ଆମ ଜିଲା ଖବର

ଦୁଇ ଜିଲା ମଧ୍ୟରେ ସୀମା ବିବାଦ: ପୋଡ଼ାଜଳା ସହ ଭଙ୍ଗାରୁଜା, ୨୦ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ

ହାଟଡିହୀ,୧୬।୪(ଡି.ଏନ୍‌.ଏ.): କେନ୍ଦୁଝର ଏବଂ ଭଦ୍ରକ ଜିଲା ମଧ୍ୟରେ ସୀମା ବିବାଦ ଏବେ ଉଗ୍ରରୂପ ଧାରଣ କରିଛି । କେନ୍ଦୁଝର ଜିଲା ନନ୍ଦିପଦା ଥାନା ଓରାଳି ଏବଂ ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଆପଣ୍ଡା ଦୁଇ ଗ୍ରାମ ମଧ୍ୟରେ ବିବାଦ ଘଟି…

ଝାମୁଯାତ୍ରା ମେଳାରେ ଅପମିଶ୍ରିତ ଖାଦ୍ୟ ସାମଗ୍ରୀ ବିକ୍ରି

ମହାକାଳପଡ଼ା,୧୬।୪(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାର ପ୍ରସିଦ୍ଧ ମା’ରାମଚଣ୍ଡୀ ପୀଠରେ ଝାମୁ ଯାତ୍ରା ମେଳା ପଣା ସଂକ୍ରାନ୍ତିରୁ ଆରମ୍ଭ ହୋଇଛି। ଏହି ମେଳା ପାଇଁ ୫ଶହରୁ ଊର୍ଦ୍ଧ୍ୱ ଦୋକାନ ଖୋଲିଛି ା ଯାତ୍ର ଦେଖିବା ପାଇଁ ରାଜ୍ୟ ତଥା ରାଜ୍ୟ ବାହାରୁ ଶ୍ରଦ୍ଧାଳୁମାନଙ୍କ ଭିଡ଼…

ଡେରାବିଶ ତାପମାତ୍ରା ୪୦ ଛୁଇଁଲା

ଡେରାବିଶ,୧୬।୪(ସ୍ବ.ପ୍ର.): ସମଗ୍ର ରାଜ୍ୟରେ ତାପମାତ୍ରାର ବୃଦ୍ଧି ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି ା ଏଥିରୁ ବି ବାଦ ପଡ଼ିନି କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଳକର ବିଭିନ୍ନ ପଞ୍ଚାୟତ ା ଶନିବାର ସକାଳ ୮ଟା ୩୦ ସୁଦ୍ଧା ତାପମାତ୍ର ୩୬…

ସୂର୍ଯ୍ୟମୁଖୀ ଚାଷକୁ ମିଳୁନାହିଁ ପ୍ରୋତ୍ସାହନ

କେନ୍ଦ୍ରାପଡ଼ା ଅଫିସ,୧୬।୪: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ କୋଇଲିପୁରର ଚାରିପୋଖରିଆ ଗ୍ରାମର ସ୍ବୟଂସହାୟକ ମହିଳା ଗୋଷ୍ଠୀ ଚଳିତ ବର୍ଷ ୭ ଏକର ଜମିରେ ସୂର୍ଯ୍ୟମୁଖୀ ଚାଷ କରିଛନ୍ତି ା ଏହି ଚାଷ ସେମାନଙ୍କ ପାଇଁ ଦ୍ୱିତୀୟ ବର୍ଷ ା ପ୍ରଥମ ବର୍ଷର…

ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ୫-ଟି ସଚିବ

ପୁରୀ ଅଫିସ,୧୬।୪: ଧାର୍ମିକ ସହର ପୁରୀକୁ ରାଜ୍ୟ ସରକାର ବିଶ୍ୱସ୍ତରୀୟ ଐତିହ୍ୟ ସହରରେ ପରିଣତ କରିବା ପାଇଁ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ତେବେ ନିର୍ଦ୍ଧାରିତ ସମୟ ମଧ୍ୟରେ କାର୍ଯ୍ୟ ସମ୍ପନ୍ନ କରିବା ନିମନ୍ତେ ସରକାରଙ୍କ ପକ୍ଷରୁ ଅନେକ ସମୟରେ…

କୋଟିଆରେ ଆନ୍ଧ୍ର ଆଧାର କ୍ୟାମ୍ପ

କୋଟିଆ ସୀମା ବିବାଦ ଅଦାଲତରେ ବିଚାରାଧୀନ ରହିଛି। ହେଲେ ଅନୁପ୍ରବେଶ ବନ୍ଦ ହେଉ ନାହିଁ। ଆନ୍ଧ୍ର ପକ୍ଷରୁ କେତେବେଳେ ଓଡ଼ିଶା ସୀମାନ୍ତ ଗ୍ରାମରେ ପ୍ରବେଶ କରି ନିର୍ବାଚନ ପାଇଁ ଚେଷ୍ଟା କରାଯାଉଛି ତ ଆଉ କେତେବେଳେ ଲୋକଙ୍କୁ ବିଭିନ୍ନ ପ୍ରଲୋଭନ ଦେଖାଇ…

ପରିତ୍ୟକ୍ତ ଖଣି ପାଣିରୁ ମିଳିଲା ଯୁବକଙ୍କ ମୃତଦେହ

କେନ୍ଦୁଝର,୧୫ା୪(ସ୍ବ.ପ୍ର.): ଟାଉନ ଥାନା ଅନ୍ତର୍ଗତ ତୁଳସୀଚଉରା ଗ୍ରାମ ନିକଟରେ ଥିବା ଏକ ବନ୍ଦ ପଥର ଖଣି ପାଣି ଭିତରୁ ଏକ ମୃତଦେହ ଜବତ ହୋଇଛି। ମୃତ ଯୁବକଙ୍କ ନାମ ଭବେଶ ପିଠାଡିଆ (୨୦) ଏବଂ ତାଙ୍କ ଘର କେନ୍ଦୁଝର ସହର ବୁଲା…

ବ୍ଲକ କାର୍ଯ୍ୟାଳୟ ମିଟରରେ ଲାଗିଲା ନିଆଁ, କର୍ମଚାରୀ ଭୟଭୀତ

କୋରୁକୋଣ୍ଡା,୧୫ା୪(ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକରେ ଶନିବାର ସମସ୍ତ କର୍ମଚାରୀ ନିଜ ନିଜ କାର୍ଯ୍ୟରେ ବ୍ୟସ୍ତ ଥିବା ବେଳେ ବ୍ଲକ କାର୍ଯ୍ୟାଳୟକୁ ସଂଯୋଗ କରୁଥିବା ବିଦ୍ୟୁତ ମିଟର ନିକଟରେ ହଠାତ୍‌ ନିଆଁ ଲାଗି ଯାଇଥିଲା। ଫଳରେ ଏହା ଦେଖି କର୍ମଚାରୀମାନେ ଭୟଭୀତ…

ଝାରସୁଗୁଡ଼ା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲ କଲେ କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ମେ’ ୧୦ରେ ହେବାକୁ ଥିବା ଝାରସୁଗୁଡ଼ା ଉପନିର୍ବାଚନ ପାଇଁ ଶନିବାର ପ୍ରାର୍ଥିପତ୍ର ଦାଖଲ କରିଛନ୍ତି କଂଗ୍ରେସ ପ୍ରାର୍ଥୀ ତରୁଣ ପାଣ୍ଡେ। ସେ ପ୍ରାର୍ଥିପତ୍ର ଦାଖଲ କରିବା ସମୟରେ ତାଙ୍କ ସହିତ ପିସିସି ସଭାପତି ଶରତ ପଟ୍ଟନାୟକ, ବିଧାୟକ ତାରା ପ୍ରସାଦ…

ଜଳୁଛି ବୌଦ୍ଧ

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ଶନିବାର ରାଜ୍ୟର ୨୨ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଆଜି ବୌଦ୍ଧରେ ସର୍ବାଧିକ ତାପମାତ୍ରା ୪୨.୫ ଡିଗ୍ରୀ ଥିଲା। ଯାହାକି ଆଜି ରାଜ୍ୟର ସର୍ବାଧିକ ଉତ୍ତପ୍ତ ସହରରେ ବୌଦ୍ଧ ପରିଗଣିତ ହୋଇଛି। ଆଜି ବୌଦ୍ଧରେ ୪୨.୫ ଡିଗ୍ରୀ…

ହାଇଓ୍ବା ଧକ୍କାରେ ଚାଲିଗଲା ଶିଶୁକନ୍ୟାର ଜୀବନ

କେନ୍ଦୁଝର,୧୫ା୪(ସ୍ବ.ପ୍ର.): ବାଂଶପାଳ ବ୍ଲକ ଫୁଲଝର ପଞ୍ଚାୟତ ଧଳାଡିହି ଗ୍ରାମରେ ଶନିବାର ଅପରାହ୍ନରେ ଏକ ହାଇଓ୍ବା ଧକ୍କାରେ ୩ ବର୍ଷ ଶିଶୁକନ୍ୟାର ମୃତ୍ୟୁ ଘଟିଛି। ମୃତ ଶିଶୁ ଜଣକ ତପନ ବାରିକଙ୍କ ଝିଅ ଖୁସି ବୋଲି ଜଣାପଡ଼ିଛି। ଆଜି ଅପରାହ୍ନରେ ଧଳାଡିହି ଗ୍ରାମର…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା

କେନ୍ଦୁଝର,୧୫ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଡାକ୍ତରଖାନାରେ ଜଣେ ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଡାକ୍ତରଙ୍କ ଅବହେଳା ଯୋଗୁ ମହିଳାଙ୍କ ମୃତ୍ୟୁ ହୋଇଥିବା ନେଇ ପରିବାର ଲୋକେ ଅଭିଯୋଗ କରିଛନ୍ତି। ମୃତକାଙ୍କ ନାମ ସାହାରପଡ଼ା ବ୍ଲକ ଉଦୟପୁର ଗ୍ରାମର ରାଜକିଶୋର ପାତ୍ରଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?