେ ଯାହା ଘଟିଲା ଜାଣିଲେ ହେବେ ଆଶ୍ଚର୍ଯ୍ୟ…

ସମ୍ବଲପୁର/ପଡ଼ିଆବାହାଲ, ୯।୬ (ପ୍ରମୋଦ ବହିଦାର/ରାଧାମୋହନ ଷଡ଼ଙ୍ଗୀ):ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ଗିରିପାଲି ଅଞ୍ଚଳରେ ମା’ଝିଅଙ୍କୁ ରବିବାର ବିଳମ୍ବିତ ରାତିରେ ପଡ଼ୋଶୀ ଯୁବକ ବେଣ୍ଟଲଗା ସାଇକେଲ କ୍ରାଙ୍କରେ ହାଣି ହତ୍ୟା କରିଛନ୍ତି। ପରେ ଯୁବକ ଜଣକ ନିଜେ ୧୧୨କୁ ଫୋନ୍‌କରି ପୋଲିସକୁ…

ବଡକୋଦଣ୍ଡାରେ ବ୍ୟାପୁଛି ଜଣ୍ଡିସ: ସ୍ଥିତି ଅନୁଧ୍ୟାନ କଲେ ବିଡିଓ-ତହସିଲଦାର

ଭଞ୍ଜନଗର,୮/୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବଡକୋଦଣ୍ଡାରେ ବିଗତ କିଛି ବର୍ଷ ହେବ ଲଗାତାର ଗ୍ରାମର ଲୋକଙ୍କୁ ଜଣ୍ଡିସ ହେଉଛି। ଏହାଦ୍ୱାରା ଗ୍ରାମର ଶିଶୁଠାରୁ ଆରମ୍ଭ କରି ବୟସ୍କ ପର୍ଯ୍ୟନ୍ତ ଲୋକେ ଆକ୍ରାନ୍ତ ହେଉଛନ୍ତି। ଆଜିକୁ କିଛିଦିନ ପୂର୍ବେ ଗ୍ରାମର…

ଫେରାର୍‌ ହେବାକୁ ଚେଷ୍ଟା କରୁଥିବାବେଳେ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ, ଜବତ ହେଲା…

ଆନନ୍ଦପୁର/ହାଟଡିହୀ,୮l୬(ସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ପୋଲିସ ବିଦେଶୀ ମଦ ରଖିବା ଏବଂ ବିକ୍ରି କରିବା ଅଭିଯୋଗରେ ସୋମବାର ପୁରୁଣାଘାଟି ଗ୍ରାମର ସନାତନ ହୋଙ୍କ ପୁଅ ତପନ ହୋକୁ ଅଟକ ରଖିଛି। ତାଙ୍କ ଠାରୁ ମୋଟ ୧୫ ଲିଟର…

ପ୍ରକଳ୍ପ ନାହିଁ ତ ଜମି ନାହିଁ, କମ୍ପାନୀ ଉପରେ ନିଆଯିବ କାର୍ଯ୍ୟାନୁଷ୍ଠାନ: ରାଜସ୍ବ ମନ୍ତ୍ରୀ

ଛତ୍ରପୁର,୮।୬(ଦିଲୀପ ସାମଲ): ମହେନ୍ଦ୍ରମେଳାରେ ଯୋଗଦେଇ ଛତ୍ରପୁର ସର୍କିଟ ହାଉସ ଆସିଥିବାବେଳେ କିଛି କମ୍ପାନୀମାନେ ପ୍ରକଳ୍ପ ପାଇଁ ଜମି ନେଇଥିବା ବେଳେ ତାହା କୌଣସି କାର୍ଯ୍ୟକାରୀ କରୁ ନ ଥିବା ନେଇ ଗଣମାଧ୍ୟମ ପ୍ରଶ୍ନରେ ପ୍ରତିକ୍ରିୟା ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ…

ଚୋରାଚାଲାଣ କରୁଥିଲେ ଗଞ୍ଜେଇ, ପୋଲିସକୁ ଦେଖି ଭୟରେ ବାଇକ ସହ ଗଞ୍ଜେଇ ଛାଡି ଫେରାର୍‌ ମାରିଲେ ୨ ମାଫିଆ

ଡୁଙ୍ଗୁରିପାଲି, ୮।୬ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ସୋମବାର ସକାଳେ ପାଟ୍ରୋଲିଂ କରୁଥିବାବେଳେ ଶୁଖା-କର୍ଲାଯୁରୀ ରାସ୍ତାର ମହୁଲପାଲି ଛକରେ ଏକ ବାଇକ ଗାଡି ନଂ OD -୩୧ G -୫୫୨୯ ସହ ୨୧ କିଲୋ ୩୦୦ଗ୍ରାମର…

ଭବାନୀପାଟଣାରେ ଯୁବକଙ୍କୁ ଛୁରାମାଡ଼: ଗୁରୁତର ଅବସ୍ଥାରେ ବୁର୍ଲାରେ ଭର୍ତ୍ତିି

ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ଶବରପଡ଼ାରେ ରବିବାର ରାତିରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ଯୁବକଙ୍କ ନାମ ଶିବ ପ୍ରସାଦ ନାଏକ (୨୫)ବୋଲି ଜଣାପଡିଛି। ଗୁରୁତର ଅବସ୍ଥାରେ ତାଙ୍କୁ ପ୍ରଥମେ ଭବାନୀପାଟଣା ସ୍ଥିତ ଜିଲା ମୁଖ୍ୟ ଚିକିତ୍ସାଳୟ ଓ…

ସପ୍ତାହେ ବିତିଲା ସରପଞ୍ଚଙ୍କ ଧାରଣା: ଦେଲେ ଚେତାବନୀ, ଯଦି ରାଜ୍ୟ ସରକାର ଭତ୍ତା ଟଙ୍କା ପ୍ରଦାନ ନ କରନ୍ତି…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଅଧୀନ ୨୫ ପଞ୍ଚାୟତ ଏବଂ ଦିଗପହଣ୍ଡି ଏନଏସି ଅଧୀନ ୧୦ ୱାର୍ଡର ୭୧୫ ହିତାଧିକାରୀଙ୍କୁ ଇନ୍ଦିରା ଗାନ୍ଧୀ ଜାତୀୟ ପେନସନ ଯୋଜନାରେ ଗତ ୩ ମାସ ହେଲା ଭତ୍ତା ଅର୍ଥରାଶି ମିଳୁନାହିିଁ।…

ମିଳୁନି ଭତ୍ତା: ଅଭିଯୋଗ ଶୁଣାଣିବେଳେ ହଠାତ୍‌ ଭିତରେ ପଶି ହୋହଲ୍ଲା କଲେ ଭତ୍ତା ହିତାଧିକାରୀ, ତା’ପରେ…

ଦିଗପହଣ୍ଡି,୮।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଜନଶୁଣାଣି ସମୟରେ ପଞ୍ଚାୟତ ଅଧୀନ ବିଭିନ୍ନ ଗ୍ରାମର ବହୁ ସଂଖ୍ୟକ ବୃଦ୍ଧାବୃଦ୍ଧ, ଦିବ୍ୟାଙ୍ଗ ୩…

ସାଧୁଙ୍କୁ ମାରିଥିଲା କଲରାପତରିଆ ବାଘ: ଶିମିଳିପାଳ ଇତିହାସରେ ପ୍ରଥମ

ବାରିପଦା,୮।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଜାତୀୟ ଉଦ୍ୟାନ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପ ଉତ୍ତର ଡିଭିଜନ ଅନ୍ତର୍ଗତ କୁମୁଦାବଡ଼ି ନିକଟରେ ଜଙ୍ଗଲରୁ ମିଳିଥିବା ଖଣ୍ଡବିଖଣ୍ଡିତ ମୃଦଦେହ ଅଂଶ ସମ୍ବନ୍ଧରେ ସ୍ପଷ୍ଟ ସୂଚନା ଜଣାପଡିଛି। କଲରାପତରିଆ ବାଘ ଆକ୍ରମଣରେ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା…

ବିଶ୍ୱକପ୍‌ ଆରମ୍ଭ ପୂର୍ବରୁ ବ୍ରାଜିଲକୁ ବଡ଼ ଝଟ୍‌କା

ମୋରିସଟାଉନ୍‌,୮ା୬: ବିଶ୍ୱକପ୍‌ରେ ମରକ୍କୋ ବିପକ୍ଷ ପ୍ରଥମ ମ୍ୟାଚ୍‌ ଖେଳାଯିବାକୁ ଆଉ ଏକ ସପ୍ତାହରୁ କମ୍‌ ଦିନ ଥିବାବେଳେ ବ୍ରାଜିଲ ଆଘାତଜନିତ କାରଣରୁ ଦଳରେ ଜଣେ ଖେଳାଳି ପରିବର୍ତ୍ତନ କରିଛି। ରାଇଟ୍‌ବ୍ୟାକ୍‌ ଓ୍ବେସ୍‌ଲିଙ୍କ ସ୍ଥାନରେ ମିଡ୍‌ଫିଲ୍ଡର ଏଡରସନଙ୍କୁ ଦଳରେ ସାମିଲ କରିଛି। ବ୍ରାଜିଲିଆନ…

ବିଲ ମଝିରୁ ମିଳିଲା ବିବାହିତ ଯୁବକଙ୍କ ମୃତଦେହ: ମୁତ୍ୟୁକୁ ନେଇ ବଢିଲା ସନ୍ଦେହ

ପାଟଣା,୮।୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଟଭା ସରୁଆ ଗାଁ ବିଲ ମଝିରୁ ସୋମବାର ଜଣେ ବିବାହିତ ଯୁବକଙ୍କ ସନ୍ଦେହ ଜନକ ଭାବେ ମୃତଦେହ ଉଦ୍ଧାର ହୋଇଛି। ମୃତକ ହେଉଛନ୍ତି ଉକ୍ତ ଗାଁର ଅନାମ ନାଏକଙ୍କ ପୁଅ ଗୁରୁଦେବ…

ଚର୍ଚ୍ଚାରେ ୨ ନର୍ସିଂ ଛାତ୍ର: ଅପରିଚିତ ରୋଗୀଙ୍କୁ ବଢାଇଲେ ସହାୟତାର ହାତ

ଭଞ୍ଜନଗର,୮।୬(ବାବୁଲା ପ୍ରଧାନ): ଗ୍ରୀଷ୍ମ ପ୍ରବାହ ଲାଗି ରହିଥିବା ଯୋଗୁ ଦିନକୁ ଦିନ ରାଜ୍ୟର ବିଭିନ୍ନ ରକ୍ତଭଣ୍ଡାରରେ ରକ୍ତ ଅଭାବ ଦେଖାଦେଉଛି। ଏହାର ପ୍ରଭାବରେ ବେଳେ ବେଳେ ରୋଗୀ ମଧ୍ୟ ବିପଦରେ ପଡୁଛନ୍ତି। ଗ୍ରୀଷ୍ମପ୍ରବାହକୁ ଦେଖି ଲୋକେ ରକ୍ତଦାନ କରିବାକୁ ଭୟ କରୁଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?