ଏସ୍ସିବିରେ ରକ୍ତ କର୍କଟ ରୋଗୀଙ୍କ ଜଟିଳ ପରୀକ୍ଷା ସୁବିଧା ନାହିଁ
କଟକ ଅଫିସ,୧୮ା୪: ଜଣେ ଗରିବ ରକ୍ତ କର୍କଟ ରୋଗୀଙ୍କ ଚିକିତ୍ସାରେ ଅର୍ଥ ସାଜିଛି ବାଧକ। ସରକାର ଲୋକଙ୍କୁ ମାଗଣା ସ୍ବାସ୍ଥ୍ୟସେବା ଯୋଗାଇ ଦେଉଥିବାବେଳେ ବିଶ୍ୱସ୍ତରୀୟ ପଥରେ ଅଗ୍ରସର ହେଉଥିବା ଏସ୍ସିବି ମେଡିକାଲରୁ ଏଭଳି ରୋଗୀଟିଏ ଫେରିଯିବା ଅତ୍ୟନ୍ତ ଦୁଃଖଦ ପରିସ୍ଥିତି ସୃଷ୍ଟି…
୨୭ରୁ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ
ଭୁବନେଶ୍ୱର, ୧୮ା୪(ବ୍ୟୁରୋ): ଆସନ୍ତା ୨୭ ଓ ୨୮ ତାରିଖରେ ଭୁବନେଶ୍ୱରଠାରେ ଜି-୨୦ ଶିକ୍ଷା କାର୍ଯ୍ୟଗୋଷ୍ଠୀର ତୃତୀୟ ବୈଠକ ଅନୁଷ୍ଠିତ ହେବ। ଏଥିପୂର୍ବରୁ ଏପ୍ରିଲ ୨୩ରୁ ୨୬ ତାରିଖ ପର୍ଯ୍ୟନ୍ତ ପ୍ରାକ୍ ବୈଠକ କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ଶିକ୍ଷା,…
ଡରାଉଛି ଖରା, ଅସ୍ତବ୍ୟସ୍ତ ଜନଜୀବନ
ଖୋର୍ଦ୍ଧା ଅଫିସ,୧୮ା୪: ରାଜ୍ୟରେ ଏବେ ପ୍ରଚଣ୍ଡ ଗ୍ରୀଷ୍ଣ ପ୍ରଭାବ ରହୁଥିବାରୁ ଜନ ଜୀବନ ଅସ୍ତବ୍ୟସ୍ତ ହେଲାଣି। ଖରା ସହ ଖୋର୍ଦ୍ଧା ଅଞ୍ଚଳରେ ବାରମ୍ବାର ଅଘୋଷିତ ବିଦ୍ୟୁତ୍ କାଟ ଯୋଗୁ ସହରବାସୀ ନାହିଁ ନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଦିନକୁ ଦିନ ତାପମାତ୍ରା…
କେନାଲରେ ପାଣି ନାହିଁ,ଖୋଲୁନି ଜଳଛତ୍ର
ନିଶ୍ଚିନ୍ତକୋଇଲି,୧୭।୪(ସ୍ବ.ପ୍ର.): ଏପ୍ରିଲ ମାସରୁ ରାଜ୍ୟରେ ଅସହ୍ୟ ଗରମ ଅନୁଭୂତ ହେଉଛି। ଏପରିକି ଦିନେ ଦୁଇ ଦିନ ହେବ ସତେଯେପରି ଆକାଶରୁ ଅଗ୍ନି ବର୍ଷା ହେଉଛି। ଏଭଳିସ୍ଥିତିରେ ନିଶ୍ଚିନକୋଇଲିରେ ନଈ ପୋଖରୀ ଓ କେନାଲରେ ପାଣି ଶୁଖି ଜଳ ପତନ କମିଯାଇଛି। ଏପରିକି…
ବିଦ୍ୟାଳୟ ଶ୍ରେଣୀଗୃହରୁ ଖସିଲା ଓରା
ଗୋପ,୧୮।୪(ଡି.ଏନ୍.ଏ.): ପୁରୀ ଜିଲାର ସର୍ବପୁରାତନ ବିଦ୍ୟାଳୟ ମଧ୍ୟରେ ରହିଛି ଗୋପର ନିଗମାନନ୍ଦ ସ୍ମାର୍ଟ ସ୍କୁଲ। ଏହି ପୁରାତନ ବିଦ୍ୟାଳୟରେ ସପ୍ତାହ ତଳେ ଏକ ଶ୍ରେଣୀଗୃହର ଆଜବେଷ୍ଟସରେ ଲାଗି ଥିବା ଗୋଟିଏ ବଡ଼ ଓରା(କାଠ ଶ୍ରେଣୀ) ଖସି ପଡ଼ିଯାଇଥିଲା। ଏହାକୁ ନେଇ ଛାତ୍ରୀଛାତ୍ର…
ଚନ୍ଦ୍ରଭାଗାରେ ପାନୀୟଜଳ ଟ୍ୟାପ୍ ଅଚଳ
କୋଣାର୍କ,୧୮।୪(ଡି.ଏନ୍.ଏ.): ଚନ୍ଦ୍ରଭାଗାଠାରେ ପର୍ଯ୍ୟଟକ, ପଥଚାରୀ ଓ ଜନସାଧାରଣଙ୍କ ନିମନ୍ତେ ଓ୍ବାଟ୍କୋ ପକ୍ଷରୁ ନିର୍ମିତ ପାନୀୟଜଳ ଟ୍ୟାପ୍ ଅଚଳାବସ୍ଥାରେ ପଡ଼ିଛି। ଏଥିଯୋଗୁ ଏଠାକୁ ଆସୁଥିବା ଲୋକେ ପାନୀୟଜଳ ନ ପାଇ ପ୍ରଚଣ୍ଡ ରୌଦ୍ରତାପ ଜନିତ ସମସ୍ୟାରେ ଛଟପଟ ହେଉଛନ୍ତି। ଚନ୍ଦ୍ରଭାଗା ପୁରାଣ ପ୍ରସିଦ୍ଧ…
୨୯ ହଜାର ହେକ୍ଟର ଜମିକୁ ମାଡ଼ିବ ପାଣି
ଯୋଡ଼ା,୧୮ା୪(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ୍ରେ ନିର୍ମାଣାଧୀନ ଓଡ଼ିଶାର ଦ୍ୱିତୀୟ ବୃହତ୍ତମ ନଦୀବନ୍ଧ ଯୋଜନା କାନପୁର ଡ୍ୟାମ୍ ପ୍ରକଳ୍ପ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ବନ୍ଧରେ ଜଳ ସଂରକ୍ଷଣ ପାଇଁ ବୈତରଣୀ ନଦୀର ଜଳ ପ୍ରବାହକୁ ବନ୍ଧ ବାନ୍ଧି ଦିଆଯାଇଛି। ପ୍ରକଳ୍ପ କାର୍ଯ୍ୟକାରୀ…
୯ ଲିଜ୍ଧାରୀଙ୍କୁ ୧୪୭ କୋଟି ୩୭ ଲକ୍ଷ ଟଙ୍କା ଜରିମାନା
ଧର୍ମଶାଳା,୧୮ା୪(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ପକ୍ଷରୁ ୯ ଜଣ ଲିଜ୍ଧାରୀଙ୍କୁ ଅଧିକ କଳାପଥର ଉତ୍ତୋଳନ ପାଇଁ ୧୪୭ କୋଟି ୩୭ ଲକ୍ଷ ୧ ହଜାର ୫୦୨ଟଙ୍କା ଜରିମାନା କରାଯାଇଛି। ସୋମବାର ତହସିଲଦାରଙ୍କ ସ୍ବାକ୍ଷରରେ ଏହି ନୋଟିସ ପ୍ରଦାନ କରାଯାଇଛି। ସୂଚନା…
ଆନ୍ଧ୍ରରେ ନିର୍ଯାତିତ ହୋଇ ଲୁଚି ଚାଲି ଆସିଲେ ୨ଶ୍ରମିକ
ମାଲକାନଗିରି, ୧୮ା୪ (ଡି.ଏନ୍.ଏ.): କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ବିଭିନ୍ନ ଜନକଲ୍ୟାଣମୂଳକ ଯୋଜନା ମାଲକାନଗିରି ଜିଲାରେ କାର୍ଯ୍ୟକାରୀ ହେଉଛି। ହେଲେ କେତେ ଜଣ ଠିକାଦାର, ଯନ୍ତ୍ରୀ ଅଳ୍ପ ସମୟରେ କାର୍ଯ୍ୟ ଶେଷକରିବା ଲାଗି କମ୍ସଂଖ୍ୟକ ଶ୍ରମିକଙ୍କୁ ନେଇ ରାତିଦିନ ମେଶିନ ବ୍ୟବହାର…
ତୁଳସୀ କ୍ଷେତ୍ରରେ ଐତିହ୍ୟ ସ୍ମାରକୀ ଅବହେଳିତ
କେନ୍ଦ୍ରାପଡ଼ା ଅଫିସ,୧୮।୪: ମଙ୍ଗଳବାର ବିଶ୍ୱ ଐତିହ୍ୟ ଦିବସ। ନିଜ ଅଞ୍ଚଳର ଐତିହ୍ୟ ସ୍ମାରକୀ ଚିହ୍ନଟ ଓ ଏହାର ସଂରକ୍ଷଣ ପାଇଁ ଇଣ୍ଟରନ୍ୟାଶନାଲ କାଉନସିଲ ଅନ୍ ମୁନମେଣ୍ଟ ଆଣ୍ଡ ସାଇଟ୍ସ ପକ୍ଷରୁ ୧୯୮୨ ମସିହାରୁ ଉଦ୍ୟମ ହେଉଥିଲେ ମଧ୍ୟ ଏହି ଦିବସ ପ୍ରତି…
ଜିଲା ମୁଖ୍ୟ ଚିକିତ୍ସାଳୟରେ ପଙ୍ଖା ନାହିଁ
ଯାଜପୁର ଟାଉନ,୧୮।୪: (ଡି.ଏନ.ଏ.) ଯାଜପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଏବେ ଛଟପଟ ରୋଗୀ। ଅଧିକାଂଶ ସ୍ଥାନରେ ପଙ୍ଖା ନାହିଁ ା ଯେଉଁଠି ପଙ୍ଖା ଅଛି ତାହା ଅଚଳ ଅବସ୍ଥାରେ ଝୁଲୁଛି ା ଏବେ ତାପମାତ୍ର ୪୦ ଡିଗ୍ରୀ ଉପରେ ରହୁଥିବାରୁ ରୋଗୀମାନେ…
ଠେଲାଗାଡ଼ି ଚାଳକଙ୍କ ଉପରେ ମାଡ଼ିଗଲା କଣ୍ଟେନର: ଉତ୍ତେଜନା
ରାୟଗଡ଼ା,୧୮।୪(ସ୍ବ.ପ୍ର.): ମଙ୍ଗଳବାର ଭୋରରେ ଜଣେ ଠେଲା ଚାଳକଙ୍କ ଉପରକୁ ଚଢ଼ିଗଲା କଣ୍ଟେନର। ରାଉରକେଲାରୁ ବିଶାଖାପାଟଣା ଯାଇଥିବା ଏକ କଣ୍ଟେନର ଭାରସାମ୍ୟ ହରାଇ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଛକ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏପରି କି କଣ୍ଟନରଟି ମାଛ ନେଇ ଆସୁଥିବା…

