ଆମ ଜିଲା ଖବର

ସୁଧୁରିବ ଟ୍ରାଫିକ୍‌ ବ୍ୟବସ୍ଥା, ଉଠିବେ ଉଠା ଦୋକାନୀ

ଅନୁଗୋଳ ଅଫିସ, ୧୫ା୪: ଅନୁଗୋଳ ସହରରେ ପାର୍କିଂ ବ୍ୟବସ୍ଥାକୁ ନେଇ ବାରମ୍ବାର ଆପତ୍ତି ଉଠିବା ପରେ ଜିଲା ପ୍ରଶାସନ ତପତ୍ରତା ଦେଖାଇଛି। ସେହିପରି ଉଠା ଦୋକାନୀଙ୍କ କାରଣରୁ ସହରରେ ଟ୍ରାଫିକ ସମସ୍ୟା ଦେଖାଦେଉଥିବାରୁ ଏଥିରେ ସୁଧାର ଆଣିବାକୁ ଜିଲା ପ୍ରଶାସନ ପକ୍ଷରୁ…

‘ସମର ତରଙ୍ଗ’ ଦିଲ୍ଲୀ ନେବାକୁ ଉଦ୍ୟମ ହେବ

ଢେଙ୍କାନାଳ ଅଫିସ, ୧୫ା୪- ଢେଙ୍କାନାଳର ନାଟ୍ୟ ଅନୁଷ୍ଠାନ କଳା ପରିଷଦ ପକ୍ଷରୁ ଶୁକ୍ରବାର ସମର କବି ବ୍ରଜନାଥ ବଡ଼ଜେନାଙ୍କ ଜୟନ୍ତୀ ଅବସରରେ ଗୀତିନାଟ୍ୟ ସମର ତରଙ୍ଗ ସ୍ଥାନୀୟ ମିନି ଷ୍ଟାଡିୟମରେ ପରିବେଷଣ ହୋଇଥିଲା। ମୁଖ୍ୟ ଅତିଥି ଭାବେ ରାଜ୍ୟ ମୁଖ୍ୟ ଶାସନ…

ଖଡ଼ି, ଇକଡ଼ ବାଡ଼ିରେ ୩୦ଫୁଟ୍‌ ଉଚ୍ଚରେ ନିଆଁ

ଭୋଗରାଇ, ୧୫।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ କୁଳିଦା ପଞ୍ଚାୟତ କୁଳିଦା, ମଧୁପୁର, ଚାନ୍ଦକୁସୁମି, ମହାଦିଆ ଆଦି ଗ୍ରାମର ଜମିରେ ପାନଚାଷ ପାଇଁ ବ୍ୟବହୃତ ହେଉଥିବା ଖଡ଼ି, ଇକଡ଼ ବାଡ଼ିରେ ୩୦ ଫୁଟ ଉଚ୍ଚରେ ନିଅଁା ଜଳୁଛି। ଶୁକ୍ରବାର ମଧ୍ୟାହ୍ନରୁ…

ପ୍ରଥମେ ଉପରଦାନ୍ତ ଉଠିଲେ କୁକୁର ସହ ବାହାଘର

ସୋର, ୧୪ା୫(ଡି.ଏନ.ଏ.): ପରମ୍ପରା ନାମରେ ଏବେବି ଲୋକଙ୍କ ମନରେ ବସା ବାନ୍ଧିଛି ଅନ୍ଧବିଶ୍ୱାସ। ବିବାହ ବେଳେ ମଙ୍ଗଳଦୋଷ ଥିଲେ ପୁଅ କିମ୍ବା ଝିଅର ରିଷ୍ଟ ଖଣ୍ଡନ ଲାଗି ପ୍ରଥମେ ସାହାଡ଼ା ଗଛକୁ ବିବାହ କରାଯାଉଥିବା ପୂର୍ବରୁ ଆମେ ଶୁଣିଛେ। ହେଲେ ଶିଶୁଟିର…

୨୦ବର୍ଷ ହେଲା ପୁଅର ଫେରିବା ବାଟକୁ ଅପେକ୍ଷା

ସିମୁଳିଆ, ୧୫ା୪(ଡି.ଏନ.ଏ.): ଦିନେ କିମ୍ବା ଦୁଇଦିନ ନୁହେଁ, ୨୦ବର୍ଷ ହେଲା ପୁଅର କିଛି ପତ୍ତା ନାହିଁ। ବିଭିନ୍ନ ମନ୍ଦିର, ସାଧକ, ଜ୍ୟୋତିଷଙ୍କ ନିକଟକୁ ବୁଝାବୁଝି ପାଇଁ ଯାଇ ଅନେକ ଟଙ୍କା ଖର୍ଚ୍ଚ କରିସାରିଲେଣି। ସମସ୍ତଙ୍କଠାରୁ ଆଶ୍ୱାସନା ମିଳୁଛି । ତେବେ ପୁଅ…

ଶ୍ରଦ୍ଧାଳୁଙ୍କ ଗହଳି, ହେଲାନି ଦିବାପହଡ଼

ଘଟଗାଁ,୧୪ା୪(ଡି.ଏନ୍‌.ଏ): କେନ୍ଦୁଝର ଜିଲା ଘଟଗାଁ ମା’ତାରିଣୀଙ୍କ ପୀଠରେ ଚଇତି ପର୍ବର ଷଷ୍ଠ ଦିବସ ଅବସରରେ ବିଶେଷକରି ଓଡ଼ିଆ ନବବର୍ଷ ଓ ମହାବିଷୁବ ପଣାସଂକ୍ରାନ୍ତିରେ ପୀଠ ଭକ୍ତମୟ ହୋଇଉଠିଥିଲା। ସକାଳ ୫ଟାରୁ ରାତ୍ର ୮ଘଟିକା ପର୍ଯ୍ୟନ୍ତ ଲକ୍ଷାଧିକ ଶ୍ରଦ୍ଧାଳୁ ଲମ୍ବାଧାଡ଼ିରେ ମା’ଙ୍କ ଦର୍ଶନ…

ରେଳ ଚଳାଚଳ ଅଢ଼େଇ ଘଣ୍ଟା ବ୍ୟାହତ

କଟକ ଅଫିସ,୧୫।୪: ବାଙ୍ଗିରିପୋଷି-ଭୁବନେଶ୍ୱର ସୁପରଫାଷ୍ଟ ଏକ୍ସପ୍ରେସ୍‌ ଟ୍ରେନ୍‌ (୧୨୮୯୧)ରେ ଶୁକ୍ରବାର ଯାନ୍ତ୍ରିକ ତ୍ରୁଟି ଯୋଗୁ ପ୍ରାୟ ଅଢ଼େଇ ଘଣ୍ଟା ଧରି ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। କଟକ ରେଳଷ୍ଟେଶନର ୫ ନମ୍ବର ପ୍ଲାଟଫର୍ମରେ ଗାଡ଼ିଟି ଅଟକି ରହିବା ହେତୁ ଅପ୍‌ ଲାଇନ୍‌ରେ…

କୋଲାବ ଜଳଭଣ୍ଡାରରେ ଡଙ୍ଗାବୁଡ଼ି ଘଟଣା: ନିଖୋଜ ୩ ଜଣଙ୍କ ମୃତଦେହ ଜବତ

କୋରାପୁଟ,୧୫।୪(ସ୍ବ.ପ୍ର.): କୋରାପୁଟ ଜିଲା ସେମିଳିଗୁଡ଼ା ବ୍ଲକର ରାଜପୁଟ ପଞ୍ଚାୟତର କୋଲାବ ଜଳଭଣ୍ଡାରେ ଗୁରୁବାର ଅପରାହ୍ନରେ ଏକ ଦେଶୀଡଙ୍ଗା ବୁଡ଼ି ଘଟଣାରେ ନିଖୋଜ ଥିବା ୪ ଜଣଙ୍କ ମଧ୍ୟରୁ ରାତିରେ ବବିତା ହନ୍ତାଳଙ୍କ ମୃତଦେହ ମିଳିଥିଲା। ଅନ୍ୟ ନିଖୋଜମାନଙ୍କୁ ଉଦ୍ଧାର କରିବା ଲାଗି…

ଡକାୟତି ଘଟଣାରେ ଦୋଷୀଙ୍କୁ ୭ ବର୍ଷ କାରାଦଣ୍ଡ

କେନ୍ଦୁଝର,୧୫।୪(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ଥାନା ଅଞ୍ଚଳର ଏକ ଡକାୟତି ମାମଲାର ବିଚାର କରି କେନ୍ଦୁଝର ସିଜେଏମ ରଞ୍ଜୁଲତା ଲେଙ୍କା ଜଣେ ଦୋଷୀଙ୍କୁ ୭ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥି ସହିତ ୧୪ ହଜାର ଟଙ୍କା ଜରିମାନା ଓ ଅନାଦାୟେ…

ଯାଜପୁରରେ ଗାଡ଼ି, ଗଜପତିରୁ ଆସିଲା ଚାଲାଣ

ବ୍ରହ୍ମବରଦା,୧୫୪(ଡି.ଏନ.ଏ.): ରାଜ୍ୟରେ ଦିନକୁଦିନ ବଢ଼ିଚାଲିଛି ଚୋରି ଓ ରାହାଜାନି। ଦୁଇଚକିଆ ଯାନର ଅହେତୁକ ବୃଦ୍ଧି ଯୋଗୁ କିଛିଲୋକ ନିଶା କାରବାର ଓ ଅସାମାଜିକ କାର୍ଯ୍ୟରେ ବ୍ୟବହାର କରୁଛନ୍ତି ଅନ୍ୟ ଗାଡ଼ିର ନମ୍ବର ପ୍ଲେଟ୍‌ ଏବଂ ଚୋରାଗାଡ଼ି। ଏହିପରି ଏକ ଘଟଣା ଦେଖିବାକୁ…

ବିଶ୍ୱର ୩ୟ ଉତ୍ତପ୍ତ ସହର ବାରିପଦା

ଭୁବନେଶ୍ୱର,୧୫ା୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମରେ ସାରା ରାଜ୍ୟ ସିଝୁଛି। ସତେଯେମିତି ଆକାଶରୁ ଅଗ୍ନିବର୍ଷା ହେଉଛି। ଗତ କିଛିଦିନ ହେବ ଅସହ୍ୟ ତାତି ସମଗ୍ର ରାଜ୍ୟକୁ କବଳିତ କରିଛି। ସକାଳ ହେବା ମାତ୍ରେ ମାଡ଼ିଆସୁଛି ତତଲା ପବନ। ଦେହମୁଣ୍ଡ ଜଳିପୋଡ଼ିଗଲା ଭଳି ଲାଗୁଛି ।…

ହନୁମାନ ଜୟନ୍ତୀରେ ପୁଣି ହିଂସାକାଣ୍ଡ: ଯୁବକଙ୍କୁ ହତ୍ୟା, ପୋଡ଼ାଜଳା

ସମ୍ବଲପୁର,୧୪।୪(ବ୍ୟୁରୋ): ସମ୍ବଲପୁର ହନୁମାନ ଜୟନ୍ତୀ ଉପଲକ୍ଷେ ବାଇକ୍‌ ଶୋଭାଯାତ୍ରା ଉପରେ ପଥର ମାଡ ପରେ ପୋଡ଼ାଜଳା ଓ ମରଣାନ୍ତକ ଆକ୍ରମଣ ଘଟଣାକୁ ଇତିମଧ୍ୟରେ ୨ ଦିନ ବିତିଯାଇଛି। ହେଲେ ସହରରେ ଆତଙ୍କ ଓ ଭୟର ବାତାବରଣ ଲାଗି ରହିଛି । ଏନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?