ଆମ ଜିଲା ଖବର

ସ୍ବାସ୍ଥ୍ୟକେନ୍ଦ୍ର ଛାତରୁ ଖସୁଛି ସିମେଣ୍ଟ

ଟିକିରି,୧୦ା୪( ଡି.ଏନ୍‌.ଏ.): ରାୟଗଡ଼ା ଜିଲା କାଶିପୁର ବ୍ଲକ ଟିକିରି ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ରବିବାର ସିମେଣ୍ଟ ଖଣ୍ଡ ଖସିଛି। ଏହି ସମୟରେ ସ୍ବାସ୍ଥ୍ୟକେନ୍ଦ୍ରରେ କୌଣସି ରୋଗୀ ନ ଥିବାରୁ ଦୁର୍ଘଟଣା ଘଟିନାହିଁ। ଯଦି ଅନ୍ୟ ସମୟରେ କୌଣସି ରୋଗୀଙ୍କ ଉପରେ ଏହି ସିମେଣ୍ଟ…

ନକଲି ଟିକଟରେ ମୁଣ୍ଡନ ବାବଦ ଲକ୍ଷାଧିକ ଟଙ୍କା ହଡ଼ପ

ରାୟଗଡ଼ା,୧୦ା୪(ସ୍ବ.ପ୍ର.): ରାୟଗଡ଼ାର ଅଧିଷ୍ଠାତ୍ରୀ ଦେବୀ ମା’ ମଝିଘରିଆଣିଙ୍କ ମନ୍ଦିର ରସିଦ୍‌ ବହିରେ ଜାଲିଆତି କରାଯାଇଛି। ମନ୍ଦିରର କେତେଜଣ ଅସାଧୁ କର୍ମଚାରୀ ମା’ଙ୍କ ନିକଟକୁ ମୁଣ୍ଡନ ପାଇଁ ଆସୁଥିବା ମାନସିକଧାରୀଙ୍କୁ ନକଲି ଟିକେଟ ଦେଇ ଲକ୍ଷାଧିକ ଟଙ୍କା ଲୁଟ୍‌ କରିଛନ୍ତି। ମନ୍ଦିର ଟ୍ରଷ୍ଟ…

ଗଞ୍ଜାମକୁ ମିଳିବ ୧୦ କୋଟି

ଛତ୍ରପୁର/ଭଞ୍ଜନଗର,୧୦।୪(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ଅନୁଷ୍ଠାନମାନଙ୍କ ଦ୍ୱାରା କରାଯାଉଥିବା ଉତ୍ତମ କାର୍ଯ୍ୟକୁ ଚିହ୍ନଟ କରିବା ସହିତ ସେମାନଙ୍କୁ ଆଗାମୀ ଦିନରେ ଆହୁରି ଭଲ ପ୍ରଦର୍ଶନ କରିବାକୁ ଉତ୍ସାହିତ କରିବା ସକାଶେ ଭାରତ ସରକାରଙ୍କ ପଞ୍ଚାୟତିରାଜ ମନ୍ତ୍ରଣାଳୟ ଦ୍ୱାରା ‘ଜାତୀୟ ପଞ୍ଚାୟତ ପୁରସ୍କାର’ ଯୋଜନା…

୮ ଶ୍ରେଣୀକୁ ୪ କକ୍ଷ

କୋଡ଼ପଡ଼ା,୧୦ା୪(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକ୍‌ ଅନ୍ତର୍ଗତ ନୂଆଗାଁ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବହୁ ସମସ୍ୟା ଘେରରେ ରହିଛି। ଶ୍ରେଣୀଗୃହ ଅଭାବରୁ ଛାତ୍ରୀଛାତ୍ରମାନେ ପାଳିକରି ଶ୍ରେଣୀ କକ୍ଷରେ ବସୁଛନ୍ତି। ଏନେଇ ଗ୍ରାମବାସୀ ବାରମ୍ବାର ଘସିପୁରା ବିଇଓଙ୍କ ଦୃଷ୍ଟି…

ରୋଗ କରିଛି ଗାଁରୁ ବାସନ୍ଦ

ଝରିଗାଁ,୧୦ା୪(ସ୍ବ.ପ୍ର.): ସଚେତନତା ପରେ ମଧ୍ୟ ଅନ୍ଧବିଶ୍ୱାସ ପିଛା ଛାଡ଼ୁନି । କୁଷ୍ଠ ରୋଗ ଯୋଗୁ ଦୀର୍ଘ ୬ ବର୍ଷ ଧରି ଗାଁରୁ ବାସନ୍ଦ ହୋଇ ଜଙ୍ଗଲ ପାହାଡ଼ଘେରା ଖୋଲା ଆକାଶ ତଳେ ଫଟା ପଲିଥିନ ମଞ୍ଚାରେ ଆଶ୍ରୟ ନେଉଛନ୍ତି ଝରିଗାଁ ବ୍ଲକ…

୬ ବର୍ଷ ବିତିଲା, କାର୍ଯ୍ୟକ୍ଷମ ହେଲାନି ଏକ୍ସ-ରେ ମେଶିନ

ନନ୍ଦପୁର,୧୦ା୪(ଡି.ଏନ୍‌.ଏ.): କୋରାପୁଟ ଜିଲା ନନ୍ଦପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଆସିଥିବା ଏକ୍ସ-ରେ ମେଶିନ ଏଯାଏ କାର୍ଯ୍ୟକ୍ଷମ ହୋଇନାହିଁ। ଏହା ମଧ୍ୟରେ ୬ ବର୍ଷ ବିତିଗଲାଣି। ମେଶିନ ଚଳାଇବା ଲାଗି ନିଯୁକ୍ତି ପାଇଥିବା ରେଡିଓଲୋଜିଷ୍ଟଙ୍କୁ ଜୟପୁର ଜିଲା ଚିକିତ୍ସାଳୟକୁ ଡେପୁଟେଶନରେ ପଠାଯାଇଛି। ଫଳରେ ନନ୍ଦପୁର…

ପୋଲିସକୁ ଚକ୍‌ମା ଦେଇ ବାବା ବେଶରେ ରହୁଥିଲେ

କଟକ ଅଫିସ,୧୦ା୪: ପୋଲିସ ଆଖିରେ ଧୂଳି ଦେଇ ଖସି ବୁଲୁଥିଲେ ହତ୍ୟା ଅଭିଯୁକ୍ତ। ଗିରଫଦାରିରୁ ବର୍ତ୍ତିବା ପାଇଁ ବାବା ବେଶରେ ରହୁଥିଲେ। ଦାଢ଼ି ରଖୁଥିଲେ ଆଉ ଗେରୁଆ ବସ୍ତ୍ର ପିନ୍ଧୁଥିଲେ। ନିଜକୁ ମହିମା ଅଲେଖ ଧାର୍ମିକ ଅନୁଷ୍ଠାନର ଜଣେ ସନ୍ଥ ଭାବେ…

ହାତୀ ଦଳିଦେବା ଘଟଣା: କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ଖୋର୍ଦ୍ଧା ଅଫିସ,୧୦ା୪: ସୋମବାର ସକାଳେ ଖୋର୍ଦ୍ଧା ଟାଉନ ଥାନା ପାନବରଜ ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଫୁଲ ତୋଳିବାକୁ ଯାଇ ଜଣେ ମହିଳାଙ୍କୁ ହାତୀ ଦଳି ଦେବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ହୋଇଛି। ମୃତ ମହିଳାଙ୍କ ନାମ କିରଣବାଳା ମାନ୍ଧାତା(୫୭)।…

୨୦୦ରୁ ଉର୍ଦ୍ଧ୍ୱ ଲୋକଙ୍କ ସମ୍ପୃକ୍ତି

ବଲାଙ୍ଗୀର ଅଫିସ, ୧୦ା୪: ଜାଲ୍‌ ସାର୍ଟିଫିକେଟ୍‌ ମାମଲାର କ୍ରାଇମ୍‌ବ୍ରାଞ୍ଚସ୍ତରୀୟ ତଦନ୍ତ ନବମ ଦିନରେ ପହଞ୍ଚିଛି। ଏହି ମାମଲାର ୪ ଅଭିଯୁକ୍ତଙ୍କୁ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ତିନିଦିନିଆ ରିମାଣ୍ଡରେ ଆଣି ଜେରା କରିବା ପରେ ବହୁ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାତରେ ଲାଗିଥିବା କହିଥିଲା। ଶନିବାର…

ସୁଧୁରୁନି ସମସ୍ୟା, ବଢୁଛି ଅସନ୍ତୋଷ

ଖୋର୍ଦ୍ଧା ଅଫିସ,୧୦ା୪: ଖୋର୍ଦ୍ଧା ସହରର ବିକାଶ ସ୍ଥାଣୁ ପାଲଟିଛି। ୩ ବର୍ଷ ପରେ ଜନତା ସିଧାସଳଖ ପୌରାଧ୍ୟକ୍ଷ ଏବଂ କାଉନସିଲରମାନଙ୍କୁ ଭୋଟ ଦେଇ ନିର୍ବାଚିତ କରିଥିଲେ। ପ୍ରଶାସନ ପାଖରୁ କ୍ଷମତା ନିର୍ବାଚିତ ପ୍ରତିନିଧିଙ୍କ ହାତକୁ ଆସିଲା। ଫଳରେ ସହରବାସୀ ଆଶା କରିଥିଲେ,…

ନେତାଙ୍କ ଟଙ୍କା, ମୁହଁ ଖୋଲିବାକୁ ଭୟ

ସମ୍ବଲପୁର,୧୦ା୪(ବ୍ୟୁରୋ): ଦେବଗଡ ଜିଲାରେ ଘଟିଥିବା ଏକ ମାମଲାରେ ଅଭିଯୁକ୍ତଙ୍କୁ ଧରିବା ପାଇଁ ସମ୍ବଲପୁର ଜିଲା ରେଙ୍ଗାଲି ଥାନା ପଣ୍ଡଲୋଇ ଗ୍ରାମରେ ପୋଲିସ ଟିମ୍‌ ଗତ ୬ ତାରିଖ ରାତିରେ ଚଢାଉ କରିଥିଲା। ଏହି ଗ୍ରାମର ଜଣେ ଯୁବକଙ୍କୁ ପୋଲିସ ଉଠାଇ ନେଇଥିଲା।…

ସୁଇପର ଭରସାରେ ଚାଲିଛି ରୋଗୀ ସେବା

ନୂଆପଡ଼ା ଅଫିସ,୧୦।୪: ରାଜ୍ୟ ସରକାର ଉନ୍ନତ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ବିଭିନ୍ନ ଯୋଜନା କରି କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ଉପାନ୍ତ ନୂଆପଡା ଜିଲାରେ ସବୁ ଫେଲ ମାରୁଛି। ପାର୍ଟଟାଇମ ସୁଇପର ରୁପସିଂ ମାଝିଙ୍କ ଭରସାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?