ଗହଣା ଶୋ’ରୁମରେ ବଡ଼ ଧରଣର ଡକାୟତି
ଭୁବନେଶ୍ୱର,୧୫।୫(ବ୍ୟୁରୋ): ଯାଜପୁର ଜିଲା ବ୍ୟାସନଗର ବଜାରରେ ଥିବା ଏକ ‘ସେନ୍କୋ’ ଗହଣା ଶୋ’ ରୁମରେ ବଡ଼ ଧରଣର ଲୁଟ୍ ହୋଇଛି। ସୋମବାର କର୍ମଚାରୀଙ୍କୁ ମାଡ ମାରି ୭ ଡକାୟତ ବିପୁଳ ପରିମାଣର ଗହଣା ସହ ଲକ୍ଷାଧିକ ଟଙ୍କା ଲୁଟି ନେଇଥିବା ସୂଚନା…
ପ୍ଲାଟଫର୍ମରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତେଦହ
ଖଲ୍ଲିକୋଟ,୧୫।୫(ଡି.ଏନ୍.ଏ.): ପ୍ଲାଟଫର୍ମରୁ ମିଳିଲା ଯୁବକଙ୍କ ଝୁଲନ୍ତା ମୃତେଦହ । ଏଯାବତ୍ ମୃତକଙ୍କ ପରିଚୟ ମିଳିପାରି ନାହିଁ। ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲା ଛତ୍ରପୁର ବଡ଼ ରେଳଷ୍ଟେଶନ ପ୍ଲାଟଫର୍ମ ନମ୍ବର ୪ରେ । ଖବର ଅନୁଯାୟୀ, ଛତ୍ରପୁର ବଡ଼ ରେଳଷ୍ଟଶନ ପ୍ଲାଟଫର୍ମର…
ବାଇକ୍କୁ ଧକ୍କା ଦେଲା ବସ୍: ବାଇକ୍ ଆରୋହୀଙ୍କ ମୃତ
ଅନୁଗୋଳ ଅଫିସ,୧୫।୫: ଅନୁଗୋଳ ଜିଲା ପାଲଲହଡ଼ା ଥାନା ୪୯ ନମ୍ବର ଜାତୀୟ ରାଜପଥ ସାମିୟାପାଲି ଛକ ନିକଟରେ ସୋମବାର ଦୁର୍ଘଟଣା ଘଟିଛି। ବସ୍ ଧକ୍କାରେ ବାଇକ୍ ଆରୋହୀଙ୍କ ମୃତ ଘଟିଛି। ମୃତ ବ୍ୟକ୍ତି ହେଲେ ପାଲଲହଡା ସିଗଡ଼ ଗାଁର ଶରତ ପ୍ରଧାନ।…
ରୋଗଗ୍ରସ୍ତ ସ୍ତ୍ରୀଙ୍କ ଆତ୍ମହତ୍ୟା ପରେ ଆଖିବୁଜିଦେଲେ ସ୍ବାମୀ
କଣ୍ଟାବାଞ୍ଜି,୧୫।୫(ଡି.ଏନ୍.ଏ.): ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ଥାନା ଦାବିରି ଗାଁର ଉଭୟେ ସ୍ତ୍ରୀସ୍ବାମୀଙ୍କ ଗୋଟିଏ ଦିନରେ ଆତ୍ମହତ୍ୟା ଘଟଣା ପୂରା ଅଞ୍ଚଳକୁ ସ୍ତବ୍ଧ କରିଦେଇଛି। ସୂଚନାନୁସାରେ, ଉକ୍ତ ଗାଁର ଗୋଧନ ମଲ୍ଲିକ (୪୫) ଓ ତାଙ୍କ ସ୍ତ୍ରୀ ଚନ୍ଦ୍ରକଳା ମଲ୍ଲିକ (୪୦) ଉଭୟେ…
ପାଇପ ଫାଟିଛି, ମରାମତି ହେଉନି
ଡୁଙ୍ଗୁରିପାଲି,୧୫ା୫(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଳକ ଦିଗଶିରା ହରିଜନ ପଡାବାସୀ ଏବେ ପାଇପ ପାଣି ପାଇଁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ପାଇପ ଫାଟି ଯାଇଥିବାରୁ ଏହି ସମସ୍ୟା ଦେଖାଦେଇଛି। ଦୀର୍ଘଦିନ ହେବ ଏହାର ମରାମତି ନ ହେବାରୁ ଏବେ ପରିସ୍ଥିତି ସଙ୍ଗୀନ…
୪ ବର୍ଷ ହେଲା ଶଯ୍ୟାଶାୟୀ ଭାରତୀ
ବାଉଁଶୁଣୀ,୧୫ା୫(ଡି.ଏନ୍.ଏ.): ବୌଦ୍ଧ ବ୍ଲକ ବାଉଁଶୁଣି ପଞ୍ଚାୟତ ବଉଦିଆପଡ଼ା ଗ୍ରାମର ଭାରତୀ ମେହେର (୩୦) ୪ ବର୍ଷ ହେଲା ଶଯ୍ୟାଶାୟୀ ହୋଇ ପଡ଼ିରହିଛନ୍ତି। ସେ ବରଗଡ଼ ଜିଲା ବରପାଲି ଗ୍ରାମରେ ବିବାହ କରିଥିଲେ। ବିବାହର ୨ ବର୍ଷ ପରେ କୌଣସି କାରଣରୁ ସ୍ବାମୀ…
ମାଓବାଦୀଙ୍କ ବନ୍ଦ ଡାକରା: ଡେଟୋନେଟର ଲଗାଇ ରାସ୍ତାରେ ଗଛ ପକାଇ ଅବରୋଧ
ଭବାନୀପାଟଣା,୧୫।୫(ସ୍ବ.ପ୍ର.): ୧୨ ଦଫା ଦାବି ନେଇ କଳାହାଣ୍ଡି ଜିଲା ସମେତ ୬ ଜିଲାକୁ ସୋମବାର ଲାଲବାହିନୀ ବନ୍ଦ ଡ଼ାକରା ଦେଇଛନ୍ତି । ଏ ନେଇ ଗତ କିଛି ଦିନ ତଳେ ସିପିଆଇ ମାଓବାଦୀ ପ୍ରବକ୍ତା ଚକରା ବିଶୋଇଙ୍କ ଏକ ଅଡିଓ ବାର୍ତ୍ତା…
ଲାଞ୍ଜିଗଡ଼ରେ ପୁଣି ବିଏସ୍ଏନ୍ଏଲ୍ ନେଟୱର୍କ ଫେଲ୍
ଲାଞ୍ଜିଗଡ,୧୫।୫(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡଠାରେ ପୁଣି ଥରେ ୫ ଦିନ ହେଲା ବିଏସ୍ଏନ୍ଏଲ୍ ନେଟୱର୍କ ଫେଲ। ଗତ ଏପ୍ରିଲରେ ୯ ଦିନ ନେଟୱର୍କ ନ ଥିଲା। ଏହି ମାସରେ ପୁଣି ଆଜକୁ ୫ ଦିନ ହେଲାଣି ଲାଞ୍ଜିଗଡ ଏବଂ ଏହାର ଆଖପାଖ…
ପଟ୍ଟା ପାଇଁ କଣ୍ଟା ସାଜିଛି ‘ଏହି ଜମି ହସ୍ତାନ୍ତର ଯୋଗ୍ୟ ନୁହେଁ’
ରାୟଗଡ଼ା,୧୫ା୫: ଆଦିବାସୀ ବହୁଳ ରାୟଗଡ଼ା ଜିଲାବାସୀଙ୍କୁ କାଳ ସାଜିଛି ‘ଏହି ଜମି ହସ୍ତାନ୍ତର ଯୋଗ୍ୟ ନୁହେଁ’। ଏହି କାରଣରୁ ବହୁ ଲୋକ ଘରଡିହ ପଟ୍ଟା ପାଉନାହନ୍ତି। ପଟ୍ଟା ନ ଥିବା କାରଣରୁ ଜାଗା ବିକ୍ରି ହୋଇପାରୁନି କି ବ୍ୟାଙ୍କ ଋଣ ଆଣି…
ନିଶାଦ୍ରବ୍ୟର ପେଣ୍ଠସ୍ଥଳୀ ବଇଣ୍ଡା
ବଇଣ୍ଡା,୧୫।୫(ଡି.ଏନ.ଏ): ଅନୁଗୋଳ ଜିଲାର ଅନ୍ୟତମ ବ୍ୟବସାୟିକ ପେଣ୍ଠସ୍ଥଳୀ ବଇଣ୍ଡା ଏବେ ନିଶା ବ୍ୟବସାୟର କେନ୍ଦ୍ର ପାଲଟିଛି। ଅଞ୍ଚଳ ଦେଇ ଦୈନିକ ବିପୁଳ ପରିମାଣର ଗଞ୍ଜେଇ, ଅଫିମ, ଚୋରା ମଦ ଚାଲାଣ କରାଯାଉଛି। ପୋଲିସ ଏବଂ ଅବକାରୀ ବିଭାଗ ପକ୍ଷରୁ ନିଶା ବ୍ୟବସାୟୀଙ୍କ…
ଜଳସଙ୍କଟ ଉତ୍କଟ
ବଇଣ୍ଡା, ୧୫।୫(ଡି.ଏନ.ଏ): ଶିଳ୍ପସମୃଦ୍ଧ ଅନୁଗୋଳ ଜିଲାରେ ଅସହ୍ୟ ଗ୍ରୀଷ୍ମପ୍ରବାହ ଜନଜୀବନକୁ ଅସ୍ତବ୍ୟସ୍ତ କରି ପକାଇଥିବାବେଳେ ଗ୍ରାମାଞ୍ଚଳରେ ଜଳସଙ୍କଟ ଉତ୍କଟ ରୂପ ଧାରଣ କରିଛି। ବିଶେଷ କରି ଆଠମଲ୍ଲିକ ଓ କିଶୋରନଗର ବ୍ଲକରେ ସମସ୍ୟା ଜଟିଳ ଆଡ଼କୁ ଗତି କରୁଛି। ଗ୍ରୀଷ୍ମପ୍ରବାହର ମୁକାବିଲା…
ତୁଟିଲା ବାସନ୍ତୀ ଦୁର୍ଗାଙ୍କ ଯଜ୍ଞକୁଣ୍ଡ ଜମି ବିବାଦ
ତିହିଡ଼ି,୧୫।୫ (ଡି.ଏନ.ଏ.): ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଦୌଲତପୁର ପଞ୍ଚାୟତର ପୀରହାଟ ବଜାରରେ ଥିବା ମା’ ବାସନ୍ତୀ ଦୁର୍ଗାଙ୍କ ଯଜ୍ଞକୁଣ୍ଡ ଜମିକୁ ନେଇ ଲାଗି ରହିଥିବା ବିବାଦ ତୁଟିଛି। ଏହି ଜମି ସର୍ବସାଧାରଣଙ୍କ ବ୍ୟବହାର ପାଇଁ ଉଦ୍ଦିଷ୍ଟ ରହିବ ବୋଲି…

