ଆମ ଜିଲା ଖବର

ବଳି ପାଇଁ ପୁଅକୁ ହତ୍ୟା ଅଭିଯୋଗ ଆଣିଲେ ବାପା

କେନ୍ଦୁଝର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ଅନ୍ତର୍ଗତ କରଙ୍ଗାଡିହି ଗ୍ରାମର ରଙ୍ଗାଧର ମହାକୁଡ଼ଙ୍କ ୮ବର୍ଷର ପୁଅ ଫକୀର ମହାକୁଡ଼ ନିଖୋଜ ପୁଅର ମୃତଦେହ ଗତ ବୁଧବାର ଜବତ ହୋଇଥିଲା। ଆଜି ଜିଲା ମୁଖ୍ୟ ଡାକ୍ତରଖାନାରେ ମୃତଦେହ ବ୍ୟବଚ୍ଛେଦ ହୋଇଛି। ଅଦ୍ୟାବଧି ପୋଲିସ…

ପୋଲିସ ମାଡ଼ରେ ଟ୍ରାକ୍ଟର ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିବା ଘଟଣା: ଉପଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

ଆନନ୍ଦପୁର,୧୩ା୪(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ଏସ୍‌ଆଇଙ୍କ ନାମରେ ସଙ୍ଗୀନ ଅଭିଯୋଗ ଆସିଛି। ଜଣେ ଟ୍ରାକ୍ଟର ଚାଳକଙ୍କୁ ଜନୈକ ଏସ୍‌ଆଇ ତାଙ୍କ ସହଯୋଗୀଙ୍କ ସହିତ ଗୋଡ଼ାଇ ଗୋଡ଼ାଇ ଫାଇବର ପାଇପ୍‌ରେ ବାଡ଼ାଇବା ଫଳରେ ଟ୍ରାକ୍ଟର ଡ୍ରାଇଭରଙ୍କ ଗୋଡ଼ ଭାଙ୍ଗିବା ଭଳି ଘଟଣା…

ବୁଡ଼ିଲା ଡଙ୍ଗା: ୩ ମହିଳାଙ୍କ ସହ ଜଣେ ଶିଶୁ ନିଖୋଜ

କୋରାପୁଟ,୧୩।୪(ସ୍ବ.ପ୍ର.): କୋରାପୁଟ ଜିଲା ସେମିଲିଗୁଡ଼ା ଥାନା ଅଧୀନ ରାଜପୁଟ ପଞ୍ଚାୟତ ପୋଡ଼ଗଡ଼ ଡଙ୍ଗାଘାଟ କୋଲାବ ଜଳଭଣ୍ଡାରରେ ଗୁରୁବାର ଅପରାହ୍ନରେ ଏକ ଅଘଟଣ ଘଟିଛି। ଏକ ଦେଶୀ ଡଙ୍ଗା ବୁଡିଯାଇ ୩ ଜଣ ମହିଳାଙ୍କ ସମେତ ୪ ଜଣ ନିଖୋଜ ହୋଇଯାଇଛନ୍ତି। ଅନ୍ୟପକ୍ଷେ…

ମେ ୬ରେ ରବି ଧାନ ସଂଗ୍ରହ ପ୍ରକ୍ରିୟା ଆରମ୍ଭ

ବରଗଡ଼ ଅଫିସ, ୧୩।୪: ବରଗଡ଼ ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଗୁରୁବାର ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲାପାଳ ମୋନିଷା ବାନାର୍ଜୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ରବି ଧାନ ସଂଗ୍ରହ ଉପରେ ଆଲୋଚନା ହୋଇ…

ସୋରଡ଼ାରେ ରାସ୍ତାଘାଟ ଶୂନ୍‌ଶାନ୍‌

ସୋରଡ଼ା,୧୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ଅଞ୍ଚଳରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାହ୍ନ ୧୧ଟାରୁ ରାସ୍ତାଘାଟ,ବଜାର,ସରକାରୀ ଅଫିସ, ବ୍ୟବସାୟ ପ୍ରତିଷ୍ଠାନ ସବୁ ଶୂନ୍‌ଶାନ ହୋଇଯାଉଛି। କିନ୍ତୁ ରଥପଦା ଅଞ୍ଚଳରେ ପେଟପାଟଣା ପାଇଁ ରାସ୍ତା ପାର୍ଶ୍ୱରେ ଅସହ୍ୟ ଖରାରେ ଲେମ୍ବୁ ବିକିବା…

ଦୁଇ ନାବାଳିକା ଭଉଣୀଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବ୍ରହ୍ମପୁର ଅଫିସ,୧୩ା୪: ସ୍ବତନ୍ତ୍ର ଫାଷ୍ଟଟ୍ରାକ୍‌ କୋର୍ଟ ଜଜ୍‌ ଗଣେଶ୍ୱର ପତି ଗୁରୁବାର ଦଳିତ ବର୍ଗର ଦୁଇଜଣ ନାବାଳିକା ଭଉଣୀଙ୍କୁ ବଳାତ୍କାର କରିବା ମାମଲାର ଚୂଡାନ୍ତ ରାୟ ପ୍ରକାଶ କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ଆବଶ୍ୟକ ପ୍ରମାଣକୁ ଭିତ୍ତି କରି ଗୋଳନ୍ଥରା…

ଦୁଇ ଶ୍ରମିକ ପୋଡ଼ି ଗୁରୁତର ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ ଜିଲାପାଳଙ୍କୁ ଭେଟିଲା ଶ୍ରମିକ ସଂଘ

ଭଦ୍ରକ ଅଫିସ,୧୩ା୪: ଭଦ୍ରକ ରାନ୍ଦିଆ ଫେକର କମ୍ପାନୀରେ ଦୁଇ ଶ୍ରମିକ ପୋଡ଼ି ଗୁରୁତର ଘଟଣାରେ ତଦନ୍ତ କରି ଅବହେଳା କରିଥିବା ଅଫିସରମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଶ୍ରମିକ ସଂଘ ଗୁରୁବାର ଜିଲାପାଳଙ୍କୁ ଭେଟି ଅଭିଯୋଗ ଜଣାଇଛି। ଏହି ଘଟଣାରେ ପୋଲିସ ଅଟକ…

ଚନ୍ଦନକାଠ ଚୋରା ଚାଲାଣ, ଜଣେ ଅଟକ

ପଟାଙ୍ଗି,୧୩ା୪(ଡି.ଏନ୍‌.ଏ.): ଛତିଶଗଡ଼ ରାଜ୍ୟରୁ ଓଡ଼ିଶାର ଜୟପୁର, କୋରାପୁଟ, ସୁନାବେଡ଼ା, ଶେମିଳିଗୁଡ଼ା ଓ ପଟ୍ଟାଙ୍ଗି ଦେଇ ଯାଇଥିବା ଜାତୀୟ ରାଜପଥ ପଡ଼ୋଶୀ ଆନ୍ଧ୍ର ରାଜ୍ୟକୁ ସଂଯୋଗ କରିଥାଏ। ଉକ୍ତ ରାସ୍ତା ଦେଇ ଅନେକ କିଛି ଚୋରା ଚାଲାଣ ହେଉଥିବା ବେଳେ ମୁଖ୍ୟତଃ ଉକ୍ତ…

କୋର୍ଟ ଆଦେଶକୁ ଅବମାନନା କରି ପଳାତକ ଘୋଷିତ ହୋଇଥିଲେ, ୨ ହତ୍ୟା ଅଭିଯୁକ୍ତଙ୍କ ସମ୍ପତ୍ତି ଜବତ କଲା ପୋଲିସ

ବେଗୁନିଆପଡ଼ା,୧୩ା୪(ଡି.ଏନ୍‌.ଏ.): ପୋଲିସ ହାତରେ ଧରା ଦେଲେନି, କୋର୍ଟକୁ ବି ଅବମାନନା କଲେ। ଶେଷରେ ଜବତ ହେଲା ଅପରାଧୀଙ୍କ ସମ୍ପତ୍ତି। ଏଭଳି ଏକ ଖବର ସାମ୍ନାକୁ ଆସିଛି ଗଞ୍ଜାମ ଜିଲା କୋଦଳା ଥାନା ଅନ୍ତର୍ଗତ ମର୍ଦ୍ଦମେଖ ପଞ୍ଚାୟତର ମାଟିଗଡ଼ ଗାଁରୁ। ଖବର ଅନୁଯାୟୀ,…

ବିଭିନ୍ନ ଦାବିରେ ଶ୍ରମିକଙ୍କ ଆନ୍ଦୋଳନ

ଛତ୍ରପୁର,୧୩ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ଉପକଣ୍ଠ ଆଇଆର୍‌ଇ କମ୍ପାନୀ ପରିସରରେ ଥିବା ରିପ୍‌ ପ୍ଲାଣ୍ଟରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କ ବିଭିନ୍ନ ସମସ୍ୟା ଲାଗି ରହିଛି। ଏହି ଦାବି ପୂରଣ ନେଇ ପୂର୍ବରୁ ଆଇଆର୍‌ଇ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିଲେ ମାତ୍ର ୩ ମାସ…

ଛାତ୍ରୀଙ୍କୁ ଅପହରଣ ସହ ବଳାତ୍କାର ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷ

ବ୍ରହ୍ମପୁର ଅଫିସ,୧୩ା୪: ସ୍ବତନ୍ତ୍ର ପୋକ୍ସୋ ଜଜ୍‌ ପ୍ରଭାତ କୁମାର ରାଜଗୁରୁ ଜନୈକା ଛାତ୍ରୀଙ୍କୁ ଅପହରଣ ଓ ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ପ୍ରମାଣ ଅଭାବରୁ ସେ ଅଭିଯୁକ୍ତଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ସେ ହେଉଛନ୍ତି ସଦର ଥାନା ଅନ୍ତର୍ଗତ…

ଝାରସୁଗୁଡା ଉପନିର୍ବାଚନ: ଆଜିଠୁ ନାମାଙ୍କନପତ୍ର ଦାଖଲ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ମେ’୧୦ରେ ଝାରସୁଗୁଡା ବିଧାନସଭା ଉପନିର୍ବାଚନ। ଏନେଇ ଗୁରୁବାର ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇବ। ତେବେ ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଥିବା ବେଳେ ଆଜିଠାରୁ ନାମାଙ୍କନପତ୍ର ଦାଖଲ କରିବାର ପ୍ରକ୍ରିୟା ଆରମ୍ଭ ହେବ। ପୂର୍ବାହ୍ନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ପ୍ରାର୍ଥୀମାନେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?