ଆମ ଜିଲା ଖବର

ଉନ୍ନୟନ କାର୍ଯ୍ୟରେ ବାଧା ଦେଉଛନ୍ତି ବିଧାୟକ- ପୌରାଧ୍ୟକ୍ଷା

ଭଦ୍ରକ ଅଫିସ,୨୦।୧୧: ଭଦ୍ରକ ପୌରପାଳିକାରେ ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ବାଧା ଦେଉଛନ୍ତି ବିଧାୟକ। ବିଧାୟକଙ୍କ ସମର୍ଥନରେ ଥିବା କାଉନସିଲର ମାନେ ସହଯୋଗ କରୁନାହାନ୍ତି । ୱାର୍ଡକୁ ପରିଦର୍ଶନ ଓ ଲୋକଙ୍କ ସମସ୍ୟା ବୁଝିବାକୁ ଗଲେ କାଉନସିଲର ଦେଖା ଦେଉନାହାନ୍ତି । ବିଧାୟକଙ୍କୁ…

ବାର୍‌ହା ଆକ୍ରମଣରେ ଜଣେ ଗୁରୁତର

ପାଟଣା,୨୦।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ପାଟଣା ବିଟ୍‌ ମାଧପୁର ଗ୍ରାମ ନାଏକ ସାହିର ଜଣେ ବ୍ୟକ୍ତି ରବିବାର ବାରହା ଆକ୍ରମଣରେ ଗୁରୁତର ହୋଇଛନ୍ତି। ସେ ହେଲେ ଉପେନ୍ଦ୍ର ନାଏକ(୫୫)। ଗୁରୁତର ଅବସ୍ତାରେ ତାଙ୍କୁ ପାଟଣା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି…

ପୋଲିସ ପକ୍ଷରୁ ଜବରଦଖଲ ଉଚ୍ଛେଦ

ଛତ୍ରପୁର,୨୦।୧୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ନୂତନ ବସଷ୍ଟାଣ୍ଡ ନିକଟରେ ଗୃହ ବିଭାଗର ନିଜସ୍ବ ଜମି ରହିଥିବା ବେଳେ କିଛି ଲୋକେ ତାହାକୁ ଅକ୍ତିଆର କରିବା ସହ ଘରକରି ରହିଥିଲେ । ଏ ନେଇ ବାରମ୍ବାର ପୋଲିସ ପକ୍ଷରୁ କହିବା ସତ୍ତ୍ୱେ ବ୍ୟକ୍ତି…

ଫେରୁଛି ମହିଳା ଖୋ ଖୋ ଚମକ

ଭୁବନ, ୧୯।୧୧(ଡି.ଏନ୍‌.ଏ.):  ରାଜ୍ୟ ସରକାରଙ୍କ ପ୍ରୋତ୍ସାହନ ପରେ ଲୋକାଦୃତି ହାସଲ କରିଛି ହକି, ଫୁଟ୍‌ବଲ ଭଳି ଲୋକପ୍ରିୟ କ୍ରୀଡ଼ା। ପୁରୁଷଙ୍କ ଭଳି ମହିଳାମାନେ ମଧ୍ୟ ଆଉଟ୍‌ଡୋର ଗେମ୍‌ରେ ଦେଖାଉଛନ୍ତି ସେମାନଙ୍କ ଦକ୍ଷତା। ଖୋ ଖୋ, କବାଡ଼ି ଭଳି ପ୍ରତିଯୋଗିତାରେ ଏବେ ସେମାନଙ୍କ…

ହୀରାକୁଦକୁ ବିଦେଶୀ ପକ୍ଷୀ ଆଗମନରେ ବିଳମ୍ବ

ସମ୍ବଲପୁର, ୨୦।୧୧(ବ୍ୟୁରୋ): ସମ୍ବଲପୁର ଜିଲାରେ ଅନେକ ପର୍ଯ୍ୟଟନ ସ୍ଥଳ ରହିଛି। ସେଥିମଧ୍ୟରେ ହୀରାକୁଦ ଅନ୍ୟତମ। ହୀରାକୁଦ ଜଳଭଣ୍ଡାର ସହ ଚତୁଃପାର୍ଶ୍ୱରେ ଥିବା ପ୍ରାକୃତିକ ସୌନ୍ଦର୍ଯ୍ୟ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିଥାଏ। ପର୍ଯ୍ୟଟନ ଋତୁରେ ବିଦେଶୀ ପକ୍ଷୀଙ୍କ ସମାଗମ ମୁଖ୍ୟ ଆକର୍ଷଣ ସାଜିଥାଏ। ଏଥିପାଇଁ…

ଓଡ଼ିଆ ଶିକ୍ଷକଙ୍କ ଭାଷା ବୁଝୁନାହାନ୍ତି ପିଲା

ମାଥିଲି,୧୯ା୧୧(ଡି.ଏନ.ଏ.)- ଏବେ ସୁଦ୍ଧା ଲୋକଙ୍କ ନିକଟରେ ପହଞ୍ଚତ୍ପାରିନି ମୌଳିକ ସୁବିଧା। ଶିକ୍ଷା ବ୍ୟବସ୍ଥାର ବିକଳ ରୂପ ଦେଖିବାକୁ ମିଳିଛି ମାଲକାନଗିରି ଜିଲା ମାଥିଲି ବ୍ଲକରେ। ବ୍ଲକର କମାରପାଲି ପଞ୍ଚାୟତ ଅନ୍ତର୍ଗତ ସୋଡ଼ିଗୁଡ଼ା ଗ୍ରାମରେ ପ୍ରାଥମିକ ବିଦ୍ୟାଳୟ ରହିଛି ସତ, ମାତ୍ର ଏଠାରେ…

ସ୍ବଚ୍ଛତା ନାମରେ ଭଲ କଂକ୍ରିଟ୍‌ ଡଷ୍ଟବିନ୍‌ ଭାଙ୍ଗିଦେଲେ

କେନ୍ଦୁଝର,୨୦।୧୧(ସ୍ବ.ପ୍ର.):  କେନ୍ଦୁଝର ଗଡ଼ ପୌର ପରିଷଦରେ ଲକ୍ଷାଧିକ ଟଙ୍କା ବ୍ୟୟରେ କିଛି ବର୍ଷ ତଳେ ବିଭିନ୍ନ ଓ୍ବାର୍ଡରେ ନିର୍ମାଣ ହୋଇଥିବା କଂକ୍ରିଟ ଡଷ୍ଟବିନ୍‌ଗୁଡ଼ିକୁ ପୌର ପ୍ରଶାସନ ଭାଙ୍ଗିଦେଇଛି। ସ୍ବଚ୍ଛତା ନାମରେ ଜେସିବି ଲଗାଇ ଧ୍ୱସ୍ତ କରିଦିଆଯାଇଛି। ପୂର୍ବରୁ ମଧ୍ୟ ପ୍ଲାଷ୍ଟିକ୍‌ ଓ…

‘ଦୃଢ଼ ଆତ୍ମବିଶ୍ୱାସ, ସାହସ ହିଁ ଗବେଷଣାର ପ୍ରକୃତ ପଥ’

ବାରିପଦା ଅଫିସ, ୨୦।୧୧:  ବାରିପଦାସ୍ଥିତ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓ ବିଶ୍ୱବିଦ୍ୟାଳୟରେ ଗବେଷକ ଓ ସ୍ନାତକୋତ୍ତର ଛାତ୍ରୀଛାତ୍ରଙ୍କୁ ଗବେଷଣା ନିମନ୍ତେ ପ୍ରୋତ୍ସାହନ ପାଇଁ ଏକ ସମ୍ମିଳନୀ ବିଶ୍ୱବିଦ୍ୟାଳୟର ସମ୍ମେଳନ କକ୍ଷରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟଅତିଥି ରୂପେ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର କିଶୋର…

ପକ୍ଷାଘାତ ଦେବସ୍ମିତାଙ୍କ ହାତ ଧରିଲେ ଶୁଭ୍ରାଂଶୁ

ବାଲେଶ୍ୱର ଅଫିସ,୨୦।୧୧:  ଶୁଭ୍ରାଂଶୁ ଓ ଦେବସ୍ମିତାଙ୍କ ମଧ୍ୟରେ ଦୀର୍ଘ ୮ ବର୍ଷର ପ୍ରେମ ସମ୍ପର୍କ। ପରସ୍ପରକୁ ଭଲ ପାଇ ସାତ ଜନ୍ମର ସାଥୀ ହେବାକୁ କଥା ଦେଇଥିଲେ। ସେମାନଙ୍କ ଅନାବିଳ ପ୍ରେମକୁ ଦେଖି ଉଭୟଙ୍କ ପରିବାର ଲୋକ ମଧ୍ୟ ବିବାହ ପାଇଁ…

ବାଙ୍ଗିରିପୋଷି ରେଳଷ୍ଟେଶନ ପରିଦର୍ଶନ କଲେ ଖଡଗପୁର ଡିଆରଏମ୍‌

ବାଙ୍ଗିରିପୋଷି, ୨୦।୧୧(ଡି.ଏନ.ଏ.): ଡିଭିଜନାଲ ରେଲୱେ ମ୍ୟାନେଜର, ଖଡଗପୁର ଡିଭିଜନ ଏମ.ଡି. ସରତ ହସିମ୍‌ ଏକ ସ୍ବତନ୍ତ୍ର ଟ୍ରେନ ଯୋଗେ ଶନିବାର ବାଙ୍ଗିରିପୋଷି ରେଳ ଷ୍ଟେଶନରେ ପହଞ୍ଚିଥିଲେ। ତାଙ୍କ ସହିତ ରେଳ ବିଭାଗର ବିଭିନ୍ନ ଉଚ୍ଚପଦସ୍ଥ ଅଧିକାରୀମାନେ ପରିଦର୍ଶନରେ ଆସି ରେଳଷ୍ଟେଶନ ପ୍ଲାଟଫର୍ମ,…

ଆର୍ଥିକ ଅଭିବୃଦ୍ଧି ଆଶା ଉଜ୍ଜୀବିତ

ଯୋଡ଼ା,୨୦।୧୧(ଡି.ଏନ.ଏ): ପୂର୍ବରୁ ଲାଗୁ ହୋଇଥିବା ଲୁହାପଥର ରପ୍ତାନି କର ଯୋଗୁଁ ଦେଶରେ ରପ୍ତାନି କମିଯାଇଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରପ୍ତାନି କରକୁ ହ୍ରାସ କରିଛନ୍ତି। ଶୁକ୍ରବାର ରାତିରେ କେନ୍ଦ୍ର ସରକାର ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ କରିଛନ୍ତି।…

ମିଶନ ଶକ୍ତି ଗ୍ରୁପ୍‌କୁ ବିନା ସୁଧରେ ୩ଲକ୍ଷ ଋଣ

ଭଞ୍ଜନଗର,୨୦।୧୧(ଡି.ଏନ.ଏ): ମହିଳାମାନଙ୍କୁ ସ୍ବାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ଯୋଜନାର ସଫଳତା ଯୋଗୁ ମହିଳାମାନେ ଆଜି ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି । ସେମାନଙ୍କ ଆର୍ଥତ୍କ କ୍ଷେତ୍ରରେ ଆହୁରି ଉନ୍ନତି ଆଣିବା ପାଇଁ ମିଶନ ଶକ୍ତି ମାଧ୍ୟମରେ ଗଞ୍ଜାମ ଜିଲାରେ ୪୦…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri