ଆମ ଜିଲା ଖବର

ପରିବେଶ ସଚେତନତା ପ୍ରତି ଗଛ ସାର୍‌ଙ୍କ ଗୁରୁତ୍ୱ

ଖଣ୍ଡପଡ଼ା,୨୦ା୧(ସ୍ବ.ପ୍ର.):ମଣିଷ ପ୍ରତି ମୁହୁର୍ତ୍ତରେ ପ୍ରକୃତି ଓ ପରିବେଶକୁ କ୍ଷତାକ୍ତ କରିଚାଲିଛି ା ସୃଷ୍ଟିର ସର୍ବ ଶ୍ରେଷ୍ଠ ଜୀବ ଭାବେ ମଣିଷ ନିଜକୁ ପରିଚିତ କରାଉଥିବା ବେଳେ ତା’ର ସ୍ବାର୍ଥପରତା ଯୋଗୁ ସମୁଦାୟ ଜୀବଜଗତ ଦିନେ ଲୋପ ପାଇବ ା ବୃକ୍ଷହିଁ ପରିବେଶର…

ଧିମେଇଛି ସ୍ବର: କୋହିନୁର ଆଶା ମଉଳୁଛି

ପୁରୀ ଅଫିସ,୨୦ା୧:ବ୍ରିଟିଶ ସାମ୍ରାଜ୍ୟ ଅଧୀନରେ ଥିବା ବହୁଚର୍ଚ୍ଚିତ କୋହିନୁର ହୀରା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କର ଏବଂ ଏହାକୁ ତୁରନ୍ତ ନିଜ ଦେଶକୁ ଫେରାଇ ଆଣିବାକୁ କିଛିମାସ ତଳେ ଦାବି ଉଠିଥିଲା। ଏପରିକି ଏ ନେଇ ରାଷ୍ଟ୍ରପତିଙ୍କୁ ଚିଠି ଲେଖିବା ସହ ଅନ୍ତର୍ଜାତୀୟ ଅଦାଲତଙ୍କ…

୫ ଏକର ଜମିରୁ ଶାଳ ଜଙ୍ଗଲ ପଦା

ନୟାଗଡ଼ ଅଫିସ,୨୦।୧:ନୟାଗଡ଼ ବନଖଣ୍ଡ ମହିପୁର ରେଞ୍ଜ ଗୁମି ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମୁରିଆମ୍ବା ନୂଆସାହିସ୍ଥିତ ଶାଳ ଜଙ୍ଗଲରୁ ୫ ଏକର ଶାଳ ଗଛ ପଦା ହୋଇଗଲାଣି । ଗୁମି ଫରେଷ୍ଟରଙ୍କୁ ସରୁ ମୁଗ ଡାଲି ପରି ଉପହାର ଦେଇ କେତେଜଣ ବ୍ୟକ୍ତି…

ନିମ୍ନମାନର ଛତୁଆ ବଣ୍ଟନ ଅଭିଯୋଗ

ବାରଙ୍ଗ,୨୦।୧(ଡି.ଏନ୍‌.ଏ.): ବାରଙ୍ଗ ବ୍ଲକ ଅନ୍ତର୍ଗତ ନରାଜ ପଞ୍ଚାୟତର ନରାଜ ଅଙ୍ଗନଓ୍ବାଡି କେନ୍ଦ୍ରରେ ଗର୍ଭବତୀ ଓ ପ୍ରସ୍ତୁତି ମା’ମାନଙ୍କୁ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ନେଇ ନରାଜ ଗ୍ରାମର ତୁଷାରକାନ୍ତ ବେହେରା ସିଡିପିଓ ଓ ବିଡିଓଙ୍କ ନିକଟରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ…

ଧାନ ଖାଇଲା, ପାଚେରି ଭାଙ୍ଗିଲା

ଚୌଦ୍ୱାର,୨୦ା୧(ଡି.ଏନ୍‌.ଏ.): ଟାଙ୍ଗୀ-ଚୌଦ୍ୱାର ବ୍ଲକ ବଡ଼ସାମନ୍ତରାପୁର ପଞ୍ଚାୟତ ସର୍ଦ୍ଦାରଖରିଦା ଗ୍ରାମରେ ବୁଧବାର ବିଳମ୍ବିତ ରାତିରେ ହାତୀ ଉପଦ୍ରବ ଦେଖିବାକୁ ମିଳିଥିଲା। ଉକ୍ତ ଗ୍ରାମର ଜଗୁ ରାଉତଙ୍କ ବାରିରେ ଗୋଟିଏ ହାତୀ ପଶିବା ସହ ପିଣ୍ଡାରେ ବସ୍ତାରେ ଭର୍ତ୍ତି ହୋଇଥିବା ଧାନ ଖାଇଥିଲା। ପରେ…

ସିଏମ୍‌ସି ଯନ୍ତ୍ରୀ ବିଭାଗ ଆବଶ୍ୟକତାକୁ ନେଇ ପ୍ରଶ୍ନବାଚୀ

କଟକ ଅଫିସ,୨୦ା୧: କଟକ ମହାନଗର ନିଗମ(ସିଏମ୍‌ସି)ର ସ୍ବତନ୍ତ୍ର ଯନ୍ତ୍ରୀ ବିଭାଗ ରହିଛି। ସେଥିରେ ନିର୍ବାହୀ ଯନ୍ତ୍ରୀଠାରୁ ଆରମ୍ଭ କରି ସହକାରୀ ଯନ୍ତ୍ରୀ, କନିଷ୍ଠ ଯନ୍ତ୍ରୀ ରହିଛନ୍ତି। ସହରର ବିଭିନ୍ନ ଉନ୍ନତିମୂଳକ ପ୍ରକଳ୍ପ ପାଇଁ ଏହି ବିଭାଗ କାର୍ଯ୍ୟ କରିଥାଏ। ମାତ୍ର ସିଏମ୍‌ସି…

କାର୍ଯ୍ୟକ୍ଷମ ହୋଇପାରୁନି ନେତାଜୀ ବ୍ୟାଖ୍ୟାନ କେନ୍ଦ୍ର

କଟକ ଅଫିସ,୨୦ା୧: କଟକ ଓଡ଼ିଆ ବଜାରସ୍ଥିତ ନେତାଜୀ ଜନ୍ମସ୍ଥାନ ସଂଗ୍ରହାଳୟ ନିକଟରେ ଥିବା ନେତାଜୀ ବ୍ୟାଖ୍ୟାନ କେନ୍ଦ୍ର କାର୍ଯ୍ୟକ୍ଷମ ହୋଇପାରୁନାହିଁ। ଦୀର୍ଘଦିନ ଧରି ବନ୍ଦ ରହିବା ଯୋଗୁ ଏହାର ଅଟ୍ଟାଳିକା ନଷ୍ଟ ହେବାକୁ ବସିଥିବାବେଳେ ଉପକରଣଗୁଡିକ ଖତ ଖାଉଛି। ତୁରନ୍ତ ଏହାର…

ସହାୟତା ଅପେକ୍ଷାରେ ପବିତ୍ରଙ୍କ ପରିବାର

ନିରାକାରପୁର,୨୦ା୧(ଡି.ଏନ୍‌.ଏ.): ଦିନ ଥିଲା ରାଜନେତାଙ୍କଠାରୁ ଆରମ୍ଭ କରି ବଣିକ ସଂଘ ପର୍ଯ୍ୟନ୍ତ ସମସ୍ତଙ୍କ ପ୍ରିୟ ଥିଲେ ନିରାକାରପୁର ପଞ୍ଚାୟତର ପବିତ୍ର ମୋହନ ସାହୁ ଓରଫ ପବି। ତେବେ ସେ ମୁଖ କର୍କଟ ରୋଗରେ ପୀଡ଼ିତ ହେବା ପରେ ଯେପରି ସମସ୍ତଙ୍କ ପାଇଁ…

ଗୋରୁଙ୍କଠାରେ ବ୍ୟାପୁଛି ଚର୍ମବିଣ୍ଡି ରୋଗ

ଯାଆଁଳା ,୨୦ା୧(ଡି.ଏନ୍‌.ଏ.): ଜଟଣୀ ବ୍ଲକ ଅନ୍ତର୍ଗତ ଯାଆଁଳା ପଞ୍ଚାୟତରେ ଗୋରୁଙ୍କ ଠାରେ ଚର୍ମବିଣ୍ଡି ରୋଗ ବ୍ୟାପିବାରେ ଲାଗିଛି। ଏହାର ପ୍ରତିକାର ପାଇଁ ସ୍ଥାନୀୟ ପ୍ରାଣୀ ଚିକିତ୍ସା କେନ୍ଦ୍ର ପକ୍ଷରୁ କୌଣସି ପଦକ୍ଷେପ ନିଆଯାଉ ନାହିଁ। ଫଳରେ ସାଧାରଣରେ ଅସନ୍ତୋଷ ବଢ଼ିବାରେ ଲାଗିଛି।…

ଗଞ୍ଜେଇ ଚାଷ ପାଇଁ ଅନୁମତି ମାଗିଲେ ଚାଷୀ

ବଲାଙ୍ଗୀର ଅଫିସ/ଖପ୍ରାଖୋଲ,୨୦ା୧ (ଡି.ଏନ୍‌.ଏ.): ବାରମ୍ବାର ଅନୁରୋଧ ପରେ ମଧ୍ୟ ଜଣେ ପଞ୍ଜୀକୃତ ଚାଷୀ ଉତ୍ପାଦିତ ଧାନ ବିକ୍ରୟ କରି ପାରିଲେ ନାହିଁ। ଶେଷରେ ପୈତୃକ ଜମିରେ ଧାନ ପରିବର୍ତ୍ତେ ଗଞ୍ଜେଇ ଚାଷ ପାଇଁ ତହସିଲଦାରଙ୍କୁ ଅନୁମତି ମାଗିଛନ୍ତି। ଜାନୁୟାରୀ ୨୦ତାରିଖ ଭିତରେ…

୪ମାସର ଶିଶୁକୁ ହତ୍ୟାକରି ଫିଙ୍ଗିଦେଲେ

ଖଇରା/ସୋର, ୨୦ା୧(ଡି.ଏନ.ଏ.):ବାଲେଶ୍ୱର ଜିଲା ଖଇରା ଥାନା ଗଗନଧୂଳି ପଞ୍ଚାୟତ ଅଧୀନ ପାଣିସିଆଳି ଗ୍ରାମର ଜଣେ ୪ମାସ ଶିଶୁପୁତ୍ରକୁ ହତ୍ୟା କରି ବିଲ ମଝିକୁ ଫିଙ୍ଗି ଦିଆଯାଇଛି। ଶିଶୁଟିର କ୍ଷତବିକ୍ଷତ ମୃତଦେହ ଗୁରୁବାର ସନ୍ଧ୍ୟାରେ ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ଥାନାରେ ହ୍ୟୁମାନ, ଶ୍ରୀୟା

କଟକ ଅଫିସ,୨୦ା୧:ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଅଭିଯୋଗରେ ପୋଲିସ ଦ୍ୱାରା ସମନ ପାଇ କଟକ ମହିଳା ଥାନାରେ ଗୁରୁବାର ହାଜର ହୋଇଛନ୍ତି ଓଲିଉଡ୍‌ର କଣ୍ଠଶିଳ୍ପୀ ହ୍ୟୁମାନ ସାଗର। ପୂର୍ବାହ୍ନ ପ୍ରାୟ ୧୧ଟା ପରେ ହ୍ୟୁମାନ ମହିଳା ଥାନାରେ ପହଞ୍ଚତ୍ଥିବା ବେଳେ ସ୍ତ୍ରୀ ଶ୍ରୀୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri