ପାରାଦୀପ ବନ୍ଦରରେ ଆଇଏନ୍ଏସ୍ ଘଡ଼ିଆଳ
ପାରାଦୀପ,୨୩।୧୧(ସ୍ବ.ପ୍ର.): ଡିସେମ୍ବର ୫ ନୌସେନା ଦିବସ ପାଳିତ ହେବ। ଏହା ଅବ୍ୟବହିତ ପୂର୍ବରୁ ନୌସେନା ପକ୍ଷରୁ ଦୁଇଦିନିଆ ସ୍ବାସ୍ଥ୍ୟସେବା ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ପାରାଦୀପ ବନ୍ଦରରେ ମଙ୍ଗଳବାର ଇଫ୍କୋ ବର୍ଥରେ ଲାଗିଥିବା ଆଇଏନ୍ଏସ୍ ଘଡ଼ିଆଳ ଜାହାଜରେ ଏହି ଶିବିର ଆୟୋଜନ…
ଆଜିଠାରୁ ଦଶମ ଶ୍ରେଣୀ ଏସ୍ଏ-୧ ପରୀକ୍ଷା
କଟକ ଅଫିସ, ୨୩ା୧୧: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଦଶମ ଶ୍ରେଣୀ ପ୍ରଥମ ସମ୍ମେଟିଭ ଆସେସମେଣ୍ଟ (ଏସ୍ଏ-୧) ପରୀକ୍ଷା ବୁଧବାରଠାରୁ ଆରମ୍ଭ ହେବ। ରାଜ୍ୟରେ ମୋଟ ୫ଲକ୍ଷ ୩୨ହଜାର ୭୧୨ ପରୀକ୍ଷାର୍ଥୀ ହାଇସ୍କୁଲ ସାର୍ଟିଫିକେଟ ନିମନ୍ତେ ଏହି ପରୀକ୍ଷା…
ପିତୃପୁରୁଷଙ୍କୁ ଶ୍ରାଦ୍ଧ ଦେଲେ ମହାପ୍ରଭୁ
ପୁରୀ ଅଫିସ, ୨୩ା୧୧: ମାର୍ଗଶିର ମାସ କୃଷ୍ଣପକ୍ଷ ଚତୁର୍ଦ୍ଦଶୀ ମଙ୍ଗଳବାରଠାରୁ ଶ୍ରୀମନ୍ଦିରରେ ଦେବଦୀପାବଳି ନୀତି ଆରମ୍ଭ ହୋଇଛି। ଏହା ୩ଦିନ ଯାଏ ଚାଲିବ। ଏହି ୩ଦିନରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମେତ ପ୍ରଭୁ ବଳଦେବ ଓ ଦେବୀ ସୁଭଦ୍ରା ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ…
ରାଷ୍ଟ୍ରପତିଙ୍କୁ ଜେଜେମା’ ସମ୍ବୋଧନ କରି ଚିଠି
ଖୋର୍ଦ୍ଧା ଅଫିସ,୨୩ା୧୧: ଓଡ଼ିଆ ଝିଅ ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ହେବା ପରେ ଓଡ଼ିଶାର ସୁଖ୍ୟାତି ବଢ଼ିଛି। ସେ ପିଲାଙ୍କୁ ଭଲ ପାଉଥିବା ତାଙ୍କ ପ୍ରଥମ ଓଡ଼ିଶା ଗସ୍ତ ଅବସରରେ ପ୍ରମାଣିତ ହୋଇଛି। ଖୋର୍ଦ୍ଧା ବିଡିଏ କଲୋନୀର ବାସିନ୍ଦା ତଥା ପାନବରଜସ୍ଥିତ ଏକ…
୪ ଛୁଆ ଜନ୍ମଦେଲା ସିଂହୀ ବିଜ୍ଲୀ
ବାରଙ୍ଗ,୨୩।୧୧(ଡି.ଏନ୍.ଏ.): ଆରମ୍ଭ ହୋଇଯାଇଛି ପର୍ଯ୍ୟଟନ ଋତୁ। ଧୀରେ ଧୀରେ ପର୍ଯ୍ୟଟନସ୍ଥଳୀଗୁଡ଼ିକରେ ପର୍ଯ୍ୟଟକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହି ସମୟରେ ନନ୍ଦନକାନନର ସିଂହୀ ବିଜଲୀ ପର୍ଯ୍ୟଟକଙ୍କୁ ଭେଟି ଦେଇଛି। ଏସୀୟ ସିଂହୀ ବିଜଲୀ ମଙ୍ଗଳବାର ତା’ର ତୃତୀୟ ଗର୍ଭରୁ ୪ଟି ଶାବକଙ୍କୁ ଜନ୍ମ…
ଧୂଳି ନ ଉଡ଼ିବାକୁ ୨୧ଲକ୍ଷ ଖର୍ଚ୍ଚ
କଟକ ଅଫିସ,୨୩ା୧୧: ବାଲିଯାତ୍ରାରେ ଅନିୟମିତତା ଅଭିଯୋଗରେ ଜିଲା ପ୍ରଶାସନ ବିବାଦରେ ଥିବା ବେଳେ ଏବେ ଏହା ଭିତରକୁ ଟାଣି ହୋଇଆସିଛି କଟକ ମହାନଗର ନିଗମ(ସିଏମ୍ସି) ା ବିରୋଧୀ କର୍ପୋରେଟର ଅଭିଯୋଗ କରିଛନ୍ତି ଯେ ଏହି ବାଲିଯାତ୍ରାରେ ପ୍ରାୟ ୯ କୋଟି ଟଙ୍କା…
ଖବରଦାତାଙ୍କ ପରଲୋକ
ଭଦ୍ରକ ଅଫିସ/ ପୁରୁଷୋତ୍ତମପୁର (ଡି.ଏନ.ଏ.), ୨୩।୧୧: ଖବରଦାତା ବିଭୁ ପ୍ରସାଦ ବେହେରା(୪୪)ଙ୍କ ମଙ୍ଗଳବାର ସକାଳେ ପରଲୋକ ହୋଇଛି। ସେ ଗତ ଦୁଇବର୍ଷ ଧରି କିଡ୍ନୀ ରୋଗରେ ପୀଡ଼ିତ ଥିଲେ। ରବିବାର ରାତିରେ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଚିକିତ୍ସା ପାଇଁ…
ରାଜଧାନୀ ଉପକଣ୍ଠରେ ହତ୍ୟା
ବାରଙ୍ଗ/ଯାଁଳା,୨୩।୧୧(ଡି.ଏନ୍.ଏ.): ରାଜଧାନୀ ଉପକଣ୍ଠ ଚନ୍ଦକା ଥାନା ଅଧୀନ ପାଇକରାପୁର ପାହାଡ଼ତଳେ ମଙ୍ଗଳବାର ସକାଳୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଏକ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଥିଲା। ମୃତକ ହେଲେ ଏୟାରଫିଲ୍ଡ ଥାନା ଅନ୍ତର୍ଗତ ପଞ୍ଚପଲ୍ଲୀ ପଞ୍ଚାୟତ ବ୍ରହ୍ମକୁଣ୍ଡଳ ଗଁାର ବଂଶୀଧର ଜେନା। କିନ୍ତୁ…
ଫାର୍ମା କମ୍ପାନୀ ଖୋଲିବେ ଯୁବ ବୈଜ୍ଞାନିକ ଶେଷ କିଷାନ
ରେଢାଖୋଲ,୨୩ା୧୧(ଡି.ଏନ.ଏ.): ସମ୍ବଲପୁର ଜିଲା ରେଢ଼ାଖୋଲ ଉପଖଣ୍ଡ ନାକ୍ଟିଦେଉଳ ବ୍ଲକ ଅଧୀନ ବଲାସିଙ୍ଗା ଗ୍ରାମର ଯୁବ ବୈଜ୍ଞାନିକ ଡ. ଶେଷ କିଷାନ ଖୁବ୍ଶୀଘ୍ର ଏକ ଫାର୍ମା କମ୍ପାନୀ ଖୋଲିବାକୁ ଯାଉଛନ୍ତି। ମଙ୍ଗଳବାର ତାଙ୍କ ବିବାହ ରିସେପ୍ସନ ଅବସରରେ ରେଢ଼ାଖୋଲ ବିଜୁ ପଟ୍ଟନାୟକ କଲ୍ୟାଣ…
ମହିମାଗାଦିରେ ବୁଲିଲା ଜେସିବି
ଢେଙ୍କାନାଳ ଅଫିସ, ୨୩।୧୧: ବିଶ୍ୱ ପ୍ରସିଦ୍ଧ ମହିମା ଧର୍ମର ପ୍ରମୁଖ ପୀଠସ୍ଥଳୀ ଢେଙ୍କାନାଳ ଜିଲା ଯୋରନ୍ଦାସ୍ଥିତ ମହିମାଗାଦିର ବିବାଦୀୟ ତୃତୀୟ ବେଢ଼ାରୁ ମଙ୍ଗଳବାର ଉଚ୍ଛେଦ କାର୍ଯ୍ୟ ସରିଛି। କୌପିନଧାରୀ ମହିମା ଧର୍ମାବଲମ୍ବୀଙ୍କ ମୁଖ୍ୟ ଉପାସନାସ୍ଥଳୀରେ ଥିବା ବତି ମନ୍ଦିର, ଧୁନି ମନ୍ଦିର,…
ଅମର୍ଦ୍ଦା ଏୟାରଷ୍ଟ୍ରିପ୍ ଉନ୍ନତୀକରଣ ପାଇଁ ଅନୁମତି
ବାରିପଦା ଅଫିସ,୨୩ା୧୧:ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁରସ୍ଥିତ ଅମର୍ଦ୍ଦା ଏୟାରଷ୍ଟ୍ରିପ୍ର ଉନ୍ନତୀକରଣ ନିମନ୍ତେ କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ମଞ୍ଜୁରୀ ମିଳିଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ ରାଜ୍ୟ ସରକାରଙ୍କୁ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଙ୍ଗଠନ(ଡିଆର୍ଡିଓ)…
ମାଲକାନଗିରି ବିକାଶ ସବୁଠୁ ଅଧିକ ଖୁସି ଦିଏ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର(ବ୍ୟୁରୋ)/ମାଲକାନଗିରି,୨୩ା୧୧(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ମାଲକାନଗିରି ଜିଲା ପାଇଁ ୬ଟି ଗୁରୁତ୍ୱପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୨୫ କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଏହିସବୁ ପ୍ରକଳ୍ପ ଜିଲାର ସାମାଜିକ ଓ ଆର୍ଥିକ…
Archives


