ସମ୍ବଲପୁର ହିଂସା ପ୍ରତିବାଦ: ସୁନ୍ଦରଗଡ଼ରେ ବନ୍ଦ ପାଳନ
ସୁନ୍ଦରଗଡ଼,୧୯ା୪(ଡି.ଏନ୍): ହନୁମାନ ଜୟନ୍ତୀରେ ଶୋଭାଯାତ୍ରା ସମୟରେ ସମ୍ବଲପୁରରେ ଘଟିଥିବା ହିଂସା ଘଟଣାର ପ୍ରତିବାଦରେ ବୁଧବାର ବିଶ୍ବହିନ୍ଦୁ ପରିଷଦ ଓ ବଜରଙ୍ଗ ଦଳ ପକ୍ଷରୁ ୧୨ଘଣ୍ଟିଆ ‘ଓଡ଼ିଶା ବନ୍ଦ’ ଡାକରା ଯୋଗୁ ସୁନ୍ଦରଗଡ଼ରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଆଜି ବିଶ୍ୱ ହିନ୍ଦୁ…
‘ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ସମ୍ମାନ’ରେ ସମ୍ମାନିତ ହେଲେ ଶ୍ରୀସନ୍ନ୍ୟାସୀ ଜୀ
କଟକ ଅଫିସ,୧୯ା୪: କଟକ ସଦର ସାମାଜିକ ଓ ସାଂସ୍କୃତିକ ସଂସଦ ଦ୍ୱାରା ଇଷାଣି ବ୍ରହ୍ମପୁର ପଞ୍ଚାୟତ ମଲ୍ଲୀପୁରର ମହାନଦୀପଠାରେ ‘ମହାନଦୀ ତଟୋତ୍ସବ’ ଅନୁଷ୍ଠିତ ହୋଇଯାଇଛି। ଏହି ମହୋତ୍ସବର ଚତୁର୍ଥ ସନ୍ଧ୍ୟାରେ ବିଶିଷ୍ଟ ଆଧ୍ୟାତ୍ମିକ ସ୍ତମ୍ଭକାର, ଲୋକପ୍ରିୟ ଆଧ୍ୟାତ୍ମିକ ପତ୍ରିକା ‘ଦିବ୍ୟାଲୋକ ସନ୍ଧାନେ’ର…
ଶରଣକୁଳ କଲେଜରେ ରାଗିଂ ଅଭିଯୋଗ
ନୟାଗଡ଼ ଅଫିସ,୧୯।୪: ନୟାଗଡ଼ ଜିଲାର ଶରଣକୁଳ କଲେଜର ବିଜ୍ଞାନ ବିଭାଗରେ ଯୁକ୍ତ ଦୁଇ ୨ୟ ବର୍ଷର ୨୪ ଛାତ୍ରୀଛାତ୍ରଙ୍କୁ କଲେଜର ଅଧ୍ୟକ୍ଷ ଓ ଆଧ୍ୟାପକ ରାଗିଂ କରୁଥିବାର ଅଭିଯୋଗ ହୋଇଛି। ଅଧ୍ୟକ୍ଷ ଓ ଆଧ୍ୟାପକଙ୍କ କୋଚିଂ ସେଣ୍ଟରରେ ନ ପଢ଼ି ନୟାଗଡ଼ର…
ସମ୍ବଲପୁର ହିଂସା ଘଟଣାର ପ୍ରତିବାଦ: କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ବନ୍ଦ ପ୍ରଭାବ
ଭବାନୀପାଟଣା,୧୯।୪(ସ୍ବ.ପ୍ର.): ସମ୍ବଲପୁର ହିଂସା ଘଟଣାରେ ପ୍ରତିବାଦରେ ବିଶ୍ବ ହିନ୍ଦୁ ପରିଷଦ ଓ ପଶ୍ଚିମ ପ୍ରାନ୍ତ ତରଫରୁ ସମ୍ବଲପୁର ସମେତ ପଶ୍ଚିମ ଓଡ଼ିଶାର ୧୦ ଓ ଅବିଭକ୍ତ କୋରାପୁଟର ୪ ଜିଲାକୁ ମିଶାଇ ମୋଟ ୧୪ ଜିଲାରେ ବୁଧବାର ବନ୍ଦ ଡାକରା ଦିଆଯାଇଛି।…
ବନ୍ଦ ପ୍ରଭାବରେ ମାଲକାନଗିରି ଜିଲାରେ ଗାଡି ଚଳାଚଳ, ଦୋକାନ ବଜାର ବନ୍ଦ
ମାଲକାନଗିରି, ୧୯।୪ (ଡି.ଏନ୍.ଏ) ସମ୍ବଲପୁରରେ ହନୁମାନ ଜୟନ୍ତୀରେ ହୋଇଥିବା ଦଙ୍ଗା ବିରୋଧରେ ବୁଧୁବାର ବିଶ୍ୱ ହିନ୍ଦୁ ପରିଷଦ ଏବଂ ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ ତରଫରୁ ଓଡିଶାର ୧୪ଟି ଜିଲାରେ ୧୨ଘଣ୍ଟିଆ ବନ୍ଦ ପାଳନ ହେଉଛି। ତେବେ ମାଲକାନଗିରି ଜିଲାରେ ଏହାର…
ପୋଖରୀ ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଆରମ୍ଭ
ଦେବଗଡ଼, ୧୯।୪(ଡି.ଏନ୍.ଏ.): ଦେବଗଡ଼ ସହର କଲେଜ ରୋଡ ଶନି ମନ୍ଦିର ନିକଟ ଷୋହଳ ବଖରି କଟା (ପୋଖରୀ) ଉନ୍ନତିକରଣ କରାଯାଉଛି। ଏଥିପାଇଁ ଯେଉଁମାନେ ପୋଖରୀ ଜବରଦଖଲ କରିଛନ୍ତି, ସେମାନଙ୍କୁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି। ହେଲେ ଉଚ୍ଛେଦ କାମ ବାରମ୍ବାର ଘୁଞ୍ଚିବା…
ପୋତାଯାଉଛି ଲକ୍ଷ ଲକ୍ଷ ଟଙ୍କାରେ ନିର୍ମିତ ମହାବନ୍ଧ
ନନ୍ଦାହାଣ୍ଡି,୧୯।୪,(ଡି.ଏନ୍.ଏ.): ୨୦୦୪ରେ ଆରମ୍ଭ ହୋଇଥିବା ନ୍ୟାସନାଲ ଫୁଡ୍ ଫର ୱାର୍କ ପ୍ରୋଗ୍ରାମ ଏବଂ ଏମ୍ଜିଏନ୍ଆର୍ଇଜିଏସ୍ରେ କର୍ମ ନିଯୁକ୍ତି ପାଇଁ ନବରଙ୍ଗପୁର ଜିଲା ନନ୍ଦାହାଣ୍ଡି ବ୍ଲକରେ ଅନେକ ମହାବନ୍ଧ ଖୋଳା ଯାଇଥିଲା। ସାଧାରଣ ଲୋକଙ୍କ ନିତ୍ୟ ବ୍ୟବହାର, ଅଭାବି ବର୍ଷା ସମୟରେ ଚାଷ…
ବିପଦସଙ୍କୁଳ ଅବସ୍ଥାରେ ଯାତ୍ରୀ ପରିବହନ
ମାଲକାନଗିରି,୧୯।୪(ଡି.ଏନ.ଏ.): ମାଲକାନଗିରି ଜିଲାର ଆଦିମ ଜନଜାତି ବଣ୍ଡା ସଂପ୍ରଦାୟର ଲୋକେ ରହୁଥିବା ବଣ୍ଡା ଘାଟିର ବିକାଶ ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି ରାଜ୍ୟ ସରକାର। ବିକାଶ ମଧ୍ୟ ହୋଇଛି, ମାତ୍ର ସ୍ଥାନୀୟ ପ୍ରଶାସନ ପକ୍ଷରୁ ସେମାନଙ୍କ ଯାତାୟାତ ଲାଗି…
ପୁନରୁଦ୍ଧାର ହେବ ଉତ୍କଳମଣି ଗୋପବନ୍ଧୁଙ୍କ ଭବନ: କ୍ଷେତ୍ର ପରିଦର୍ଶନ କଲେ ଅତିରିକ୍ତ ଶାସନ ସଚିବ
ବାରିପଦା ଅଫିସ,୧୯୪: ମୟୂରଭଞ୍ଜ ଜିଲା ବାରିପଦା ପୌରପରିଷଦର ପ୍ରଥମ ଉପାଧ୍ୟକ୍ଷ ପଣ୍ଡିତ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ସରକାରୀ ବାସଭବନର ପୁନରୁଦ୍ଧାର ନିମନ୍ତେ ରାଜ୍ୟ ସରକାରଙ୍କ ପକ୍ଷରୁ ପ୍ରୟାସ ଆରମ୍ଭ ହୋଇଛି। ବୁଧବାର ଅତିରିକ୍ତ ଶାସନ ସଚିବ ସତ୍ୟବ୍ରତ ସାହୁ କ୍ଷେତ୍ର ପରିଦର୍ଶନରେ…
ଫେରିଯିବ ଟଙ୍କା: ଏମ୍ପି, ବିଧାୟକଙ୍କ ଉଦ୍ବେଗ
ରାୟଗଡା ଅଫିସ/ରାୟଗଡ଼ା (ସ୍ବ.ପ୍ର.),୧୯।୪: ରାୟଗଡ଼ା ଜିଲା ପରିଷଦ ସମ୍ମିଳନୀ କକ୍ଷରେ ମଙ୍ଗଳବାର ଡିଏମ୍ଏଫ ଟ୍ରଷ୍ଟ ବୋର୍ଡ଼ର ୮ମ ବୈଠକ ଅନୁଷ୍ଠିତ ହୋଇଯାଇଛି। ଖଣିଜ ସମ୍ପଦରେ ଭରା ରାୟଗଡାକୁ ମିଳୁଥିବା ଜିଲା ଖଣିଜ ପାଣ୍ଠି ଅନୁଦାନ ଖର୍ଚ୍ଚ ହୋଇ ପାରୁନାହିଁ। ଖଣି ପ୍ରଭାବିତ…
କୋରେଇ ଅଞ୍ଚଳରେ ମାଳ ମାଳ ଘରୋଇ ସ୍କୁଲ
କୋରେଇ,୧୯।୪(ଡି.ଏନ୍.ଏ.): କୋରେଇ ବ୍ଲକ ଅଞ୍ଚଳରେ ଦିନକୁ ଦିନ ବେଆଇନ ଭାବେ ମାଳ ମାଳ ଘରୋଇ ସ୍କୁଲ ଗଢ଼ିଉଠୁଛି। ପ୍ରଶାସନ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ନୈରାଶ୍ୟଜନକ ଥିବାରୁ ନିର୍ଦ୍ୱନ୍ଦ୍ୱରେ ଏହି ବେଆଇନ ସ୍କୁଲଗୁଡ଼ିକ ଚାଲୁଥିବା ଆଲୋଚନା ହେଉଛି। ଅଧିକାଂଶ ସ୍କୁଲରେ ସରକାରୀ ଗାଇଡ୍ଲାଇନ ଅନୁଯାୟୀ…
ସୌଦାମିନୀଙ୍କ ପରିବାରକୁ ମିଳୁନି ଆବାସ
ବ୍ରହ୍ମବରଦା,୧୯।୪(ଡି.ଏନ୍.ଏ.): ରସୁଲପୁର ବ୍ଲକ୍ ଅନ୍ତର୍ଗତ ବନ୍ଧଡ଼ିହ ପଞ୍ଚାୟତ ଜୟସିଂହଡ଼ା ଗ୍ରାମର ସୌଦାମିନୀ ସାହାଣୀଙ୍କ ପରିବାରକୁ ମିଳୁନି ଆବାସ ଯୋଜନାରେ ଘରଟିଏ। ଫଳରେ ଏହି ପରିବାର ଭଙ୍ଗାଘରେ ଜରିପାଲ ପକାଇ ବହୁ କଷ୍ଟରେ ରହୁଛନ୍ତି। ସୌଦାମିନୀଙ୍କ ପରିବାର କହିଲେ ସ୍ବାମୀ ଚିତ୍ତରଞ୍ଜନ ସାହାଣୀ,…

