ଆମ ଜିଲା ଖବର

ପୂର୍ବ ଶତ୍ରୁତାରୁ କାଠଫାଳିଆରେ ପିଟି ମାରିଦେଲେ

ନିରାକାରପୁର,୧୦ା୪(ଡି.ଏନ୍‌.ଏ.): ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଜଣେ ବ୍ୟକ୍ତିଙ୍କୁ କାଠ ଫାଳିଆରେ ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅଧୀନ ନୂଆଗଡ଼ ପଞ୍ଚାୟତ ହରିପୁର ମାଝିସାହିର କୃଷ୍ଣଚନ୍ଦ୍ର ମାଝି ଓରଫ କୁଶିଆ(୪୫)। ଏନେଇ ମୃତକଙ୍କ…

ଆଜି ରଥଯାତ୍ରା ପ୍ରଥମ ସମନ୍ବୟ କମିଟି ବୈଠକ

ପୁରୀ ଅଫିସ, ୧୧ା୪: ମହାପ୍ରଭୁଙ୍କ ବିଶ୍ୱ ପ୍ରସିଦ୍ଧ ଘୋଷଯାତ୍ରା ଆସନ୍ତା ଜୁନ ୨୦ରେ ଅନୁଷ୍ଠିତ ହେବ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ଏବଂ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇସାରିଛି। ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ତଥା ସୁରୁଖୁରୁରେ ସମ୍ପନ୍ନ କରିବା…

ଶୂନ୍ୟ ମୃତ୍ୟୁ ସପ୍ତାହରେ ୪ ଜୀବନ ଗଲା

ବାରିପଦା ଅଫିସ,୧୧।୪: ରାଜ୍ୟରେ ଦୁର୍ଘଟଣା ଜନିତ ମୃତ୍ୟୁ ରୋକିବାକୁ ନେଇ ସପ୍ତାହବ୍ୟାପି ମୃତ୍ୟୁ ଶୂନ୍ୟ ସପ୍ତାହ ପାଳନରେ ମୟୂରଭଞ୍ଜ ଜିଲା ପରିବହନ ଓ ପୋଲିସ ପ୍ରଶାସନ ଫେଲ ମାରିଛି। ସପ୍ତାହକ ମଧ୍ୟରେ ଜିଲାର ୧୪ଟି ବ୍ଳକ ଅଞ୍ଚଳରେ ୪ଜଣଙ୍କ ସଡ଼କ ଦୁର୍ଘଟଣାରେ…

ଥଇଥାନ ଦାବି କଲେ ବାସହରା ଲୋଧା ସମ୍ପ୍ରଦାୟ ଲୋକେ

ଉଦଳା,୧୧।୪(ଡି.ଏନ.ଏ.): ବନ ବିଭାଗ ପକ୍ଷରୁ ଗତ ୩ତାରିଖରେ ଉଦଳା ଥାନା ଅନ୍ତର୍ଗତ ପାଟଶାଣୀପୁର ପଞ୍ଚାୟତର ଅମ୍ବିକାଦେଇପୁର ଗ୍ରାମ ଜାମପାଣିରେ ଥିବା ଲୋଧା ସମ୍ପ୍ରଦାୟର ୨୮ ଘର ଉଚ୍ଛେଦ କରାଯାଇଥିଲା। ଏହାର ପ୍ରତିବାଦରେ ସୋମବାର ଉକ୍ତ ଗ୍ରାମର ଶତାଧିକ ମହିଳା ପୁରୁଷ, ଯୁବତୀ…

ଗାଈକୁ ଆକ୍ରମଣ କଲା ବାଘ

ଘଟଗାଁ,୧୧।୪(ଡି.ଏନ.ଏ): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ଚରିବାକୁ ଯାଇଥିବା ଏକ ଗାଈକୁ ବାଘ ଆକ୍ରମଣ କରି କ୍ଷତାକ୍ତ କରିଛି। ଖବରପାଇ ରେଞ୍ଜ ଅଫିସର ପହଞ୍ଚତ୍ ଗାଈର ଚିକିତ୍ସା ବ୍ୟବସ୍ଥା କରିବା ସହ…

ଜବରଦଖଲରେ ଝୋଟେଶ୍ୱର ମନ୍ଦିର ଜମି

ମଙ୍ଗୁଳି-ଜଗତପୁର,୧୧୪(ଡି.ଏନ୍‌.ଏ.): ଚୌଦ୍ୱାର ପୌରପାଳିକା ଅଧୀନ ୬ନଂ. ୱାର୍ଡ ମୁଣ୍ଡମାଳ ଗ୍ରାମରେ ଥିବା ବହୁ ପୁରାତନ ଝୋଟେଶ୍ୱର ମନ୍ଦିର ଜମିକୁ ସ୍ଥାନୀୟ ଅଞ୍ଚଳର କେତେଜଣ ବ୍ୟକ୍ତି ଜବରଦଖଲ କରିଛନ୍ତି। ସେମାନଙ୍କ କବଳରୁ ଏହି ଜମି ମୁକୁଳାଇବା ପାଇଁ ଗ୍ରାମବାସୀ ବାରମ୍ବାର ତହସିଲ କାର୍ଯ୍ୟାଳୟରେ…

କଳା ତାଲିକାଭୁକ୍ତ ସଂସ୍ଥାକୁ ସଫେଇ କାର୍ଯ୍ୟାଦେଶ

କେନ୍ଦୁଝର,୧୧।୪(ସ୍ବ.ପ୍ର.): କେନ୍ଦୁଝରଗଡ଼ ପୌରପାଳିକାର ସଫେଇ କାମ ଏକ କଳା ତାଲିକାଭୁକ୍ତ ସଂସ୍ଥାକୁ ଦିଆଯାଇଛି। ଉକ୍ତ ସଂସ୍ଥା କର୍ମଚାରୀଙ୍କୁ କମ ଦରମା ଦେଉଥିବା ବେଳେ ସେମାନଙ୍କଠାରୁ କଟାଯାଉଥିବା ଇପିପିଏଫ ଓ ଇଏସ୍‌ଆଇ ଆଦି ବାବଦକୁ ଅର୍ଥ ଠିକ୍‌ ଭାବେ ଜମା କରୁନି। ସଫେଇ…

ସତ୍ୟଭାମାପୁର ମଧୁସ୍ମୃତି ପୀଠର ଉନ୍ନତୀକରଣ ହେବ

କଟକ ଅଫିସ, ୧୧ା୪: କଟକ ଜିଲା ସତ୍ୟଭାମାପୁରସ୍ଥିତ ମଧୁବାବୁଙ୍କ ଜନ୍ମପୀଠକୁ ରାଜ୍ୟ ପର୍ଯ୍ୟଟନସ୍ଥଳୀ ମାନ୍ୟତା ମିଳିଛି। ରାଜ୍ୟ ସରକାର ମଧୁସ୍ମୃତି ପୀଠର ପାରିପାର୍ଶ୍ୱିିକ ବିକାଶ ନିମନ୍ତେ ଏକ ନକ୍ସା ପ୍ରସ୍ତୁତ କରିଛନ୍ତି। ଏହି ପରିପ୍ରେକ୍ଷୀରେ କେନ୍ଦ୍ରାଞ୍ଚଳ ରାଜସ୍ବ ଆୟୁକ୍ତ (ଆର୍‌ଡିସି)ଙ୍କ କାର୍ଯ୍ୟାଳୟସ୍ଥିତ…

ଅଧଘଣ୍ଟା ଫସି ରହିଲା ଆମ୍ବୁଲାନ୍ସ

କେନ୍ଦୁଝର,୧୧।୪(ସ୍ବ.ପ୍ର.):କେନ୍ଦୁଝର ସହର ମାଇନିଂ ରୋଡ୍‌ରେ ସୋମବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଟ୍ରାଫିକ୍‌ ସମସ୍ୟା ଉତ୍କଟ ହୋଇଥିଲା। ଘଣ୍ଟାଧିକ ସମୟ ରାସ୍ତା ଜାମ ରହିଥିବା ବେଳେ ଏକ ଆମ୍ବୁଲାନ୍ସ ରାସ୍ତା ଜାମ୍‌ରେ ଅଧଘଣ୍ଟା ଧରି ଫସି ରହିଥିଲା। ସ୍ଥାନୀୟ ଲୋକଙ୍କ ସହଯୋଗରେ…

ଟ୍ରାକ୍ଟରରୁ ଖସିପଡି ନାବାଳିକା ମୃତ

ଭଦ୍ରକ ଅଫିସ,୧୧।୪: ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଚରମ୍ପା ଝାଟିଆ ଅଞ୍ଚଳ କେନାଲ ବନ୍ଧଠାରେ ମଙ୍ଗଳବାର ଟ୍ରାକ୍ଟରରୁ ଖସିପଡି ୪ବର୍ଷୀୟ ନାବାଳିକାଙ୍କ ମୃତ୍ୟୁ ଘଟିଛି। ନାବାଳିକା ଝିଅଟି ଟ୍ରାକ୍ଟରରେ ବସି ଯାଉଥିବା ବେଳେ ଖସି ପଡିଥିଲା l ପଡିଯିବା ପରେ ଟ୍ରାକ୍ଟରଟି…

ପୂର୍ବରୁ ଗୁଳି, ଏବେ ଅଣଦେଖାର ଶିକାର

ଯାଜପୁର ଅଫିସ,୧୧ା୪: ଯାଜପୁର ଜିଲା ଦାନଗଦି ବ୍ଲକ ଅଧୀନ ବହୁ ଗ୍ରାମର ବାସିନ୍ଦା ପ୍ରଦୂଷଣ ଜ୍ୱାଳାରେ ବିସ୍ଥାପିତ ହୋଇ ଅନ୍ୟତ୍ର ରହିବାକୁ ଦାବି କରି ଆସୁଛନ୍ତି। କିନ୍ତୁ ଏ ଦିଗରେ ପ୍ରତିବନ୍ଧକ ସାଜିଛି ରାଜ୍ୟ ସରକାରଙ୍କ ୨୦୦୫ କଳିଙ୍ଗନଗର ବିସ୍ଥାପନ ନୀତି।…

୭ଦିନ ମଧ୍ୟରେ ସ୍ଥାୟୀ ପ୍ରତିକାର ଲାଗି ପ୍ରତିଶ୍ରୁତି

ନୀଳଗିରି, ୧୧।୪(ସ୍ବ.ପ୍ର.): ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସି ଅଧୀନ ରାଡ଼ାର ରାସ୍ତାରେ ହୋଇଥିବା ଭେଣ୍ଡିଂଜୋନରେ ବିକ୍ରିବଟାରେ ସମସ୍ୟା ନେଇ ବ୍ୟବସାୟୀମାନେ ଏନ୍‌ଏସି ଅଫିସ ଆଗରେ ଧାରଣା ଲାଗି ଚେତାବନୀ ଦେଇଥିଲେ। ସୋମବାର ନୀଳଗିରି ବିଧାୟକ ଇଂ. ସୁକାନ୍ତ କୁମାର ନାୟକ, ନୀଳଗିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?