ଆମ ଜିଲା ଖବର

୨ ମାସ ତଳେ କରିଥିଲେ ବିବାହ: ପିନ୍ଧା ଲୁଗାରେ ଜୀବନ ହାରିଲେ ନବବଧୂ

ବ୍ରହ୍ମପୁର ଅଫିସ,୩୦ା୧: ପିନ୍ଧା ଲୁଗାରେ ଝୁଲିପଡ଼ିଲେ ନବବଧୂ। ଏଭଳି ଏକ ଘଟଣା ଘଟିଛି ଗଞ୍ଜାମ ଜିଲା ନିମଖଣ୍ଡି ଥାନା ଗୁରୁଣ୍ଡି ଗ୍ରାମରେ। ମୃତକ ଜଣଙ୍କ ଗୁରୁଣ୍ଠି ଗ୍ରାମର କନକ ବେହେରା (୧୯)। ନିମଖଣ୍ଡି ପୋଲିସ ମୃତଦେହ ଜବତ କରି ନଂ.୨/୨୩ ରେ…

ବିଧାୟକଙ୍କ ଘରେ ଭଙ୍ଗାରୁଜା,ଥାନାରେ ମାମଲା

କେନ୍ଦୁଝର,୩୦।୧(ସ୍ବ.ପ୍ର.): ସଦର ବିଧାୟକ ମୋହନ ଚରଣ ମାଝୀଙ୍କ ମଣ୍ଡୁଆସ୍ଥିତ ବାସଭବନରେ ପଶି ଭାଜପାର ଜଣେ ପୂର୍ବତନ କାର୍ଯ୍ୟକର୍ତ୍ତା ଭଙ୍ଗାରୁଜା କରିଛନ୍ତି। ଏଥିସହ ମାନସ ରଞ୍ଜନ ସାହା ନାମକ ଯୁବକଙ୍କୁ ଆକ୍ରମଣ କରିବା ନେଇ ଟାଉନ ଥାନରେ ଅଭିଯୋଗ ହୋଇଛି। ଅଭିଯୋଗ ଆଧାରରେ…

ଧନୀଙ୍କୁ ବାଦ୍‌ ଦେଇ ଗରିବଙ୍କୁ ସାମିଲ କର

ବଲସକୁମ୍ପା,୩୦ା୧(ଡି.ଏନ୍‌.ଏ.): ଖଜୁରିପଡ଼ା ବ୍ଲକରେ ଗରିବ ଲୋକଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ସାମିଲ କରାଯାଇନାହିଁ। ଧନୀ ଶ୍ରେଣୀର ଲୋକଙ୍କ ନାମ ଆବାସ ଯୋଜନାରେ ସାମିଲ କରାଯାଇଥିବାରୁ ବ୍ଲକ କଂଗ୍ରେସ ଉଦବେଗ ପ୍ରକାଶ କରିଛି। ପ୍ରକୃତ ଗରିବ ଲୋକଙ୍କୁ ଚିହ୍ନଟ କରିବା ସହିତ ଯେଉଁ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ହତ୍ୟା ମାମଲା: ଗିରଫ ହେଲେ ଗୋପାଳ ଦାସ

ଝାରସୁଗୁଡା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାରେ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କୁ ସୋମବାର ଗିରଫ କରାଯାଇଛି। କ୍ରାଇମବ୍ରାଞ୍ଚ ଏଡିଜି ଅରୁଣ ବୋଥ୍ରା ଗୋପାଳଙ୍କୁ ଗିରଫ କରାଯାଇଥିବା ସୂଚନା ଦେଇଛନ୍ତି। ଘଟଣାସ୍ଥଳ ଯାଞ୍ଚ କରାଯାଇ ତଦନ୍ତ କରାଯାଉଛି। ଅଭିଯୁକ୍ତଙ୍କୁ…

ପଞ୍ଚଭୂତରେ ବିଲୀନ ହେଲେ ନବ କିଶୋର

ଝାରସୁଗୁଡ଼ା ଅଫିସ,୩୦।୧: ପଞ୍ଚଭୂତରେ ବିଲୀନ ହେଲେ ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ। ଝାରସୁଗୁଡ଼ା ଖେରୁଆଲ ଶ୍ମଶାନରେ ସ୍ବାସ୍ଥ୍ୟ ମନ୍ତ୍ରୀ ଦାସଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ରାଷ୍ଟ୍ରୀୟ ମର୍ଯ୍ୟାଦାର ତାଙ୍କୁ ଅନ୍ତିମ ବିଦାୟ ଦିଆଯାଇଛି। ସନ୍ଧ୍ୟା ୫ଟାରେ ପୁଅ ବିଶାଳ ମୁଖାଗ୍ନି ଦେଇଥିଲେ।…

ପୁଣି ଭିଜିଲାନ୍ସ ଜାଲରେ ସରକାରୀ ଅଧିକାରୀ

ଭବାନୀପାଟଣା,୩୦।୧(ସ୍ବ.ପ୍ର.): ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ଅଧିକାରୀ। ଗତ ୧୨ ତାରିଖରେ ଜଳ ବିଭାଜିକା ପ୍ରକଳ୍ପ ସହକାରୀ ନିର୍ଦ୍ଦେଶକ ତଥା ଆକାଉଣ୍ଟାଣ୍ଟ ୬୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭବାନୀପାଟଣା ଭିଜିଲାନ୍ସ ହାତରେ ଧରାପଡ଼ିଥିଲେ। ସୋମବାର ପୁଣି ଜଣେ…

ମୋ ସ୍ବାମୀ ମନ୍ତ୍ରୀଙ୍କ ପିଏସ୍‌ଓ ନ ଥିଲେ: ଜୟନ୍ତୀ

ଭୁବନେଶ୍ବର,୩୦।୧(ବୁରୋ): ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗୁଳିକାଣ୍ଡ ଘଟଣାକୁ ନେଇ କ୍ରାଇବ୍ରାଞ୍ଚ ତଦନ୍ତ ଆରମ୍ଭ କରିଛି। ଗୁଳିକାଣ୍ଡର କାରଣ ଜଣାପଡ଼ି ନ ଥିବା ବେଳେ ଏଏସ୍‌ଆଇ ଏକାକୀ ଗୁଳି କରିଥିବା ସ୍ପଷ୍ଟ ହୋଇଛି। ଏଭଳି ସ୍ଥିତିରେ ଗୋପାଳ ଦାସଙ୍କ ସ୍ତ୍ରୀ ଜୟନ୍ତୀ ଦାସ…

ହ୍ୟୁମାନ ସାଗର-ଶ୍ରୀୟାଙ୍କ ପାରିବାରିକ ବିବାଦ ତୁଟିଲା

କଟକ ଅଫିସ,୩୦ା୧: କଣ୍ଠଶିଳ୍ପୀ ହ୍ୟୁମାନ ସାଗର ଏବଂ ସ୍ତ୍ରୀ ଶ୍ରୀୟା ମିଶ୍ରଙ୍କର ପାରିବାରିକ ବିବାଦ ତୁଟିଥିବା ନେଇ ଏସ୍‌ପି ଅମିତାଭ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଆଉ କିଛି ଦିନ ପରେ ଶ୍ରୀୟା ଆସି ହ୍ୟୁମାନଙ୍କ ଘରେ ରହିବେ। ଶ୍ରୀୟା…

ଓଢ଼ଣୀ ଲଗାଇ ଜୀବନ ହାରିଲେ ଯୁବତୀ: କାରଣ ଖୋଜୁଛି ପୋଲିସ

ରାଇରଙ୍ଗପୁର,୩୦।୧(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ବହଳଦା ଥାନା ଅଧୀନ ବହଳଦା ବଜାର ଅଞ୍ଚଳରେ ରବିବାର ରାତିରେ ଜଣେ ଯୁବତୀ ବେକରେ ଓଢ଼ଣି ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସେ ହେଲେ ନୌନା ସାହୁ(୨୦)। ମିଳିଥିବା ସୂଚନା ମୁତାବକ, ନୌନା ଘରେ ବେକରେ ଓଢ଼ଣି…

ଅଭିଯୁକ୍ତ ଏଏସ୍‌ଆଇ ଗୋପାଳଙ୍କୁ କ୍ରାଇମବ୍ରାଞ୍ଚର ଜେରା

ଝାରସୁଗୁଡ଼ା ଅଫିସ,୩୦।୧: ସ୍ବାସ୍ଥ୍ୟମନ୍ତ୍ରୀ ନବକିଶୋର ଦାସ ଗୁଳିକାଣ୍ଡ ଘଟଣାକୁ ନେଇ ମୁଖ୍ୟମନ୍ତ୍ରୀ କ୍ରାଇମବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଇଥିଲେ। ସୋମବାର କ୍ରାଇମବ୍ରାଞ୍ଚ ଅଧିକାରୀ ଅଭିଯୁକ୍ତ ଏଏସ୍‌ଆଇ ଗୋପାଳ ଦାସଙ୍କୁ ପଚରାଉଚରା ଆରମ୍ଭ କରିଛନ୍ତି। ସୁନ୍ଦରଗଡ଼ ପୋଲିସ ରିଜର୍ଭ ଅଫିସରେ ଅଭିଯୁକ୍ତ ଗୋପାଳଙ୍କୁ ଜେରା…

ନ୍ୟାୟ ପାଇଁ ଏସ୍‌ପିଙ୍କ ଦ୍ୱାରସ୍ଥ ହେଲେ ନିର୍ଯାତିତା ମହିଳା

ଛତ୍ରପୁର,୩୦ା୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପାଟପୁର ଥାନା ଅଧୀନ ସୁମନ୍ତପୁର ଗାଁର ଜଣେ ବିବାହିତ ଅଟୋ ଚାଳକଙ୍କୁ ଜଣେ ଯୁବତୀ ବିବାହ କରିବା ପରେ ନିର୍ଯାତନା ସହୁଥିବା ଅଭିଯୋଗ ହୋଇଛି। ନ୍ୟାୟ ପାଇଁ ସେ ସୋମବାର ଛତ୍ରପୁର ଆସି ଗଞ୍ଜାମ ଏସ୍‌ପିଙ୍କ ଦ୍ୱାରସ୍ଥ…

ପ୍ରତିଶ୍ରୁତି ମିଳିଲା, ମିଳିନି ମୌଳିକ ସୁବିଧା

ଖପ୍ରାଖୋଲ, ୩୦ା୧(ଡି.ଏନ.ଏ.):ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ନାନ୍ଦୁପଲା ପଞ୍ଚାୟତ ଅନ୍ତର୍ଗତ ମହୁଲପାଲି ରାଜସ୍ବ ଗାଁ। ବ୍ଲକ ସଦର ମହକୁମାଠାରୁ ୨୦ କିମି ଦୂର ଗନ୍ଧମାର୍ଦ୍ଦନ ପାହାଡ଼ ପାଦଦେଶରେ ଅବସ୍ଥିତ ଏହି ଗାଁରେ ୨୦ଆଦିବାସୀ ପରିବାରର ଶହେରୁ ଊର୍ଦ୍ଧ୍ୱ ଲୋକେ ବାସ କରନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri