ଯାତ୍ରୀବାହୀ ବସ୍ ସହ ଟ୍ରେଲର ମୁହାଁମୁହିଁ ଧକ୍କା, ଅନେକ ଯାତ୍ରୀ ଗୁରୁତର
ପାଟଣା, ୮।୬ (ବୀର କିଶୋର ଦାଶ): କେନ୍ଦୁଝର ଜିଲାର ବାଉଁଶୁଳି–ଉଖୁଣ୍ଡା ରାସ୍ତାର ଭଅଁରପୁର ନିକଟରେ ସୋମବାର ଏକ ଭୟାବହ ସଡ଼କ ଦୁର୍ଘଟଣା ଘଟିଛି। ‘ସାହୁ’ ନାମକ ଏକ ଘରୋଇ ଯାତ୍ରୀବାହୀ ବସ୍ ଓ ଏକ ଟ୍ରେଲର ମଧ୍ୟରେ ମୁହାଁମୁହିଁ ଧକ୍କା ହେବା…
ବଜ୍ରପାତରେ ଚାଲିଗଲା ଦିଅର ଭାଉଜଙ୍କ ଜୀବନ
ଢେଙ୍କାନାଳ,୮।୬; ଢେଙ୍କାନାଳ ଜିଲା ହିନ୍ଦୋଳ ବନ୍ଧାଭୂଇଁ ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବଜ୍ରପାତରେ ଭାଉଜ-ଦିଅରଙ୍କ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଭାଉଜ-ଦିଅର ଘର ନିକଟ ଆମ୍ବ ତୋଟାରେ ଆମ୍ବ ଗୋଟାଉ ଥିଲେ। ସେତିକିବେଳେ କାଳବୈଶାଖୀ ପ୍ରଭାବରେ…
ଜାତୀୟ ରାଜପଥ ଉପରେ ପଡ଼ିଥିଲେ ଯୁବକ; ମାନବିକତା ଦେଖାଇଲେ ବିଧାୟକ କଲେ ଏମିତି…ଚାରିଆଡେ ଚର୍ଚ୍ଚା
ଛତ୍ରପୁର,୮।୬( ଦିଲ୍ଲୀପ ସାମଲ): ମାନବିକତା ଦେଖାଇଲେ ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକ । ବିଧାୟକ ତାଙ୍କର କ୍ଷେତ୍ର ପରିଦର୍ଶନ ସାରି ଫେରୁଥିବା ବେଳେ ଗଞ୍ଜାମ ହୁମା ଶୁଖୁଆ ହାଟ ନିକଟରେ ଏସ.ଜଗଦେବ ଅଚାରୀ ନାମକ ଜଣେ ଯୁବକ ଜାତୀୟ ରାଜପଥ…
ଗାଁ ଛକ ନିକଟରେ ପଡ଼ିଛି ଅଗ୍ନିଶମ ବିଭାଗ କର୍ମଚାରୀଙ୍କ ମୃତଦେହ: ବଢ଼ୁଛି ସନ୍ଦେହ
ଡେରାବିଶ, ୮।୬ (ବୈବର୍ତ୍ତ ଅଜୟ ଦାସ): ଡେରାବିଶ ଥାନା ଅନ୍ତର୍ଗତ ଏଣ୍ଡର ପଞ୍ଚାୟତର ନୀଳକଣ୍ଠପୁର ଗ୍ରାମ ନିକଟରୁ ସୋମବାର ସକାଳେ ଜଣେ ବ୍ୟକ୍ତିଙ୍କ ମୃତଦେହ ପୋଲିସ ଉଦ୍ଧାର କରିଛି। ମୃତକ ଜଣକ ହେଲେ କେନ୍ଦ୍ରାପଡ଼ା ଅଗ୍ନିଶମ ବିଭାଗର କର୍ମଚାରୀ ଶଶି ଶେଖର…
ଝାରସୁଗୁଡ଼ାରେ ଅଘୋଷିତ ବିଦ୍ୟୁତ୍ କାଟ୍, ତେଜିଲା ଅସନ୍ତୁଷ୍ଟ
ଝାରସୁଗୁଡ଼ା, ୮ା୬(ଆଶିଷ ରଞ୍ଜନ ଦାଶ)- ଝାରସୁଗୁଡ଼ା ଜିଲାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଓ ଅସହ୍ୟ ଗୁଳୁଗୁଳି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏଭଳି ସ୍ଥିତିରେ ଅଘୋଷିତ ବିଦ୍ୟୁତ୍ କାଟ୍ ଏବଂ ଲୋ ଭୋଲ୍ଟେଜ୍ ସମସ୍ୟା ବୋଝ ଉପରେ ନଳିତା ବିଡ଼ା ସଦୃଶ ହୋଇଛି।…
ଭୁବନେଶ୍ବର ପରିବର୍ତ୍ତେ ପୁରୀ ବସଷ୍ଟାଣ୍ଡରେ ଅବତରଣ କଲା ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର: କାରଣ…
ପୁରୀ,୮।୬(ଅଜିତ ମହାନ୍ତି): ଭୁବନେଶ୍ବରରେ ଅବତରଣ କରିପାରି ନାହିଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ହେଲିକପ୍ଟର। ପ୍ରତିକୂଳ ପାଗ ପାଇଁ ଭୁବନେଶ୍ବର ପରିବର୍ତ୍ତେ ପୁରୀରେ ଅବତରଣ କରିଛି। ସମଙ୍ଗ ଅସ୍ଥାୟୀ ବସଷ୍ଟାଣ୍ଡରେ ଅବତରଣ କରିଛି ମୁଖ୍ୟମନ୍ତ୍ରୀଙ୍କ ହେଲିକପ୍ଟର। ଫଳରେ ଏକ ବଡ଼ ଅଘଟଣ ଟଳିଛି।…
ଦିଗପହଣ୍ଡି ଦୁର୍ଘଟଣା: ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା
ଦିଗପହଣ୍ଡି,୮ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଘଟିଥିବା ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଦୁଇ ଜଣଙ୍କ ପରିବାର ପାଇଁ ରାଜ୍ୟ ସରକାର ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠି (CMRF)ରୁ ୪ ଲକ୍ଷ ଟଙ୍କା…
ଭିଜିଲାନ୍ସ ହାବୁଡ଼ରେ ପଡିଗଲେ ମନରେଗା ସହାୟିକା, ବିଲ୍ କରାଇ ଦେବା କହି ନେଉଥିଲେ ଏତେ ଟଙ୍କା ଲାଞ୍ଚ
ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍ କରାଇ ଦେବା ନେଇ ଜଣେ ହିତାଧିକାରୀଙ୍କ ଠାରୁ ଭବାନୀପାଟଣା ଇରିଗେସନ କଲୋନୀ ଛକ ନିକଟରେ ୩୫…
ଗୋଇସରରେ ଜଳକଷ୍ଟ:ପାଣି ପାଇଁ ଧାରଣା ଦେଲେ ମହିଳା
ବରଗଡ଼,୮।୬(ପ୍ରେମାନନ୍ଦ ଖମାରୀ): ତାତି ଥମିବାର ନାଁ ନେଉ ନାହିଁ। ଘରେ ହେଉ ଅବା ବାହାରେ ଯେଉଁଠି ରହିଲେ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଉଛି। ଏଭଳି ସ୍ଥଳେ ବରଗଡ଼ ସଦର ବ୍ଲକ ଦେଓଗାଁ ପଞ୍ଚାୟତ ଅନ୍ତର୍ଗତ ଗୋଇସର ଗ୍ରାମରେ ପାନୀୟଜଳ ସଂକଟ…
ହାତୀ ଛୁଆର ମିଳିଲା କଙ୍କାଳ: ତାରସିଂ ରେଞ୍ଜରେ ୩ ମାସରେ ୩ ହାତୀ ମୃତ୍ୟୁ
ଭଞ୍ଜନଗର,୮।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜ ଗାୟଗଣ୍ଡା ନିକଟସ୍ଥ ପାଇଛାଲିଆ ଘଞ୍ଚ ଜଙ୍ଗଲ ଭିତରୁ ସୋମବାର ଏକ ହାତୀ ଛୁଆର କଙ୍କାଳ ବନ ବିଭାଗ ପକ୍ଷରୁ ଜବତ କରାଯାଇଛି। ହାତୀ ଛୁଆଟି ଗତ ମାର୍ଚ୍ଚ ମାସରେ…
ଧାନ ଉଠାଇବା ଦାବିରେ ସିଏସ୍ଓ ଅଫିସରେ ପଶିଲେ ଚାଷୀ, ସିଏସ୍ଓ କହିଲେ-ଖୁବ୍ଶୀଘ୍ର…
ବଲାଙ୍ଗୀର, ୮।୬ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ମଣ୍ଡି ଓ ନଅଗାଁ (ଖ) ମଣ୍ଡିରେ ଧାନକିଣା ଅଚଳାବସ୍ଥା ଏବଂ ମିଲର୍ସଙ୍କ ମନମୁଖୀ କାର୍ଯ୍ୟ ପ୍ରତିବାଦରେ ବହୁ ଚାଷୀ ସୋମବାର ସିଏସଓ ଅଫିସରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମିଳିତ କୃଷକ…
ବଚସା ହେଲା କାଳ….ମଦ ନିଶାରେ ବାପାଙ୍କୁ ଶାବଳରେ ଭୁଷି ହତ୍ୟା କଲେ ପୁଅ
ପାଟଣା,୮ା୬(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗ ପଶି ଗ୍ରାମରେ ଛାତିଥରା ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ରବିବାର ବିଳମ୍ୱିତ ରାତିରେ ପୁଅ ଉଦ୍ଧବ ନାଏକ ବାପା ଧ୍ରୁବ ନାଏକଙ୍କୁ ଶାବଳରେ ଭୁଷି ହତ୍ୟା କରିଥିବା ଜଣା ପଡ଼ିଛି…

