ଆମ ଜିଲା ଖବର

ବାଘ ଛାଲ ଜବତ, ଧରାପଡ଼ିଲେ ଦୁଇ ଅଭିଯୁକ୍ତ

ପାତ୍ରପୁର,୭।୬(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡ଼ା ଥାନା ପୋଲିସ ଶନିବାର ୨ଟି କଲରାପତିରିଆ ବାଘ ଛାଲ ଜବତ କରିଛି। ଏପରିକି ପୋଲିସ ବନ୍ଧୁକ ବ୍ୟାଗ, ଧାରୁଆ ଅସ୍ତ୍ର ସହ ୨ଜଣ ଅଭିଯୁକ୍ତଙ୍କ ଗିରଫ କରିଛି। ସେମାନେ ହେଲେ କେଶବ ଜମାଦାର(୩୪)…

ଏୟାରଫୋର୍ସ Y ଗ୍ରୁପ ପରୀକ୍ଷା, ଓଡ଼ିଶାରେ ପ୍ରଥମ ସ୍ଥାନ ହାସଲ କଲେ ଆସୁରାଳୀର ସୌରଜ୍ୟୋତି ଦାସ

ତିହିଡ଼ି,୭ା୬(କାଳନ୍ଦି ବେହେରା): ଭଦ୍ରକ ଜିଲା ଧାମନଗର ବ୍ଲକର ଆସୁରାଳୀ ଅଞ୍ଚଳ ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି ଅସୁରାଳିର ଯୁବ ପ୍ରତିଭା ସୌରଜ୍ୟୋତି ଦାସ । ପ୍ରଥମ ପ୍ରୟାସରେ ଏୟାରଫୋର୍ସ Y ଗ୍ରୁପ ପରୀକ୍ଷାରେ ସାରା ଓଡ଼ିଶାରେ ପ୍ରଥମ ସ୍ଥାନ ଅଧିକାର…

୧୨ ଜିଏମ୍‌ଏପିଭି ବିଦ୍ୟାଳୟ ନୂତନ ଭବନର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ, ଦଶମ ଶ୍ରେଣୀ ଛାତ୍ରୀଙ୍କ ସହ କଲେ ଆଲୋଚନା

କୋରାପୁଟ,୭ା୬(ଅମିତାଭ ବେହେରା): କୋରାପୁଟ ଜିଲାର ୧୨ ଚୟନିତ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ(ଜିଏମଏପିଭି)ର ନୂତନ ଭବନ ନିର୍ମାଣ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଭର୍ଚୁଆଲ ମାଧ୍ୟମରେ ରବିବାର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ସେ ଜଣେ ଦଶମ ଶ୍ରେଣୀ…

ସ୍ବାସ୍ଥ୍ୟକେନ୍ଦ୍ର କୋଠା ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ନିର୍ଦ୍ଦେଶ

ଛତ୍ରପୁର,୭ା୬(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ସୁନ୍ଦରପୁର ଗ୍ରାମରେ ନିର୍ମିତ ନୂତନ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର କୋଠା ଶୀଘ୍ର କାର୍ଯ୍ୟକ୍ଷମ କରିବାକୁ ବିଧାୟକ କୃଷ୍ଣଚନ୍ଦ୍ର ନାୟକ ନିର୍ଦ୍ଦେଶ ଦେଇଛନ୍ତି। ସ୍ବାସ୍ଥ୍ୟକେନ୍ଦ୍ର କୋଠା ନିର୍ମାଣ ସରିବା ପରେ ମଧ୍ୟ କେତେକ ବିଭାଗର…

ଶୌଚ ହେବାକୁ ଆସି ଥୁବା-ହଞ୍ଜର ନାଳରେ ବୁଡିଗଲେ ମହିଳା, ଚାଲିଗଲା ଜୀବନ

ନନ୍ଦପୁର/ପାଡୁଆ,୭।୬(ତୁଷାର କାନ୍ତ ମହାନ୍ତି/ଶଙ୍କର ପୂଜାରୀ): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଥୁବା-ହଞ୍ଜର୍ ନାଳରୁ ରବିବାର ଅପରାହ୍ନରେ ଜଣେ ମହିଳାଙ୍କ ମୃତଦେହ ନନ୍ଦପୁର ଅଗ୍ନିଶମ ବାହିନୀ ଓ ନନ୍ଦପୁର ପୋଲିସ ଉଦ୍ଧାର କରିଛି । ମହିଳା ଜଣକ ହଞ୍ଜରପେଣ୍ଠ ଗ୍ରାମର ଗୌରୀମଣି ପାଙ୍ଗି…

ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ ପରେ ପ୍ରତାରଣା, ବଳାତ୍କାର ମାମଲାରେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁ ରେ ଜଣେ ଯୁବତୀଙ୍କୁ ବିବାହପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ ସମ୍ପର୍କ ରଖିବା ପରେ ତାଙ୍କୁ ଧୋକା ଦେଇଥିବା ଅଭିଯୋଗ ହୋଇଛି । ଅଭିଯୁକ୍ତ…

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା ରହିଛି । ସର୍ଟ ସର୍କିଟ ଯୋଗୁଁ ନିଆଁ ଲାଗିଥିବା ବେଳେ ଶିଶୁ ୱାର୍ଡରେ…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି । ଫଳରେ ମନ୍ଦିରର ଉପର ଭାଗ କିଛି ଅଂଶ ଭାଙ୍ଗି ଯାଇଥିବା ଦେଖିବାକୁ…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ ରାମପୁର-ଭବାନୀପାଟଣା ମୁଖ୍ୟ ରାସ୍ତା କଡ଼ରେ ଥିବା ଏକ ଆବାସିକ ଗୃହ ନିକଟରେ…

ଲେବଲକ୍ରସିଂ ପାର୍‌ ବେଳେ ଧକ୍କା ଦେଲା ଟ୍ରେନ୍‌, ଆଉ ତା’ପରେ ଯାହା ଘଟିଲା…

ଭଦ୍ରକ,୭।୬(ସନାତନ ରାଉତ): ଭଦ୍ରକ-ଧାମରା ରେଳପଥର ତିହିଡି଼ ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ରାସ୍ତା ଲେବଲକ୍ରସିଂ ନିକଟରେ ରବିବାର ଏକ ଟ୍ରେନ ଧକ୍କାରେ ଜଣେ ବାଇକ୍‌ ଆରୋହୀ ଯୁବକଙ୍କ ମୃତ୍ୟୁ ଘଟିଛି । ଏହି ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା…

ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଯାଜପୁର ଜିଲା ଧର୍ମଶାଳା ଥାନା…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫ ବର୍ଷୀୟା ଛାତ୍ରୀଙ୍କୁ ୯ମ ଶ୍ରେଣୀରେ ପଢ଼ୁଥିବା ସେହି ଗ୍ରାମର ଜଣେ ୧୭…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?