୪ ମାସରେ ହସ୍ପିଟାଲ ରାସ୍ତାକାମ ସରିବ
କଟକ ଅଫିସ,୨୧ା୪: ମଙ୍ଗଳାବାଗ ଥାନା ପ୍ରାଣୀଧନ ନିର୍ଦ୍ଦେଶାଳୟ ପରିସରକୁ ସ୍ଥାନାନ୍ତର କରାଯିବ। ଓଏମ୍ପି ଛକ ନିକଟ ଅଧ ଏକର ଜମିରେ ବ୍ଲଡ୍ ବ୍ୟାଙ୍କ ଷ୍ଟାଫ କ୍ୱାର୍ଟର୍ସ ନିର୍ମାଣ ହେବ। ଏସ୍ସିବି ମେଡିକାଲକୁ ବିଶ୍ୱସ୍ତରୀୟ କରିବା ପାଇଁ ସମ୍ପ୍ରସାରଣ କାର୍ଯ୍ୟ ଜାରି ରହିଛି।…
ମାଟିରେ ମିଶିଲା ୩୦ରୁ ଊର୍ଦ୍ଧ୍ୱ ଘର, ଦୋକାନ
ଉମରକୋଟ, ୨୧।୪(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ଉମରକୋଟ ସହରରେ ଥିବା ମୁଖ୍ୟ ମେଡିକାଲକୁ ଯିବା ରାସ୍ତାରେ ପ୍ରଶାସନ ଜବରଦଖଲ ଉଚ୍ଛେଦ କାର୍ଯ୍ୟ ଆରମ୍ଭ କରିଛି। ଉମରକୋଟ-ନବରଙ୍ଗପୁର ରାସ୍ତାକୁ ସଂଯୋଗ କରୁଥିବା ରାଜ୍ୟ ରାଜପଥରୁ ମିକ୍ସଡ ଫାର୍ମ ପୋଲ ପର୍ଯ୍ୟନ୍ତ ରାସ୍ତାରେ ଜବରଦଖଲ ଉଚ୍ଛେଦ…
ଡହଡହ ଖରାରେ କାମ କରୁଛନ୍ତି ଶ୍ରମିକ
ନବରଙ୍ଗପୁର,୨୧।୪(ବି.ପ୍ର.): ନବରଙ୍ଗପୁରରେ ଡହଡହ ଖରାରେ କାମ କରୁଛନ୍ତି ଶ୍ରମିକ। ଏଠାରେ ସରକାରୀ ନିୟମର ଖୋଲା ଉଲ୍ଲଂଘନ ହେଉଥିବା ଦେଖିବାକୁ ମିଳିଛି l ଏପରିକି ମଣ୍ଡଳ ଶ୍ରମ ଆୟୁକ୍ତଙ୍କ କାର୍ଯ୍ୟାଳୟରୁ ମାତ୍ର ୨୦୦ ମିଟର ଦୂରରେ ଉଭୟ ସରକାରୀ ଓ ବେସରକାରୀ କାର୍ଯ୍ୟରେ…
ରାଜରାସ୍ତାରେ ଗର୍ଜିଲେ ଅମଲା
ଢେଙ୍କାନାଳ ଅଫିସ,୨୧ା୪: ଢେଙ୍କାନାଳ ଜିଲା ମିଳିତ ଅମଲା ମଞ୍ଚ ପକ୍ଷରୁ ଶୁକ୍ରବାର ବିକ୍ଷୋଭ କରାଯାଇ ଜିଲାପାଳଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର ପ୍ରଦାନ କରାଯାଇଛି। ଲେବୁଲ ୯ ଗ୍ରେଡ ପେ ୪୨୦୦ ଟଙ୍କା ଦାବିରେ ଏହି ବିକ୍ଷୋଭ କରାଯାଇଥିଲା। ୨୦୧୭ରୁ…
ମହୁଲ ଗୋଟାଳିଙ୍କୁ ମିଳୁନି ଉପଯୁକ୍ତ ମୂଲ୍ୟ
ରାୟଗଡ଼ା,୨୧ା୪(ସ୍ବ.ପ୍ର.): ରାୟଗଡ଼ା ଜିଲାରେ ଗରିବ ଆଦିବାସୀମାନେ ଋତୁକାଳୀନ ପୁଲ ଓ ଫଳକୁ ବିକ୍ରି କରି ନିଜ ପରିବାରର ଗୁଜରାଣ ମେଣ୍ଟାନ୍ତି। ସେମାନେ ଦିନତମାମ କଷ୍ଟ କରି ଏସବୁ ସଂଗ୍ରହ କରୁଥିଲେ ମଧ୍ୟ ଉଚିତ ମୂଲ୍ୟ ପାଉନାହାନ୍ତି। ସରକାର ଉଚିତ ପଦକ୍ଷେପ ନେଉ…
ଅଜଣା ରୋଗ ପରେ କାଳବୈଶାଖୀ ଚିନ୍ତା
ବରଗଡ ଅଫିସ୍,୨୧।୪: ବରଗଡ଼ ଜିଲାରେ ଆଉ ୧୫ଦିନ ପରେ ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ ହେବ। ଆସନ୍ତା ମେ ୬ତାରିଖରୁ ଜିଲାର ଅତାବିରା ନିୟନ୍ତ୍ରିତ ବଜାର କମିଟି(ଆରଏମସି) ଅଧୀନ ମଣ୍ଡି ଗୁଡ଼ିକରୁ ଏହି ପ୍ରକ୍ରିୟା ପ୍ରଥମେ ଆରମ୍ଭ କରାଯିବ। ଧାନ ଅମଳ…
ଜିଲା ମୁଖ୍ୟ ଚିକିତ୍ସାଳୟ ପାଖରେ ନାହିଁ ଶୌଚାଳୟ
ଦେବଗଡ,୨୧।୪: (ଡି ଏନ ଏ) ଦେବଗଡ ପୌରପାଳିକାର ଜନସଂଖ୍ୟା ବଢିବାରେ ଲାଗିଛି। ସହରର ପରିମଳ ଓ ସ୍ବଚ୍ଛତାକୁ ଗୁରୁତ୍ୱ ଦିଆଯାଇ ବିଭନ୍ନ ସ୍ଥାନରେ ଶୌଚାଳୟ ଏବଂ ଗୋଷ୍ଠୀ ଶୌଚାଳୟ ସ୍ଥାପନ ଉପରେ ଗୁରୁତ୍ୱ ଦିଆଯାଉଛି। ହେଲେ ବ୍ୟସ୍ତବହୁଳ ସଦର ମହକୁମାସ୍ଥିତ ମୁଖ୍ୟ…
ଗଛ ଭାଙ୍ଗିଲା, ବିଦ୍ୟୁତ୍ ସେବା ପ୍ରଭାବିତ
କୁଆଁରମୁଣ୍ଡା,୨୧।୪: (ଡି.ଏନ.ଏ.) ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ବୁଧବାର ବିଳମ୍ବିତ ରାତି ପ୍ରାୟ ସାଢେ ୧ଟାରେ ହଠାତ କାଳବୈଶାଖୀ ହୋଇଥିଲା। ଏହାର ପ୍ରଭାବରେ ବିଦ୍ୟୁତ୍ ସେବା ପ୍ରଭାବିତ ହୋଇଛି। ଏଥିଯୋଗୁ ବଡ ବଡ ଗଛ ଉପୁଡିବା ସହ ବିଦ୍ୟୁତ୍ ଖୁଣ୍ଟ…
ବିପଦପୂର୍ଣ୍ଣ ଭାବେ ଝୁଲୁଛି ଗଛଡାଳ
ରାଉରକେଲା ଅଫିସ୍,୨୧।୪: ରାଉରକେଲା ସହର ମୁଖ୍ୟ ମାର୍ଗ ଡେଲିମାର୍କେଟ ଶୁଦ୍ଧ ଭୋଜନାଳୟ ସମ୍ମୁଖରେ ଏକ ପିପ୍ପଲ ବୃକ୍ଷର ଶୁଖିଲା ଶାଖା ବିପଦପୂର୍ଣ୍ଣ ଭାବେ ଝୁଲି ରହିଛି। ଗତ କିଛିଦିନ ତଳେ ଏହି ବୃକ୍ଷର ଗୋଟିଏ ଶାଖା ପବନ ଯୋଗୁ ତଳେ ପଡି…
ଚଢ଼େଇ ଧରିବାକୁ ଗଛରେ ଚଢ଼ି ଦୁଇ ନାବାଳକଙ୍କ ଜୀବନ ଗଲା
ମାଲକାନଗିରି,୨୧ା୪(ଡି.ଏନ୍.ଏ.): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ ଉଣ୍ଡୁରୁକୁଣ୍ଡା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଶୁକ୍ରବାର ଉଣ୍ଡୁରୁକୁଣ୍ଡା ଗାଁର ଚନ୍ଦନ ପଡିଆମୀ(୯) ଓ ମାଙ୍ଗା ମାଣ୍ଡି(୭) ଗଛରେ ଚଢ଼େଇ ବସିଥିବା ଦେଖି ଦୁହେଁ ଧରିବାକୁ ଗଛରେ ଚଢ଼ିଥିଲେ। ତେବେ ସେହି…
ମାଛ ଧରିବା ନେଇ ବ୍ଲାଷ୍ଟିଂ
ସୋନପୁର,୨୧।୪: (ନି.ପ୍ର.) ମହାନଦୀରୁ ମାଛ, ଚିଙ୍ଗୁଡି ଧରିବା ପାଇଁ ଚାଲିଛି ବେଆଇନ ବ୍ଲାଷ୍ଟିଂ ଓ କୀଟନାଶକ ପ୍ରୟୋଗ। ମୁଷ୍ଟିମେୟ ଅଣପାରମ୍ପରିକ ମତ୍ସ୍ୟଜୀବୀ ସୁବିଧାରେ ମାଛ ଧରିବା ପାଇଁ ନଦୀଗର୍ଭରେ ଡିନାମାଇଟ୍ ଫୁଟାଉଛନ୍ତି। ବିସ୍ଫୋରଣ ଯୋଗୁ ମାଛ ମରି ପାଣିରେ ଭାସୁଛନ୍ତି ।…
ତୁଟିଲା ବିବାଦ, କେରିମିଟିରେ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
କୁନ୍ଦୁରା,୨୧ା୪ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଳକ କେରିମିଟି ପଞ୍ଚାୟତ ପ୍ରତିଷ୍ଠା ହେବାର ୨୦ବର୍ଷ ବିତିଗଲାଣି। ମାତ୍ର ଏଠାରେ ଏଯାଏ ପଞ୍ଚାୟତ କାର୍ଯ୍ୟାଳୟ ନିର୍ମାଣ ହୋଇପାରିନାହିଁ। ଏନେଇ ଗୁରୁବାର ନୂତନ ବିଡିଓ ରାମପ୍ରସାଦ ଦୋରାଙ୍କୁ ଭେଟି ଶତାଧିକ ଗ୍ରାମବାସୀ ପୂର୍ବତନ ପଞ୍ଚାୟତ…

